ଭଦ୍ରକ

ସ୍ବଚ୍ଛଭାରତ ମିଶନ: ୧୯,୧୬୧ ପାଇଖାନା ଅସମ୍ପୂର୍ଣ୍ଣ

ବାସୁଦେବପୁର, ୨୯।୮ (ଡି.ଏନ.ଏ.) – କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସ୍ବଚ୍ଛ ଭାରତ ମିଶନ(ଗ୍ରାମୀଣ)ରେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ଲକ୍ଷ୍ୟ ଧାର୍ଯ୍ୟ ଥିବା ୩୯,୫୫୫ଟି ପାଇଖାନା ମଧ୍ୟରୁ ୨୦,୩୯୪ଟି ନିର୍ମାଣ ସରିଛି। ୧୯,୧୬୧ ପାଇଖାନା ନିର୍ମାଣାଧୀନ ରହିଥିବା ବେଳେ ସେଥିମଧ୍ୟରୁ…

ବରପଦା-ଆଗରପଡ଼ା ରାସ୍ତା ପୁନଃନିର୍ମାଣ ନ ହେଲେ ଆନ୍ଦୋଳନ

ବନ୍ତ,୨୮।୮(ସ୍ବ.ପ୍ର.): ଭଦ୍ରକ ଜିଲା ବରପଦା-ଆଗରପଡ଼ା ପୂର୍ତ୍ତ ବିଭାଗ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଆଗାମୀ ୧୫ ଦିନ ମଧ୍ୟରେ ଏହି ରାସ୍ତା ପୁନଃନିର୍ମାଣ କରାଯିବାକୁ ଭାରତର କମ୍ୟୁନିଷ୍ଟ ପାର୍ଟି(ମାର୍କ୍ସବାଦୀ) ପକ୍ଷରୁ ବିଭାଗୀୟ ଅଧିକାରୀଙ୍କ ନିକଟରେ ଦାବି କରାଯାଇଛି। ଦାବି ପୂରଣ ନ ହେଲେ…

ପୋଲିସ ହସ୍ତକ୍ଷେପ ପରେ ସ୍କୁଲରୁ ଖୋଲିଲା ତାଲା

ଆରଡ଼ି,୨୮ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାପୁଜୀ ନୋଡାଲ ହାଇସ୍କୁଲ କ୍ଲଷ୍ଟର ଅଧୀନ ବାଙ୍କସାହି ପ୍ରାଥମିକ ବିଦ୍ୟାଳୟରେ ବୁଧବାର କିଛି ଛାତ୍ରଙ୍କ ଅଭିଭାବକ ତାଲା ପକାଇ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ବିଶ୍ବାଳ ଏ ନେଇ ଧୁଷୁରୀ ଥାନାରେ ଅଭିଯୋଗ…

ଟୁଇଟ୍‌ ପରେ ପାଞ୍ଚାଳୀଙ୍କୁ ମିଳିଲା ରାଶନ ସାମଗ୍ରୀ: ଏକକାଳୀନ ପାଇଲେ ୯ ମାସର ଚାଉଳ

ଭଦ୍ରକ ଅଫିସ, ୨୮ା୮- ଭଦ୍ରକ ଜିଲାରେ ବହୁ ହିତାଧିକାରୀଙ୍କ ଖାଉଟି ସାମଗ୍ରୀ ହରିଲୁଟ୍‌ ହେଉଥିବା ବିଭିନ୍ନ ସମୟରେ ଅଭିଯୋଗ ହେଇ ଆସୁଛି। ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ଅନହରପୁର ଗାଁର ପାଞ୍ଚାଳୀ ଜେନା ନାମ୍ନୀ ଜଣେ ହତାଧିକାରୀ ୯ ମାସ ଧରି…

ଦିବ୍ୟାଙ୍ଗ ହୋଇ ବି ହାର ମାନି ନାହାନ୍ତି ମୋନିକା

ବନ୍ତ,୨୮।୮(ଡି.ଏନ୍‌.ଏ.)- ଦିବ୍ୟାଙ୍ଗ ହୋଇ ବି ନିଜ ପାଖରେ ହାର୍‌ ମାନିନାହାନ୍ତି ମୋନିକା ା ଉଚ୍ଚ ଶିକ୍ଷାଲାଭ କରିବା ସହ ସେ ନୃତ୍ୟକଳାରେ ପାରଦର୍ଶିତା ହାସଲ କରିଛନ୍ତି ା ଜନ୍ମରୁ ଶ୍ରବଣ ଶକ୍ତି କମ୍‌ ଥିଲେ ମଧ୍ୟ ଦୃଢ ମନୋବଳ ତାଙ୍କୁ ଆଗକୁ…

ଏଠି ବୁଣିପଡ଼େ ପରମ୍ପରା ଓ ସଂସ୍କୃତିର ଭିନ୍ନ ମହକ: ବୁଢ଼ା, ଟୋକା ଓ ପିଲା ରୂପରେ ପୂଜା ପାଆନ୍ତି ବିଦ୍ୟାଦାତା

ଭଦ୍ରକ ଅଫିସ,୨୮।୮-ଐତିହ୍ୟ ଓ ଭାଇଚାରାର ସହର ଭଦ୍ରକରେ ଅଗ୍ରପୂଜ୍ୟ ବିଦ୍ୟାଦାତା ଗଣେଶଙ୍କ ପୂଜାର ସାଂସ୍କୃତିକ ମହତ୍ତ୍ୱ ନିଆରା। ଏଠି ବୁଢ଼ା ଗଣେଶ, ଟୋକା ଗଣେଶ, ପିଲା ଗଣେଶ, ପେଟୁଆ ଗଣେଶ, ଛୁଆ ଗଣେଶ, କାଞ୍ଚନ ଗଣେଶ ଆଦି ନାମରେ ବିଦ୍ୟାଦାତା ପୂଜା…

ଗ୍ୟାସ୍‌ କର୍ମଚାରୀଙ୍କ ଅସ୍ବାଭାବିକ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ବାସୁଦେବପୁର, ୨୭।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁରର ସୁବଦେବପୁରସ୍ଥିତ ଭାରତ ଗ୍ୟାସ ଗୋଡ଼ାଉନ୍‌ରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କର ମଙ୍ଗଳବାର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଶରତ ମାହାଣା(୩୨)। ତେବେ ଶରତଙ୍କ ମୃତ୍ୟୁକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ତାଙ୍କ ମୃତ୍ୟୁକୁ କେନ୍ଦ୍ରକରି…

ଗଛ ଲଗାଇ ସଚେତନତା ବାର୍ତ୍ତା

ଭଦ୍ରକ ଅଫିସ, ୨୭।୮- ଗଛବୃଚ୍ଛ ନ ରହିଲେ ପରିବେଶ ଉଜୁଡ଼ି ଯିବ। ୧୯୯୯ ମହାବାତ୍ୟାରେ ବହୁ ସଂଖ୍ୟାରେ ଗଛ ଭାଙ୍ଗି ପଡ଼ିବା ପରେ ବୃକ୍ଷରୋପଣକୁ ନିଜ ଜୀବନର ଅନ୍ୟତମ ଲକ୍ଷ୍ୟ ଭାବେ ଗ୍ରହଣ କରି ବିଷ୍ଣୁପ୍ରସାଦ ପାଢୀ(୫୦) ଏ ଦିଗରେ କାର୍ଯ୍ୟ…

ରାସ୍ତାର ପୁନରୁଦ୍ଧାର ପାଇଁ ସ୍ମାରକପତ୍ର

ଭଦ୍ରକ ଅଫିସ, ୨୬।୮ – ଆସନ୍ତା ନଭେମ୍ବର ୨୪ ତାରିଖରେ ଭଦ୍ରକର ଧର୍ମଗୁରୁ ବଡ଼ ସରକାରବାବାଙ୍କ ପବିତ୍ର ଉର୍ସ ଉତ୍ସବ। ଭଦ୍ରକ ପୌରାଞ୍ଚଳ ଅଧୀନ ସରକାରନଗର ଖାନ୍‌କା ଶରିଫଠାରେ ଉତ୍ସବ ପାଳନ ହେବ। ଏହି ଉତ୍ସବରେ ଭାରତର ବିଭିନ୍ନ ପ୍ରାନ୍ତରରୁ ଲକ୍ଷାଧିକ…

ମହୁରୋଳ ଆକ୍ରମଣରେ ଶିଶୁକନ୍ୟାଙ୍କ ପ୍ରାଣଗଲା

ବାସୁଦେବପୁର,୨୬।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସାନକୃଷ୍ଣପୁର ପାରାପୋଖରୀ ଗ୍ରାମରେ ରବିବାର ମହୁରୋଳ ନାମକ ଏକ ବିଷାକ୍ତ ପୋକ ଆକ୍ରମଣରେ ଜଣେ ୫ ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁକନ୍ୟା ହେଉଛନ୍ତି ପାରାପୋଖରୀ ଗ୍ରାମର ଗଣେଶ ବିଶ୍ୱାଳଙ୍କ ଝିଅ ସାବିତ୍ରୀ।…

ଜରାଶ୍ରମ ଖୋଜୁଛନ୍ତି ବଟକୃଷ୍ଣ

ଆରଡ଼ି, ୨୬।୮ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଦୋହରାପାଟଣା ଗଁାର ୮୦ ବର୍ଷୀୟ ବୃଦ୍ଧ ବଟକୃଷ୍ଣ ଜେନା ଏବେ ଏକୁଟିଆ ଅସହାୟ ଅବସ୍ଥାରେ ଦିନ ବିତାଉଛନ୍ତି। ୨୦ ବର୍ଷ ତଳେ ମିଳିଥିବା ଇନ୍ଦିରା ଆବାସ ଭାଙ୍ଗିରୁଜି ଅସୁରକ୍ଷିତ ହୋଇପଡ଼ିଥିଲେ ବି…

ବିଶ୍ୱ ବନ୍ଧୁତ୍ୱ ଦିବସ: ଗଣତନ୍ତ୍ରର ଚାରି ସ୍ତମ୍ଭକୁ ସମ୍ମାନ

ଭଦ୍ରକ ଅଫିସ,୨୫।୮: ଭଦ୍ରକ ଜିଲା ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପରିସରରେ ବିଶ୍ୱ ବନ୍ଧତ୍ୱ ଦିବସ ଓ ଦାଦି ପ୍ରକାଶମଣି ସ୍ମୃତି ଦିବସ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବହୁ ଅତିଥି ଯୋଗଦେଇ ଦିବସର ମହତ୍ତ୍ୱ ବର୍ଣ୍ଣନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?