ଚାକିରି କରାଇଦେବାକୁ କହି ଲକ୍ଷେ ଲାଞ୍ଚ: ଜିଲା ପ୍ରାଣୀ ଚିକିତ୍ସାଳୟ କିରାଣି ଗିରଫ
ଭଦ୍ରକ ଅଫିସ, ୨।୧୧ – ଚାକିରି କରାଇଦେବା ନଁାରେ ବ୍ୟାଙ୍କ ଆକାଉଣ୍ଟ ମାଧ୍ୟମରେ ୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ହରଡ଼ଘଣାରେ ପଡ଼ିଛନ୍ତି ଭଦ୍ରକ ଜିଲା ପ୍ରାଣୀ ଚିକିତ୍ସାଳୟର କିରାଣି ବିଜୟ କୁମାର ଧଳ। ଅଭିଯୋଗକାରୀ ୫-ଟି ସଚିବ ଭି କାର୍ତ୍ତିକେୟନ…
୬ଷ୍ଠ ଦିନରେ ଭଦ୍ରକ କାଳୀପୂଜା: ସହର ଲୋକାରଣ୍ୟ
ଭଦ୍ରକ ଅଫିସ,୨।୧୧-ଐତିହାସିକ ଭଦ୍ରକ କାଳୀପୂଜା ଲାଗି ସାରା ସହର ଲୋକାରଣ୍ୟ ହୋଇପଡ଼ିଛି। ଶୁକ୍ରବାର କାଳୀପୂଜାର ୬ଷ୍ଠ ଦିନରେ ବିଭିନ୍ନ ପୂଜା ମଣ୍ଡପ ନିକଟରେ ଶ୍ରଦ୍ଧାଳୁଙ୍କ ନାହିଁ ନ ଥିବା ଭିଡ଼ ଜମିଥିଲା। ଚରମ୍ପା ଷ୍ଟେଶନ ରୋଡ୍, ଡାହାଣୀଗଡ଼ିଆ ଛକଠାରୁ ଆର୍ଟିଓ କାର୍ଯ୍ୟାଳୟ…
ବ୍ରାଉନସୁଗାର ଜବତ: ଯୁବକ ଗିରଫ
ଭଦ୍ରକ ଅଫିସ, ୧।୧୧- କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଏକ ସ୍ବତନ୍ତ୍ର ଟିମ୍ ଶୁକ୍ରବାର ମଧ୍ୟାହ୍ନରେ ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଅସୁରାଳି ବଜାରସ୍ଥିତ ଏକ ଇଞ୍ଜିନିୟରିଂ କଲେଜ ସମ୍ମୁଖରୁ ୪୮ ଗ୍ରାମର ବ୍ରାଉନସୁଗାର ଜବତ କରିଛି। ଏଥିସହ ଅରୁଣ…
ଏଥର ସଚିବ ନୁହନ୍ତି, ଭଦ୍ରକ ଜିଲା ଚିକିତ୍ସାଳୟକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅଚାନକ ଗସ୍ତ
ଭଦ୍ରକ ଅଫିସ,୧।୧୧: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଶୁକ୍ରବାର ଭଦ୍ରକ ଜିଲା ଚିକିତ୍ସାଳୟକୁ ଅଚାନକ ଗସ୍ତ କରିଛନ୍ତି। ତାଙ୍କ ସହ ଏମ୍ପି ମଞ୍ଜୁଲତା ମଣ୍ଡଳ, ବିଧାୟକ ସଞ୍ଜୀବ ମାଲିକ, ବ୍ୟୋମକେଶ ରାୟ, ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ପ୍ରମୁଖ ପହଞ୍ଚି ବିଭିନ୍ନ ଓ୍ବାର୍ଡ…
୬ଷ୍ଠ ଦିବସରେ ମା’ ଭଦ୍ରକାଳୀଙ୍କ ସରସ୍ବତୀ ବେଶ
ଭଦ୍ରକ ଅଫିସ,୧।୧୧: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ୬ଷ୍ଠ ଦିବସରେ ଶୁକ୍ରବାର ମହାସରସ୍ବତୀ ବେଶରେ ପୂଜା ପାଉଛନ୍ତି। ସକାଳୁ ମା’ଙ୍କୁ ଏହି ବେଶରେ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଭକ୍ତମାନେ ଧାଡ଼ି ବାନ୍ଧି ଧୂପ-ଦୀପ ଦେଇ…
ଭଦ୍ରକ କାଳୀପୂଜାର ୫ମ ଦିନ: ପୂଜା ମଣ୍ଡପରେ ପ୍ରବଳ ଭିଡ଼
ଭଦ୍ରକ ଅଫିସ, ୧।୧୧ – ଭଦ୍ରକ ଐତିହାସିକ କାଳୀପୂଜା ପାଇଁ ଚରମ୍ପା ଅଞ୍ଚଳ ଝଲସୁଛି। ଗୁରୁବାର ଥିଲା ପୂଜାର ୫ମ ଦିନ। ଲକ୍ଷାଧିକ ଜନସମାଗମକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସକୁ ନାକେଦମ୍ ହେବାକୁ ପଡ଼ିଛି। ପୂର୍ବାହ୍ନରୁ ବିଭିନ୍ନ ପୂଜା ମଣ୍ଡପରେ ଅସମ୍ଭାଳ…
ଜବତ ପଲିଥିନ ଛଡ଼ାଇ ନେଲେ
ଚାନ୍ଦବାଲି, ୧।୧୧ (ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ଏନ୍ଏସି ପକ୍ଷରୁ ଗୁରୁବାର ଅପରାହ୍ନରେ କେତେକ ଦୋକାନରୁ ଜବତ କରାଯାଇଥିବା ପଲିଥିନକୁ ବ୍ୟବସାୟୀମାନେ ଛଡ଼ାଇ ନେଇଥିବା ଜଣାଯାଇଛି। ଅପରାହ୍ନ ପ୍ରାୟ ୪ଟା ବେଳେ ଏନ୍ଏସିର ୨ଜଣ କର୍ମଚାରୀ ପୋଲିସ ସହାୟତାରେ ଚାନ୍ଦବାଲି ସହରର କେତେକ…
ବାଲି ଚୋରା ଚାଲାଣ ନ ରୋକିଲେ ଆନ୍ଦୋଳନ
ଭଣ୍ଡାରିପୋଖରୀ, ୩୧।୧୦ (ଡି.ଏନ.ଏ.)- ଭଣ୍ଡାରିପୋଖରୀ ତହସିଲ ବୈତରଣୀ ନଦୀର ବିଭିନ୍ନ ଘାଟରୁ ବେଆଇନ ଭାବେ ବାଲି ଉତ୍ତୋଳନ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସମୟରେ ଏହାକୁ ବିରୋଧ କରାଯାଇଥିଲେ ମଧ୍ୟ ପ୍ରଶାସନ ବାଲି ଉତ୍ତୋଳନକାରୀଙ୍କ ବିରୋଧରେ କୌଣସି ଆଇନଗତ…
ଗଛ କଟାକୁ ବିରୋଧ: କାଠ ଜବତ କଲା ବନ ବିଭାଗ
ଧାମନଗର,୩୧।୧୦(ଡି.ଏନ.ଏ.):ଧାମନଗର ବ୍ଲକ ଭଗବାନପୁର ନୋଡାଲ ବିଦ୍ୟାଳୟ ପରିସରରେ ଏକ ପୁରୁଣା ଗଛକୁ ବିନା ଅନୁମତିରେ କାଟିବା ଅଭିଯୋଗ ହୋଇଛି। ଖବର ପାଇ ବନ ବିଭାଗ ତରଫରୁ ଚଢାଉ କରାଯାଇ କାଠ ଜବତ କରାଯାଇଛି।
ଜଗଦ୍ଧାତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ ଭଦ୍ରକାଳୀ
ଭଦ୍ରକ ଅଫିସ,୩୧।୧୦: ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ପଞ୍ଚମ ଦିନରେ ଗୁରୁବାର ମା’ ଜଗଦ୍ଧାତ୍ରୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ମା’ଙ୍କର ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଜଗଦ୍ଧାତ୍ରୀ ବେଶରେ ମା’ଙ୍କର ବାଘ ବାହନ ଥିବା ବେଳେ…
ଐତିହାସିକ ବାସୁଦେବପୁର କାଳୀପୂଜା: ଶୋଭା ବଢ଼ାଉଛି ତୋରଣ, ଚିତ୍ରକଳ୍ପ
ବାସୁଦେବପୁର, ୩୧।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁରରେ ଜମୁଛି ଐତିହାସିକ କାଳୀପୂଜା। ୧୯୪୪ରେ ଏକ ଝାଟିମାଟି ଘରେ ଆରମ୍ଭ ହୋଇଥିଲା ଏହି ପୂଜା। ଚଳିତବର୍ଷ ସର୍ବପୁରାତନ ଆମ କାଳୀ କମିଟି ୭୫ ବର୍ଷ ପୂର୍ତ୍ତି ଅବସରରେ ହୀରକ ଜୟନ୍ତୀ ସମାରୋହ ପାଳନ…
ପୋଖରୀରେ ପଡ଼ି ଶିଶୁକନ୍ୟାଙ୍କ ଗଲା ଜୀବନ
ବାସୁଦେବପୁର, ୩୦।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ପଞ୍ଚାୟତ ଅଧୀନ ଗଦେଇବିନ୍ଧା ଗ୍ରାମରେ ବୁଧବାର ଅପରାହ୍ନରେ ପୋଖରୀରେ ପଡ଼ି ବନ୍ଦନା କାଣ୍ଡି ନାମ୍ନୀ ୩ ବର୍ଷୀୟା ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତା ବନ୍ଦନା ହେଉଛନ୍ତି ଗ୍ରାମର ସୁଶାନ୍ତ କାଣ୍ଡିଙ୍କ କନ୍ୟା।…
Archives


