ଭିତରକନିକା ଯିବା ପାଇଁ ଚାନ୍ଦବାଲିରୁ ଏଣ୍ଟ୍ରି ପାସ୍ ଆରମ୍ଭ
ଚାନ୍ଦବାଲି, ୨।୮(ଡି.ଏନ୍.ଏ.)- ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନର ପ୍ରବେଶପଥ ଭାବେ ଚାନ୍ଦବାଲି ପରିଚିତ। ଭିତରକନିକାକୁ ଆସୁଥିବା ପର୍ଯ୍ୟଟକମାନେ ମୁଖ୍ୟତଃ ଚାନ୍ଦବାଲିରୁ ଘରୋଇ ବୋଟ୍ ସହାୟତାରେ ଜଳପଥରେ ଯାତ୍ରା କରିଥାନ୍ତି। ଦୁଇମାସ ବନ୍ଦ ରହିବା ପରେ ଗୁରୁବାର ଭିତରକନିକା ପର୍ଯ୍ୟଟକଙ୍କ ପାଇଁ...
ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ପଦଯାତ୍ରା: ଭଦ୍ରକରେ ପହଞ୍ଚିଲେ ସତ୍ୟବ୍ରତ
ଭଦ୍ରକ ଅଫିସ, ୧।୮ – ଦୀର୍ଘଦିନ ଧରି ଓଡ଼ିଶାବାସୀଙ୍କ ଥିବା ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ଜଗତସିଂହପୁର ଜିଲା ବାଲିକୁଦ ଅଞ୍ଚଳର ସତ୍ୟବ୍ରତ ଦାସ ନାମକ ଜଣେ ଯୁବକ ପଦଯାତ୍ରାରେ ବାହାରିଛନ୍ତି। ସେ ରାଜ୍ୟର ୩୧୪ଟି ବ୍ଲକ...
ପୂର୍ବତନ ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବାସୁଦେବପୁର,୧।୮(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବରଣ୍ଡୁଆ ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବରଣ୍ଡୁଆ ସେବା ସମବାୟ ସମିତିର ସଭାପତି ନଗେନ୍ଦ୍ର ବିଶ୍ୱାଳଙ୍କ ବାସଭବନରେ ଗୁରୁବାର ସକାଳେ ଭିଜିଲାନ୍ସ ଚଢ଼ାଉ କରିଛି। ବାଲେଶ୍ୱର ଓ ଭଦ୍ରକ ଭିଜିଲାନ୍ସ ବିଭାଗର ମିଳିତ...
ବିଦ୍ୟାଳୟ ନଳକୂପ ଭାଙ୍ଗିଲେ ଦୁର୍ବୃତ୍ତ : ମଧ୍ୟାହ୍ନଭୋଜନ ରନ୍ଧନ ପାଇଁ ମିଳୁନି ପାଣି, ଛାତ୍ରୀଛାତ୍ର ହନ୍ତସନ୍ତ
ବନ୍ତ,୧।୮(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଶିକ୍ଷା ସର୍କଲ ଅନ୍ତର୍ଗତ କଳାପାହାଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ନଳକୂପକୁ ବୁଧବାର ରାତିରେ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି। ଫଳରେ ପିଲାମାନେ ପାଣି ପିଇବା ଓ ମଧ୍ୟାହ୍ନଭୋଜନ ରୋଷେଇ...
ପଶୁପାଳନ ବିକାଶ ସହାୟତା ବାଟବଣା
ଧାମନଗର, ୧।୮(ଡି.ଏନ.ଏ.)- ଗାଈ, ଛେଳି, କୁକୁଡ଼ା ପାଳନ ଭଳି ଆନୁଷଙ୍ଗିକ କୃଷି ବିକାଶ ଯୋଜନା ହେଉଥିଲେ ମଧ୍ୟ ଏହାର ରୂପାୟନ ଠିକ୍ ଭାବେ ହୋଇପାରୁ ନାହିଁ। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତ ଯୋଜନାରେ ଗୃହପାଳିତ ପ୍ରାଣୀଧନଙ୍କ ଲାଗି...
ସାପ କାମୁଡ଼ାରେ ଛାତ୍ରୀଙ୍କ ମୃତ୍ୟୁ
ଭଣ୍ଡାରିପୋଖରୀ, ୩୧।୭ (ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଫତେପୁର ଗ୍ରାମର ୯ ବର୍ଷର ଛାତ୍ରୀ ଶୁଭଶ୍ରୀ ଥାଟେଇ ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି। ସେ ମଙ୍ଗଳବାର ସନ୍ଧ୍ୟାରେ ଶୌଚ ପାଇଁ ନିକଟସ୍ଥ ପୋଖରୀକୁ ଯାଇଥିଲେ। ଏହି ସମୟରେ...
ପୋଖରୀରେ ବୁଡି ବ୍ୟକ୍ତିଙ୍କ ମୃତ୍ୟୁ
ଭଣ୍ଡାରିପୋଖରୀ, ୩୦।୭(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା କୁରିଗାଁ ପଞ୍ଚାୟତ ଅସିହା ଗ୍ରାମ ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ମାୟାଧର ବାରିକ(୫୬)। ସୋମବାର ରାତିରେ ମାୟାଧର ଶୌଚହେବା ପାଇଁ ଯାଇ ଘରକୁ...
ଧାନବିକ୍ରି ପ୍ରାପ୍ୟ ଟଙ୍କା ନ ମିଳିବାରୁ ଚାଷୀଙ୍କ ଭଦ୍ରକ – ଆଖଣ୍ଡଳମଣି ରାସ୍ତା ଅବରୋଧ
ଆରଡି, ୩୦ା୭(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସୁନ୍ଦରପୁର ପଞ୍ଚାୟତର ଶତାଧିକ ଚାଷୀ ମଙ୍ଗଳବାର ସକାଳେ ଭଦ୍ରକ-ଆଖଣ୍ଡଳମଣି ରାଜ୍ୟ ରାଜପଥ ଅବରୋଧ କରିଛନ୍ତି। ତେବେ ପ୍ରାପ୍ୟ ଟଙ୍କା ନ ମିଳିବାରୁ ଏହି ରାସ୍ତାରୋକୋ ହୋଇଥିବା ଜଣାପଡ଼ିଛି। ପ୍ରକାଶ ଯେ, ଗତ...
ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ
ବାସୁଦେବପୁର,୩୦।୭(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତା ଇଷ୍ଟକୋଷ୍ଟ କେନାଲ ଛକ ନିକଟରୁ ମଙ୍ଗଳବାର ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଚୁଡ଼ାମଣି ସାମୁଦ୍ରିକ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨/୧୯ରେ ଏକ ମାମଲା ରୁଜୁ କରି...
କରତକଳ ଉପରେ ଚଢ଼ାଉ: ୩ ଲକ୍ଷ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ
ବନ୍ତ,୩୦।୭(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଥାନା ଅଧୀନ କୁଆଂଶମଢ଼ିଆଠାରେ ବେଆଇନ ଭାବେ ଚାଲୁଥିବା ଏକ କରତକଳ ଉପରେ ମଙ୍ଗଳବାର ସକାଳେ ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏସିଏଫ୍ ବିରାଜ ମୋହନ ମହାନ୍ତି, ମାଜିଷ୍ଟ୍ରେଟ ବିଶ୍ୱନାଥ ବିଶ୍ୱାଳ ଓ...
ଭିତ୍ତିଭୂମି ଅଭାବରୁ ଶ୍ରୀହୀନ ଶିକ୍ଷାନୁଷ୍ଠାନ
ଧାମନଗର ୩୦।୭(ଡି.ଏନ.ଏ.)- ପ୍ରାଥମିକ ଶିକ୍ଷାକୁ ମୌଳିକ ଅଧିକାରଭୁକ୍ତ କରାଯାଇଥିଲେ ବି ଭିତ୍ତିଭୂମି ଅଭାବରୁ ଗ୍ରାମାଞ୍ଚଳର ଅନେକ ଶିକ୍ଷାନୁଷ୍ଠାନ ଥାଇ ନ ଥିଲା ପରି ଚାଲିଛି। ଗରିବ ଅଭିଭାବକମାନେ ପିଲାଙ୍କୁ ସ୍କୁଲ ପଠାଉଥିଲେ ମଧ୍ୟ ସେମାନେ ପାଠ ପଢ଼ିପାରୁ ନାହାନ୍ତି। ଏଥିଲାଗି...
ବିଲରେ ଚାଷୀଙ୍କ ସନ୍ଦେହଜନକ ମୃତ୍ୟୁ
ବାସୁଦେବପୁର, ୨୯।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗଁା ଗ୍ରାମର ଶତୃଘ୍ନ ମଳିକ ନାମକ ଜଣେ ଚାଷୀଙ୍କର ସୋମବାର ପୂର୍ବାହ୍ନରେ ବିଲରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ବାସୁଦେବପୁର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ...
Archives


