ଭଦ୍ରକ

ଜମିବିକ୍ରିରେ ଜାଲିଆତି: ଜଣେ ଗିରଫ

ଚାନ୍ଦବାଲି, ୧୮।୧୧ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ତହସିଲ ଅଧୀନ ଧାମରା ଆର୍‌ଆଇ ସର୍କଲର ଅମରନଗର ମୌଜାରେ ଏକ ଜମିବିକ୍ରିରେ ଜାଲିଆତି ଅଭିଯୋଗରେ ବସନ୍ତ ମହତା ନାମକ ଜଣେ ଯୁବକଙ୍କୁ ସ୍ଥାନୀୟ ପୋଲିସ ସୋମବାର ଗିରଫ କରିଛି। ଏ ନେଇ ଚାନ୍ଦବାଲି…

ବୀମାରାଶି ନ ମିଳିବା ପ୍ରତିବାଦରେ ଚାଷୀଙ୍କ ଧାରଣା

ଆରଡ଼ି,୧୮।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକର ପାଳସାହି ସେବା ସମିତି ଅଧୀନରେ ଥିବା ଚାଷୀମାନଙ୍କୁ ଗତବର୍ଷ ଖରିଫ ଫସଲ ବୀମା ରାଶି ମିଳିନାହିଁ। ଏହାର ପ୍ରତିବାଦ ସ୍ବରୂପ ପାଳସାହି ଓ ରଇପୁର ପଞ୍ଚାୟତର ଶତାଧିକ ଚାଷୀ ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ…

ଦୋଛକିରେ ଭାରତମାଳା ପ୍ରକଳ୍ପ

ଭଦ୍ରକ ଅଫିସ,୧୮ା୧୧- କେନ୍ଦ୍ର ସରକାରଙ୍କ ଭାରତମାଳା ପ୍ରକଳ୍ପ ଏବେ ଦିଗହରା ହୋଇ ପଡିଛି। ଏହି ପ୍ରକଳ୍ପ ସକାଶେ ବିଜ୍ଞପ୍ତି ଜାରି ସତ୍ତ୍ୱେ ଏହାର କାର୍ଯ୍ୟକାରିତା ନେଇ ଆଉ କିଛି ସୂଚନା ମିଳୁ ନାହିଁ। ଭଦ୍ରକ ଜିଲାର ଧାମରା ବନ୍ଦରଯାଏ ପରିବହନ ବ୍ୟବସ୍ଥାକୁ…

ମୃତକଙ୍କ ଆଖି କାଢ଼ିନେବା ଘଟଣା: ମାମଲା ରୁଜୁ ପରେ ପୋଲିସର ତନାଘନା

ଭଦ୍ରକ ଅଫିସ, ୧୭ା୧୧- ପରିବାର ଲୋକଙ୍କ ଅଜାଣତରେ ଚକ୍ଷୁ ଦାନ କରିବା ଲାଗି କାଗଜପତ୍ରରେ ଦସ୍ତଖତ କରାଇ ନେଇ ମେଡିକାଲରେ ଜଣେ ମୃତବ୍ୟକ୍ତିଙ୍କ ଦୁଇ ଆଖି କାଢି ନିଆଯିବା ଘଟଣା ସମ୍ପର୍କରେ ଅଭିଯୋଗ ପାଇ ଭଦ୍ରକ ଟାଉନ ଥାନା ପୋଲିସ ଏକ…

ସମୁଦ୍ରକୁ ମାଛ ଧରିବାକୁ ଯାଇ ଧୀବର ମୃତ

ପଦ୍ମପୁର, ୧୭ା୧୧(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅଢୁଆଁ ଗ୍ରାମର ଜଣେ ବ୍ୟକ୍ତି ସମୁଦ୍ରକୁ ମାଛ ଧରିବାକୁ ଯାଇ ଅସୁସ୍ଥ ହୋଇ ପରେ ମୃତ୍ୟୁମୁଖରେ ପଡିଛନ୍ତି। ମୃତକ ହେଲେ ଅଢୁଆଁ ଗ୍ରାମର ସୋମବାରୀ ମଳିକ। ଗତ ୧୪ ତାରିଖରେ ସୋମବାରୀଙ୍କ…

ଚାନ୍ଦବାଲିରେ ଶ୍ରମିକ, କୃଷକ ସମାବେଶ

ଚାନ୍ଦବାଲି,୧୭ା୧୧(ଡି.ଏନ.ଏ.)-ଶୋଷଣମୁକ୍ତ ଭାରତ ଗଠନ ଦିଗରେ କମ୍ୟୁନିଷ୍ଟମାନଙ୍କ ସଂଗ୍ରାମର ଶତବାର୍ଷିକୀ ପାଳନ ଅବସରରେ ରବିବାର ଭଦ୍ରକ ଜିଲା ଚାନ୍ଦବାଲି ବିଜୁସ୍ମୃତି ଭବନରେ ଶ୍ରମିକ ଓ କୃଷକଙ୍କ ସମାବେଶ ଅନୁଷ୍ଠିତ ହୋଇଥିଲା। ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ଶ୍ରମିକ ଓ କୃଷକମାନେ ଏଥିରେ ଯୋଗ…

ମୃତଦେହରୁ କାଢ଼ିନେଲେ ଆଖି

ଭଦ୍ରକ ଅଫିସ, ୧୭।୧୧- କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ମୃତ୍ୟୁ ଘଟିଥିବା ବୀର ଗାଗାରାଇ ଓରଫ ନଣ୍ଡା ନାମକ ଜଣେ ବ୍ୟକ୍ତିଙ୍କ ଦୁଇ ଆଖିକୁ ଭୁବନେଶ୍ୱରର ଏକ ମେଡିକାଲ ପକ୍ଷରୁ କାଢ଼ି ନିଆଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ…

ଜାତୀୟ ପ୍ରେସ୍‌ ଦିବସ ପାଳିତ

ଭଦ୍ରକ ଅଫିସ,୧୬।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଜିଲା ସଂସ୍କୃତି ଭବନ ପରିସରରେ ଜାତୀୟ ପ୍ରେସ୍‌ ଦିବସ ପାଳିତ ହୋଇଯାଇଛି। ଜିଲା ଲୋକସମ୍ପର୍କ ଅଧିକାରୀ ଗୋଲଖ ବେହେରାଙ୍କ ସଭାପତିତ୍ୱରେ ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ର, ପି.ଡି. ମଧୁସୂଦନ ମିଶ୍ର, ଅବସରପ୍ରାପ୍ତ ଅଧ୍ୟକ୍ଷ…

ନାବାଳିକା ବଳାତ୍କାର ମାମଲା: ରିମାଣ୍ଡରେ ଆସିଲେ ୪ ଅଭିଯୁକ୍ତ

ଚାନ୍ଦବାଲି,୧୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣ ବଳାତ୍କାର ମାମଲାରେ ପୂର୍ବରୁ ସମସ୍ତ ୪ଜଣ ଅଭିଯୁକ୍ତ ଗିରଫ ହୋଇଥିଲେ । ଏ ନେଇ ଥାନାରେ ୨୭୪/୧୯ରେ ଏକ ମାମଲା ରୁଜୁ ହୋଇଥିଲା । ତେବେ ଅଭିଯୁକ୍ତ ପ୍ରକାଶ ଦାସ,…

ବାଂଶଡ଼ା ସେତୁ ଲାଗି କଂଗ୍ରେସର ଆନ୍ଦୋଳନ: ଭଦ୍ରକ-ଧାମରା ରେଳଲାଇନରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ

ଚାନ୍ଦବାଲି,୧୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ମନ୍ତେଈ ନଦୀ ଉପରେ ନିର୍ମାାଣାଧୀନ ବାଂଶଡ଼ା ସେତୁ ଦୀର୍ଘଦିନ ହେବ ଅଧାପନ୍ତରିଆ ହୋଇ ପଡ଼ିରହିଛି । ୨୦୧୩ ମସିହାରେ ଏହାର ନିର୍ମାଣ ଆରମ୍ଭ ହୋଇ ୨୦୧୬ରେ ଶେଷ ହେବାକୁ ଥିବା ବେଳେ ଏହା ଏବେ…

ଧାମରାରେ କେନ୍ଦ୍ରୀୟ ପ୍ରତିନିଧି ଦଳ

ଚାନ୍ଦବାଲି,୧୫।୧୧(ଡି.ଏନ୍‌.ଏ.): ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ପ୍ରଭାବରେ ଭଦ୍ରକ ଜିଲାର ଉପକୂଳବର୍ତ୍ତୀ ଅଞ୍ଚଳ ଚାନ୍ଦବାଲି ଓ ଧାମରାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଏ ନେଇ କ୍ଷୟକ୍ଷତିର ଆକଳନ ଲାଗି ୮ ଜଣିଆ କେନ୍ଦ୍ରୀୟ ଟିମ୍‌ ଗୁରୁବାର ଧାମରା ଗସ୍ତ କରିଥିଲେ। ରାତିରେ ଧାମରାରେ…

ତହସିଲ କାର୍ଯ୍ୟାଳୟ ଘେରିଲା ନବନିର୍ମାଣ କୃଷକ ସଙ୍ଗଠନ

ତିହିଡ଼ି,୧୫।୧୧(ଡି.ଏନ୍‌.ଏ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଶୁକ୍ରବାର ମଧ୍ୟାହ୍ନରେ ତହସିଲ କାର୍ଯ୍ୟାଳୟ ଘେରାଉ କରାଯାଇଛି। ‘ବୁଲ୍‌ବୁଲ୍‌’ରେ ବ୍ଲକର କ୍ଷତିଗ୍ରସ୍ତ ଚାଷୀଙ୍କୁ ନିରପେକ୍ଷ ଭାବେ ଚିହ୍ନଟ କରାଯାଇ ଏକର ପ୍ରତି ୨୦ ହଜାର ଟଙ୍କା କ୍ଷତିପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?