ଟୁଇଟ୍ ପରେ ଚାଉଳ ମିଳିବା ପ୍ରସଙ୍ଗ: ଭଗବାନପୁରରେ ସ୍ବତନ୍ତ୍ର ଟିମ୍ର ତଦନ୍ତ
ଭଦ୍ରକ ଅଫିସ, ୩୦।୮- ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଭଗବାନପୁର ପଞ୍ଚାୟତ ଅନହରପୁର ଗଁାରେ ପାଞ୍ଚାଳୀ ଜେନା ନାମ୍ନୀ ଜଣେ ରାଶନକାର୍ଡ ହିତାଧିକାରୀ ଦୀର୍ଘମାସ ଧରି ସାମଗ୍ରୀ ପାଉ ନ ଥିଲେ। ସେହି ଗଁାର ସନ୍ତୋଷ ମହାପାତ୍ର ନାମକ ଜଣେ…
ପୋଖରୀରୁ ମିଳିଲା ନିଖୋଜ ଛାତ୍ରଙ୍କ ମୃତଦେହ
ତିହିଡ଼ି, ୨୯।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତ ସନ୍ଥପୁରା ଗ୍ରାମର ଜଣେ ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଗୁରୁବାର ପୋଖରୀରୁ ଉଦ୍ଧାର କରାଯାଇଛି। ମୃତ ଛାତ୍ର ହେଲେ ମିନାହାକ କାଦ୍ରି। ସେ ବୁଧବାର ସନ୍ଧ୍ୟାଠାରୁ…
ତିହିଡ଼ିରେ ଜେଏମ୍ଏଫ୍ସି କୋର୍ଟ ପ୍ରତିଷ୍ଠା ଦାବି: ଓକିଲ ସଂଘର ଧାରଣା
ତିହିଡି,୨୯।୮(ଡି.ଏନ୍.ଏ.): ଭଦ୍ରକ ଜିଲା ତିହଡ଼ି ଓକିଲ ସଂଘ ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ତିହିଡ଼ି ତହସିଲ କାର୍ଯ୍ୟାଳୟ ପରିସରରେ ଧାରଣା ଦିଆଯାଇଛି। ତିହିଡିରେ ସିଭିଲ୍ ଜଜ୍ ଜୁନିୟର ଡିଭିଜନ(ଜେଏମ୍ଏଫ୍ସି) କୋର୍ଟ ପ୍ରତିଷ୍ଠା ଦାବିରେ ଏହି ପଦକ୍ଷେପ ନିିଆଯାଇଛି। ସଂଘର ସଭାପତି ସୂର୍ଯ୍ୟ ମିଶ୍ର,…
ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା, ଅପମୃତ୍ୟୁ ମାମଲା ରୁଜୁ କଲା ତିହିଡ଼ି ପୋଲିସ
ତିହିଡି,୨୯।୮(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ବିଦ୍ୟାଧରପୁର ଗ୍ରାମର ଜଣେ ଯୁବକ ଗୁରୁବାର ସକାଳେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସୁଶାନ୍ତ ବେହେରା(୨୫)। ମାନସିକ ବିକୃତି ଯୋଗୁ ସେ ଆତ୍ମହତ୍ୟା କରିଥିବା ତାଙ୍କ ପରିବାରଲୋକେ…
ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
ଭଦ୍ରକ ଅଫିସ,୨୯।୮: ଭଦ୍ରକ ଟାଉନ ପୋଲିସ ଗୁରୁବାର ବାଇପାସ୍ ଛକ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଜବତ କରିଛି। ଯୁବକଙ୍କ ଦୁଇ ହାତରେ ସାଲାଇନ ଦିଆଯାଉଥିବା ଭେନ ପ୍ଲାଗ ଲାଗିଥିବାରୁ ସେ ମେଡିକାଲରୁ ପଳାଇ ଆସିଥିବା ବେଳେ ରାସ୍ତାରେ ତାଙ୍କର…
ସ୍ବଚ୍ଛଭାରତ ମିଶନ: ୧୯,୧୬୧ ପାଇଖାନା ଅସମ୍ପୂର୍ଣ୍ଣ
ବାସୁଦେବପୁର, ୨୯।୮ (ଡି.ଏନ.ଏ.) – କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସ୍ବଚ୍ଛ ଭାରତ ମିଶନ(ଗ୍ରାମୀଣ)ରେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ଲକ୍ଷ୍ୟ ଧାର୍ଯ୍ୟ ଥିବା ୩୯,୫୫୫ଟି ପାଇଖାନା ମଧ୍ୟରୁ ୨୦,୩୯୪ଟି ନିର୍ମାଣ ସରିଛି। ୧୯,୧୬୧ ପାଇଖାନା ନିର୍ମାଣାଧୀନ ରହିଥିବା ବେଳେ ସେଥିମଧ୍ୟରୁ…
ବରପଦା-ଆଗରପଡ଼ା ରାସ୍ତା ପୁନଃନିର୍ମାଣ ନ ହେଲେ ଆନ୍ଦୋଳନ
ବନ୍ତ,୨୮।୮(ସ୍ବ.ପ୍ର.): ଭଦ୍ରକ ଜିଲା ବରପଦା-ଆଗରପଡ଼ା ପୂର୍ତ୍ତ ବିଭାଗ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଆଗାମୀ ୧୫ ଦିନ ମଧ୍ୟରେ ଏହି ରାସ୍ତା ପୁନଃନିର୍ମାଣ କରାଯିବାକୁ ଭାରତର କମ୍ୟୁନିଷ୍ଟ ପାର୍ଟି(ମାର୍କ୍ସବାଦୀ) ପକ୍ଷରୁ ବିଭାଗୀୟ ଅଧିକାରୀଙ୍କ ନିକଟରେ ଦାବି କରାଯାଇଛି। ଦାବି ପୂରଣ ନ ହେଲେ…
ପୋଲିସ ହସ୍ତକ୍ଷେପ ପରେ ସ୍କୁଲରୁ ଖୋଲିଲା ତାଲା
ଆରଡ଼ି,୨୮ା୮(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାପୁଜୀ ନୋଡାଲ ହାଇସ୍କୁଲ କ୍ଲଷ୍ଟର ଅଧୀନ ବାଙ୍କସାହି ପ୍ରାଥମିକ ବିଦ୍ୟାଳୟରେ ବୁଧବାର କିଛି ଛାତ୍ରଙ୍କ ଅଭିଭାବକ ତାଲା ପକାଇ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ବିଶ୍ବାଳ ଏ ନେଇ ଧୁଷୁରୀ ଥାନାରେ ଅଭିଯୋଗ…
ଟୁଇଟ୍ ପରେ ପାଞ୍ଚାଳୀଙ୍କୁ ମିଳିଲା ରାଶନ ସାମଗ୍ରୀ: ଏକକାଳୀନ ପାଇଲେ ୯ ମାସର ଚାଉଳ
ଭଦ୍ରକ ଅଫିସ, ୨୮ା୮- ଭଦ୍ରକ ଜିଲାରେ ବହୁ ହିତାଧିକାରୀଙ୍କ ଖାଉଟି ସାମଗ୍ରୀ ହରିଲୁଟ୍ ହେଉଥିବା ବିଭିନ୍ନ ସମୟରେ ଅଭିଯୋଗ ହେଇ ଆସୁଛି। ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ଅନହରପୁର ଗାଁର ପାଞ୍ଚାଳୀ ଜେନା ନାମ୍ନୀ ଜଣେ ହତାଧିକାରୀ ୯ ମାସ ଧରି…
ଦିବ୍ୟାଙ୍ଗ ହୋଇ ବି ହାର ମାନି ନାହାନ୍ତି ମୋନିକା
ବନ୍ତ,୨୮।୮(ଡି.ଏନ୍.ଏ.)- ଦିବ୍ୟାଙ୍ଗ ହୋଇ ବି ନିଜ ପାଖରେ ହାର୍ ମାନିନାହାନ୍ତି ମୋନିକା ା ଉଚ୍ଚ ଶିକ୍ଷାଲାଭ କରିବା ସହ ସେ ନୃତ୍ୟକଳାରେ ପାରଦର୍ଶିତା ହାସଲ କରିଛନ୍ତି ା ଜନ୍ମରୁ ଶ୍ରବଣ ଶକ୍ତି କମ୍ ଥିଲେ ମଧ୍ୟ ଦୃଢ ମନୋବଳ ତାଙ୍କୁ ଆଗକୁ…
ଏଠି ବୁଣିପଡ଼େ ପରମ୍ପରା ଓ ସଂସ୍କୃତିର ଭିନ୍ନ ମହକ: ବୁଢ଼ା, ଟୋକା ଓ ପିଲା ରୂପରେ ପୂଜା ପାଆନ୍ତି ବିଦ୍ୟାଦାତା
ଭଦ୍ରକ ଅଫିସ,୨୮।୮-ଐତିହ୍ୟ ଓ ଭାଇଚାରାର ସହର ଭଦ୍ରକରେ ଅଗ୍ରପୂଜ୍ୟ ବିଦ୍ୟାଦାତା ଗଣେଶଙ୍କ ପୂଜାର ସାଂସ୍କୃତିକ ମହତ୍ତ୍ୱ ନିଆରା। ଏଠି ବୁଢ଼ା ଗଣେଶ, ଟୋକା ଗଣେଶ, ପିଲା ଗଣେଶ, ପେଟୁଆ ଗଣେଶ, ଛୁଆ ଗଣେଶ, କାଞ୍ଚନ ଗଣେଶ ଆଦି ନାମରେ ବିଦ୍ୟାଦାତା ପୂଜା…
ଗ୍ୟାସ୍ କର୍ମଚାରୀଙ୍କ ଅସ୍ବାଭାବିକ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ବାସୁଦେବପୁର, ୨୭।୮(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁରର ସୁବଦେବପୁରସ୍ଥିତ ଭାରତ ଗ୍ୟାସ ଗୋଡ଼ାଉନ୍ରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କର ମଙ୍ଗଳବାର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଶରତ ମାହାଣା(୩୨)। ତେବେ ଶରତଙ୍କ ମୃତ୍ୟୁକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ତାଙ୍କ ମୃତ୍ୟୁକୁ କେନ୍ଦ୍ରକରି…
Archives


