ଗାଡ଼ି ଧକ୍କାରେ ୨ ଛାତ୍ର ମୃତ
ଭଦ୍ରକ ଅଫିସ, ୧୧।୯:ଭଦ୍ରକ ସହର ନୂଆ ବସ୍ଷ୍ଟାଣ୍ଡ ନିକଟସ୍ଥ ଲୋକାଲ ରୋଡ୍ ନିକଟରେ ମଙ୍ଗଳବାର ସକାଳ ସାଢେ ୬ଟା ବେଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ ଜଣ ଛାତ୍ରଙ୍କ ଜୀବନ ଯାଇଛି। ଏହି ଦୁର୍ଘଟଣା ଅଞ୍ଚଳରେ ଶୋକର ଛାୟା…
ସାଧନା ଓ ଆତ୍ମବିଶ୍ୱାସ ଆଣିଦିଏ ସଫଳତା
ବନ୍ତ,୧୧।୯ (ସ୍ବ.ପ୍ର.)-ପିଲାଦିନୁ ଅଭିନୟ କଳା ପ୍ରତି ଥିବା ରୁଚି ତାଙ୍କୁ ଲକ୍ଷ୍ୟପଥରେ ଆଗେଇ ନେଇ ଚାଲିଛି। ପ୍ରଥମେ ରଙ୍ଗମଞ୍ଚରେ ଅଭିନୟ ଓ ନୃତ୍ୟ ପରିବେଷଣ କରି ନିଜର ଏକ ପରିଚୟ ସୃଷ୍ଟି କରିଥିଲେ। ପରେ ୨୦୧୮ରେ ମାଡ୍ରାସ ଇନ୍ଷ୍ଟିଚ୍ୟୁଟରେ ଅଭିନୟରେ ଡିପ୍ଲୋମା…
ଗ୍ରାମୀଣ ହସ୍ତକଳାର ପୁନରୁଦ୍ଧାର ସମ୍ଭବ
ବନ୍ତ,୧୧।୯(ଡି.ଏନ୍.ଏ.)-ଗ୍ରାମୀଣ ତଥା ପାରମ୍ପରିକ ହସ୍ତକଳାର ପୁନରୁଦ୍ଧାର ଲାଗି ପ୍ରୟାସ ଚଳାଇ କଳା ଶିକ୍ଷକ ପଦ୍ମନାଭ ସେଠୀ ଚର୍ଚ୍ଚାକୁ ଆସିଛନ୍ତି । ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ବିଟିପୁର ଅଞ୍ଚଳରେ ତାଙ୍କ ଘର। ପୁରୁଷଣ୍ଢ ନୋଡାଲ ଉପ୍ରା ବିଦ୍ୟାଳୟରେ ଗତ ୨୦୧୩…
ଭଣ୍ଡାରିପୋଖରୀ ବଜାରର ୫୦ ବ୍ୟବସାୟୀଙ୍କୁ ଉଚ୍ଛେଦ
ଭଣ୍ଡାରିପୋଖରୀ, ୧୦ା୯(ଡି.ଏନ୍.ଏ.)-ଭଦ୍ରକ ଜିଲା ଦେଇ ଯାଇଥିବା ୧୬ ନଂ ଜାତୀୟ ରାଜପଥ ପ୍ରଶସ୍ତୀକରଣ କାର୍ଯ୍ୟ ଚାଲିଥିବାରୁ ଭଣ୍ଡାରିପୋଖରୀ ବଜାରର ବହୁ ଅଂଶକୁ ଭାଙ୍ଗି ଦିଆଯାଇଛି। ଗତ ଶନିବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜପଥ ପାର୍ଶ୍ୱରେ ଯେଉଁମାନେ ଦୀର୍ଘ ଦିନ ଧରି…
ମଠଡିହ ବଜାରରୁ ଚୋରି ଘଟଣା : ଠାବ ହୋଇପାରୁନି ସାମଗ୍ରୀ
ଆରଡ଼ି,୧୦ା୯(ଡି.ଏନ୍.ଏ.): ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ଅନ୍ତର୍ଗତ ମଠଡିହ ବଜାରରେ ରବିବାର ରାତିରେ ଏକ ମୋବାଇଲ ଦୋକାନରୁ ଚୋରି ହୋଇଥିଲା। ଓଳଗ ଗାଁର ଜଣେ ଯୁବକ ଚୋରି କରିଥିବା ସ୍ବୀକାର କରିବା ସହ ଦୋହରାପାଟଣାର ୨ଜଣ ଯୁବକ ଏହି ଚୋରିରେ ସଂପୃକ୍ତ…
ରେଳଧାରଣାରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ପାରିବାରିକ ଅଶାନ୍ତିକୁ ନେଇ ଆତ୍ମହତ୍ୟା ସନ୍ଦେହ
ତିହିଡି,୧୦।୯(ଡି.ଏନ୍.ଏ): ଭଦ୍ରକ ଜିଲା ଧାମରା ରେଳପଥର ଅଚକ ନିକଟରୁ ମଙ୍ଗଳବାର ସକାଳେ ଜନୈକ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଦୁଃଶାସନ ମଲିକ(୬୫)। ତାଙ୍କ ଘର ଭଦ୍ରକ ଜିଲା ତିହିଡି ଥାନା ମହରମପୁର ପଞ୍ଚାୟତ ତରାଶୁଣି ଗ୍ରାମରେ ବୋଲି ଜଣାପଡ଼ିଛି।…
ସାଇକେଲ୍କୁ ଧକ୍କା ଦେଲା କାର୍: ୨ ଛାତ୍ର ମୃତ
ଭଦ୍ରକ ଅଫିସ,୧୦।୯: ଭଦ୍ରକ ଜିଲା ନୂଆ ବସ୍ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ସକାଳେ ଏକ ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କୁଆଁସ ଗାଁର ୮ମ ଶ୍ରେଣୀ ଛାତ୍ର ସୁମିତ ସାହୁ ଓ କୁଆଁସରେ ଭଡାରେ ରହୁଥିବା ୧୦ମ ଶ୍ରେଣୀ…
ସତ ହେଲା ପିଲାଦିନର ସ୍ବପ୍ନ
ଆରଡ଼ି, ୧୦।୯ (ଡି.ଏନ.ଏ.) – ବାହାରକୁ ଯାଇ କାମ କରିବା ଅପେକ୍ଷା ନିଜ ଗଁାରେ ଆତ୍ମନିର୍ଭରଶୀଳ ହୋଇ ରହିବାକୁ ପିଲାଦିନେ ସ୍ବପ୍ନ ଦେଖିଥିଲେ ବିଜୟ ଦାଶ। ଯୁକ୍ତ ୩ ପାସ୍ କରି ଚାକିରି ପଛରେ ନ ଧାଇଁ ମୂର୍ତ୍ତି ଗଢ଼ିବା କଳାକୁ…
ପାଣିରେ ପଡ଼ି ବୃଦ୍ଧ ମୃତ
ଭଣ୍ଡାରିପୋଖରୀ, ୯।୯(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ନେରଡ଼ା ପଞ୍ଚାୟତ ମିଟୁଆଣି ଗ୍ରାମର ଜନୈକ ବୃଦ୍ଧ ଶୌଚ ହେବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ଶ୍ୟାମସୁନ୍ଦର ବେହୁରିଆ(୮୨)। ପ୍ରକାଶ ଯେ, ଶ୍ୟାମସୁନ୍ଦର ରବିବାର ରାତିରେ…
ମାଟିତଳୁ ଦେଢ଼ମାସ ଶିଶୁର ମୃତଦେହ ଜବତ କଲା ପୋଲିସ
ଭଦ୍ରକ ଅଫିସ,୯।୯ : ସୋମବାର ସକାଳୁ ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ପୋଲିସ ଗେଲଟୁଆ ନୂଆସାହିରୁ ଦେଢ଼ମାସର ଶିଶୁପୁତ୍ରର ଗଳିତ ମୃତଦେହକୁ ସାଇଣ୍ଟିଫିକ୍ ଟିମ୍ ଓ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ପୋଲିସ ମାଟିତଳୁ ଖୋଳି ଜବତ କରିଛି। ସୂଚନା ଅନୁଯାୟୀ, ସ୍ବାମୀ ଟୁକୁ…
ଧରାପଡ଼ିଲେ ଚୋର, ଥାନାରେ ଅଟକ
ଆରଡ଼ି,୯।୯(ଡି.ଏନ୍.ଏ.): ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ଅନ୍ତର୍ଗତ ମଠଡିହ ଠାରେ ଥିବା ଓଳଗ ଗ୍ରାମର ଅଙ୍କିତ ନାୟକଙ୍କ ମୋବାଇଲ ମରାମତି ଦୋକାନରୁ ରବିବାର ରାତିରେ ଏକ ଲାପଟପ୍, ପ୍ରିଣ୍ଟର ମେଶିନ, କିଛି ନୂଆ ମୋବାଇଲ ସହ ଅନ୍ୟାନ୍ୟ ସାମଗ୍ରୀ ଚୋରି ହୋଇଥିଲା।…
ଫାଇଲରେ ସୀମିତ ସିସିଟିଭି ସର୍ଭିଲାନ୍ସ ଯୋଜନା
ଭଦ୍ରକ ଅଫିସ, ୯।୯- ଭଦ୍ରକ ସହରରେ ଲୁଟ୍, ରାହାଜାନି, ଡକାୟତି, ଚୋରି ଘଟଣା ବୃଦ୍ଧି ପାଉଛି। ଜଣେ ମଧ୍ୟ ଅପରାଧୀ ପୋଲିସ ଦ୍ୱାରା କାବୁ ହେବାର ନଜିର ନାହିଁ। କାଁ ଭାଁ ଲୁଟେରାଙ୍କୁ ପୋଲିସ କାବୁ କରୁଥିଲେ ମଧ୍ୟ ହାର୍ଡକୋର୍ କ୍ରିମିନାଲ…
Archives


