କଳାବଜାରୀ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଚଢ଼ାଉ
ଭଦ୍ରକ, ୨୩।୧୦(ସନାତନ ରାଉତ)- ସମ୍ଭାବ୍ୟ ବାତ୍ୟା ପାଇଁ ଆଳୁ, ପିଆଜ, ପରିବା ଦରରେ କଳାବଜାରୀ ଓ ଚଢ଼ା ଦରରେ ବିକ୍ରି ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବୁଧବାର ଭଦ୍ରକ ସହରର ବିଭିନ୍ନ ଗୋଦାମ ଓ ପରିବା ବଜାରରେ ଚଢ଼ାଉ କରାଯାଇଛି l…
ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳ: କେଉଁଠି ରହିବେ ବିପନ୍ନ
ତିହିଡ଼ି,୨୩।୧୦(ସଞ୍ଜିତ ବଳ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଲୋକେ ଆତଙ୍କିତ। ଏହାର ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ବିପନ୍ନଙ୍କ ଆଶ୍ରୟ ପାଇଁ ଖୋଜା ପଡ଼ୁଛି ବାତ୍ୟା ଆଶ୍ରୟସ୍ଥଳ। ତିହିଡ଼ି ବ୍ଲକରେ କେଉଁଠି ଆଶ୍ରୟସ୍ଥଳ ବିପଦସଙ୍କୁଳ ତ କେଉଁଠି ବିଦ୍ୟୁତ୍…
ବାତ୍ୟା ପୂର୍ବରୁ ବୁଡିଲା ଟ୍ରଲର, ଥିଲେ ୧୦ ମତ୍ସଜୀବୀ…
ଭଦ୍ରକ,୨୨।୧୦: ବୈତରଣୀ ମୁହାଁଣରେ ବୁଡିଲା ମାଛଧରା ଟ୍ରଲର। ଟ୍ରଲର ବୁଡିଲେ ମଧ୍ୟ ଅଳ୍ପକେ ବର୍ତ୍ତିଛନ୍ତି ମତ୍ସଜୀବୀ। ଉପକୂଳକୁ ଫେରିବା ସମୟରେ ଧାମରା ବନ୍ଦର ନିକଟରେ ମାଛଧରା ଟ୍ରଲର ବୁଡି ଯାଇଛି। ଏଥିରେ ଥିବା ୧୦ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ମେରାଇନ…
ଉଚ୍ଛେଦ ପୂର୍ବରୁ ନିଜ ଘର ନିଜେ ଭାଙ୍ଗିଦେଲେ ପ୍ରଧାନଶିକ୍ଷକ, ୩ ଅଟକ
ତିହିଡ଼ି,୨୧ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ତାଳପଦା ପଞ୍ଚାୟତ ଅଧୀନ ବୈକୁଣ୍ଠସାହି ରାସ୍ତା ଜବରଦଖଲ ହୋଇଥିଲା। ରାସ୍ତାକୁ ମାଡ଼ି ଜଣେ ପ୍ରଧାନଶିକ୍ଷକ ଘର ତିଆରି କରିଥିବା ଅଭିଯୋଗ ହୋଇଥିଲା। ତେବେ ପ୍ରଶାସନ ପକ୍ଷରୁ ସୋମବାର ଜବରଦଖଲ ଉଚ୍ଛେଦ କରାଯିବା ପୂର୍ବରୁ…
ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର
ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼ ମିଳିବା ପରେ ଏକ ଡବଲ ମର୍ଡର ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହକୁ କେନ୍ଦ୍ର…
ଲୁଣାପାଣି, କୁମ୍ଭୀର ଆତଙ୍କ ନିଦ ହଜାଇଛି
ଚାନ୍ଦବାଲି,,୧୬।୧୦(ଅଶୋକ କୁମାର ପଣ୍ଡା):ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ପଶ୍ଚିମରେ ସାଳନ୍ଦୀ, ଦକ୍ଷିଣରେ ବୈତରଣୀ, ପୂର୍ବରେ ମନ୍ତେଇ ନଦୀ ସହ କେତେକ କେନାଲ ଓ ଯୋର ଘେରି ରହିଛି। ନଦୀକୂଳିଆ ଗାଁର ଲୋକେ ନିଜକୁ ଅସୁରକ୍ଷିତ ମଣୁଛନ୍ତି। ପୁରୁଷ ପୁରୁଷ ଧରି ବସବାସ…
ପୂଜା ମଣ୍ଡପ ବୁଲିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ
ଧାମନଗର,୧୨।୧୦(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବିଧାୟକ ତଥା ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମହାଷ୍ଟମୀ ଅବସରରେ ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କରିଛନ୍ତି। ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ତାଙ୍କ…
ଭଦ୍ରକରେ ୨୩ ମଣ୍ଡପରେ ପୂଜା ପାଉଛନ୍ତି ମା’ ଦୁର୍ଗତିନାଶିନୀ
ଭଦ୍ରକ,୧୧ା୧୦(ସନାତନ ରାଉତ): ଭଦ୍ରକ ସହରର ୨୩ଟି ପୂଜାମଣ୍ଡପରେ ମା’ ଦୁର୍ଗତିନାଶିନୀଙ୍କ ପୂଜା ଆରାଧନା ଆରମ୍ଭ ହୋଇଛି। ଶୁକ୍ରବାର ମହାଷ୍ଟମୀ ପୂଜା ଥିବାରୁ ସବୁ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ସକାଳ ୬ଟାରୁ ଅଷ୍ଟମୀ ପୂଜା ଆରମ୍ଭ ହୋଇଥିବା ବେଳେ ଉପବାସ ରଖିଥିବା…
ସୁଭଦ୍ରା KYC ପାଇଁ ବ୍ୟାଙ୍କରେ ଠେଲାପେଲା: ଭିଡ଼ରେ ଜଣେ ଆହତ
ଭଦ୍ରକ,୯।୧୦: ସୁଭଦ୍ରା ପାଇଁ କଓ୍ବୋଇସି ଅପଡେଟ ବେଳେ ବୁଧବାର ଏକ ଅଭାବନୀୟ ସ୍ଥିତ ଦେଖିବାକୁ ମିଳିଛି। ବ୍ୟାଙ୍କରେ ପ୍ରବଳ ଭିଡ଼ ଓ ଠେଲାପେଲା ଭିତରେ ଜଣେ ଯୁବକଙ୍କ ଧକ୍କାରେ ଅନ୍ୟଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି…
ଧାମନଗର ଏନଏସିରୁ ହଟିଲା ୧୬୩ କଟକଣା
ଭଦ୍ରକ,୯।୧୦: ଧାମନଗର ଏନଏସିରୁ ହଟିଲା ୧୬୩ କଟକଣା। ଧୋବଲ ସହ ଆଖପାଖ ଅଞ୍ଚଳରୁ ମଧ୍ୟ ୧୬୩ ଧାରା ହଟିଛି। ଆଜି ଠାରୁ କଟକଣା ହଟିବା ନେଇ ଉପଜିଲାପାଳ ସୂଚନା ଦେଇଛନ୍ତି। ଗତ ମାସ ୨୭ ତାରିଖରୁ ଜାରି ରହିଥିଲା ୧୬୩ ଧାରା।…
ଚଞ୍ଚକତା କରି ସରପଞ୍ଚ ହାତେଇନେଲେ ରାଶନ କାର୍ଡ
ଚାନ୍ଦବାଲି, ୯।୧୦ (କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଜଳେଶରପୁର ପଞ୍ଚାୟତ ସରପଞ୍ଚ ରାଶନ କାର୍ଡ ହାତେଇଥିବା ନେଇ ଭାଜପା ପକ୍ଷରୁ ସୋମବାର ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗରେ ଦର୍ଶାଯାଇଛି ଯେ, ରାଶନ କାର୍ଡ ନମ୍ବର-୦୪୦୫୧୫୧୦୬୮୮ରେ ପରିବାର ମୁଖ୍ୟ…
ଟ୍ରେନରୁ କୋଇଲା ଚୋରି କରିବା ଦୁର୍ଦ୍ଦାନ୍ତ ଅପରାଧୀ ବାୟାଙ୍କୁ ପଡ଼ିଲା ମହଙ୍ଗା
ତିହିଡ଼ି,୬ା୧୦(ସଞ୍ଜିତ ବଳ)- ଭଦ୍ରକ-ଧାମରା ରେଳପଥରୁ କୋଇଲା ଚୋରି କରି ଚାଲାଣ କରୁଥିବା ଭଗବାନ ଦାସ ଓରଫ ବାୟାଙ୍କୁ ରବିବାର ତିହିଡ଼ି ପୋଲିସ ଗିରଫ କରିଛି। ତାଙ୍କ ଘର ତିହିଡ଼ି ଥାନା ନୂଆନନ୍ଦ ପଞ୍ଚାୟତ ଅଧୀନ ହାଟୁଆରୀ ଗ୍ରାମରେ। ତାଙ୍କ ନାଁରେ ତିହିଡ଼ି…
Archives


