ଭଦ୍ରକ କଂଗ୍ରେସର ବିକ୍ଷୋଭ
ଭଦ୍ରକ ଅଫିସ, ୩।୮ – ବିଧାନସଭାରେ ବିରୋଧୀ ଦଳ ଉପନେତା ତଥା ଭାଜପା ବିଧାୟକ ବିଷ୍ଣୁ ସେଠୀ ମୁସଲିମ୍ ମହିଳାଙ୍କ ଉପରେ ଦେଇଥିବା ମନ୍ତବ୍ୟକୁ ବିରୋଧ କରି ଭଦ୍ରକ କଂଗ୍ରେସ ପକ୍ଷରୁ ନିନ୍ଦା କରାଯାଇଛି। ବିଧାୟକ ସର୍ବ ସମ୍ମୁଖରେ କ୍ଷମା ମାଗନ୍ତୁ…
ପାଣିରେ ବୁଡ଼ିଛି ଚାଷଜମି: ସ୍ଥିତି ଅନୁଧ୍ୟାନ କଲେ ଜଳସେଚନ ବିଭାଗ ନିର୍ବାହୀଯନ୍ତ୍ରୀ
ତିହିଡ଼ି, ୨।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ କୁବେରା ପଞ୍ଚାୟତର ୩ଟି ମୌଜାରେ ୩ ଶହ ଏକର ଚାଷଜମି ପାଣିରେ ବୁଡ଼ି ରହିଛି। ଇଟାଗଡ଼ି ଗ୍ରାମବାସୀଙ୍କ ପକ୍ଷରୁ ଗୁରୁବାର ଏ ସମ୍ପର୍କରେ ସାଳନ୍ଦୀ ଜଳସେଚନ ବିଭାଗ କାର୍ଯ୍ୟନିର୍ବାହୀ…
କନଷ୍ଟେବଳଙ୍କୁ ଭ୍ୟାନ୍ ଚଢ଼ାଇ ହତ୍ୟା ଉଦ୍ୟମ: ଗାଡ଼ି ମାଲିକ ଗିରଫ
ପଦ୍ମପୁର, ୨।୮(ଡି.ଏନ୍.ଏ.): ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି କନଷ୍ଟେବଳ ରଜତ ପାଣିଗ୍ରାହୀଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ ଘଟଣାରେ ଗୁରୁବାର ମଧ୍ୟ ରାତିରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଗାଡ଼ି ମାଲିକଙ୍କୁ ଗିରଫ କରିଛି। ସେ ହେଲେ…
ବ୍ୟବସାୟୀଙ୍କଠାରୁ ୪୫ ହଜାର ଲୁଟ୍
ତିହିଡ଼ି, ୨।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଫତେପୁର ପଞ୍ଚାୟତ ନିଶ୍ଚନ୍ତପୁର ଗ୍ରାମର ଭାଗ୍ୟଧର ନାୟକ ନାମକ ଜଣେ ବ୍ୟବସାୟୀଙ୍କଠାରୁ ଗୁରୁବାର ଅପରାହ୍ନରେ ୪୫ ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଭାଗ୍ୟଧର ବାଲେଶ୍ୱର-ଭଦ୍ରକ କେନ୍ଦ୍ର…
ସଂସ୍କାର ହେଉନି ଗୋପାଳିଆ କେନାଲ: ପାଣିରେ ବୁଡ଼ିଛି ଚାଷଜମି
ତିହିଡ଼ି, ୨।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ କୁବେରା ପଞ୍ଚାୟତର ୩ଟି ମୌଜାରେ ୩ ଶହ ଏକର ଚାଷଜମି ପାଣିରେ ବୁଡ଼ି ରହିଛି। ଏଥିଯୋଗୁ ଧାନ ଚାଷ କାର୍ଯ୍ୟ ଆରମ୍ଭ ହୋଇପାରୁ ନାହିଁ। ଗୋପାଳିଆ କେନାଲ ସଂସ୍କାର…
ଭିତରକନିକା ଯିବା ପାଇଁ ଚାନ୍ଦବାଲିରୁ ଏଣ୍ଟ୍ରି ପାସ୍ ଆରମ୍ଭ
ଚାନ୍ଦବାଲି, ୨।୮(ଡି.ଏନ୍.ଏ.)- ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନର ପ୍ରବେଶପଥ ଭାବେ ଚାନ୍ଦବାଲି ପରିଚିତ। ଭିତରକନିକାକୁ ଆସୁଥିବା ପର୍ଯ୍ୟଟକମାନେ ମୁଖ୍ୟତଃ ଚାନ୍ଦବାଲିରୁ ଘରୋଇ ବୋଟ୍ ସହାୟତାରେ ଜଳପଥରେ ଯାତ୍ରା କରିଥାନ୍ତି। ଦୁଇମାସ ବନ୍ଦ ରହିବା ପରେ ଗୁରୁବାର ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ଖୋଲା…
ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ପଦଯାତ୍ରା: ଭଦ୍ରକରେ ପହଞ୍ଚିଲେ ସତ୍ୟବ୍ରତ
ଭଦ୍ରକ ଅଫିସ, ୧।୮ – ଦୀର୍ଘଦିନ ଧରି ଓଡ଼ିଶାବାସୀଙ୍କ ଥିବା ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ଜଗତସିଂହପୁର ଜିଲା ବାଲିକୁଦ ଅଞ୍ଚଳର ସତ୍ୟବ୍ରତ ଦାସ ନାମକ ଜଣେ ଯୁବକ ପଦଯାତ୍ରାରେ ବାହାରିଛନ୍ତି। ସେ ରାଜ୍ୟର ୩୧୪ଟି ବ୍ଲକ ମୁଖ୍ୟାଳୟ…
ପୂର୍ବତନ ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବାସୁଦେବପୁର,୧।୮(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବରଣ୍ଡୁଆ ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବରଣ୍ଡୁଆ ସେବା ସମବାୟ ସମିତିର ସଭାପତି ନଗେନ୍ଦ୍ର ବିଶ୍ୱାଳଙ୍କ ବାସଭବନରେ ଗୁରୁବାର ସକାଳେ ଭିଜିଲାନ୍ସ ଚଢ଼ାଉ କରିଛି। ବାଲେଶ୍ୱର ଓ ଭଦ୍ରକ ଭିଜିଲାନ୍ସ ବିଭାଗର ମିଳିତ ସହଯୋଗରେ…
ବିଦ୍ୟାଳୟ ନଳକୂପ ଭାଙ୍ଗିଲେ ଦୁର୍ବୃତ୍ତ : ମଧ୍ୟାହ୍ନଭୋଜନ ରନ୍ଧନ ପାଇଁ ମିଳୁନି ପାଣି, ଛାତ୍ରୀଛାତ୍ର ହନ୍ତସନ୍ତ
ବନ୍ତ,୧।୮(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଶିକ୍ଷା ସର୍କଲ ଅନ୍ତର୍ଗତ କଳାପାହାଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ନଳକୂପକୁ ବୁଧବାର ରାତିରେ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି। ଫଳରେ ପିଲାମାନେ ପାଣି ପିଇବା ଓ ମଧ୍ୟାହ୍ନଭୋଜନ ରୋଷେଇ ପାଇଁ…
ପଶୁପାଳନ ବିକାଶ ସହାୟତା ବାଟବଣା
ଧାମନଗର, ୧।୮(ଡି.ଏନ.ଏ.)- ଗାଈ, ଛେଳି, କୁକୁଡ଼ା ପାଳନ ଭଳି ଆନୁଷଙ୍ଗିକ କୃଷି ବିକାଶ ଯୋଜନା ହେଉଥିଲେ ମଧ୍ୟ ଏହାର ରୂପାୟନ ଠିକ୍ ଭାବେ ହୋଇପାରୁ ନାହିଁ। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତ ଯୋଜନାରେ ଗୃହପାଳିତ ପ୍ରାଣୀଧନଙ୍କ ଲାଗି ଗୁହାଳ…
ସାପ କାମୁଡ଼ାରେ ଛାତ୍ରୀଙ୍କ ମୃତ୍ୟୁ
ଭଣ୍ଡାରିପୋଖରୀ, ୩୧।୭ (ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଫତେପୁର ଗ୍ରାମର ୯ ବର୍ଷର ଛାତ୍ରୀ ଶୁଭଶ୍ରୀ ଥାଟେଇ ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି। ସେ ମଙ୍ଗଳବାର ସନ୍ଧ୍ୟାରେ ଶୌଚ ପାଇଁ ନିକଟସ୍ଥ ପୋଖରୀକୁ ଯାଇଥିଲେ। ଏହି ସମୟରେ ଏକ…
ପୋଖରୀରେ ବୁଡି ବ୍ୟକ୍ତିଙ୍କ ମୃତ୍ୟୁ
ଭଣ୍ଡାରିପୋଖରୀ, ୩୦।୭(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା କୁରିଗାଁ ପଞ୍ଚାୟତ ଅସିହା ଗ୍ରାମ ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ମାୟାଧର ବାରିକ(୫୬)। ସୋମବାର ରାତିରେ ମାୟାଧର ଶୌଚହେବା ପାଇଁ ଯାଇ ଘରକୁ ଫେରି…
Archives


