ବଜ୍ରପାତରେ ୨ ଭାଇ ମୃତ
ଭଣ୍ଡାରିପୋଖରୀ, ୧୨।୮(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ରଣଜିତ ପଞ୍ଚାୟତର ଅପୂଜା ମହାଦେବ ପୀଠ ନିକଟ ଚାଷ ଜମିରେ କାମ କରୁଥିବା ବେଳେ ରବିବାର ଅପରାହ୍ନରେ ବଜ୍ରପାତ ହେବାରୁ ଦୁଇଭାଇଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ଘର ଯାଜପୁର ଜିଲା ବେହେରାପାଟଣା ଗ୍ରାମରେ।…
ଇଦ୍-ଉଲ୍-ଜୁହା ପାଇଁ ସହର ଉତ୍ସବମୁଖର
ଭଦ୍ରକ ଅଫିସ, ୧୨।୮- ସୋମବାର ଇଦ୍-ଉଲ୍-ଜୁହା ପର୍ବ। ଏଥିପାଇଁ ଭଦ୍ରକ ସହରରେ ଥିବା ବିଭିନ୍ନ ମସ୍ଜିଦ, ସମୂହ ନମାଜ ପାଠ ହେବାକୁ ଥିବା କଦମବେଡା ଇଦ୍ଗାହା ଅଞ୍ଚଳର ପରିବେଶ ଉତ୍ସବମୁଖର ହୋଇଉଠିଛି। ସହରରେ ଭାଇଚାରା ଓ ସଦ୍ଭାବନା ରକ୍ଷା କରି ଏହି…
ମୃତଦେହ ଧରି ଆସୁଥିବା ଆମ୍ବୁଲାନ୍ସ ଓଲଟିଲା : ୩ ଗୁରୁତର
ଭଦ୍ରକ ଅଫିସ,୧୨।୮: ସୋମବାର ଭୋର୍ ସମୟରେ କଟକରୁ ମୃତଦେହ ଧରି ଧାମନଗର ଅଞ୍ଚଳକୁ ଆସୁଥିବା ଏକ ଆମ୍ବୁଲାନ୍ସ ଭଣ୍ଡାରିପୋଖରୀ ନିକଟରେ ଜାତୀୟ ରାଜପଥରୁ ଏକ ଖାଲକୁ ଓଲଟି ପଡ଼ିଛି। ଫଳରେ ଆମ୍ବୁଲାନ୍ସରେ ଥିବା ମୃତକଙ୍କ ୩ ସମ୍ପର୍କୀୟ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରୁ…
କୋଇଲା ସହ ପିକ୍ଅପ୍ ଭ୍ୟାନ ଜବତ:ଜଣେ ଗିରଫ
ତିହିଡ଼ି, ୧୧।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଜିଝାରପୁର ଗ୍ରାମରୁ ଶନିବାର ରାତିରେ ପୋଲିସ ୪୦ବସ୍ତା କୋଇଲା ଜବତ କରିଛି। ପିକ୍ଅପ୍ ଭ୍ୟାନ୍ (ନଂ.ଓଡି୨୨କେ୦୦୨୬)ରେ ଏହି କୋଇଲା ବୋଝେଇ ହୋଇ ଯାଉଥିବା ବେଳେ ପୋଲିସ ଜବତ କରିଥିଲା।…
ବଜ୍ରପାତରେ ଜଣେ ଚାଷୀ ମୃତ, ଜଣେ ଗୁରୁତର
ଭଦ୍ରକ ଅଫିସ/ଆରଡ଼ି, ୧୧।୮ (ଡି.ଏନ.ଏ.) – ରବିବାର ଅପରାହ୍ନରେ ବଜ୍ରପାତ ଘଟି ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ରଇପୁରରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେହିପରି ଗ୍ରାମାଞ୍ଚଳ ଥାନା ଅଧୀନ ବନ୍ଧଗଁାର ଜଣେ ଚାଷୀ ଗୁରୁତର ହୋଇଛନ୍ତି। ମୃତକ ହେଲେ…
ରାସ୍ତାରେ ଜଗି ବସିଛି ବିପଦ
ଆରଡ଼ି, ୧୧।୮ (ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ନିକଟ କୁଳେଇପଦାସ୍ଥିତ ୨୦ ନମ୍ବର ଜାତୀୟ ରାଜପଥରେ ବିପଦ ଜଗି ବସିଛି। ଏହି ରାସ୍ତାରେ ବିଦ୍ୟୁତ୍ ବିଭାଗ ପକ୍ଷରୁ ଏ.ବି. ସୁଇଚ୍ ଲଗାଯାଇଛି। ଶୈବପୀଠ ବ୍ୟତୀତ ଆରଡ଼ି, ନାନ୍ଦପୁର ପଞ୍ଚାୟତର ପ୍ରାୟ…
ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ
ଭଦ୍ରକ ଅଫିସ, ୧୧।୮ – ଭଦ୍ରକ ପୁରୁଣାବଜାର ଥାନା ପୋଲିସ ପକ୍ଷରୁ ଶନିବାର ଅପରାହ୍ନରେ ବିଭିନ୍ନ ଅଞ୍ଚଳରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଆସନ୍ତା ସୋମବାର ପବିତ୍ର ଇଦ୍-ଉଲ୍-ଜୁହା ପର୍ବ ଶାନ୍ତିଶୃଙ୍ଖଳା ଭାବେ ପାଳନ କରାଯିବା ପାଇଁ ଏହି ଫ୍ଲାଗମାର୍ଚ୍ଚ କରାଯାଇଥିବା ସୂଚନା ମିଳିଛି।…
କାମରେ ଆସୁନି ସ୍ଲୁଇସ୍ ଗେଟ୍
ପଦ୍ମପୁର,୧୦।୮ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁରର ମେଳକସାହିଠାରେ ନିର୍ମିତ ସ୍ଲୁଇସ୍ଗେଟ୍ ଏବେ ଚାଷୀମାନଙ୍କ କାମରେ ଆସୁନି। ୩୦ ବର୍ଷ ତଳେ ନିର୍ମିତ ଏହି ସ୍ଲୁଇସ୍ଗେଟ୍ କଞ୍ଚୁଡ଼ି ନଦୀର ଜଳକୁ ଗଚ୍ଛିତ ରଖି ଅଞ୍ଚଳର ସୁଗୋ, ଏଡତାଳ,…
ଏଟିଏମ୍ରୁ ୨୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଗାଏବ
ବାସୁଦେବପୁର, ୧୦।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବେତଡ଼ା ବଜାରରେ ଥିବା ଷ୍ଟେଟବ୍ୟାଙ୍କ ଶାଖା ଏଟିଏମ୍ରୁ ହଠାତ୍ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଗାଏବ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏ ସମ୍ପର୍କରେ ଶୁକ୍ରବାର ଅପରାହ୍ନରେ ଜଣାପଡ଼ିବା ପରେ…
୧୧ ଦିନରେ ପରୀ-୩ ଅଭିଯାନ:୫୧ ଶିଶୁ ଉଦ୍ଧାର
ଭଦ୍ରକ ଅଫିସ, ୯।୮ – ଓଡ଼ିଶା ପୋଲିସ ଓ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିବା ନିଖୋଜ ଶିଶୁଙ୍କ ତଲାସି ଅଭିଯାନ ପରୀ-୩ ଶୁକ୍ରବାର ୧୧ ଦିନରେ ପହଞ୍ଚିଛି। ଏହି କାର୍ଯ୍ୟକ୍ରମରେ ଜିଲା ପୋଲିସ, ଶିଶୁ ସୁରକ୍ଷା ବିଭାଗ, ଚାଇଲ୍ଡ…
କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ଦାବିରେ ଆମରଣ ଅନଶନ
ବାସୁଦେବପୁର,୯।୮(ଡି.ଏନ୍.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନୂଆଗାଁ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟୀ ପଣ୍ଡାଙ୍କୁ ପଞ୍ଚାୟତରୁ ବଦଳି ଦାବିରେ ବ୍ଲକ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତର ସରପଞ୍ଚ ରଘୁନାଥ ମଳିକଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆମରଣ ଅନଶନରେ ବସିଛନ୍ତି। ସଂପୃକ୍ତ…
ମଧ୍ୟାହ୍ନଭୋଜନ ଖାଇ ୧୯ ଛାତ୍ରୀଛାତ୍ର ଅସୁସ୍ଥ :ଡାକ୍ତରଖାନାରେ ଭର୍ତ୍ତି
ଭଦ୍ରକ ଅଫିସ,୯।୮: ଭଦ୍ରକ ଜିଲା ଅଧିନସ୍ଥ ତିହିଡ଼ି ବ୍ଲକ ରାଜନଗର ପଞ୍ଚାୟତର ଚାରି ତରଫ ୟୁଜିଏମଇ ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇ ୧୯ ଜଣ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡ଼ିଛନ୍ତି। ଅସୁସ୍ଥମାନେ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଛାତ୍ରୀଛାତ୍ରଙ୍କ ଅଭିଯୋଗ ମୁତାବକ, ସେମାନେ…
Archives


