ଭଦ୍ରକ

ଗଛରେ ପିଟିହେଲା ଟାଟା ମ୍ୟାଜିକ୍‌, ୩ ଗୁରୁତର

ଆରଡ଼ି,୧୦।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ବାଇପାସ୍‌ ରାସ୍ତାରେ ଗୁରୁବାର ପୂର୍ବାହ୍ନରେ ସାଇକେଲ ଚାଳକକୁ ରକ୍ଷା କରିବାକୁ ଯାଇ ଏକ ଟାଟା ମ୍ୟାଜିକ୍‌ ଗଛରେ ପିଟି ହେବାରୁ ଏଥିରେ ଥିବା ୧୨ ଜଣଙ୍କ ମଧ୍ୟରୁ ୭ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଆରଡ଼ି ପ୍ରାଥମିକ…

ମେଲାଣି ନେଲେ ମା’ ଦୁର୍ଗା

ଭଦ୍ରକ ଅଫିସ, ୧୦।୧୦- ଭଦ୍ରକ ସହରର ବିଭିନ୍ନ ଅସ୍ଥାୟୀ ମଣ୍ଡପରେ ପୂଜା ପାଉଥିବା ମା’ ଦୁର୍ଗା ବୁଧବାର ମେଲାଣି ନେଇଛନ୍ତି। ପାରମ୍ପରିକ ବାଦ୍ୟ ବାଜଣା ଓ ଡିଜେର ଧୁମ୍‌ରେ ମା’ଙ୍କୁ ବିଦାୟ ଦିଆଯାଇଛି। ସହରର ପ୍ରମୁଖ ମେଢ଼ଗୁଡିକ ରାଜଘାଟସ୍ଥିତ ସାଳନ୍ଦୀ ନଦୀ…

ଅବହେଳିତ ଗଁ। ତୁଳିପଦୀ

ବନ୍ତ, ୧୦ା୧୦(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଗୋପୀନାଥପୁର ପଞ୍ଚାୟତ ଅଧୀନ ତୁଳିପଦୀ ଗଁ। ଅବହେଳିତ। ଯାତାୟାତ ଲାଗି ଏହି ଗଁ। କୁ ସବୁଦିନିଆ ଭଲ ରାସ୍ତା ନାହିଁ। ଗଁ। ମୁଣ୍ଡରେ ଥିବା ବିଦ୍ୟାଳୟକୁ ଭଲ ରାସ୍ତା ନ ଥିବାରୁ ପାଣି…

ବାଇକ୍‌ରୁ ଡେଇଁ ହାତକଡ଼ି ସହ ଚମ୍ପଟ ଅଭିଯୁକ୍ତ ଗିରଫ:୨ ପୋଲିସ ନିଲମ୍ବିତ

ଚାନ୍ଦବାଲି, ୯।୧୦ (ଡି.ଏନ.ଏ.): ଭଦ୍ରକ ଜିଲା ବାଂଶଡ଼ା ଥାନାରେ ଏକ କମେଣ୍ଟ ମାରିବା ମାମଲାରେ ଗିରଫ ଜଣେ ଅଭିଯୁକ୍ତ ଭଦ୍ରକ ଜେଲ୍‌କୁ ସ୍ଥାନାନ୍ତର ହେବା ରାସ୍ତାରେ ହାତକଡ଼ି ସହ ବାଇକ୍‌ରୁ ଡେଇଁ ମଙ୍ଗଳବାର ସନ୍ଧ୍ୟାରେ ଚମ୍ପଟ ମାରିଥିଲେ। ପୋଲିସ୍‌ ଖୋଜାଖୋଜି କରି…

ବିଭିନ୍ନ ଦାବିନେଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବନ୍ତ,୯।୧୦(ଡି.ଏନ୍‌.ଏ): ବିଭିନ୍ନ ଦାବିନେଇ ଭଦ୍ରକ ଜିଲା ବନ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇ ଜୋନ୍‌ କମିଟି ପକ୍ଷରୁ ବୁଧବାର ଧାରଣା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକ୍କାଘର, କଂକ୍ରିଟ ରାସ୍ତା ନିର୍ମାଣରେ ଅନିୟମିତତା ଆଦି ଦାବିରେ ବରିଷ୍ଠ ନେତା ଗୋପବନ୍ଧୁ ସେଠୀ,…

ବିଦାୟ ନେଲେ ମା’

ଆରଡ଼ି, ୮ା୧୦( ଡି.ଏନ୍‌.ଏ.)- ଭଦ୍ରକ ଜିଲା ଆରଡ଼ି ନିକଟସ୍ଥ ସାନ ଓଳଗ ଓ ବଡ଼ ଓଳଗ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ମା’ ଦୁର୍ଗତି ନାଶିନୀଙ୍କୁ ବିଦାୟ ଦିଆଯାଇଛି। ବିଦାୟ ବେଳେ ମା’ ଙ୍କୁ ଶୋଭାଯାତ୍ରାରେ ନିଆଯାଇଥିଲା। ପାରମ୍ପରିକ ରୀତିରେ ଗାଁର ଯୁବକମାନେ…

ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭଣ୍ଡାରିପୋଖରୀ,୮ା୧୦ (ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତ ଅନ୍ତର୍ଗତ କୁଣ୍ଡସାହି ଦୁର୍ଗାମଣ୍ଡପରେ ଜଗଜ୍ଜନନୀ ମା ଦୁର୍ଗାଙ୍କ ଦଶହରା ପୂଜା ଅନୁଷ୍ଠିତ ହୋଇଛି। ଏଥିପାଇଁ ପୂଜାମଣ୍ଡପରେ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ୯୦ ବର୍ଷରେ ପଦାର୍ପଣ କରିଥିବା ଏହି ପୂଜା…

ଆଧ୍ୟାତ୍ମିକ ଦିବ୍ୟ ପ୍ରବଚନ ପୂଜାମଣ୍ଡପର ଗୁରୁତ୍ୱ ବଢାଉଛି

ବାସୁଦେବପୁର,୮ା୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ସହରରେ ଚଳିତବର୍ଷ ୩ଟି ପୂଜାମଣ୍ଡପରେ ମା’ ଦୁର୍ଗା ପୂଜା ପାଉଛନ୍ତି। ସହରର ଜାଫରପୁର ସ୍ଥିତ ବିଦ୍ୟୁତ୍‌ ମାର୍ଗ ଶାରଦୀୟ ପୂଜାମଣ୍ଡପରେ ଆଧ୍ୟାତ୍ମିକ ଦିବ୍ୟ ପ୍ରବଚନ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ସ୍ବାମୀ ମୁକୁନ୍ଦକୃଷ୍ଣ ମହାରାଜ ତାଙ୍କର ସାଥୀ…

ଓଳଗରେ ବାଡ଼ି, ଖଣ୍ଡା ପୂଜା

ଆରଡ଼ି, ୭।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବଡ଼ଓଳଗ ଓ ସାନଓଳଗରେ ବିଲ୍ବବରଣଠାରୁ ଚାଲିଛି ମା’ ଦୁର୍ଗାଙ୍କ ପୂଜା। ସୋମବାର ମହାନବମୀରେ ମା’ଙ୍କ ପାଖରେ ଚଣ୍ଡି ଓ ହୋମ କରାଯାଇଥିଲା। ଏଠାରେ ମଣ୍ଡପରେ ରଖାଯାଇ ପୂଜା ହେଉଥିବା ବାଡ଼ି ଓ…

ଜୁଆ ଆଡ୍ଡାରେ ଚଢ଼ାଉ: ୩ ଗିରଫ

ବାସୁଦେବପୁର,୭।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ପଢୁଅଁ। ବଜାରରେ ବେଆଇନ ଭାବେ ଜୁଆଖେଳ ଚାଲିଥିବାବେଳେ ପୋଲିସ ଚଢ଼ାଉ କରିଛି। ପୋଲିସ ୩ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନେ ହେଲେ ପଢୁଆ ଗ୍ରାମର କୁନା ମଳିକ, ଯୋଗେନ୍ଦ୍ର କୁମାର ମଳିକ ଓ…

କଖାରୁବଳି, ଝୁଣାହାଣ୍ଡି ପରମ୍ପରା

ଭଦ୍ରକ ଅଫିସ, ୭।୧୦ – ମା’ ଦଶଭୁଜାଙ୍କୁ ବିଭିନ୍ନ ସ୍ଥାନରେ ବିଭିନ୍ନ ଢଙ୍ଗରେ ପୂଜା କରାଯାଏ। ଭଦ୍ରକରେ ବିଭିନ୍ନ ପୂଜା ମଣ୍ଡପରେ ପରମ୍ପରା ଅନୁଯାୟୀ ମା’ଙ୍କ ପୂଜା ପାଳିତ ହୋଇଅସୁଛି। ଚରମ୍ପା ଏରେଇଁସ୍ଥିତ ସାର୍ବଜନୀନ ଶାରଦୀୟ ଦୁର୍ଗାପୂଜା କମିଟି ଦ୍ୱାରା ବାସନ୍ତୀ…

ସାପ କାମୁଡ଼ାରେ ଚାଷୀଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୬।୧୦ (ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ରାମଚନ୍ଦ୍ରପୁର ପଞ୍ଚାୟତ ଖଡ଼ିସିଂହା ଗ୍ରାମର ଚାଷୀ ଉଦ୍ଧବ ଜେନା(୪୨) ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି। ସେ ରବିବାର ଧାନକ୍ଷେତକୁ ସାର ପକାଇବାକୁ ଯାଇଥିବା ବେଳେ ବିଷଧର ସାପ କାମୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?