ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ…
ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ସିତାଂଶୁ ଶେଖର ମହାପାତ୍ର। ୨୦୨୪ ନିର୍ବାଚନରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ୧୬,୦୬୮ ଖଣ୍ଡ ଭୋଟ୍ରେ ହରାଇ ପ୍ରଥମଥର ବିଧାୟକ ହୋଇଛନ୍ତି। ନିର୍ବାଚନମଣ୍ଡଳୀର କୁଆଁସରେ ୧୯୮୨ ଜୁନ୍ ୨୦ରେ…
କେନ୍ଦ୍ର ସରକାରଙ୍କ ବିରୋଧରେ ବର୍ଷିଲେ ସିପିଆଇଏମ୍ ନେତା
ତିହିଡ଼ି,୫ା୧୦(ସଞ୍ଜିତ ବଳ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇଏମ୍)ର ତିହିଡ଼ି ଆଞ୍ଚଳିକ ସମ୍ମିଳନୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଦଳର ନେତା ଓ କର୍ମୀମାନେ ତିହିଡ଼ି ଡାକବଙ୍ଗଳାଠାରୁ ଏକ ଶୋଭାଯାତ୍ରାରେ ବାହାରି ତିହିଡ଼ି ପୁରୁଣାହାଟରେ ପହଞ୍ଚିଥିଲେ। ପରେ ସେଠାରେ ଆଇନଜୀବୀ ବିଷ୍ଣୁ ଦାଶଙ୍କ…
ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଭାଜପା ରାଜ୍ୟ ସଭାପତି
ତିହିଡି,୨।୧୦:ପବିତ୍ର ଗାନ୍ଧୀ ଜୟନ୍ତୀରେ ତିହିଡି ବ୍ଲକ ଅଧୀନ ପିରହାଟ କାଳିପଡିଆସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମାଲ୍ୟାର୍ପଣ କରିଛନ୍ତି। ଭାଜପା ପକ୍ଷରୁ ପାଳିତ ହେଉଥିବା ସେବା ପକ୍ଷ ଅବସରରେ ସଭାପତି ସାମଲ ବୁଧବାର ସକାଳେ ପିରହାଟ…
ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ୍ ସେବା ସ୍ବଭାବିକ
ଭଦ୍ରକ,୨।୧୦: ଭଦ୍ରକରେ ସ୍ଥିତି ଧୀରେଧୀରେ ସୁଧୁରିବାରେ ଲାଗିଛି। ୪ ଦିନ ପରେ ମଙ୍ଗଳବାର ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ ସେବା ସ୍ବଭାବିକ ହୋଇଛି। ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଦେଖାଦେଇଥିବା ଉତ୍ତେଜନା ପରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଥିଲା। ଇଣ୍ଟରନେଟ ସେବା…
ମଧ୍ୟାହ୍ନ ଭୋଜନ ନ ଆସିବାରୁ ଉତ୍ତେଜନା: ପରେ ଯାହା ଘଟିଲା….
ବାସୁଦେବପୁର,୨।୧୦(ନାରାୟଣ ପ୍ରସାଦ ବାରିକ୍):ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ଅଧୀନ ମନ୍ଦାରୀ ହରିଜନ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଦ୍ୟ ନିମ୍ନମାନର ଦିଆଯାଉଥିବା ସହ ମଙ୍ଗଳବାର ନ ଆସିବାରୁ ୨ ସ୍କୁଲରେ ଉତ୍ତେଜନା ଦେଖାଦେଇଛି। ମଧ୍ୟାହ୍ନ ଭୋଜନ…
ସୋସିଆଲ ମିଡିଆରୁ ଦୂରେଇ ରହିବାକୁ ପୋଲିସ ଡିଜିଙ୍କ ଅପିଲ୍
ଭଦ୍ରକ,୧।୧୦:ଭଦ୍ରକ ଧାମନଗର ଯାଇଛନ୍ତି ପୋଲିସ ଡିଜି ଓ୍ବାଇ.ବି ଖୁରାନିଆ। ଭଦ୍ରକ ଧାମନଗରରେ ପହଞ୍ଚି ପୋଲିସ ଡିଜି ୱାଇ.ବି ଖୁରାନିଆ ବରିଷ୍ଠ ଅଧିକାରୀଙ୍କ ସହ ଧାମନଗର ଥାନାରେ ଡିଜିପିଙ୍କ ସହ ଆଲୋଚନା ହୋଇଛି। ପୂର୍ବାଞ୍ଚଳ ଡିଆଇଜି ଓ ଭଦ୍ରକ ଏସ୍ପି ମଧ୍ୟ ଉପସ୍ଥିତ…
ବିବାଦୀୟ ପୋଷ୍ଟକୁ ନେଇ ଉତ୍ତେଜନା ଘଟଣା: ଭଦ୍ରକରେ ଖୁରାନିଆ
ଭଦ୍ରକ,୧।୧୦: ଭଦ୍ରକ ସ୍ଥିତି ଧିରେଧିରେ ସୁଧୁରିବାର ଲାଗିଛି। ପୂର୍ବରୁ ଗିରଫ ସଂଖ୍ୟା ୧୫ ଥିବାବେଳେ ବର୍ତ୍ତମାନ ଏହି ସଂଖ୍ୟା ୨୭ରେ ପହଞ୍ଚିଛି। ପୁରୁଣାବଜାର ଥାନାରୁ ୧୦ ଜଣ ଓ ଧାମନଗର ଥାନାରୁ ୧୨ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟପକ୍ଷେ ଭଦ୍ରକ ଧାମନଗର ଯାଇଛନ୍ତି…
ସେବାୟତଙ୍କ ଘର ମାଟିତଳୁ ମିଳିଲା ସୁନା ମୂର୍ତ୍ତି, ଅଳଙ୍କାର
ଅସୁରାଳି,୧ା୧୦(ସନ୍ତୋଷ ପ୍ରଧାନ): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିର ନିକଟ ଜଣେ ସେବାୟତଙ୍କ ଘର ଭିତର ମାଟି ତଳୁ ବିରଳ ସୁନା ମୂର୍ତ୍ତି ସହ ଅଳଙ୍କାର ଉଦ୍ଧାର ହୋଇଛି। ଘଟଣାକୁ ଲୋକଲୋଚନକୁ ନ ଆଣି ଚପାଇ ଦେବାକୁ ଉଦ୍ୟମ ଚାଲୁଥିବା ବେଳେ…
ଅନ୍ୟର ଜମି ଦେଖାଇ ସାଢ଼େ ୫ଲକ୍ଷ ଟଙ୍କା ନେଇଗଲେ
ଡେରାବିଶ,୩୦।୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍ ଅଞ୍ଚଳରେ ଜମି ବ୍ୟବସାୟୀଙ୍କ ରାଜ୍ ଚାଲିଛି। ଜମି ଯୋଗାଇ ଦେବା ଆଳରେ କେତେଜଣ ବ୍ୟକ୍ତି ଅନ୍ୟର ଜମିକୁ ଦେଖାଇ ନିରୀହ ଗରିବ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଥାନାରେ ଅଭିଯୋଗ…
ପଇଁତରା ମାରୁଛି ପ୍ରଶାସନ, ପୋଲିସ
ଭଦ୍ରକ/ଧାମନଗର,୩୦।୯ (ସନାତନ ରାଉତ/ଦେବେନ୍ଦ୍ର ଆନ୍ଦିଆ/ସନ୍ତୋଷ ମହାପାତ୍ର): ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକ ସହରରେ ଉତ୍ତେଜନା ପରଠାରୁ ୧୬୩ ଧାରା ଜାରି ରହିଥିବା ବେଳେ ଜିଲାରେ ଇଣ୍ଟରନେଟ ସେବା ବନ୍ଦ ରହିଛି। ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଏହି ସେବା ବନ୍ଦ…
ରାପିଡ୍ ଆକ୍ସନ ଫୋର୍ସର ଫ୍ଲାଗ୍ମାର୍ଚ୍ଚ, ସାମିଲ ହେଲେ ଏସ୍ପି-ଡିଆଇଜି-ଜିଲାପାଳ
ଭଦ୍ରକ,୨୯ା୯(ସନାତନ ରାଉତ): ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକରେ ଉତ୍ତେଜନା ଘଟଣାରେ ୧୬୩ ଧାରା ଜାରି ରହିଥିବା ବେଳେ ଇଣ୍ଟନେଟ୍ ସେବା ବନ୍ଦ ରହିଛି। ପୋଲିସକୁ ଆକ୍ରମଣ ଘଟଣାରେ ଗିରଫ ଦାରି ପାଇଁ ରାତିରେ ପୋଲିସ ସାହି ସାହିରେ ପଇଁତରା ମାରୁଛି। ଶନିବାର…
ସୋସିଆଲ ମିଡିଆ ବିବାଦୀୟ ପୋଷ୍ଟ ଘଟଣା: ପହଞ୍ଚିଲେ ରାପିଡ୍ ଆକ୍ସନ ଫୋର୍ସ
ଭଦ୍ରକ,୨୯ା୯(ସନାତନ ରାଉତ): ଭଦ୍ରକ ସନ୍ଥିଆଠାରେ ଶୁକ୍ରବାର ଅପରାହ୍ନରେ ଘଟିଥିବା ହିଂସା ଓ ପୋଲିସକୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଘଟଣାକୁ ନେଇ ୪୮ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି। ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ କରିଥିବା ଯୁବକଙ୍କୁ ଗିରଫ କରାଯାଇଛି।…
Archives


