ମହିଳାଙ୍କୁ ସ୍ବାବଲମ୍ବୀ କରିବ ଗେଣ୍ଡୁ ଚାଷ
ବନ୍ତ,୧୫।୯(ସ୍ବ.ପ୍ର.)- ମହିଳାମାନଙ୍କୁ ସ୍ବାବଲମ୍ବୀ ଓ ଆତ୍ମନିର୍ଭରଶୀଳ କରିବା ସହିତ ସେମାନଙ୍କ ଆର୍ଥିକ ସ୍ଥିତି ସୁଦୃଢ଼ ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ଯୋଜନା ମାଧ୍ୟମରେ ପ୍ରୟାସ ଜାରି ରହିଛି। ଭଦ୍ରକ ଜିଲା ପ୍ରଶାସନ ଓ ଉଦ୍ୟାନ କୃଷି ବିଭାଗର ମିଳିତ ସହଯୋଗରେ ଓଡ଼ିଶା…
ତାରିଣୀ ମନ୍ଦିରରୁ ଚୋରି ଘଟଣା: ୩ ଗିରଫ
ଭଦ୍ରକ ଅଫିସ, ୧୫।୯- ଭଦ୍ରକ ଗବସାହି ତାରିଣୀ ମନ୍ଦିରରୁ ଚୋରି ଘଟଣାରେ ଟାଉନ ଥାନା ପୋଲିସ ଶନିବାର ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏ ନେଇ ଥାନାରେ ମାମଲା(ନଂ.୨୬୮/୧୯) ରୁଜୁ ହୋଇଛି। ଅନ୍ୟ ଜଣେ ନାବାଳକଙ୍କୁ ଜୁଭେନାଇଲ୍…
ମୃତକଙ୍କ ନାଁରେ ଉଠାଯାଉଛି ଭତ୍ତା
ତିହିଡ଼ି, ୧୪।୯ (ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତରେ ବିଭିନ୍ନ ଅନିୟମିତତା ନେଇ ଅଭିଯୋଗ ହୋଇଛି। ଏପରିକି ମୃତକଙ୍କ ନାଁରେ ୨ ବର୍ଷ ହେଲା ଭତ୍ତା ଟଙ୍କା ଉଠାଯାଉଛି ବୋଲି ପଞ୍ଚାୟତର କେତେକ ଅଧିବାସୀ ବିଡିଓଙ୍କୁ ଭେଟି ଅଭିଯୋଗ…
ବନ୍ତ ଛକ ବସ୍ଷ୍ଟାଣ୍ଡରୁ ୩ ବର୍ଷର ଶିଶୁକନ୍ୟା ଉଦ୍ଧାର
ଭଦ୍ରକ ଅଫିସ,୧୪।୯: ଭଦ୍ରକ ଜିଲା ବନ୍ତ ଛକ ବସ୍ଷ୍ଟାଣ୍ଡରୁ ଶନିବାର ଜଣେ ତିନି ବର୍ଷର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ପିଲାଟି କାନ୍ଦୁଥିବା ବେଳେ ଯାତ୍ରୀମାନେ ତାହା ଦେଖି ପୋଲିସକୁ ଖବର ଦେଇଥିଲେ। ସହରାଞ୍ଚଳ ଥାନା ପୋଲିସ କନ୍ୟାଟିକୁ ଉଦ୍ଧାର କରି ଶିଶୁ…
ଭଦ୍ରକ ଜିଲା ସ୍କୁଲରେ ‘ରାଷ୍ଟ୍ରୀୟ ହିନ୍ଦୀ ଦିବସ’ ପାଳିତ
ଭଦ୍ରକ ଅଫିସ,୧୪।୯: ଭଦ୍ରକ ଜିଲା ସ୍କୁଲ ପରିସରରେ ଶନିବାର ରାଷ୍ଟ୍ରିୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି। ଜିଲା ହିନ୍ଦୀ ଶିକ୍ଷକ ସଂଘ ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିଥିଭାବେ ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଦୀପକ କୁମାର ପାଢ଼ୀଙ୍କ ସମେତ…
ରାଜ୍ୟସ୍ତରୀୟ ମେଘ ଉତ୍ସବ ଉଦ୍ଘାଟିତ: ‘ସଂସ୍କୃତି, ଲୋକନୃତ୍ୟକୁ ଉଜ୍ଜୀବିତ କରେ ଉତ୍ସବ’
ଭଦ୍ରକ ଅଫିସ,୧୪।୯- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଭଦ୍ରକ ଜିଲା ପ୍ରଶାସନର ମିଳିତ ସହଯୋଗରେ ଶୁକ୍ରବାର ଟାଉନ ହଲ୍ ପରିସରରେ ରାଜ୍ୟସ୍ତରୀୟ ଦୁଇଦିନିଆ ମେଘ ଉତ୍ସବ ଉଦ୍ଘାଟିତ ହୋଇଯାଇଛି। ସନ୍ଧ୍ୟାରେ…
ଜାତୀୟ ରାଜପଥରେ ଜଳିଗଲା କାର୍
ଭଣ୍ଡାରିପୋଖରୀ, ୧୩ା୯(ଡି.ଏନ.ଏ.)- ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡାରିପୋଖରୀ ପୁରିପଡ଼ା ସ୍କୁଲଠାରୁ ଅନତି ଦୂରରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ବେଳେ ଏକ ଚଳନ୍ତା କାର୍ ନିଅଁା ଲାଗି ଜଳିଯାଇଛି। କାର୍ଟି ଯାଜପୁର ଜିଲା ଷଠିପୁର ଅଞ୍ଚଳରୁ ଭଦ୍ରକ…
ନଦୀରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର
ତିହିଡ଼ି, ୧୩।୯ (ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ଥାନା ସାହାପୁର ପଞ୍ଚାୟତ ଅଧୀନ ନୂଆଗଁା ଗ୍ରାମରେ ନିଖୋଜ ଥିବା ଜଣେ ବୃଦ୍ଧଙ୍କ ମୃତଦେହ ଶୁକ୍ରବାର ନଦୀରୁ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ଦୟାନିଧି ମହାନ୍ତି(୬୭)। ପରିବାର ଲୋକଙ୍କ କହିବା ଅନୁଯାୟୀ,…
ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଦସ୍ତଖତ ଅଭିଯାନ
ଭଦ୍ରକ ଅଫିସ,୧୩।୯: ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଜିଲା ଯୁବ ଯାଦବ ସଂଗଠନ ପକ୍ଷରୁ ଦସ୍ତଖତ ଅଭିଯାନ ଆରମ୍ଭ ହୋଇଛି। ବନ୍ତ ଛକ ବସ୍ଷ୍ଟାଣ୍ଡ ନିକଟ ରାସ୍ତା ଦେଇ ଯାଉଥିବା ଲୋକେ ଏଥିରେ ଦସ୍ତଖତ କରି ସମର୍ଥନ ଜଣାଇଛନ୍ତି। ପ୍ରଥମ…
୪୦ ବର୍ଷ ପରେ ଘରକୁ ଫେରିଲେ ଅପୂର୍ବ
ତିହିଡ଼ି, ୧୩।୯ (ଡି.ଏନ.ଏ.) – ଦୀର୍ଘ ୪୦ ବର୍ଷ ପରେ ସେ ଘରକୁ ବାହୁଡ଼ିଛନ୍ତି। ଜନ୍ମମାଟିର ମମତା ତାଙ୍କୁ ଗଁାକୁ ଫେରାଇ ଆଣିଛି ବୋଲି ଗୁରୁବାର ଘରକୁ ଫେରିଥିବା ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ଗୋବିନ୍ଦପୁର ପଞ୍ଚାୟତ କୁଅଁାରଚତର ଗ୍ରାମର…
ରାଶନକାର୍ଡ ପରେ ଅନ୍ତ୍ୟୋଦୟ ଯାଞ୍ଚ
ଭଦ୍ରକ ଅଫିସ, ୧୨।୯- ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ପିଛା ଛାଡୁନି ବିବାଦ। କିଛିଦିନ ତଳେ ଟୁଇଟ୍ର ମାତ୍ର ଦେଢ଼ଘଣ୍ଟା ମଧ୍ୟରେ ଜଣେ ହିତାଧିକାରୀଙ୍କୁ ୯ ମାସର ଚାଉଳ ମିଳିବା ଘଟଣା ଲୋକଙ୍କ ମନରୁ ଲିଭିନି। ଏବେ ପୁଣି…
ତାରିଣୀ ମନ୍ଦିରରୁ ଚୋରି
ଭଦ୍ରକ ଅଫିସ,୧୧।୯:ଭଦ୍ରକ ସହରାଞ୍ଚଳ ଥାନା ଅଧିନସ୍ଥ ଗବସାହି ତାରିଣୀମନ୍ଦିରରୁ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଛି। ମା’ଙ୍କ ମୁକୁଟ, ଚିତା ଏବଂ ଦାନ ହୁଣ୍ଡିକୁ ଲୁଟେରାମାନେ ତାଲା ଭାଙ୍ଗି ଲୁଟି ନେଇଥିବା ଜଣାପଡିଛି। ସହରାଞ୍ଚଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପାଖରେ ଥିବା…
Archives


