ଦଳିତଙ୍କ ଉପରେ ଅତ୍ୟାଚାର: ନେତାଙ୍କୁ ଗିରଫ ଦାବିରେ ଧାମରା ମେରାଇନ ଥାନା ଘେରାଉ
ଚାନ୍ଦବାଲି,୧୧ା୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମରା ମେରାଇନ ଥାନା ଅନ୍ତର୍ଗତ ଜାଗୁଳା ପଞ୍ଚାୟତ ଜାଗୁଳା ଗ୍ରାମର ଜଣେ ପ୍ରଭାବଶାଳୀ ନେତା କେତେକ ଦଳିତଙ୍କ ଉପରେ ଅତ୍ୟାଚାର କରୁଛନ୍ତି। ଏ ନେଇ ତାଙ୍କ ବିରୋଧରେ ଧାମରା ମେରାଇନ ଥାନାରେ ଦୁଇଟି ମାମଲା ରୁଜୁ ହୋଇଥିଲେ…
ସାରଥି ସତ୍ସଙ୍ଗ ସ୍ଥଳରେ ପୋଲିସ
ଭଦ୍ରକ ଅଫିସ, ୧୧।୧୦ – ଭଦ୍ରକ ପୌରାଞ୍ଚଳ ମଠସାହି ନିକଟ ଏକ ଘରେ ଗୁରୁବାର ରାତି ପ୍ରାୟ ୮ଟା ବେଳେ ବାବା ସାରଥିଙ୍କ ସତ୍ସଙ୍ଗ କାର୍ଯ୍ୟକ୍ରମ ଚାଲିଥିଲା। ଖବର ପାଇ କେତେକ ଗଣମାଧ୍ୟମ ପ୍ରତିନିଧି ସେଠାରେ ପହଞ୍ଚିଥିଲେ। ପରେ ଭଦ୍ରକ ଟାଉନ…
ଅବହେଳିତ ମା’ ତାରାଶୁଣୀଙ୍କ ପୀଠ
ପଦ୍ମପୁର, ୧୧।୧୦(ଡି.ଏନ.ଏ.)- ଭଦ୍ରକ ଜିଲା ସାବରଙ୍ଗ ପଞ୍ଚାୟତ ଅଧୀନ ଆଟୋ ରାଜସ୍ବ ଗ୍ରାମର ଧନନ୍ତ୍ୱରୀ ନଦୀକୂଳରେ ଅବସ୍ଥିତ ମା’ ତାରାଶୁଣୀଙ୍କ ପୀଠ। ଜିଲାର ଏହି ପୁରାତନ ପୀଠ ଅବହେଳିତ ଅବସ୍ଥାରେ ରହିଛି। ମା’ଙ୍କ ମନ୍ଦିର ଅସମ୍ପୂର୍ଣ୍ଣ ହୋଇରହିଥିବା ବେଳେ ପ୍ରସାଦ ରୋଷେଇଶାଳ…
ହାତକଡ଼ି ସହ ଅଭିଯୁକ୍ତ ଚମ୍ପଟ ଘଟଣା: ୨ ପୋଲିସ ନିଲମ୍ବିତ
ଚାନ୍ଦବାଲି, ୧୦।୧୦ (ଡି.ଏନ.ଏ.)- ଏକ କମେଣ୍ଟ ମାରିବା ଘଟଣାରେ ଗିରଫ ଜଣେ ଅଭିଯୁକ୍ତଙ୍କୁ ଭଦ୍ରକ ଜେଲକୁ ନିଆଯାଉଥିଲା। ରାସ୍ତାରେ ବାଇକ୍ରୁ ଡେଇଁ ହାତକଡ଼ି ସହିତ ଅଭିଯୁକ୍ତ ଚମ୍ପଟ ମାରିବା ମାମଲାରେ କର୍ତ୍ତବ୍ୟରେ ଅବହେଳା ପାଇଁ ବାଂଶଡ଼ା ଥାନାର ୨ ପୋଲିସ ତୁଷାରକାନ୍ତ…
ବିଷ ପିଇ ମହିଳାଙ୍କ ଆତ୍ମହତ୍ୟା
ଭଣ୍ଡାରିପୋଖରୀ, ୧୦।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ନାଅଁାମୀ ଗ୍ରାମର ମଞ୍ଜୁଲତା ମହାରଣା ନାମ୍ନୀ ଜଣେ ମହିଳା ଗୁରୁବାର ବିଷ ପିଇ ଆତ୍ମହତ୍ୟା କରିଥିବା କୁହାଯାଉଛି। ସୂଚନା ଅନୁସାରେ, ସ୍ବାମୀ ବିଲକୁ ଯାଇଥିବା ବେଳେ ମଞ୍ଜୁଲତା ବିଷ ପିଇ…
ଗଛରେ ପିଟିହେଲା ଟାଟା ମ୍ୟାଜିକ୍, ୩ ଗୁରୁତର
ଆରଡ଼ି,୧୦।୧୦(ଡି.ଏନ୍.ଏ.): ଭଦ୍ରକ ଜିଲା ଆରଡ଼ି ବାଇପାସ୍ ରାସ୍ତାରେ ଗୁରୁବାର ପୂର୍ବାହ୍ନରେ ସାଇକେଲ ଚାଳକକୁ ରକ୍ଷା କରିବାକୁ ଯାଇ ଏକ ଟାଟା ମ୍ୟାଜିକ୍ ଗଛରେ ପିଟି ହେବାରୁ ଏଥିରେ ଥିବା ୧୨ ଜଣଙ୍କ ମଧ୍ୟରୁ ୭ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଆରଡ଼ି ପ୍ରାଥମିକ…
ମେଲାଣି ନେଲେ ମା’ ଦୁର୍ଗା
ଭଦ୍ରକ ଅଫିସ, ୧୦।୧୦- ଭଦ୍ରକ ସହରର ବିଭିନ୍ନ ଅସ୍ଥାୟୀ ମଣ୍ଡପରେ ପୂଜା ପାଉଥିବା ମା’ ଦୁର୍ଗା ବୁଧବାର ମେଲାଣି ନେଇଛନ୍ତି। ପାରମ୍ପରିକ ବାଦ୍ୟ ବାଜଣା ଓ ଡିଜେର ଧୁମ୍ରେ ମା’ଙ୍କୁ ବିଦାୟ ଦିଆଯାଇଛି। ସହରର ପ୍ରମୁଖ ମେଢ଼ଗୁଡିକ ରାଜଘାଟସ୍ଥିତ ସାଳନ୍ଦୀ ନଦୀ…
ଅବହେଳିତ ଗଁ। ତୁଳିପଦୀ
ବନ୍ତ, ୧୦ା୧୦(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଗୋପୀନାଥପୁର ପଞ୍ଚାୟତ ଅଧୀନ ତୁଳିପଦୀ ଗଁ। ଅବହେଳିତ। ଯାତାୟାତ ଲାଗି ଏହି ଗଁ। କୁ ସବୁଦିନିଆ ଭଲ ରାସ୍ତା ନାହିଁ। ଗଁ। ମୁଣ୍ଡରେ ଥିବା ବିଦ୍ୟାଳୟକୁ ଭଲ ରାସ୍ତା ନ ଥିବାରୁ ପାଣି…
ବାଇକ୍ରୁ ଡେଇଁ ହାତକଡ଼ି ସହ ଚମ୍ପଟ ଅଭିଯୁକ୍ତ ଗିରଫ:୨ ପୋଲିସ ନିଲମ୍ବିତ
ଚାନ୍ଦବାଲି, ୯।୧୦ (ଡି.ଏନ.ଏ.): ଭଦ୍ରକ ଜିଲା ବାଂଶଡ଼ା ଥାନାରେ ଏକ କମେଣ୍ଟ ମାରିବା ମାମଲାରେ ଗିରଫ ଜଣେ ଅଭିଯୁକ୍ତ ଭଦ୍ରକ ଜେଲ୍କୁ ସ୍ଥାନାନ୍ତର ହେବା ରାସ୍ତାରେ ହାତକଡ଼ି ସହ ବାଇକ୍ରୁ ଡେଇଁ ମଙ୍ଗଳବାର ସନ୍ଧ୍ୟାରେ ଚମ୍ପଟ ମାରିଥିଲେ। ପୋଲିସ୍ ଖୋଜାଖୋଜି କରି…
ବିଭିନ୍ନ ଦାବିନେଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ବନ୍ତ,୯।୧୦(ଡି.ଏନ୍.ଏ): ବିଭିନ୍ନ ଦାବିନେଇ ଭଦ୍ରକ ଜିଲା ବନ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇ ଜୋନ୍ କମିଟି ପକ୍ଷରୁ ବୁଧବାର ଧାରଣା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକ୍କାଘର, କଂକ୍ରିଟ ରାସ୍ତା ନିର୍ମାଣରେ ଅନିୟମିତତା ଆଦି ଦାବିରେ ବରିଷ୍ଠ ନେତା ଗୋପବନ୍ଧୁ ସେଠୀ,…
ବିଦାୟ ନେଲେ ମା’
ଆରଡ଼ି, ୮ା୧୦( ଡି.ଏନ୍.ଏ.)- ଭଦ୍ରକ ଜିଲା ଆରଡ଼ି ନିକଟସ୍ଥ ସାନ ଓଳଗ ଓ ବଡ଼ ଓଳଗ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ମା’ ଦୁର୍ଗତି ନାଶିନୀଙ୍କୁ ବିଦାୟ ଦିଆଯାଇଛି। ବିଦାୟ ବେଳେ ମା’ ଙ୍କୁ ଶୋଭାଯାତ୍ରାରେ ନିଆଯାଇଥିଲା। ପାରମ୍ପରିକ ରୀତିରେ ଗାଁର ଯୁବକମାନେ…
ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼
ଭଣ୍ଡାରିପୋଖରୀ,୮ା୧୦ (ଡି.ଏନ୍.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତ ଅନ୍ତର୍ଗତ କୁଣ୍ଡସାହି ଦୁର୍ଗାମଣ୍ଡପରେ ଜଗଜ୍ଜନନୀ ମା ଦୁର୍ଗାଙ୍କ ଦଶହରା ପୂଜା ଅନୁଷ୍ଠିତ ହୋଇଛି। ଏଥିପାଇଁ ପୂଜାମଣ୍ଡପରେ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ୯୦ ବର୍ଷରେ ପଦାର୍ପଣ କରିଥିବା ଏହି ପୂଜା…
Archives


