କେନାଲରେ ପଡ଼ି ଚାଷୀଙ୍କ ମୃତ୍ୟୁ
ଭଦ୍ରକ ଅଫିସ,୯।୮: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଚରମ୍ପା ସାଳନ୍ଦୀ କେନାଲରେ ପଡ଼ି ଶୁକ୍ରବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ଜଣଙ୍କ ହେଲେ କୁନ୍ତଳା ଗ୍ରାମପଞ୍ଚାୟତ ଖିଲାର ସାହିର ରାମଚନ୍ଦ୍ର ଖିଲାର(୪୨)। ଧାନ ତଳି ନେଇ କେନାଲ ଆଡ଼ିବନ୍ଧରେ…
ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ସ୍ବାମୀ
ଧାମନଗର,୯।୮(ଡି.ଏନ୍.ଏ) : ଭଦ୍ରକ ଜିଲା ଧୁଷୁରୀ ଥାନା କୋଠାର ଦାସ ସାହିର ସଞ୍ଜୟ ଦାସ ତାଙ୍କ ସ୍ତ୍ରୀ ରଶ୍ମିତାଙ୍କୁ ଟାଙ୍ଗିଆରେ ହାଣି ଦେବାରୁ ତାଙ୍କୁ ମୁମୂର୍ଷୁ ଅବସ୍ଥାରେ ଭଦ୍ରକ ମେଡିକାଲ ନିଆଯାଇଥିଲା। ଡାକ୍ତର ସେଠାରେ ରଶ୍ମିତାଙ୍କୁ ମୃତ ଘୋଷଣା କରିଛନ୍ତି। ଅଭିଯୁକ୍ତ…
ରାସ୍ତାରେ ପୁଣି ପଡ଼ୁଛି ପିଲେଟ: ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର; ପ୍ରତିଦିନ ଟ୍ରକ, ଡମ୍ପରରେ ହେଉଛି ପରିବହନ
ଯୋଡ଼ା, ୯।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ରାଜ୍ୟ ରାଜପଥ ନଂ ୨ ମୁଖ୍ୟ ରାସ୍ତାରେ ଟ୍ରକ, ଡମ୍ପର ଦ୍ୱାରା ପରିବହନ ହେଉଥିବା ଲୁହାପଥର ଗୋଲି ପିଲେଟ୍ ରାସ୍ତାରେ ପଡୁଥିବାରୁ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା…
ଫଳକରେ ଶହୀଦ ପୀଠ ଭାଗ୍ୟ
ବାସୁଦେବପୁର, ୯।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ରକ୍ତତୀର୍ଥ ଇରମ ଶହୀଦ ପୀଠର ଉନ୍ନତୀକରଣ କେବଳ ରାଜ୍ୟ ସଂସ୍କୃତି ପର୍ଯ୍ୟଟନ ବିଭାଗର ଫଳକରେ ଅଟକି ରହିଛି। ବିଭିନ୍ନ ସମୟରେ ବିବାଦରେ ଛନ୍ଦି ହୋଇଥିବାରୁ ଶହୀଦ ପୀଠ ଉନ୍ନତୀକରଣ ଦିଗରେ…
ଜିଲାପାଳଙ୍କ ଅଫିସ୍ ସମ୍ମୁଖରେ ବାମପନ୍ଥୀ ଦଳର ବିକ୍ଷୋଭ
ଭଦ୍ରକ ଅଫିସ, ୮।୮ – ବାମପନ୍ଥୀ ଦଳର କର୍ମକର୍ତ୍ତା ଓ ସମର୍ଥକମାନେ ଗୁରୁବାର ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଜମ୍ମୁ କଶ୍ମୀରକୁ ଦିଆଯାଇଥିବା ସ୍ବତନ୍ତ୍ର ସାମ୍ବିଧାନିକ କ୍ଷମତା ଧାରା ୩୭୦ ଓ ୩୫(ଏ)କୁ ଉଠାଇ ନେବା, ଦେଶର…
୨ ଦୋକାନରୁ ଚୋରି
ବନ୍ତ,୮।୮(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡା ଥାନା କଳାପାହାଡ ଛକରୁ ବୁଧବାର ବିଳମ୍ବିତ ରାତିରେ ୨ଟି ଦୋକାନରୁ ଚୋରି ହୋଇଥିବା ଜଣାପଡ଼ିଛି। ଉକ୍ତ ଗାଁର ନିଲୁ ରଞ୍ଜନ ରାଉତଙ୍କ ଦୋକାନ ତାଲା ଭାଙ୍ଗି ଟଙ୍କା ବାକ୍ସ ସମେତ ଅନ୍ୟାନ୍ୟ ସାମଗ୍ରୀ ଲୁଟି ନେଇଥିବା…
ସାଇନ୍ସ ପାର୍କ ନିର୍ମାଣ ପାଇଁ କୁଳେଇପଦାରେ ଅନୁଧ୍ୟାନ
ଆରଡ଼ି, ୮।୮ (ଡି.ଏନ.ଏ.) – ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ନିକଟ କୁଳେଇପଦା ପଡ଼ିଆରେ ନିର୍ମାଣ ହେବାକୁ ଥିବା ପ୍ରସ୍ତାବିତ ସାଇନ୍ସ ପାର୍କ ଯୋଜନା ଏବେ ରୂପରେଖ ନେବାକୁ ଯାଉଛି। ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କନିଷ୍ଠ ଯନ୍ତ୍ରୀ ବିପିନ କୁମାର…
ବର୍ଷାରେ ଧସିଲା ନଦୀବନ୍ଧ
ଭଣ୍ଡାରିପୋଖରୀ, ୮।୮ (ଡି.ଏନ.ଏ.) – ନଦୀବନ୍ଧ ନିର୍ମାଣ ଲାଗି ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ ବିଭାଗୀୟ ଅଧିକାରୀଙ୍କ ଆବଶ୍ୟକ ତଦାରଖ ଅଭାବରୁ ଠିକାଦାର ମନଇଚ୍ଛା କାମ କରି ଚାଲି ଯାଉଛନ୍ତି। ବନ୍ୟାରେ ଲୋକଙ୍କୁ ସୁରକ୍ଷା ଦେବା…
୩୨ କେଜିର ପ୍ରାଚୀନ ମୁଦ୍ରା : ରାଜ୍ୟ ସଂଗ୍ରହାଳୟକୁ ହସ୍ତାନ୍ତର କରାଗଲା
ଭଦ୍ରକ ଅଫିସ,୮।୮-ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ୧୯୯୩ ମସିହାରେ ମିଳିଥିବା ଏକ ୩୨ କେଜିର ପ୍ରାଚୀନ ମୁଦ୍ରାକୁ ବୁଧବାର ରାଜ୍ୟ ସଂଗ୍ରହାଳୟକୁ ପଠାଯାଇଛି। ଏହି ମୁଦ୍ରାଟି ଦୋଳସାହିସ୍ଥିତ ରାମନାରାୟଣ ହାଇସ୍କୁଲ ପାଚେରି ନିର୍ମାଣ ପାଇଁ ଖନନ ସମୟରେ ମିଳିଥିଲା। ତତ୍କାଳୀନ ଜିଲାପାଳ…
କାମ ଆରମ୍ଭରୁ ଭାଙ୍ଗିଲା ଗ୍ରୀଡ୍ ସବ୍ଷ୍ଟେଶନ ପାଚେରି
ବନ୍ତ, ୭।୮ (ଡି.ଏନ.ଏ.) : ଭଦ୍ରକ ଜିଲା ବନ୍ତ ବ୍ଲକ ଅନ୍ତର୍ଗତ ରାମକୃଷ୍ଣପୁର ପଞ୍ଚାୟତ ଗୋପାଳସାହିସ୍ଥିତ କପାଳି ନଦୀ କୂଳରେ ଓପିଟିସିଏଲ୍(ଓଡ଼ିଶା ପାୱାର ଟ୍ରାନ୍ସମିସନ୍ କରର୍ପୋରେସନ ଲିଃ) ପକ୍ଷରୁ ଜାପାନ ଇଣ୍ଟରନ୍ୟାଶନାଲ ଏଜେନ୍ସି ଅଧୀନରେ ୨/୫୦୦ ଏମ୍ଭିଏ ଆଇସିଟି/୪୦୦/୨୨୦ ଜିଆଇଏସ୍ଗ୍ରୀଡ୍ ସବ୍ଷ୍ଟେଶନ…
ନାଟ୍ୟ ମାୟାରେ ବିମୁଗ୍ଧ ରମେଶ:ଅବସର ଜୀବନର ସ୍ବପ୍ନ ରହିଛି ଅଧୁରା
ଆରଡ଼ି, ୭।୮ (ଡି.ଏନ.ଏ.) – ନାଟ୍ୟକଳା ପ୍ରତି ପିଲାଦିନର ଆକର୍ଷଣ ତାଙ୍କ ଜୀବନର ଗତି ବଦଳାଇ ଦେଇଥିଲା। ସେ ଏକାଧାରରେ ଥିଲେ ଅଭିନେତା ଓ ନାଟ୍ୟକାର। ଉଚ୍ଚଶିକ୍ଷା ଲାଭ ପରେ ପରିବାରର ବୋଝ ସମ୍ଭାଳିବାକୁ ସେ ଶିକ୍ଷକତା ବୃତ୍ତିକୁ ଆଦରି ନେଇଥିଲେ।…
କ୍ୟାମ୍ପସ ସଫେଇ କରୁଛନ୍ତି ଅଧ୍ୟାପିକା ଅଧ୍ୟାପକ
ତିହିଡ଼ି,୭ା୮(ଡି.ଏନ.ଏ.)-ଅଧ୍ୟାପିକା ଅଧ୍ୟାପକମାନେ କ୍ୟାମ୍ପସରେ ଉପସ୍ଥିତ ରହି ଅବସର ସମୟରେ ଗବେଷଣା କାର୍ଯ୍ୟ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଭଦ୍ରକ ଜିଲା ତିହିଡ଼ି ବ୍ଲକ ପାଳିଆବିନ୍ଧାସ୍ଥିତ ବିରଞ୍ଚତ୍ନାରାୟଣ ମାଧବ ଅର୍ଜୁନ କଲେଜର ଗବେଷଣା ଲାଗି ଆବଶ୍ୟକ ସୁବିଧା ଓ ଭିତ୍ତିଭୂମି ନ ଥିବାରୁ…
Archives


