ଚାଷୀଙ୍କୁ ସ୍ବାବଲମ୍ବୀ କରୁଛି ‘ମୋ ମାଛ ପୋଖରୀ’
ବାସୁଦେବପୁର, ୨୩।୯ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ। ମାଛ ଚାଷ ଓ ଉପତ୍ାଦନ କ୍ଷେତ୍ରରେ ଏହି ବ୍ଲକ ଅଞ୍ଚଳରେ ଆବଶ୍ୟକ ଭିତ୍ତିଭୂମି ରହିଛି। ମାଛ ଚାଷ କରି ଚାଷୀମାନେ ଆତ୍ମନିର୍ଭରଶୀଳ ହେବା ସହିତ ରୋଜଗାରକ୍ଷମ ହୋଇପାରିଛନ୍ତି।…
ନିର୍ମାଣାଧୀନ କୋଠାରୁ ମିଳିଲା ଝୁଲନ୍ତା ମୃତଦେହ
ଭଦ୍ରକ ଅଫିସ, ୨୨।୯- ଭଦ୍ରକ ଜିଲା ବନ୍ତ ଛକ ନିକଟ ଏକ ନିର୍ମାଣାଧୀନ କୋଠାର ୩ ମହଲାରୁ ରବିବାର ଅପରାହ୍ନରେ ଜଣେ ଅଚିହ୍ନା ଯୁବକଙ୍କ ଝୁଲନ୍ତା ଗଳିତ ମୃତଦେହ ଟାଉନ ଥାନା ପୋଲିସ ଉଦ୍ଧାର କରିଛି। ମୃତଦେହର ପାରିପାର୍ଶ୍ୱିକ ଅବସ୍ଥା ଦେଖି…
ଉଚ୍ଛେଦ ପରେ ଜବରଦଖଲ
ଭଦ୍ରକ ଅଫିସ,୨୨।୯ – ଭଦ୍ରକ ସହରକୁ ସ୍ମାର୍ଟସିଟି କରାଯିବା ପାଇଁ ମୁଖ୍ୟରାସ୍ତାଗୁଡ଼ିକୁ ଜବରଦଖଲମୁକ୍ତ ଲାଗି ଉଦ୍ୟମ କରାଯାଇଛି। ଗତ ଜୁନ୍ ଶେଷ ସପ୍ତାହରେ ମହତାବ ଛକଠାରୁ ଅପର୍ତ୍ତିବିନ୍ଧା ଷ୍ଟେଟ୍ବ୍ୟାଙ୍କ ଛକ ପର୍ଯ୍ୟନ୍ତ ରାସ୍ତାର ଉଭୟପାର୍ଶ୍ୱକୁ ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇଥିଲା।…
ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ଜେଲ
ଭଦ୍ରକ ଅଫିସ, ୨୧।୯ – ଭଦ୍ରକ ଅତିରିକ୍ତ ଜିଲା ଦୌରାଜଜ୍ ତଥା ସ୍ବତନ୍ତ୍ର ଅଦାଲତର ବିଚାରପତି ପ୍ରଣତି ସାହା ଶନିବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଦୋଷୀ ସପନ ପରିଡ଼ା ଓରଫ୍ ରବୀନ୍ଦ୍ରଙ୍କୁ ୧୦ ବର୍ଷ ଜେଲ ଦଣ୍ଡ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ବିଭାଗ ବନ୍ଦ କଲା ସମବାୟ ସମିତି ସଭାପତିଙ୍କ ବ୍ୟବସାୟିକ ଅନୁଷ୍ଠାନ
ପଦ୍ମପୁର,୨୧।୯(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବରଣ୍ଡୁଆ ପଞ୍ଚାୟତ ସରପଞ୍ଚ ଓ ତାଙ୍କ ସ୍ବାମୀ ସମବାୟ ସମିତିର ସଭାପତିଙ୍କ ମାଲିକାନାରେ ଥିବା ବ୍ୟବସାୟିକ ପ୍ରତିଷ୍ଠାନଗୁଡିକୁ ଶନିବାର ଭିଜିଲାନ୍ସ ବିଭାଗ ଚଢ଼ାଉକରି ବନ୍ଦ କରିବାକୁ ନୋଟିସ ଜାରି କରିଛି। ସୂଚନାଯୋଗ୍ୟ, ଆୟ…
ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୫ ଜଣଙ୍କ ନଁ। ରେ ମାମଲା, ଅଭିଯୁକ୍ତ ଫେରାର
ଭଦ୍ରକ ଅଫିସ, ୨୧।୯ – ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଉତରାଗଡ଼ିଆ ପାଟଣାରେ ଗୁରୁବାର ରାତିରେ ବିଜୟ ବେହେରା ନାମକ ଜଣେ ଯୁବକଙ୍କୁ ଲୁହାରଡ୍ରେ ପିଟିପିଟି ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ୫ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି।…
ନୟାହାଟରେ ମେଗା ପାନୀୟଜଳ ପ୍ରକଳ୍ପ ନିର୍ମାଣକୁ ବିରୋଧ
ଚାନ୍ଦବାଲି, ୨୦।୯ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ଏନ୍ଏସି ଅନ୍ତର୍ଗତ ନୟାହାଟ ଗଁାରେ ଗ୍ରାମ୍ୟ ପାନୀୟଜଳ ଯୋଗାଣ ବିଭାଗର ପ୍ରସ୍ତାବିତ ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ଏ ନେଇ ଶୁକ୍ରବାର ଜମି ଅଧିଗ୍ରହଣ ବେଳେ…
ତିହିଡ଼ିରେ ବିଜେଡିର ନୂତନ ସଦସ୍ୟତା ଗ୍ରହଣ ଅଭିଯାନ, ଦଳକୁ ସୁଦୃଢ଼ କରିବାକୁ ପରାମର୍ଶ
ତିହିଡ଼ି,୨୦।୯(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀର ୧୩ ପଞ୍ଚାୟତକୁ ନେଇ ତିହିଡ଼ି ବ୍ଲକ ଅଚକ ପଞ୍ଚାୟତ ଅଧୀନ ନନ୍ଦପୁର ବଜାରରେ ଶୁକ୍ରବାର ବିଜେଡିର ନୂତନ ସଦସ୍ୟତା ଗ୍ରହଣ ଅଭିଯାନ ଆରମ୍ଭ ହୋଇଯାଇଛି। ଏଥିରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ କମଳାକାନ୍ତ ଭୋଇ ପୌରୋହିତ୍ୟ…
ପିଟିପିଟି ଯୁବକଙ୍କୁ ହତ୍ୟା
ଭଦ୍ରକ ଅଫିସ୍, ୨୦-୯: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଉତରାଗଡ଼ିଆ ପାଟଣାରେ ଜଣେ ଯୁବକଙ୍କୁ ଲୁହା ରଡ୍ରେ ପିଟି ହତ୍ୟା କରାଯାଇଛି। ମୃତକ ହେଲେ ଉକ୍ତ ଗ୍ରାମର ବିଜୟ ବେହେରା(୪୦)। ରାସ୍ତା ଉପରେ ବାଲି ରଖିବାକୁ କେନ୍ଦ୍ରକରି ଗୁରୁବାର ରାତିରେ ଗଁାର…
ଅନୁଦାନ ହାତେଇବାକୁ ଅଭିନବ ଉଦ୍ୟମ
ଭଦ୍ରକ ଅଫିସ, ୨୦।୯ – ଦୃଷ୍ଟିହୀନ, ମୁକ, ବଧିର ସ୍କୁଲରେ ସରକାରୀ ଅନୁଦାନ ହାତେଇବା ପାଇଁ ସୁସ୍ଥ ପିଲାଙ୍କୁ ରଖି ଅଭିନବ ଉପାୟରେ ଚାଲିଥିଲା ଶିକ୍ଷାନୁଷ୍ଠାନ। ଗୁରୁବାର ରାଜ୍ୟ ଭିନ୍ନକ୍ଷମ ଆୟୋଗ ଅଧ୍ୟକ୍ଷାଙ୍କ ଅଚାନକ ପରିଦର୍ଶନ ପରେ ଏହି ଗୁମର ଖୋଲିଛି।…
ପୋଖରୀରେ ପଡ଼ି ଦିବ୍ୟାଙ୍ଗ ଯୁବତୀ ମୃତ
ଚାନ୍ଦବାଲି,୧୯।୯(ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଖଦାଳପୋଖରୀ ପଞ୍ଚାୟତ ଅଣ୍ଡିଆପାଟ ଗ୍ରାମର ସୁମିତ୍ରା ସାମଲ ନାମ୍ନୀ ଜଣେ ଦିବ୍ୟାଙ୍ଗ ଯୁବତୀ ଗୁରୁବାର ପୋଖରୀରେ ପଡ଼ି ପ୍ରାଣ ହରାଇଛନ୍ତି। ସେ ଘର ପଛପାଖ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ଏହି ଅଘଟଣ…
ରାହାଞ୍ଜ ବଜାରରୁ ୫ ଦୋକାନରୁ ଚୋରି
ଭଦ୍ରକ ଅଫିସ, ୧୯।୯- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାହାଞ୍ଜ ବଜାରରୁ ୫ଟି ଦୋକାନରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି। ବଜାରରେ ଥିବା ଏକ ଇଲେକ୍ଟ୍ରି ଦୋକାନ, ତେଜରାତି, ସେଲୁନ, ଗୋଖାଦ୍ୟ ଓ ଗୋଟିଏ ଭେରାଇଟି ଷ୍ଟୋରର କବାଟ ଭାଙ୍ଗି…
Archives


