ଭଦ୍ରକ

ରେଳଧାରଣାରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ପାରିବାରିକ ଅଶାନ୍ତିକୁ ନେଇ ଆତ୍ମହତ୍ୟା ସନ୍ଦେହ

ତିହିଡି,୧୦।୯(ଡି.ଏନ୍‌.ଏ): ଭଦ୍ରକ ଜିଲା ଧାମରା ରେଳପଥର ଅଚକ ନିକଟରୁ ମଙ୍ଗଳବାର ସକାଳେ ଜନୈକ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଦୁଃଶାସନ ମଲିକ(୬୫)। ତାଙ୍କ ଘର ଭଦ୍ରକ ଜିଲା ତିହିଡି ଥାନା ମହରମପୁର ପଞ୍ଚାୟତ ତରାଶୁଣି ଗ୍ରାମରେ ବୋଲି ଜଣାପଡ଼ିଛି।…

ସାଇକେଲ୍‌କୁ ଧକ୍କା ଦେଲା କାର୍‌: ୨ ଛାତ୍ର ମୃତ

ଭଦ୍ରକ ଅଫିସ,୧୦।୯: ଭଦ୍ରକ ଜିଲା ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ସକାଳେ ଏକ ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କୁଆଁସ ଗାଁର ୮ମ ଶ୍ରେଣୀ ଛାତ୍ର ସୁମିତ ସାହୁ ଓ କୁଆଁସରେ ଭଡାରେ ରହୁଥିବା ୧୦ମ ଶ୍ରେଣୀ…

ସତ ହେଲା ପିଲାଦିନର ସ୍ବପ୍ନ

ଆରଡ଼ି, ୧୦।୯ (ଡି.ଏନ.ଏ.) – ବାହାରକୁ ଯାଇ କାମ କରିବା ଅପେକ୍ଷା ନିଜ ଗଁାରେ ଆତ୍ମନିର୍ଭରଶୀଳ ହୋଇ ରହିବାକୁ ପିଲାଦିନେ ସ୍ବପ୍ନ ଦେଖିଥିଲେ ବିଜୟ ଦାଶ। ଯୁକ୍ତ ୩ ପାସ୍‌ କରି ଚାକିରି ପଛରେ ନ ଧାଇଁ ମୂର୍ତ୍ତି ଗଢ଼ିବା କଳାକୁ…

ପାଣିରେ ପଡ଼ି ବୃଦ୍ଧ ମୃତ

ଭଣ୍ଡାରିପୋଖରୀ, ୯।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ନେରଡ଼ା ପଞ୍ଚାୟତ ମିଟୁଆଣି ଗ୍ରାମର ଜନୈକ ବୃଦ୍ଧ ଶୌଚ ହେବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ଶ୍ୟାମସୁନ୍ଦର ବେହୁରିଆ(୮୨)। ପ୍ରକାଶ ଯେ, ଶ୍ୟାମସୁନ୍ଦର ରବିବାର ରାତିରେ…

ମାଟିତଳୁ ଦେଢ଼ମାସ ଶିଶୁର ମୃତଦେହ ଜବତ କଲା ପୋଲିସ

ଭଦ୍ରକ ଅଫିସ,୯।୯ : ସୋମବାର ସକାଳୁ ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ପୋଲିସ ଗେଲଟୁଆ ନୂଆସାହିରୁ ଦେଢ଼ମାସର ଶିଶୁପୁତ୍ରର ଗଳିତ ମୃତଦେହକୁ ସାଇଣ୍ଟିଫିକ୍‌ ଟିମ୍‌ ଓ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ପୋଲିସ ମାଟିତଳୁ ଖୋଳି ଜବତ କରିଛି। ସୂଚନା ଅନୁଯାୟୀ, ସ୍ବାମୀ ଟୁକୁ…

ଧରାପଡ଼ିଲେ ଚୋର, ଥାନାରେ ଅଟକ

ଆରଡ଼ି,୯।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ଅନ୍ତର୍ଗତ ମଠଡିହ ଠାରେ ଥିବା ଓଳଗ ଗ୍ରାମର ଅଙ୍କିତ ନାୟକଙ୍କ ମୋବାଇଲ ମରାମତି ଦୋକାନରୁ ରବିବାର ରାତିରେ ଏକ ଲାପଟପ୍‌, ପ୍ରିଣ୍ଟର ମେଶିନ, କିଛି ନୂଆ ମୋବାଇଲ ସହ ଅନ୍ୟାନ୍ୟ ସାମଗ୍ରୀ ଚୋରି ହୋଇଥିଲା।…

ଫାଇଲରେ ସୀମିତ ସିସିଟିଭି ସର୍ଭିଲାନ୍ସ ଯୋଜନା

ଭଦ୍ରକ ଅଫିସ, ୯।୯- ଭଦ୍ରକ ସହରରେ ଲୁଟ୍‌, ରାହାଜାନି, ଡକାୟତି, ଚୋରି ଘଟଣା ବୃଦ୍ଧି ପାଉଛି। ଜଣେ ମଧ୍ୟ ଅପରାଧୀ ପୋଲିସ ଦ୍ୱାରା କାବୁ ହେବାର ନଜିର ନାହିଁ। କାଁ ଭାଁ ଲୁଟେରାଙ୍କୁ ପୋଲିସ କାବୁ କରୁଥିଲେ ମଧ୍ୟ ହାର୍ଡକୋର୍‌ କ୍ରିମିନାଲ…

ଦେଢ଼ମାସର ପୁଅକୁ ଶ୍ୱାସରୁଦ୍ଧ କରି ହତ୍ୟା: ଅଭିଯୁକ୍ତ ବାପ ଗିରଫ

ଭଦ୍ରକ ଅଫିସ, ୯।୯- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗେଲଟୁଆ ନୂଆକଲୋନୀରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ କେନ୍ଦ୍ରକରି ଟୁବୁ ମୁଣ୍ଡା ନାମକ ଜଣେ ବ୍ୟକ୍ତି ନିଜ ଦେଢ଼ମାସର ପୁଅକୁ ଗତ ୩୦ ତାରିଖରେ ଶ୍ୱାସରୁଦ୍ଧ କରି ହତ୍ୟା…

ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଫେରାର ଅଭିଯୁକ୍ତ ଗିରଫ

ତିହିଡ଼ି, ୮।୯ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ରାଜନଗର ପଞ୍ଚାୟତ ଅଧୀନ ଚାରିତରଫ ଗ୍ରାମର ସାବିତ୍ରୀ ମହାକୁଡ଼ ନାମ୍ନୀ ଜଣେ ଯୁବତୀଙ୍କୁ ଗତ ମାସ ୨୯ ତାରିଖ ରାତିରେ ବଳାତ୍କାର ପରେ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା।…

ବୈତରଣୀରେ ଜଳସ୍ତର ହ୍ରାସ: ଟଳିଲା ବନ୍ୟା ଆଶଙ୍କା

ଭଣ୍ଡାରିପୋଖରୀ,୮।୯(ଡ଼ି.ଏନ୍‌.ଏ): ଭଦ୍ରକଦେଇ ପ୍ରବାହିତ ବୈତରଣୀ ନଦୀରେ ଶନିବାର ପ୍ରଥମ ବନ୍ୟା ଜଳ ପ୍ରବେଶ କରିଥିଲା। ଆଖୁଆପଦାଠାରେ ବିପଦ ସଂକେତ ଅତିକ୍ରମ କରି ରାତି ୧୧ଟା ସୁଦ୍ଧା ଜଳସ୍ତର ୧୮.୧୩ ମିଟର ହୋଇଥିଲା। ଏହା କ୍ରମଶଃ ରାତି ୧୨ଟାରୁ କମିବା ଆରମ୍ଭ ହୋଇ…

ଗୋଟିଏ ରାତିରେ ୪ ମନ୍ଦିରରୁ ଚୋରି

ଭଣ୍ଡାରିପୋଖରୀ,୮।୯(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦିନକୁ ଦିନ ଚୋରି ବଢ଼ିଚାଲିଛି। କିଛିଦିନ ତଳେ ଭଣ୍ଡାରିପୋଖରୀ ବଜାରର ବିଭିନ୍ନ ଦୋକାନରୁ ଚୋରି ହୋଇଥିବାବେଳେ ଶନିବାର ବିଳମ୍ବିତ ରାତିରେ ମଞ୍ଜୁରୀ ପଞ୍ଚାୟତର ଗୋଟିଏ ଦିନରେ ୪ଟି ମନ୍ଦିରରୁ ଚୋରି ହୋଇଛି। ଚୋରମାନେ…

ପ୍ରକୃତି ବନ୍ଧୁ ବିଦ୍ୟାଳୟ

ଭଦ୍ରକ ସହର ଉପକଣ୍ଠ ତ୍ରିଶଳପୁରଠାରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅନ୍ୟମାନଙ୍କ ପାଇଁ ପାଲଟିଛି ଏକ ଆଦର୍ଶ ଶିକ୍ଷାନୁଷ୍ଠାନ। ସ୍କୁଲ ହତା ମଧ୍ୟରେ ସୁନ୍ଦର ଘାସଗାଲିଚା ସହ ଫୁଲ ବଗିଚା ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି। ପ୍ରାୟ ୨୫ରୁ ଊର୍ଦ୍ଧ୍ୱ ପ୍ରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?