ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ
ଭଦ୍ରକ ଅଫିସ, ୧୧।୮ – ଭଦ୍ରକ ପୁରୁଣାବଜାର ଥାନା ପୋଲିସ ପକ୍ଷରୁ ଶନିବାର ଅପରାହ୍ନରେ ବିଭିନ୍ନ ଅଞ୍ଚଳରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଆସନ୍ତା ସୋମବାର ପବିତ୍ର ଇଦ୍-ଉଲ୍-ଜୁହା ପର୍ବ ଶାନ୍ତିଶୃଙ୍ଖଳା ଭାବେ ପାଳନ କରାଯିବା ପାଇଁ ଏହି ଫ୍ଲାଗମାର୍ଚ୍ଚ କରାଯାଇଥିବା ସୂଚନା...
କାମରେ ଆସୁନି ସ୍ଲୁଇସ୍ ଗେଟ୍
ପଦ୍ମପୁର,୧୦।୮ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁରର ମେଳକସାହିଠାରେ ନିର୍ମିତ ସ୍ଲୁଇସ୍ଗେଟ୍ ଏବେ ଚାଷୀମାନଙ୍କ କାମରେ ଆସୁନି। ୩୦ ବର୍ଷ ତଳେ ନିର୍ମିତ ଏହି ସ୍ଲୁଇସ୍ଗେଟ୍ କଞ୍ଚୁଡ଼ି ନଦୀର ଜଳକୁ ଗଚ୍ଛିତ ରଖି ଅଞ୍ଚଳର ସୁଗୋ,...
ଏଟିଏମ୍ରୁ ୨୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଗାଏବ
ବାସୁଦେବପୁର, ୧୦।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବେତଡ଼ା ବଜାରରେ ଥିବା ଷ୍ଟେଟବ୍ୟାଙ୍କ ଶାଖା ଏଟିଏମ୍ରୁ ହଠାତ୍ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଗାଏବ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏ ସମ୍ପର୍କରେ ଶୁକ୍ରବାର ଅପରାହ୍ନରେ ଜଣାପଡ଼ିବା...
୧୧ ଦିନରେ ପରୀ-୩ ଅଭିଯାନ:୫୧ ଶିଶୁ ଉଦ୍ଧାର
ଭଦ୍ରକ ଅଫିସ, ୯।୮ – ଓଡ଼ିଶା ପୋଲିସ ଓ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିବା ନିଖୋଜ ଶିଶୁଙ୍କ ତଲାସି ଅଭିଯାନ ପରୀ-୩ ଶୁକ୍ରବାର ୧୧ ଦିନରେ ପହଞ୍ଚିଛି। ଏହି କାର୍ଯ୍ୟକ୍ରମରେ ଜିଲା ପୋଲିସ, ଶିଶୁ ସୁରକ୍ଷା ବିଭାଗ,...
କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ଦାବିରେ ଆମରଣ ଅନଶନ
ବାସୁଦେବପୁର,୯।୮(ଡି.ଏନ୍.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନୂଆଗାଁ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟୀ ପଣ୍ଡାଙ୍କୁ ପଞ୍ଚାୟତରୁ ବଦଳି ଦାବିରେ ବ୍ଲକ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତର ସରପଞ୍ଚ ରଘୁନାଥ ମଳିକଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆମରଣ ଅନଶନରେ ବସିଛନ୍ତି।...
ମଧ୍ୟାହ୍ନଭୋଜନ ଖାଇ ୧୯ ଛାତ୍ରୀଛାତ୍ର ଅସୁସ୍ଥ :ଡାକ୍ତରଖାନାରେ ଭର୍ତ୍ତି
ଭଦ୍ରକ ଅଫିସ,୯।୮: ଭଦ୍ରକ ଜିଲା ଅଧିନସ୍ଥ ତିହିଡ଼ି ବ୍ଲକ ରାଜନଗର ପଞ୍ଚାୟତର ଚାରି ତରଫ ୟୁଜିଏମଇ ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇ ୧୯ ଜଣ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡ଼ିଛନ୍ତି। ଅସୁସ୍ଥମାନେ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଛାତ୍ରୀଛାତ୍ରଙ୍କ ଅଭିଯୋଗ ମୁତାବକ,...
୬ ବଖରା ଜଳିଗଲା, ନଗଦ ୫୦ ହଜାର ଟଙ୍କା, ଆସବାବପତ୍ର ପୋଡ଼ି ପାଉଁଶ
ପଦ୍ମପୁର,୯।୮(ଡି.ଏନ୍.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମେଦ ପଞ୍ଚାୟତର ପୁରୁଷୋତ୍ତମପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟି ୬ ବଖରା ଜଳିଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଗ୍ରାମର ରୀନା ମହାନ୍ତିଙ୍କ ଘରେ ନିଆଁ ଲାଗି ଯାଇଥିଲା। ଖବର ପାଇ ବାସୁଦେବପୁର...
କେନାଲରେ ପଡ଼ି ଚାଷୀଙ୍କ ମୃତ୍ୟୁ
ଭଦ୍ରକ ଅଫିସ,୯।୮: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଚରମ୍ପା ସାଳନ୍ଦୀ କେନାଲରେ ପଡ଼ି ଶୁକ୍ରବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ଜଣଙ୍କ ହେଲେ କୁନ୍ତଳା ଗ୍ରାମପଞ୍ଚାୟତ ଖିଲାର ସାହିର ରାମଚନ୍ଦ୍ର ଖିଲାର(୪୨)। ଧାନ ତଳି ନେଇ କେନାଲ...
ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ସ୍ବାମୀ
ଧାମନଗର,୯।୮(ଡି.ଏନ୍.ଏ) : ଭଦ୍ରକ ଜିଲା ଧୁଷୁରୀ ଥାନା କୋଠାର ଦାସ ସାହିର ସଞ୍ଜୟ ଦାସ ତାଙ୍କ ସ୍ତ୍ରୀ ରଶ୍ମିତାଙ୍କୁ ଟାଙ୍ଗିଆରେ ହାଣି ଦେବାରୁ ତାଙ୍କୁ ମୁମୂର୍ଷୁ ଅବସ୍ଥାରେ ଭଦ୍ରକ ମେଡିକାଲ ନିଆଯାଇଥିଲା। ଡାକ୍ତର ସେଠାରେ ରଶ୍ମିତାଙ୍କୁ ମୃତ ଘୋଷଣା କରିଛନ୍ତି।...
ରାସ୍ତାରେ ପୁଣି ପଡ଼ୁଛି ପିଲେଟ: ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର; ପ୍ରତିଦିନ ଟ୍ରକ, ଡମ୍ପରରେ ହେଉଛି ପରିବହନ
ଯୋଡ଼ା, ୯।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ରାଜ୍ୟ ରାଜପଥ ନଂ ୨ ମୁଖ୍ୟ ରାସ୍ତାରେ ଟ୍ରକ, ଡମ୍ପର ଦ୍ୱାରା ପରିବହନ ହେଉଥିବା ଲୁହାପଥର ଗୋଲି ପିଲେଟ୍ ରାସ୍ତାରେ ପଡୁଥିବାରୁ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ...
ଫଳକରେ ଶହୀଦ ପୀଠ ଭାଗ୍ୟ
ବାସୁଦେବପୁର, ୯।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ରକ୍ତତୀର୍ଥ ଇରମ ଶହୀଦ ପୀଠର ଉନ୍ନତୀକରଣ କେବଳ ରାଜ୍ୟ ସଂସ୍କୃତି ପର୍ଯ୍ୟଟନ ବିଭାଗର ଫଳକରେ ଅଟକି ରହିଛି। ବିଭିନ୍ନ ସମୟରେ ବିବାଦରେ ଛନ୍ଦି ହୋଇଥିବାରୁ ଶହୀଦ ପୀଠ ଉନ୍ନତୀକରଣ...
ଜିଲାପାଳଙ୍କ ଅଫିସ୍ ସମ୍ମୁଖରେ ବାମପନ୍ଥୀ ଦଳର ବିକ୍ଷୋଭ
ଭଦ୍ରକ ଅଫିସ, ୮।୮ – ବାମପନ୍ଥୀ ଦଳର କର୍ମକର୍ତ୍ତା ଓ ସମର୍ଥକମାନେ ଗୁରୁବାର ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଜମ୍ମୁ କଶ୍ମୀରକୁ ଦିଆଯାଇଥିବା ସ୍ବତନ୍ତ୍ର ସାମ୍ବିଧାନିକ କ୍ଷମତା ଧାରା ୩୭୦ ଓ ୩୫(ଏ)କୁ ଉଠାଇ ନେବା,...
Archives


