ଭଦ୍ରକ

ବାଣ ପ୍ରସ୍ତୁତ ବେଳେ ଅଘଟଣ: ନିଆଁ ଲାଗି ୨ ଗୁରୁତର, ବାଣ ପ୍ରସ୍ତୁତ ଘର ସିଲ୍‌ କଲା ପୋଲିସ

ଚାନ୍ଦବାଲି,୧୭।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ମତୋ ପଞ୍ଚାୟତର ଦକ୍ଷିଣ ସାହି ଗ୍ରାମରେ ବାଣ ପ୍ରସ୍ତୁତ ବେଳେ ସୋମବାର ସନ୍ଧ୍ୟାରେ ମଶା ଧୂପରୁ ନିଆଁ ଲାଗି ୨ ଶିଶୁ ଗୁରୁତର ହୋଇଛନ୍ତି। ସେମାନେ ହେଲେ ସୁମନ୍ତ ବେହେରାଙ୍କ ପୁଅ ମନୋଜ(୪) ଓ…

ପୁରୁଣାବଜାରରେ ଲାଠିଚାର୍ଜ, ଉତ୍ତେଜନା:ଘଟଣାସ୍ଥଳ ଅନୁଧ୍ୟାନ କଲେ ଆଇଜି, ଏସ୍‌ପି

ଭଦ୍ରକ ଅଫିସ, ୧୭-୯ ଏକ ଦୋକାନରେ ଉପାସନା କାର୍ଯ୍ୟ ଲାଗି ବିକ୍ରି ସକାଶେ ରଖାଯାଇଥିବା ଚାଦରକୁ ପୋଲିସ ଫିଙ୍ଗି ଦେବା ଘଟଣା ନେଇ ଭଦ୍ରକ ସହର ପୁରୁଣାବଜାର ଅଞ୍ଚଳରେ ସୋମବାର ସନ୍ଧ୍ୟାରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। କ୍ରମେ ଉତ୍ତେଜନା ବଢ଼ି…

ବିଦ୍ୟୁତ୍‌ ନେଲା ଜୀବନ

ଚାନ୍ଦବାଲି,୧୬।୯(ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗଁା କୁହ୍ଲୀ ୱାର୍ଡ଼ରେ ସୋମବାର ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନଁା ଅଞ୍ଜନ କୁମାର ପରିଡ଼ା। ସେ ନିଜ ଘରେ ପାଣି ମୋଟର ଚାଲୁ କରିବା ସମୟରେ ବିଦ୍ୟୁତ୍‌…

ବାଲୁକୁରୀ ଛକରେ ବୋମାମାଡ଼ : ଜଣେ ଗୁରୁତର, ୨ ଆହତ

ଚାନ୍ଦବାଲି,୧୬।୯(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅନ୍ତର୍ଗତ ଓରାସାହି ପଞ୍ଚାୟତ ବାଲୁକୁରୀ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ଜଣେ ଗୁରୁତର ହୋଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ପ୍ରଥମେ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ମେଡିକାଲ କଲେଜ ଦାବି ତେଜିଲା: ଦସ୍ତଖତ ଅଭିଯାନ, ପଥପ୍ରାନ୍ତ ସଭା

ଭଦ୍ରକ ଅଫିସ, ୧୬ା୯- ଭଦ୍ରକ ଜିଲାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ଜୋର ଧରିଛି। ରବିବାର ସ୍ଥାନୀୟ ଗୋଶାଳାଛକ ଠାରେ ଭଦ୍ରକ ଜିଲା ଯାଦବ ଓ ଯୁବଯାଦବ ମହାସଭା ତରଫରୁ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ନେଇ ପଥପ୍ରାନ୍ତ ସଭା ଓ…

ଭିତ୍ତିଭୂମି ଥାଇ ଉଧଉନି ଫୁଲଚାଷ; କଲିକତା ମେଣ୍ଟାଉଛି ଫୁଲର ଚାହିଦା

ଭଦ୍ରକ ଅଫିସ, ୧୬।୯- ଭଦ୍ରକ ଜିଲାରେ ଉପଯୋଗୀ ମୃତ୍ତିକା, ଜଳବାୟୁ ଏବଂ ଭିତ୍ତିଭୂମି ଥିଲେ ମଧ୍ୟ ଫୁଲଚାଷର ବିକାଶ ହୋଇପାରୁ ନାହିଁ । ଚାଷୀମାନେ ସଚେତନ ନ ଥିବା ଏବଂ ପ୍ରୋତ୍ସାହନ ଅଭାବ ଭଳି ବିଭିନ୍ନ କାରଣରୁ ଏହି ଚାଷ ଉଧଉନାହିଁ…

ମୃତକଙ୍କ ନାଁରେ ଉଠାଯାଉଛି ଭତ୍ତା

ତିହିଡ଼ି, ୧୪।୯ (ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତରେ ବିଭିନ୍ନ ଅନିୟମିତତା ନେଇ ଅଭିଯୋଗ ହୋଇଛି। ଏପରିକି ମୃତକଙ୍କ ନଁାରେ ୨ ବର୍ଷ ହେଲା ଭତ୍ତା ଟଙ୍କା ଉଠାଯାଉଛି ବୋଲି ପଞ୍ଚାୟତର କେତେକ ଅଧିବାସୀ ବିଡିଓଙ୍କୁ ଭେଟି ଅଭିଯୋଗ…

ମହିଳାଙ୍କୁ ସ୍ବାବଲମ୍ବୀ କରିବ ଗେଣ୍ଡୁ ଚାଷ

ବନ୍ତ,୧୫।୯(ସ୍ବ.ପ୍ର.)- ମହିଳାମାନଙ୍କୁ ସ୍ବାବଲମ୍ବୀ ଓ ଆତ୍ମନିର୍ଭରଶୀଳ କରିବା ସହିତ ସେମାନଙ୍କ ଆର୍ଥିକ ସ୍ଥିତି ସୁଦୃଢ଼ ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ଯୋଜନା ମାଧ୍ୟମରେ ପ୍ରୟାସ ଜାରି ରହିଛି। ଭଦ୍ରକ ଜିଲା ପ୍ରଶାସନ ଓ ଉଦ୍ୟାନ କୃଷି ବିଭାଗର ମିଳିତ ସହଯୋଗରେ ଓଡ଼ିଶା…

ତାରିଣୀ ମନ୍ଦିରରୁ ଚୋରି ଘଟଣା: ୩ ଗିରଫ

ଭଦ୍ରକ ଅଫିସ, ୧୫।୯- ଭଦ୍ରକ ଗବସାହି ତାରିଣୀ ମନ୍ଦିରରୁ ଚୋରି ଘଟଣାରେ ଟାଉନ ଥାନା ପୋଲିସ ଶନିବାର ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏ ନେଇ ଥାନାରେ ମାମଲା(ନଂ.୨୬୮/୧୯) ରୁଜୁ ହୋଇଛି। ଅନ୍ୟ ଜଣେ ନାବାଳକଙ୍କୁ ଜୁଭେନାଇଲ୍‌…

ମୃତକଙ୍କ ନାଁରେ ଉଠାଯାଉଛି ଭତ୍ତା

ତିହିଡ଼ି, ୧୪।୯ (ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତରେ ବିଭିନ୍ନ ଅନିୟମିତତା ନେଇ ଅଭିଯୋଗ ହୋଇଛି। ଏପରିକି ମୃତକଙ୍କ ନାଁରେ ୨ ବର୍ଷ ହେଲା ଭତ୍ତା ଟଙ୍କା ଉଠାଯାଉଛି ବୋଲି ପଞ୍ଚାୟତର କେତେକ ଅଧିବାସୀ ବିଡିଓଙ୍କୁ ଭେଟି ଅଭିଯୋଗ…

ବନ୍ତ ଛକ ବସ୍‌ଷ୍ଟାଣ୍ଡରୁ ୩ ବର୍ଷର ଶିଶୁକନ୍ୟା ଉଦ୍ଧାର

ଭଦ୍ରକ ଅଫିସ,୧୪।୯: ଭଦ୍ରକ ଜିଲା ବନ୍ତ ଛକ ବସ୍‌ଷ୍ଟାଣ୍ଡରୁ ଶନିବାର ଜଣେ ତିନି ବର୍ଷର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ପିଲାଟି କାନ୍ଦୁଥିବା ବେଳେ ଯାତ୍ରୀମାନେ ତାହା ଦେଖି ପୋଲିସକୁ ଖବର ଦେଇଥିଲେ। ସହରାଞ୍ଚଳ ଥାନା ପୋଲିସ କନ୍ୟାଟିକୁ ଉଦ୍ଧାର କରି ଶିଶୁ…

ଭଦ୍ରକ ଜିଲା ସ୍କୁଲରେ ‘ରାଷ୍ଟ୍ରୀୟ ହିନ୍ଦୀ ଦିବସ’ ପାଳିତ

ଭଦ୍ରକ ଅଫିସ,୧୪।୯: ଭଦ୍ରକ ଜିଲା ସ୍କୁଲ ପରିସରରେ ଶନିବାର ରାଷ୍ଟ୍ରିୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି। ଜିଲା ହିନ୍ଦୀ ଶିକ୍ଷକ ସଂଘ ପକ୍ଷରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିଥିଭାବେ ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଦୀପକ କୁମାର ପାଢ଼ୀଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?