ଭଦ୍ରକ

ଏଯାଏ ଆଧାର ଲିଙ୍କ୍‌ କରିନାହାନ୍ତି ୭୮୫୫ କାର୍ଡଧାରୀ

ଭଦ୍ରକ ଅଫିସ, ୧୩।୮ – ରାଶନ କାର୍ଡ ସହ ଆଧାର ଲିଙ୍କ୍‌କୁ ବାଧ୍ୟତାମୂଳକ କରାଯାଇଛି। ଆଧାର ଲିଙ୍କ୍‌ ନ ଥିଲେ ସେପ୍ଟେମ୍ବର ମାସରୁ ହିତାଧିକାରୀଙ୍କୁ ଖାଉଟି ସାମଗ୍ରୀ ମିଳିବ ନାହିଁ। ରାଜ୍ୟ ସରକାର ଚିଠି ମାଧ୍ୟମରେ ସମସ୍ତ ଜିଲାପାଳଙ୍କ ନିକଟକୁ ଏହି…

ଭାସିଗଲା ଭୁଟୁଭୁଟି : ଉଦ୍ଧାର କଲା ଓଡ୍ରାଫ୍‌ ଟିମ୍‌

ଆରଡ଼ି,୧୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲାର ଶୈବପୀଠ ଆରଡ଼ି ନିକଟସ୍ଥ ମୁଆଁ ଘାଟରେ କାଉଡ଼ିଆମାନେ ଭର୍ତ୍ତି ହୋଇ ଏକ ଭୁଟୁଭୁଟିରେ ଯାଉଥିବା ବେଳେ ପ୍ରାୟ ଦେଢ କିମି ପର୍ଯ୍ୟନ୍ତ ଭାସି ଯାଇଥିଲେ। ସୂଚନାନୁସାରେ ଶେଷ ସୋମବାରରେ କେନ୍ଦ୍ରାପଡ଼ା ଜିଲାରୁ ମୁଆଁ ଘାଟଦେଇ କାଉଡ଼ିଆ ଶହଶହ…

ମଦ ବୋଝେଇ ଗାଡ଼ି ଜବତ : ୪ ଗିରଫ

ଭଦ୍ରକ ଅଫିସ,୧୨।୮: ଭଦ୍ରକ ଜିଲା ଭ୍ରାମ୍ୟମାଣ ଅବକାରୀ ଟିମ୍‌ ରବିବାର ରାତି ଓ ସୋମବାର ସକାଳେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୪ ଜଣଙ୍କୁ ଗିରଫ କରିଥିବା ବେଳେ ୩ଟି ଗାଡ଼ି ଜବତ କରିଛି। ସ୍ବତନ୍ତ୍ର ସ୍କ୍ବାଡ ଗାଡ଼ି ଗୁଡ଼ିକରୁ ପ୍ରାୟ…

ଆରଡ଼ି ପୀଠରେ ଜଳଲାଗି କଲେ ହଜାର ହଜାର ଶ୍ରଦ୍ଧାଳୁ

ଆରଡ଼ି,୧୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡ଼ିିରେ ଶେଷ ସୋମବାରରେ କାଉଡିଆମାନେ ଜଳଲାଗି କରିଛନ୍ତି । ଏହି ଉପଲକ୍ଷେ ପୀଠରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା । ରବିବାର ସନ୍ଧ୍ୟାରୁ ପୀଠର ବିଭିନ୍ନ ଗହଳି ସ୍ଥାନରେ ପୋଲିସ ମୁତୟନ…

ଇଦ୍‌-ଉଲ୍‌-ଜୁହା ଅବସରରେ ସମୂହ ନମାଜ ପାଠ

ଭଦ୍ରକ ଅଫିସ,୧୨।୮: ଭଦ୍ରକ ସହରର କୁଆଁସସ୍ଥିତ ଇଦ୍‌ଗାହଠାରେ ଇଦ୍‌-ଉଲ- ଜୁହା ଅବସରରେ ସମୂହ ନମାଜ ପାଠ ଅନୁଷ୍ଠିତ ହୋଇଯାଇଛି l ସହରର ବିଭିନ୍ନ ସ୍ଥାନରୁ ୧୦ ହଜାରରୁ ଅଧିକ ସଂଖ୍ୟକ ମୁସ୍‌ଲିମ ଶ୍ରଦ୍ଧାଳୁ ଏହି ନମାଜ ପାଠରେ ଅଂଶଗ୍ରହଣ କରିଛନ୍ତି l…

ଶ୍ରାବଣ ଶେଷ ସୋମବାର : ଶୈବ ପୀଠରେ ଭକ୍ତଙ୍କ ଭିଡ଼

ଭଦ୍ରକ ଅଫିସ,୧୨ା୮: ଶ୍ରାବଣ ଶେଷ ସୋମବାର ଉପଲକ୍ଷେ ଭଦ୍ରକ ଜିଲାର ଶୈବ ପୀଠଗୁଡ଼ିକରେ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଛି l ଜିଲାର ବିଭିନ୍ନ ଶୈବ ପୀଠରେ କାଉଡ଼ିଆ ତଥା ଶ୍ରଦ୍ଧାଳୁମାନେ ସକାଳୁ ଲମ୍ବା ଧାଡ଼ିରେ ଠିଆ ହୋଇ ଜଳଲାଗି…

ଗଙ୍ଗାଜଳ ଆଣି ଆରଡ଼ି ପୀଠରେ ପହଞ୍ଚିଲେ ହରିହର

ଆରଡ଼ି,୧୨।୮ (ଡି.ଏନ.ଏ.) – ଶ୍ରାବଣ ମାସର ପ୍ରତି ସୋମବାର ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ କାଉଡ଼ିଆ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି। ବହୁ ଦୂରଦୂରାନ୍ତରୁ କାଉଡ଼ିଆମାନେ ନିଜର ମାନସିକ ପୂରଣ ପାଇଁ ପୀଠକୁ ଛୁଟି ଆସୁଛନ୍ତି। ଆଉ ମଣିବାବାଙ୍କୁ ଜଳଲାଗି କରୁଛନ୍ତି।…

ବଜ୍ରପାତରେ ୨ ଭାଇ ମୃତ

ଭଣ୍ଡାରିପୋଖରୀ, ୧୨।୮(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ରଣଜିତ ପଞ୍ଚାୟତର ଅପୂଜା ମହାଦେବ ପୀଠ ନିକଟ ଚାଷ ଜମିରେ କାମ କରୁଥିବା ବେଳେ ରବିବାର ଅପରାହ୍ନରେ ବଜ୍ରପାତ ହେବାରୁ ଦୁଇଭାଇଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ଘର ଯାଜପୁର ଜିଲା ବେହେରାପାଟଣା ଗ୍ରାମରେ।…

ଇଦ୍‌-ଉଲ୍‌-ଜୁହା ପାଇଁ ସହର ଉତ୍ସବମୁଖର

ଭଦ୍ରକ ଅଫିସ, ୧୨।୮- ସୋମବାର ଇଦ୍‌-ଉଲ୍‌-ଜୁହା ପର୍ବ। ଏଥିପାଇଁ ଭଦ୍ରକ ସହରରେ ଥିବା ବିଭିନ୍ନ ମସ୍‌ଜିଦ, ସମୂହ ନମାଜ ପାଠ ହେବାକୁ ଥିବା କଦମବେଡା ଇଦ୍‌ଗାହା ଅଞ୍ଚଳର ପରିବେଶ ଉତ୍ସବମୁଖର ହୋଇଉଠିଛି। ସହରରେ ଭାଇଚାରା ଓ ସଦ୍‌ଭାବନା ରକ୍ଷା କରି ଏହି…

ମୃତଦେହ ଧରି ଆସୁଥିବା ଆମ୍ବୁଲାନ୍ସ ଓଲଟିଲା : ୩ ଗୁରୁତର

ଭଦ୍ରକ ଅଫିସ,୧୨।୮: ସୋମବାର ଭୋର୍‌ ସମୟରେ କଟକରୁ ମୃତଦେହ ଧରି ଧାମନଗର ଅଞ୍ଚଳକୁ ଆସୁଥିବା ଏକ ଆମ୍ବୁଲାନ୍ସ ଭଣ୍ଡାରିପୋଖରୀ ନିକଟରେ ଜାତୀୟ ରାଜପଥରୁ ଏକ ଖାଲକୁ ଓଲଟି ପଡ଼ିଛି। ଫଳରେ ଆମ୍ବୁଲାନ୍ସରେ ଥିବା ମୃତକଙ୍କ ୩ ସମ୍ପର୍କୀୟ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରୁ…

କୋଇଲା ସହ ପିକ୍‌ଅପ୍‌ ଭ୍ୟାନ ଜବତ:ଜଣେ ଗିରଫ

ତିହିଡ଼ି, ୧୧।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଜିଝାରପୁର ଗ୍ରାମରୁ ଶନିବାର ରାତିରେ ପୋଲିସ ୪୦ବସ୍ତା କୋଇଲା ଜବତ କରିଛି। ପିକ୍‌ଅପ୍‌ ଭ୍ୟାନ୍‌ (ନଂ.ଓଡି୨୨କେ୦୦୨୬)ରେ ଏହି କୋଇଲା ବୋଝେଇ ହୋଇ ଯାଉଥିବା ବେଳେ ପୋଲିସ ଜବତ କରିଥିଲା।…

ବଜ୍ରପାତରେ ଜଣେ ଚାଷୀ ମୃତ, ଜଣେ ଗୁରୁତର

ଭଦ୍ରକ ଅଫିସ/ଆରଡ଼ି, ୧୧।୮ (ଡି.ଏନ.ଏ.) – ରବିବାର ଅପରାହ୍ନରେ ବଜ୍ରପାତ ଘଟି ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ରଇପୁରରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେହିପରି ଗ୍ରାମାଞ୍ଚଳ ଥାନା ଅଧୀନ ବନ୍ଧଗଁାର ଜଣେ ଚାଷୀ ଗୁରୁତର ହୋଇଛନ୍ତି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?