ଗଛ ଲଗାଇ ସଚେତନତା ବାର୍ତ୍ତା
ଭଦ୍ରକ ଅଫିସ, ୨୭।୮- ଗଛବୃଚ୍ଛ ନ ରହିଲେ ପରିବେଶ ଉଜୁଡ଼ି ଯିବ। ୧୯୯୯ ମହାବାତ୍ୟାରେ ବହୁ ସଂଖ୍ୟାରେ ଗଛ ଭାଙ୍ଗି ପଡ଼ିବା ପରେ ବୃକ୍ଷରୋପଣକୁ ନିଜ ଜୀବନର ଅନ୍ୟତମ ଲକ୍ଷ୍ୟ ଭାବେ ଗ୍ରହଣ କରି ବିଷ୍ଣୁପ୍ରସାଦ ପାଢୀ(୫୦) ଏ ଦିଗରେ କାର୍ଯ୍ୟ…
ରାସ୍ତାର ପୁନରୁଦ୍ଧାର ପାଇଁ ସ୍ମାରକପତ୍ର
ଭଦ୍ରକ ଅଫିସ, ୨୬।୮ – ଆସନ୍ତା ନଭେମ୍ବର ୨୪ ତାରିଖରେ ଭଦ୍ରକର ଧର୍ମଗୁରୁ ବଡ଼ ସରକାରବାବାଙ୍କ ପବିତ୍ର ଉର୍ସ ଉତ୍ସବ। ଭଦ୍ରକ ପୌରାଞ୍ଚଳ ଅଧୀନ ସରକାରନଗର ଖାନ୍କା ଶରିଫଠାରେ ଉତ୍ସବ ପାଳନ ହେବ। ଏହି ଉତ୍ସବରେ ଭାରତର ବିଭିନ୍ନ ପ୍ରାନ୍ତରରୁ ଲକ୍ଷାଧିକ…
ମହୁରୋଳ ଆକ୍ରମଣରେ ଶିଶୁକନ୍ୟାଙ୍କ ପ୍ରାଣଗଲା
ବାସୁଦେବପୁର,୨୬।୮(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସାନକୃଷ୍ଣପୁର ପାରାପୋଖରୀ ଗ୍ରାମରେ ରବିବାର ମହୁରୋଳ ନାମକ ଏକ ବିଷାକ୍ତ ପୋକ ଆକ୍ରମଣରେ ଜଣେ ୫ ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁକନ୍ୟା ହେଉଛନ୍ତି ପାରାପୋଖରୀ ଗ୍ରାମର ଗଣେଶ ବିଶ୍ୱାଳଙ୍କ ଝିଅ ସାବିତ୍ରୀ।…
ଜରାଶ୍ରମ ଖୋଜୁଛନ୍ତି ବଟକୃଷ୍ଣ
ଆରଡ଼ି, ୨୬।୮ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଦୋହରାପାଟଣା ଗଁାର ୮୦ ବର୍ଷୀୟ ବୃଦ୍ଧ ବଟକୃଷ୍ଣ ଜେନା ଏବେ ଏକୁଟିଆ ଅସହାୟ ଅବସ୍ଥାରେ ଦିନ ବିତାଉଛନ୍ତି। ୨୦ ବର୍ଷ ତଳେ ମିଳିଥିବା ଇନ୍ଦିରା ଆବାସ ଭାଙ୍ଗିରୁଜି ଅସୁରକ୍ଷିତ ହୋଇପଡ଼ିଥିଲେ ବି…
ବିଶ୍ୱ ବନ୍ଧୁତ୍ୱ ଦିବସ: ଗଣତନ୍ତ୍ରର ଚାରି ସ୍ତମ୍ଭକୁ ସମ୍ମାନ
ଭଦ୍ରକ ଅଫିସ,୨୫।୮: ଭଦ୍ରକ ଜିଲା ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ ବିଶ୍ୱ ବନ୍ଧତ୍ୱ ଦିବସ ଓ ଦାଦି ପ୍ରକାଶମଣି ସ୍ମୃତି ଦିବସ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବହୁ ଅତିଥି ଯୋଗଦେଇ ଦିବସର ମହତ୍ତ୍ୱ ବର୍ଣ୍ଣନା କରିବା…
୩୯ ପାଣି ପଞ୍ଚାୟତରେ ଭୋଟର ତାଲିକା ସଂଶୋଧନ
ବନ୍ତ, ୨୫।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକର ୨ଟି ସେକ୍ସନ ସମେତ ଭଣ୍ଡାରିପୋଖରୀ ବ୍ଲକର ମଞ୍ଜୁରୀରୋଡ ଓ ହାଟଡିହୀ ବ୍ଲକର ଶାଳନିଅଁା ସେକ୍ସନରେ ଥିବା ୩୯ଟି ପାଣି ପଞ୍ଚାୟତରେ ଭୋଟର ତାଲିକା ସଂଶୋଧନ ଓ ନାମ ପଞ୍ଜୀକରଣ ନେଇ…
ପୋଖରୀରେ ପଡ଼ି ମହିଳା ମୃତ
ତିହିଡ଼ି, ୨୪।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପାଳିଆବିନ୍ଧା ପଞ୍ଚାୟତ ଖରିଦାସାହି ଗ୍ରାମର ମୌନାବତୀ ସାହୁ(୫୦) ଶନିବାର ପୋଖରୀରେ ପଡ଼ି ପ୍ରାଣ ହରାଇଛନ୍ତି। ସେ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ପାଣିରେ ପଡ଼ିଯାଇଥିଲେ। ତାଙ୍କୁ ଗୁରୁତର…
କାଳିଆ ଯୋଜନା: ଜିଲାରେ ୧୭, ୮୮୨ ହିତାଧିକାରୀ ଅଯୋଗ୍ୟ
ଭଦ୍ରକ ଅଫିସ, ୨୪।୮- କାଳିଆ ଯୋଜନାରେ ଟଙ୍କା ପାଇବା ପାଇଁ ସାଧାରଣ ନିର୍ବାଚନ ପୂର୍ବରୁ ଯୋଗ୍ୟ ଓ ଅଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରେ ସତେ ଯେପରି ଏକପ୍ରକାର ପ୍ରତିଯୋଗିତା ଲାଗିରହିଥିଲା। ଭଦ୍ରକ ଜିଲାରେ ହିତାଧିକାରୀଙ୍କୁ ବର୍ତ୍ତମାନ ସୁଦ୍ଧା ଦୁଇଥର କାଳିଆ ଯୋଜନା ଟଙ୍କା…
ପୋଖରୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ
ତିହିଡ଼ି, ୨୩।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ଦୋଳସାହି ପଞ୍ଚାୟତ ରାଢ଼ଙ୍ଗ ଗ୍ରାମର ଜଣେ ନିଖୋଜ ଯୁବକଙ୍କ ମୃତଦେହ ଶୁକ୍ରବାର ପୋଲିସ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ଉଦ୍ଧାର କରିଛି। ମୃତ ଯୁବକଙ୍କ ନଁା ସଞ୍ଜୀବ ନାୟକ(୨୪)।…
ଗୋସମ୍ପଦକୁ ନେଇ ଚିନ୍ତାରେ ଚାଷୀ
ବନ୍ତ, ୨୩।୮ (ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ଗାଈଗୋରୁ ଏବେ ଅଜଣା ରୋଗରେ ଆକ୍ରାନ୍ତ ହୋଇଛନ୍ତି। ବ୍ଲକର ବନ୍ତ, ନିଳୋକ, ରାମଚନ୍ଦ୍ରପୁର, ଆଡିଆ, ପୁରୁଷଣ୍ଢ, କାଦବରାଙ୍ଗ, ଅଣିଜୋ ସମେତ ବହୁ ପଞ୍ଚାୟତରେ ଗୋରୁଙ୍କଠାରେ ଏହି ରୋଗ ଦେଖାଯାଇଛି।…
ଏକତରଫା ପ୍ରେମର କରୁଣ ପରିଣତି: ନାବାଳିକାଙ୍କୁ ପେଟ୍ରୋଲ ଢାଳି ପୋଡ଼ି ଦେବାକୁ ଉଦ୍ୟମ
ବାସୁଦେବପୁର,୨୨।୮(ଡି.ଏନ.ଏ.)-ଏକତରଫା ପ୍ରେମର କରୁଣ ପରିଣତି କେତେ ଭୟାନକ ହୋଇପାରେ ତାହା ଭଦ୍ରକ ଜିଲା ବାସୁଦେବପୁର ଥାନା ଅଞ୍ଚଳରେ ବୁଧବାର ଦେଖିବାକୁ ମିଳିଛି । ଜଣେ ବିଫଳ ପ୍ରେମିକ ଏକ ନାବାଳିକାଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଅଁ। ଲଗାଇ ହତ୍ୟା କରିବାକୁ ଉଦ୍ୟମ…
ଅସହାୟଙ୍କ ସାହା ଜଳଧର
ବନ୍ତ, ୨୨।୮ (ଡି.ଏନ.ଏ.)- ଅନେକ ଦୁଃଖ ଯନ୍ତ୍ରଣା ଅଙ୍ଗେ ନିଭାଇ ଥିବାରୁ ସେ ଅନ୍ୟର କଷ୍ଟ ସହି ପାରନ୍ତି ନାହିଁ । କେହି ରୋଗ ଯନ୍ତ୍ରଣାରେ ପଡିଥିଲେ, ସେ ସଙ୍ଗେସଙ୍ଗେ ତାଙ୍କୁ ଡାକ୍ତରଖାନା ନେଇ ଚକିତ୍ସା କରିବାକୁ ଡେରି କରନ୍ତି ନାହିଁ…
Archives


