ଭଦ୍ରକ

ତିହିଡ଼ିରେ ବିଜେଡିର ନୂତନ ସଦସ୍ୟତା ଗ୍ରହଣ ଅଭିଯାନ, ଦଳକୁ ସୁଦୃଢ଼ କରିବାକୁ ପରାମର୍ଶ

ତିହିଡ଼ି,୨୦।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀର ୧୩ ପଞ୍ଚାୟତକୁ ନେଇ ତିହିଡ଼ି ବ୍ଲକ ଅଚକ ପଞ୍ଚାୟତ ଅଧୀନ ନନ୍ଦପୁର ବଜାରରେ ଶୁକ୍ରବାର ବିଜେଡିର ନୂତନ ସଦସ୍ୟତା ଗ୍ରହଣ ଅଭିଯାନ ଆରମ୍ଭ ହୋଇଯାଇଛି। ଏଥିରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ କମଳାକାନ୍ତ ଭୋଇ ପୌରୋହିତ୍ୟ…

ପିଟିପିଟି ଯୁବକଙ୍କୁ ହତ୍ୟା

ଭଦ୍ରକ ଅଫିସ୍‌, ୨୦-୯: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଉତରାଗଡ଼ିଆ ପାଟଣାରେ ଜଣେ ଯୁବକଙ୍କୁ ଲୁହା ରଡ୍‌ରେ ପିଟି ହତ୍ୟା କରାଯାଇଛି। ମୃତକ ହେଲେ ଉକ୍ତ ଗ୍ରାମର ବିଜୟ ବେହେରା(୪୦)। ରାସ୍ତା ଉପରେ ବାଲି ରଖିବାକୁ କେନ୍ଦ୍ରକରି ଗୁରୁବାର ରାତିରେ ଗଁାର…

ଅନୁଦାନ ହାତେଇବାକୁ ଅଭିନବ ଉଦ୍ୟମ

ଭଦ୍ରକ ଅଫିସ, ୨୦।୯ – ଦୃଷ୍ଟିହୀନ, ମୁକ, ବଧିର ସ୍କୁଲରେ ସରକାରୀ ଅନୁଦାନ ହାତେଇବା ପାଇଁ ସୁସ୍ଥ ପିଲାଙ୍କୁ ରଖି ଅଭିନବ ଉପାୟରେ ଚାଲିଥିଲା ଶିକ୍ଷାନୁଷ୍ଠାନ। ଗୁରୁବାର ରାଜ୍ୟ ଭିନ୍ନକ୍ଷମ ଆୟୋଗ ଅଧ୍ୟକ୍ଷାଙ୍କ ଅଚାନକ ପରିଦର୍ଶନ ପରେ ଏହି ଗୁମର ଖୋଲିଛି।…

ପୋଖରୀରେ ପଡ଼ି ଦିବ୍ୟାଙ୍ଗ ଯୁବତୀ ମୃତ

ଚାନ୍ଦବାଲି,୧୯।୯(ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଖଦାଳପୋଖରୀ ପଞ୍ଚାୟତ ଅଣ୍ଡିଆପାଟ ଗ୍ରାମର ସୁମିତ୍ରା ସାମଲ ନାମ୍ନୀ ଜଣେ ଦିବ୍ୟାଙ୍ଗ ଯୁବତୀ ଗୁରୁବାର ପୋଖରୀରେ ପଡ଼ି ପ୍ରାଣ ହରାଇଛନ୍ତି। ସେ ଘର ପଛପାଖ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ଏହି ଅଘଟଣ…

ରାହାଞ୍ଜ ବଜାରରୁ ୫ ଦୋକାନରୁ ଚୋରି

ଭଦ୍ରକ ଅଫିସ, ୧୯।୯- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାହାଞ୍ଜ ବଜାରରୁ ୫ଟି ଦୋକାନରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି। ବଜାରରେ ଥିବା ଏକ ଇଲେକ୍ଟ୍ରି ଦୋକାନ, ତେଜରାତି, ସେଲୁନ, ଗୋଖାଦ୍ୟ ଓ ଗୋଟିଏ ଭେରାଇଟି ଷ୍ଟୋରର କବାଟ ଭାଙ୍ଗି…

ନଦୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଭଦ୍ରକ ଅଫିସ,୧୯।୯: ଭଦ୍ରକ ଟାଉନ ଥାନା ଅଧିନସ୍ଥ ଶଙ୍କରପୁର ଗାଁର ରାଜେଶ ରାଉତ(୩୦) ବୁଧବାର ରାତିରୁ ନିଖୋଜ ଥିଲେ। ରାତିରେ ମାଛ ଧରିବାକୁ ଯାଇ ସେ ଆଉ ଘରକୁ ଫେରି ନ ଥିଲେ। ଏନେଇ ପରିବାର ଲୋକେ ପୋଲିସ ଏବଂ ଅଗ୍ନିଶମ…

ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଦସ୍ତଖତ ଅଭିଯାନ

ଭଦ୍ରକ ଅଫିସ, ୧୮।୯ : ଭଦ୍ରକ ଜିଲା ଯାଦବ ଓ ଯୁବ ଯାଦବ ମହାସଭା ପକ୍ଷରୁ ବୁଧବାର ତୃତୀୟ ଥର ପାଇଁ ଆରଡ଼ି ଛକଠାରେ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ପଥପ୍ରାନ୍ତ ସଭା ଓ ଦସ୍ତଖତ ଅଭିଯାନ କରାଯାଇଛି। ଜିଲା ଯୁବ…

ସରପଦାରେ ହେବ ମିନିଷ୍ଟାଡିୟମ୍‌

ଭଣ୍ଡାରିପୋଖରୀ, ୧୮।୯ (ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତର ସରପଦା ସ୍କୁଲ ପଡ଼ିଆରେ ମିନିଷ୍ଟାଡିୟମ୍‌ ନିର୍ମାଣ ହେବ। ଏଥିପାଇଁ ଅଢ଼େଇ ଏକର ସ୍ଥାନ ନିରୂପଣ କରାଯାଇଛି। ବୁଧବାର ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଣିତକାନ୍ତ ସାମଲ କ୍ଷେତ୍ର ପରିଦର୍ଶନ…

ଋଣଭାର ଶୁଝି ନ ପାରି ଚାଷୀ ଆତ୍ମହତ୍ୟା ଅଭିଯୋଗ

ଧାମନଗର,୧୮।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବମକୁରା ପଞ୍ଚାୟତ ଦେଉଳଡ଼ିହ ନୂଆପାଟଣା ଗ୍ରାମର ଜଣେ ଚାଷୀଙ୍କର ବୁଧବାର ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ଉମାକାନ୍ତ ଲେଙ୍କା (୫୮)। ଋଣଭାର ଶୁଝି ନ ପାରି ସେ ଆତ୍ମହତ୍ୟା କରିଥିବା ପରିବାର ପକ୍ଷରୁ…

ସଂଗଠିତ ହେଲେ ଦାବି ହାସଲ କରିପାରିବେ ଚାଷୀ

ତିହିଡ଼ି,୧୮।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡି ସ୍ଥିତ ଦୀନଦୟାଲ ଭବନରେ ବୁଧବାର ମଧ୍ୟାହ୍ନରେ ନବ ନିର୍ମାଣ କୃଷକ ସଂଗଠନର ଚାଷୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବୋଡକ ଶାଖା ସଭାପତି ଜୟପ୍ରକାଶ ମଲିକ ପୌରୋହିତ୍ୟ କରିଥିଲେ। ସଂଗଠନର ରାଜ୍ୟ ସଂଯୋଜକ ଉମାକାନ୍ତ ଭାରତୀ,ଜିଲା…

ଧାନ ବିକା ପାଉଣା ନ ପାଇ ଚାଷୀ ହତାଶ: ସମିତି ଫାଟକରେ ତାଲା ପକାଇ ଆନ୍ଦୋଳନ

ଭଣ୍ଡାରିପୋଖରୀ, ୧୮ା୯(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ବ୍ଲକରେ ଧାନ ବିକି ଗତ ଏପ୍ରିଲ ମାସରୁ ୩୭ ଜଣ ଚାଷୀ ଏଯାଏ ବକେୟା ପ୍ରାପ୍ୟ ପାଇ ନାହାନ୍ତି। ୨୧୦୦ କୁଇଣ୍ଟାଲ ଧାନ ବିକ୍ରି ସଂକ୍ରାନ୍ତ ତଥ୍ୟ ସରକାରୀ ୱେବ୍‌ସାଇଟ୍‌ରେ ଦେଖିବାକୁ ମିଳୁ ନାହିଁ…

ବାଣ ସାମଗ୍ରୀ ପ୍ରସ୍ତୁତ ବେଳେ ଦୁର୍ଘଟଣା: ବାରୁଦରେ ନିଆଁ ଲାଗି ୨ ଶିଶୁ ଗୁରୁତର

ଚାନ୍ଦବାଲି,୧୮ା୯(ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ଥାନା ମତୋ ପଞ୍ଚାୟତର ଦକ୍ଷିଣ ସାହି ଗ୍ରାମରେ ବାଣ ସାମଗ୍ରୀ ପ୍ରସ୍ତୁତ ବେଳେ ସୋମବାର ସନ୍ଧ୍ୟା ସମୟରେ ମଶା ଧୂପରୁ ବାରୁଦରେ ନିଅଁା ଲାଗିଯିବାରୁ ୨ ଜଣ ପିଲା ପୋଡିଯାଇ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?