ଭଦ୍ରକ

୧୮ଦଫା ଦାବି ନେଇ ଚାଷୀଙ୍କ ବିକ୍ଷୋଭ

ବାସୁଦେବପୁର, ୨୨ା୧୦(ଡି.ଏନ୍‌.ଏ.)- ଅଖିଳ ଭାରତ କୃଷକ ସଭା ବାସୁଦେବପୁର ଶାଖା ପକ୍ଷରୁ ମଙ୍ଗଳବାର ଚାଷୀଙ୍କ ୧୮ ଦଫା ଦାବି ପୂରଣ ଲାଗି ବିକ୍ଷୋଭ ଶୋଭାଯାତ୍ରା ଓ ପ୍ରତିବାଦ ସଭା କରାଯାଇଥିଲା। ଚାଷୀ, ମୂଲିଆ, ଗ୍ରାମ୍ୟ କାରିଗରଙ୍କୁ ୬୦ ବର୍ଷରେ ୩ ହଜାର…

ଗୁରୁତ୍ୱ ହରାଇଛି ଦୋଳସାହି ହାଟ, ପଡ଼ିଆ ଫାଙ୍କା

ତିହିଡ଼ି,୨୨ା୧୦(ଡି.ଏନ.ଏ.)-ଏକଦା ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଦୋଳସାହି ଗୋରୁହାଟ ଅଞ୍ଚଳରେ ପ୍ରସିଦ୍ଧି ଲାଭ କରିଥିଲା। ପ୍ରତି ମଙ୍ଗଳବାର ହାଟପାଳିରେ ରାତି ପର୍ଯ୍ୟନ୍ତ ଗହଳଚହଳ ଲାଗି ରହୁଥିଲା। ଗୋରୁ ବେପାରୀ ଓ ଗୋପାଳକଙ୍କ ସମେତ ବ୍ୟବସାୟିକ ଭିତ୍ତିଭୂମି ନେଇ ଏହି ହାଟ…

ଜାପାନୀ ଜ୍ୱର ଭୟ: ମଢିଆଳି ଗାଁରେ ପହଞ୍ଚିଲେ ଚିକିତ୍ସକ ଦଳ

ଭଣ୍ଡାରିପୋଖରୀ, ୨୨ା୧୦(ଡି.ଏନ୍‌.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବନ୍ଦାଳୋ-ମଢିଆଳି ପଞ୍ଚାୟତ ମଢିଆଳି ଗ୍ରାମରେ ଜଣେ ୧୭ ବର୍ଷର କଲେଜ ପଢୁଆ ଛାତ୍ର ଜାପାନୀ ଜ୍ୱରରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ତାଙ୍କୁ ବର୍ତ୍ତମାନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଆଇସିୟୁରେ ରଖି ଚିକତ୍ସା କରାଯାଉଛି।…

ପୁଅର ଶାବଳ ମାଡ଼ରେ ବାପା, ଭାଇବୋହୂ ଗୁରୁତର

ଭଦ୍ରକ ଅଫିସ,୨୨।୧୦: ଭଦ୍ରକ ଜିଲା ଧୂଷୁରୀ ଥାନା ଅସୁରାଳି ହଂସପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅର ଶାବଳ ମାଡ଼ରେ ବାପା ଓ ଭାଇବୋହୂ ଗୁରୁତର ହୋଇଥିବା ଜଣାପଡ଼ିଛି। ଅଭିଯୋଗ ଅନୁଯାୟୀ, ଉକ୍ତ ଗ୍ରାମର ବୃନ୍ଦାବନ କବି ଏବଂ ତାଙ୍କ…

ରେଳ ଲାଇନ୍‌ରେ କଟି ବୃଦ୍ଧା ମୃତ

ଭଦ୍ରକ ଅଫିସ,୨୨।୧୦: ଭଦ୍ରକ- ଧାମରା ରେଳ ଲାଇନ୍‌ ତିହିଡ଼ିଠାରେ ମାଲବାହୀ ଟ୍ରେନରେ କଟି ମଙ୍ଗଳବାର ସକାଳେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ତିହିଡ଼ି ଥାନା ଅଧୀନ ଫତେପୁର ପଞ୍ଚାୟତ ବିଭୂତିପୁର ଗାଁର ବିଭୂତି ରାଉତ ବୋଲି ଜଣାପଡିଛି। ବିଭୂତି ଆତ୍ମହତ୍ୟା…

ମଞ୍ଜୁରୀ ରୋଡ୍‌ରେ କୁକୁର ଆତଙ୍କ, ୧୦ରୁ ଊର୍ଦ୍ଧ୍ୱ ଆହତ

ଭଣ୍ଡାରିପୋଖରୀ, ୨୨।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀ ରୋଡ୍‌ ଅଞ୍ଚଳରେ ମଙ୍ଗଳବାର ସକାଳେ କୁକୁର ଆତଙ୍କ ଦେଖାଦେଇଛି। କୁକୁର କାମୁଡ଼ାରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସକାଳୁ ଦୁଇଟି କୁକୁର ଯାହାକୁ ଦେଖିଲେ କାମୁଡିବା ଆରମ୍ଭ କରିଦେଇଥିଲେ। ଏହାକୁ ଦେଖି…

ବିଦ୍ୟୁତ ସର୍ଟଶର୍କିଟରୁ ଅଗ୍ନିକାଣ୍ଡ: ୬ ବଖରା ଜଳିଗଳା; ୫ ଗୋରୁ, ୯ ଛେଳି ଜୀବନ୍ତ ଦଗ୍ଧ

ବନ୍ତ,୨୨।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ କୁଆଁର୍ଦ୍ଦା (ଅଘିରା ଗଢ଼ିଆ) ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବାସଗୃହ ଓ ଗୁହାଳ ସମେତ ୬ ବଖରା ଜଳିଯାଇଛି। ଗ୍ରାମର ସମ୍ଭୁନାଥ ନାୟକ, କୈଳାସ ନାୟକ, ଭରତ ନାୟକ, କାହ୍ନୁ…

ପ୍ରସିଦ୍ଧ କାଳୀପୂଜା ପାଇଁ ସଜେଇ ହେଉଛି ଭଦ୍ରକ

ଭଦ୍ରକ ଅଫିସ, ୨୨।୧୦- ଆଉ ୫ ଦିନ ପରେ ଦୀପାବଳି। ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ପ୍ରସ୍ତୁତି ଜୋର ଧରିଛି। ବିଭିନ୍ନ ପୂଜା ମଣ୍ଡପରେ ଆକର୍ଷଣୀୟ ସାଜସଜ୍ଜା, ମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଛି। ସାମାଜିକ ସଚେତନତା ସୃଷ୍ଟି ପାଇଁ ଅନ୍ୟ…

୪ ମାସ ଧରି ସରୁନି ଡ୍ରେନ୍‌ କାମ: ମୁକୁଳା ଡ୍ରେନ୍‌ରେ ପଡ଼ି ବୃଦ୍ଧ ଗୁରୁତର

ଭଦ୍ରକ ଅଫିସ, ୨୧।୧୦- ଭଦ୍ରକ ପୌରାଞ୍ଚଳ ଅପର୍ତ୍ତିବିନ୍ଧା ଟ୍ରାଫିକ ଛକ ନିକଟସ୍ଥ ନିର୍ମାଣାଧୀନ ଖୋଲା ଡ୍ରେନ୍‌ରେ ପଡ଼ି ସୋମବାର ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ସେ ଜିଲା ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ସୂଚନା ଅନୁଯାୟୀ, ତିହିଡ଼ି ବ୍ଲକ କୁବେରା ପଞ୍ଚାୟତ…

ତହସିଲ କାର୍ଯ୍ୟାଳୟ ଘେରିଲେ ଫନୀ ସହାୟତାରୁ ବଞ୍ଚିତ ଚାଷୀ

ତିହିଡ଼ି,୨୧।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ କାଁପଡ଼ା ପଞ୍ଚାୟତର ଫନୀ କ୍ଷତିଗ୍ରସ୍ତ ଚାଷୀମାନେ ସୋମବାର ମଧ୍ୟାହ୍ନରେ ତହସିଲ କାର୍ଯ୍ୟାଳୟ ଘେରାଉ କରିଥିଲେ। ପ୍ରଶାସନ ପକ୍ଷରୁ ଚଞ୍ଚକତା କରାଯାଇ ଚାଷୀମାନଙ୍କୁ ସହାୟତା ତାଲିକାରୁ ବାଦ୍‌ ଦେଇଥିବାରୁ ଏହାର ପ୍ରତିବାଦରେ ସେମାନେ ଏପରି…

ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟରେ ଅନିୟମିତତା : ନ୍ୟାୟିକ ତଦନ୍ତ ଦାବି କରି ଭାଜପାର ଗଣଧାରଣା

ଭଣ୍ଡାରିପୋଖରୀ,୨୧।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଭଣ୍ଡାରିପୋଖରୀ ଭାଜପା ଶାଖା ପକ୍ଷରୁ ଜିଲା ସଭାପତି ବଦ୍ରିନାରାୟଣ ଧଳଙ୍କ ନେତୃତ୍ୱରେ ସୋମବାର ବିଶାଳ ଗଣଧାରଣା ଓ ପ୍ରତିବାଦ ସଭା କରାଯାଇଛି। ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ବ୍ୟାପକ ଦୁର୍ନୀତି,…

ପୋଲିସ ଶହୀଦ ଦିବସ: ଲୋକଙ୍କ ହିତରେ କାର୍ଯ୍ୟ କରିବାକୁ ଏସ୍‌ପିଙ୍କ ପରାମର୍ଶ

ଭଦ୍ରକ ଅଫିସ,୨୧।୧୦: ଭଦ୍ରକ ଜିଲା ଚରମ୍ପା ରିଜର୍ଭ ପୋଲିସ ପଡ଼ିଆରେ ଜିଲା ପୋଲିସ ପକ୍ଷରୁ ୬୦ତମ ଶହୀଦ ଦିବସ ପାଳିତ ହୋଇଯାଇଛି I ଏସ୍‌ପି ରାଜେଶ ପଣ୍ଡିତ ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଶହୀଦଙ୍କ ବଳିଦାନ ଉପରେ ବ୍ୟକ୍ତବ୍ୟ ରଖିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?