ଭଦ୍ରକ

‘କଳା ଓ ସଙ୍ଗୀତ ଦ୍ୱାରା ପରିବର୍ତ୍ତନ ସମ୍ଭବ’

ବନ୍ତ,୧୬।୧୦(ସ୍ବ.ପ୍ର.)- କଳା ଓ ସଙ୍ଗୀତର ଯାଦୁକରୀ ପ୍ରଭାବ ରହିଛି। ଏହା ମାଧ୍ୟମରେ ସାମାଜିକ ପରିବର୍ତ୍ତନ ଆଣିବା ସମ୍ଭବ। ଏଥିଲାଗି ଗ୍ରାମାଞ୍ଚଳର କଳା ଓ ସଂସ୍କୃତିକୁ ଉଜ୍ଜୀବିତ ରଖିବା ଓ ଏହାର ପ୍ରଚାର ପ୍ରସାର ଲାଗି ସେ ଛାତ୍ରୀଛାତ୍ରଙ୍କୁ ସଙ୍ଗୀତ ଶିକ୍ଷା ଦେଉଛନ୍ତି…

ପ୍ରସୂତିଙ୍କୁ ଭେଟିଲା ଭାଜପା ମହିଳା ମୋର୍ଚ୍ଚା

ଭଦ୍ରକ ଅଫିସ,୧୬ା୧୦- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ବାରଣ୍ଡାରେ ସୋମବାର ଜଣେ ପ୍ରସୂତି ପିଲା ଜନ୍ମ କରିବା ଘଟଣାପରେ ମଙ୍ଗଳବାର ଭାଜପା ମହିଳା ମୋର୍ଚ୍ଚାର ଏକ ପ୍ରତିନିଧି ଦଳ ପ୍ରସୂତିଙ୍କୁ ଭେଟି ଫେରିଛନ୍ତି। ସେମାନେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସେଠାରେ…

ଜେସିବି ଲଗାଇ ବାଲି ଲୁଟୁଛନ୍ତି ଚୋର

ଭଣ୍ଡାରିପୋଖରୀ, ୧୬ା୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବୈତରଣୀ ନଦୀ ଗର୍ଭରୁ ବାଲି ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ମଣିନାଥପୁର, ମୁଢାପଦା, ବାଲିପୋଖରୀ ଆଦି ଏସ୍‌କେପ୍‌ ଥିବା ଶୁଖିଲା ପଡିଥିବାରୁ ସେଠାରୁ ଏବେ ବାଲି ଖୋଳି ନିଆଯାଉଛି। ବିଭିନ୍ନ…

୭୦ ବର୍ଷରେ ମତୋ ଗଜଲକ୍ଷ୍ମୀ ପୂଜା

ଚାନ୍ଦବାଲି, ୧୫।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି। ପୂଜା ପାଇଁ ସମଗ୍ର ଅଞ୍ଚଳ ଉତ୍ସବମୁଖର ହୋଇଉଠିଛି। ରଙ୍ଗିନ ଆଲୋକମାଳାରେ ପରିବେଶ ଝଲସୁଛି। ସୁନ୍ଦର ସାଜସଜ୍ଜା ସାଙ୍ଗକୁ ଲାଇଟ୍‌ ଓ…

ଡାକ୍ତର ଫେରାଇଦେବା ପରେ ମେଡିକାଲ ବାରଣ୍ଡାରେ ପ୍ରସବ କଲେ ମହିଳା

ଭଦ୍ରକ ଅଫିସ,୧୪ା୧୦: ଡାକ୍ତର ଫେରାଇଦେବା ପରେ ମେଡିକାଲ ବାରଣ୍ଡାରେ ପ୍ରସବ କଲେ ଜଣେ ମହିଳା। ଏପରି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଚିକିତ୍ସାଳୟରେ। ତିହିଡ଼ି ତଳଦୁମୁକା ଅଞ୍ଚଳର ଜଣେ ମହିଳା ପ୍ରସବ ପାଇଁ ସୋମବାର ସକାଳ ୯ଟାରେ ମେଡିକାଲରେ…

ରାସ୍ତା ପାର୍ଶ୍ୱକୁ ଓଲଟିଲା ହାଇଓ୍ବା: ଡ୍ରାଇଭର ଫେରାର

ବନ୍ତ,୧୪।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ-ଆଗରପଡ଼ା ରାସ୍ତାର ବଧିଗଡ଼ିଆ ତାରିଣୀ ଛକଠାରେ ସୋମବାର ଏକ ମେଟାଲ ବୋଝେଇ ହାଇଓ୍ବା ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଛି । ଉକ୍ତ ଗାଡ଼ି ଆଗରପଡ଼ା ଆଡୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ତେବେ…

ବଢି ଚାଲିଛି ମାପ ଓଜନ ଠକେଇ

ଭଦ୍ରକ ଅଫିସ, ୧୪।୧୦ – ଭଦ୍ରକ ଜିଲା ସଦର ମହକୁମା ବଙ୍କସାହି ଠାରେ ଦୀର୍ଘ ୩୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ବୈଧ ମାପବିଜ୍ଞାନ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଏକ ଭଡ଼ା ଘରେ ଚାଲିଛି । କାର୍ଯ୍ୟାଳୟର ଦୁରବସ୍ଥା କହିଲେ ନ ସରେ…

ଗାଁଗଣ୍ଡାରେ କୁମାର ପୂର୍ଣ୍ଣିମା ଉତ୍ସବ: ଆଗ ଭଳି ନାହିଁ ପୁଚିଖେଳ କି ଫୁଲବଉଳବେଣୀ ଗୀତର ମଉଜ

ଭଣ୍ଡାରିପୋଖରୀ, ୧୪ା୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳ କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା ଲାଗି ରବିବାର ଉତ୍ସବ ମୁଖର ହୋଇଉଠିଛି। କୁମାରୀମାନେ ଓଷା କରିବା ସହ ନୂତନ ବସ୍ତ୍ର ପରିଧାନ କରି କୁମାର ପୂର୍ଣ୍ଣିମା ଉତ୍ସବ ପାଳନ କରିଥିଲେ।…

ରାଶନକାର୍ଡ ଦିଆ ନ ଗଲେ ଅନଶନ

ଭଦ୍ରକ ଅଫିସ, ୧୪ା୧୦-ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରକୃତ ହତାଧିକାରୀ ବଞ୍ଚିତ ହେବା ଅଭିଯୋଗ ସତ୍ତ୍ୱେ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଏ ପରିକି ଭଦ୍ରକ ପୌରାଞ୍ଚଳ ଅଧୀନ କୁଆଁସ ଗ୍ରାମର ଅଭି ଜେନା(୫୦) ନାମକ ଜଣେ ଦିନ ମଜୁରିଆ…

କାର୍‌ ଧକ୍କାରେ ବୃଦ୍ଧ ମୃତ

ତିହିଡ଼ି,୧୩।୧୦(ଡି.ଏନ୍‌.ଏ): ଭଦ୍ରକ-ଚାନ୍ଦବାଲି ରାସ୍ତାର କାନପୁର ଘୋଷରା ନିକଟରେ ରବିବାର ମଧ୍ୟାହ୍ନରେ କାର୍‌ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାମନବିନ୍ଧା ପଞ୍ଚାୟତ ଅଧୀନ କାନପୁର ଗ୍ରାମର ଗଙ୍ଗାଧର ବାରିକ(୬୫)। ଗଙ୍ଗାଧର ସାଇକେଲ ଯୋଗେ ଘରୁ ପୀରହାଟ ଯାଉଥିବା ବେଳେ…

ଅମରପୁରରେ ଅଗ୍ନିକାଣ୍ଡ: ୨ ଗୋରୁ ଜୀବନ୍ତ ଦଗ୍ଧ

ଭଦ୍ରକ ଅଫିସ/ତିହିଡ଼,୧୩।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ କୋହ୍ଲ ପଞ୍ଚାୟତ ଅମରପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୨ ଗୋରୁ ଜୀବନ୍ତ ଦଗ୍ଧ ହୋଇଛନ୍ତି। ସୂଚନାନୁଯାୟୀ, ରାତିରେ ଗ୍ରାମର ଗୋବର୍ଦ୍ଧନ ଦାସଙ୍କ ଗୁହାଳ ଘରେ ନିଆଁ ଲାଗିବାରୁ…

ଟ୍ରକ୍‌-କାର ମୁହାଁମୁହିଁ: ୫ ଗୁରୁତର

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୧୩।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଗ୍ନିଶମ କେନ୍ଦ୍ର ସମ୍ମୁଖରେ ରବିବାର ସକାଳେ ଦୁର୍ଘଟଣା ଘଟିଛି। ଏଥିରେ ୫ ଜଣ ଗୁରୁତର ହୋଇଥିବା ବେଳେ ସେମାନଙ୍କ ପରିଚୟ ମିଳିପାରି ନାହିଁ। ଅଗ୍ନିଶମ କର୍ମଚାରୀ ସେମାନଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?