ଭଦ୍ରକ

ଅବାଧରେ ଚାଲିଛି ବେଆଇନ କାଠମିଲ୍‌, ଡିପୋ

ଭଦ୍ରକ ଅଫିସ, ୧୩।୧୦- ଭଦ୍ରକ ଜିଲାରେ ଚୋରା କାଠ ବେପାରୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରେ ବେଆଇନ କାଠ ମିଲ୍‌ ଓ ଡିପୋ ଅବାଧରେ ଚାଲିଥିବା ବେଳେ ବନ ବିଭାଗ ବେପାରୀଙ୍କୁ କାବୁ କରିପାରୁ ନ…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ଧାମନଗର,୧୨।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଶନିବାର ଅଭିଯୋଗ ହୋଇଛି। ନାବାଳିକା ଜଣକ ଟ୍ୟୁସନରୁ ଫେରୁଥିବା ବେଳେ ଉକ୍ତ ଅଞ୍ଚଳର ଜଣେ ଯୁବକ ତାଙ୍କୁ ଏକୁଟିଆ ପାଇ ନିକଟସ୍ଥ ଜଙ୍ଗଲକୁ ନେଇ ବଳାତ୍କାର କରିଥିବା…

ବେଆଇନ ଗଚ୍ଛିତ କାଠ ଗୋଦାମରେ ଚଢ଼ାଉ

ଭଦ୍ରକ ଅଫିସ,୧୨।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଇଚ୍ଛାପୁର ଗାଁର ଏକ କାଠ ଗୋଦାମରେ ଶନିବାର ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ବେଳେ ବେଆଇନ ଭାବେ ଗଚ୍ଛିତ ଥିବା ପଟା ଓ ସାଇଜ କାଠକୁ ଜବତ କରାଯାଇଛି।…

ଧାମରା ବନ୍ଦରରେ ଅଘଟଣ: ସର୍ଟଶର୍କିଟରେ ୩ ଆହତ

ଚାନ୍ଦବାଲି,୧୨ା୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ବନ୍ଦର(ଆଦାନୀ)ରେ ଶନିବାର ସକାଳେ ଅଘଟଣ ଘଟିଛି। ବିଦ୍ୟୁତ୍‌ ସର୍ଟଶର୍କିଟ ଯୋଗୁଁ କମ୍ପାନୀରେ କାମ କରୁଥିବା ୩ କର୍ମଚାରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ରାଜାରାମ(୨୮), ଜୟୀରାମ(୩୦) ଓ ବୁଲବୁଲ୍‌ (୨୫)। ସମସ୍ତ ଶ୍ରମିକଙ୍କ ଘର ବିହାର…

ଋଣ କରାଇଦେବା ନଁ। ରେ ଠକେଇ: ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ଭଦ୍ରକ ଅଫିସ, ୧୨।୧୦- ନାବାର୍ଡ ଭଳି ସରକାରୀ ସଂସ୍ଥାରୁ ଋଣ କରାଇଦେବେ ବୋଲି କହି ବିଭିନ୍ନ ମହିଳା ସଂଘଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଛନ୍ତି ଏକ ଦମ୍ପତି। ଏହି ଦମ୍ପତିଙ୍କ ଘର ଧୂଷୁରୀ ଥାନା ଅଧୀନ କୋରୁଆ ଗୋବିନ୍ଦପୁର ଗ୍ରାମରେ। ଏ…

ଲକ୍ଷ୍ମୀପୂଜା ପାଇଁ ଚଳଚଞ୍ଚଳ ସିନ୍ଦୋଳ

ତିହିଡ଼ି, ୧୨।୧୦ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ସିନ୍ଦୋଳ ପଞ୍ଚାୟତର ନୂଆପାଟଣା ଓ ସିନ୍ଦୋଳରେ ‘ଲକ୍ଷ୍ମୀ, ସରସ୍ବତୀ ଓ ନାରାୟଣ’ଙ୍କ ପୂଜା କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହେବ। ଏଥିପାଇଁ ସିନ୍ଦୋଳ ପଞ୍ଚାୟତ ସମେତ ଆଖପାଖ ଗଁ।ଗୁଡ଼ିକ ଚଳଚଞ୍ଚଳ…

୭ ଦିନ ମଧ୍ୟରେ ଅନିୟମିତତାର ହେବ ତଦନ୍ତ: ଅନଶନରୁ ଓହରିଲା ସିପିଆଇ

ବନ୍ତ, ୧୧।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକ୍କାଘର, ସାମାଜିକ ସୁରକ୍ଷା ଆଦି ଯୋଜନାରେ ବିଭିନ୍ନ କାର୍ଯ୍ୟରେ ବ୍ୟାପକ ଅନିୟମିତତା ପ୍ରତିବାଦରେ ଗତ ବୁଧବାରଠାରୁ ରାମଚନ୍ଦ୍ରପୁର ପଞ୍ଚାୟତ ସିପିଆଇ କମିଟି ପକ୍ଷରୁ ବ୍ଲକ…

ଦଳିତଙ୍କ ଉପରେ ଅତ୍ୟାଚାର: ନେତାଙ୍କୁ ଗିରଫ ଦାବିରେ ଧାମରା ମେରାଇନ ଥାନା ଘେରାଉ

ଚାନ୍ଦବାଲି,୧୧ା୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ମେରାଇନ ଥାନା ଅନ୍ତର୍ଗତ ଜାଗୁଳା ପଞ୍ଚାୟତ ଜାଗୁଳା ଗ୍ରାମର ଜଣେ ପ୍ରଭାବଶାଳୀ ନେତା କେତେକ ଦଳିତଙ୍କ ଉପରେ ଅତ୍ୟାଚାର କରୁଛନ୍ତି। ଏ ନେଇ ତାଙ୍କ ବିରୋଧରେ ଧାମରା ମେରାଇନ ଥାନାରେ ଦୁଇଟି ମାମଲା ରୁଜୁ ହୋଇଥିଲେ…

ସାରଥି ସତ୍‌ସଙ୍ଗ ସ୍ଥଳରେ ପୋଲିସ

ଭଦ୍ରକ ଅଫିସ, ୧୧।୧୦ – ଭଦ୍ରକ ପୌରାଞ୍ଚଳ ମଠସାହି ନିକଟ ଏକ ଘରେ ଗୁରୁବାର ରାତି ପ୍ରାୟ ୮ଟା ବେଳେ ବାବା ସାରଥିଙ୍କ ସତ୍‌ସଙ୍ଗ କାର୍ଯ୍ୟକ୍ରମ ଚାଲିଥିଲା। ଖବର ପାଇ କେତେକ ଗଣମାଧ୍ୟମ ପ୍ରତିନିଧି ସେଠାରେ ପହଞ୍ଚିଥିଲେ। ପରେ ଭଦ୍ରକ ଟାଉନ…

ଅବହେଳିତ ମା’ ତାରାଶୁଣୀଙ୍କ ପୀଠ

ପଦ୍ମପୁର, ୧୧।୧୦(ଡି.ଏନ.ଏ.)- ଭଦ୍ରକ ଜିଲା ସାବରଙ୍ଗ ପଞ୍ଚାୟତ ଅଧୀନ ଆଟୋ ରାଜସ୍ବ ଗ୍ରାମର ଧନନ୍ତ୍ୱରୀ ନଦୀକୂଳରେ ଅବସ୍ଥିତ ମା’ ତାରାଶୁଣୀଙ୍କ ପୀଠ। ଜିଲାର ଏହି ପୁରାତନ ପୀଠ ଅବହେଳିତ ଅବସ୍ଥାରେ ରହିଛି। ମା’ଙ୍କ ମନ୍ଦିର ଅସମ୍ପୂର୍ଣ୍ଣ ହୋଇରହିଥିବା ବେଳେ ପ୍ରସାଦ ରୋଷେଇଶାଳ…

ହାତକଡ଼ି ସହ ଅଭିଯୁକ୍ତ ଚମ୍ପଟ ଘଟଣା: ୨ ପୋଲିସ ନିଲମ୍ବିତ

ଚାନ୍ଦବାଲି, ୧୦।୧୦ (ଡି.ଏନ.ଏ.)- ଏକ କମେଣ୍ଟ ମାରିବା ଘଟଣାରେ ଗିରଫ ଜଣେ ଅଭିଯୁକ୍ତଙ୍କୁ ଭଦ୍ରକ ଜେଲକୁ ନିଆଯାଉଥିଲା। ରାସ୍ତାରେ ବାଇକ୍‌ରୁ ଡେଇଁ ହାତକଡ଼ି ସହିତ ଅଭିଯୁକ୍ତ ଚମ୍ପଟ ମାରିବା ମାମଲାରେ କର୍ତ୍ତବ୍ୟରେ ଅବହେଳା ପାଇଁ ବାଂଶଡ଼ା ଥାନାର ୨ ପୋଲିସ ତୁଷାରକାନ୍ତ…

ବିଷ ପିଇ ମହିଳାଙ୍କ ଆତ୍ମହତ୍ୟା

ଭଣ୍ଡାରିପୋଖରୀ, ୧୦।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ନାଅଁାମୀ ଗ୍ରାମର ମଞ୍ଜୁଲତା ମହାରଣା ନାମ୍ନୀ ଜଣେ ମହିଳା ଗୁରୁବାର ବିଷ ପିଇ ଆତ୍ମହତ୍ୟା କରିଥିବା କୁହାଯାଉଛି। ସୂଚନା ଅନୁସାରେ, ସ୍ବାମୀ ବିଲକୁ ଯାଇଥିବା ବେଳେ ମଞ୍ଜୁଲତା ବିଷ ପିଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?