ଭଦ୍ରକ

ନାଟ୍ୟ ମାୟାରେ ବିମୁଗ୍ଧ ରମେଶ:ଅବସର ଜୀବନର ସ୍ବପ୍ନ ରହିଛି ଅଧୁରା

ଆରଡ଼ି, ୭।୮ (ଡି.ଏନ.ଏ.) – ନାଟ୍ୟକଳା ପ୍ରତି ପିଲାଦିନର ଆକର୍ଷଣ ତାଙ୍କ ଜୀବନର ଗତି ବଦଳାଇ ଦେଇଥିଲା। ସେ ଏକାଧାରରେ ଥିଲେ ଅଭିନେତା ଓ ନାଟ୍ୟକାର। ଉଚ୍ଚଶିକ୍ଷା ଲାଭ ପରେ ପରିବାରର ବୋଝ ସମ୍ଭାଳିବାକୁ ସେ ଶିକ୍ଷକତା ବୃତ୍ତିକୁ ଆଦରି ନେଇଥିଲେ।…

କ୍ୟାମ୍ପସ ସଫେଇ କରୁଛନ୍ତି ଅଧ୍ୟାପିକା ଅଧ୍ୟାପକ

ତିହିଡ଼ି,୭ା୮(ଡି.ଏନ.ଏ.)-ଅଧ୍ୟାପିକା ଅଧ୍ୟାପକମାନେ କ୍ୟାମ୍ପସରେ ଉପସ୍ଥିତ ରହି ଅବସର ସମୟରେ ଗବେଷଣା କାର୍ଯ୍ୟ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଭଦ୍ରକ ଜିଲା ତିହିଡ଼ି ବ୍ଲକ ପାଳିଆବିନ୍ଧାସ୍ଥିତ ବିରଞ୍ଚତ୍ନାରାୟଣ ମାଧବ ଅର୍ଜୁନ କଲେଜର ଗବେଷଣା ଲାଗି ଆବଶ୍ୟକ ସୁବିଧା ଓ ଭିତ୍ତିଭୂମି ନ ଥିବାରୁ…

ଅଚେତ ଅବସ୍ଥାରେ ଅପହୃତା ଛାତ୍ରୀ ଉଦ୍ଧାର

ଭଦ୍ରକ ଅଫିସ/ ବନ୍ତ, ୭ା୮(ସ୍ବ.ପ୍ର.)- ଭଦ୍ରକ ଜିଲା ଆଗରପଡା ଥାନା ଅଞ୍ଚଳରୁ ୟୁନିଫର୍ମ ପିନ୍ଧି ସ୍କୁଲ ଯାଉଥିବା ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କୁ ମଙ୍ଗଳବାର ଅପହରଣ କରି ନିଆଯିବାର ୫ ଘଣ୍ଟା ପରେ ତାଙ୍କୁ ସାଳନ୍ଦୀ ନଦୀକୂଳ ଏକ ଆମ୍ବତୋଟାରୁ ଅଚେତ…

୩ ଦିନ ଧରି ଇଦ୍‌-ଉଲ୍‌-ଜୁହା ପର୍ବ ପାଳନ ଲାଗି ପ୍ରସ୍ତୁତି: ଭାଇଚାରା ଅତୁଟ ରଖିବାକୁ ଗୁରୁତ୍ୱ

ଭଦ୍ରକ ଅଫିସ,୭ା୮-ଭଦ୍ରକରେ ଭାଇଚାରା ସହକାରେ ଆଗାମୀ ଇଦ୍‌-ଉଲ୍‌-ଜୁହା ପର୍ବ ପାଳନ କରାଯିବ ବୋଲି ସୋମବାର ଅପରାହ୍ନରେ ଜିଲା ପ୍ରଶାସନ ଓ ଚଉଦ ମହଲା ମୁସ୍‌ଲିମ୍‌ ଜମାତ ପକ୍ଷରୁ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ପର୍ବ ପାଳନ ଉପଲକ୍ଷେ ପ୍ରସ୍ତୁତି…

‘କଳା ଓ ସଂସ୍କୃତି ବିକାଶରେ କଳାକାରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’:କଳିଙ୍ଗ କଳାକାର ସଂଘର ସାଙ୍ଗଠନିକ ବୈଠକ

ତିହିଡ଼ି,୭। ୮(ଡି.ଏନ.ଏ.)- କଳା ଓ ସଂସ୍କୃତିର ବିକାଶରେ କଳାକାରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିଲାଗି କଳାକାରଙ୍କ ସମସ୍ୟାର ପ୍ରତିକାର ସହ ସେମାନଙ୍କୁ ପ୍ରୋତ୍ସାହିତ କରାଯିବା ଲାଗି ଭଦ୍ରକ ଜିଲା ତିହିଡ଼ି ବ୍ଲକର କଳିଙ୍ଗ କଳାକାର ସଂଘର ସାଙ୍ଗଠନିକ ବୈଠକରେ ମତବ୍ୟକ୍ତ କରାଯାଇଛି। ଆସନ୍ତା…

କାଳିଆ ଯୋଜନାରୁ ବାଦ୍‌ ପଡ଼ିବେ ଅଯୋଗ୍ୟ ହିତାଧିକାରୀ

ତିହିଡ଼ି, ୬।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକର ବିଭିନ୍ନ ପଞ୍ଚାୟତରେ କାଳିଆ ଯୋଜନାରେ ବହୁ ଅଯୋଗ୍ୟ ହିତାଧିକାରୀ ସାମିଲ ହୋଇଛନ୍ତି। ସେମାନେ ପ୍ରଥମ କିସ୍ତିରେ ୫ ହଜାର ଲେଖାଏ ଟଙ୍କା ପାଇସାରିଛନ୍ତି। ତେବେ ସେହି ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ…

ଗାଡ଼ିରୁ ଖସି ଶ୍ରମିକଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୫।୮ (ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ତୋରତ ପୋଲ ଉପରେ ରବିବାର ରାତିରେ ଗାଡ଼ିରୁ ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଧାମନଗର ଥାନା ମୁସ୍ତାଫାପୁର ପଞ୍ଚାୟତ…

ଆରଡିରେ ୪୦ ହଜାର କାଉଡ଼ିଆଙ୍କ ଜଳଲାଗି

ଆରଡି,୫ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରମୁଖ ଶୈବପୀଠ ଆରଡ଼ିରେ ଶ୍ରାବଣ ମାସ ୩ୟ ସୋମବାରରେ ହଜାର ହଜାର କାଉଡ଼ିଆ ଜଳଲାଗି କରିଛନ୍ତି। ଭିଡ଼କୁ ଦୃଷ୍ଟିରେ ରଖି ଜିଲା ତଥା ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। କାଉଡିଆମାନେ ଜଣଙ୍କ ପରେ ଜଣେ…

ଶିଶୁ ଓ ନାବାଳିକା ଅସୁରକ୍ଷିତ : ଜୁଲାଇ ଶେଷ ସୁଦ୍ଧା ଜିଲାର ବିଭିନ୍ନ ଥାନାରେ ୭୧ଟି ନାବାଳିକା ବଳାତ୍କାର ମାମଲା ରୁଜୁ

ଭଦ୍ରକ ଅଫିସ, ୫।୮ : ଭଦ୍ରକ ଜିଲାରେ ଦିନକୁ ଦିନ ବାଳ ଅପରାଧ ଘଟଣା ବଢ଼ିଚାଲିଛି। ଚଳିତବର୍ଷ ଜୁଲାଇ ଶେଷ ସୁଦ୍ଧା ଜିଲାର ବିଭିନ୍ନ ଥାନାରେ ୭୧ଟି ନାବାଳିକା ବଳାତ୍କାର ମାମଲା ରୁଜୁ ହୋଇଛି। ଶିଶୁଙ୍କୁ ସୁରକ୍ଷା ଦେବା ଲାଗି କଡ଼ା…

ଶ୍ରେଣୀଗୃହ ଅଭାବ, ବାରଣ୍ଡାରେ ପାଠପଢ଼ା

ତିହିଡ଼ି, ୪।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ କୋହ୍ଲ ମଧ୍ୟଇଂରାଜୀ (ଏମ୍‌ଇ) ସ୍କୁଲରେ ଶ୍ରେଣୀଗୃହ ଅଭାବ ଦେଖାଦେଇଛି। ଫଳରେ ଛାତ୍ରୀଛାତ୍ର ବାରଣ୍ଡାରେ ବସି ପାଠ ପଢୁଛନ୍ତି। ବର୍ଷା ହେଲେ ଛାତ୍ରୀଛାତ୍ର ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ପ୍ରଧାନଶିକ୍ଷୟିତ୍ରୀ କଳ୍ପନା…

ଚିଙ୍ଗୁଡ଼ି ଚାଷୀଙ୍କ କବ୍‌ଜାରେ କେନାଲ

ଚାନ୍ଦବାଲି, ୪।୮ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ବିଭିନ୍ନ ନଦୀ ଓ ଏହାର ଶାଖାନଦୀରେ ସଂଯୁକ୍ତ ଅଧିକାଂଶ ଜଳସେଚନ ପାଇଁ ଉଦ୍ଦିଷ୍ଟ କେନାଲଗୁଡ଼ିକ ଚିଙ୍ଗୁଡ଼ି ଚାଷୀଙ୍କ କବ୍‌ଜାରେ ରହିଛିି। ନଦୀ ଓ କେନାଲକୂଳିଆ ଚାଷଜମି, ଗୋଚର ଓ ଅନାବାଦୀରେ…

ନବବଧୂଙ୍କୁ ଯୌତୁକ ନିର୍ଯାତନା: ସ୍ବାମୀ ଗିରଫ

ତିହିଡ଼ି, ୩।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ବାହାବଳପୁର ପଞ୍ଚାୟତ ପାଳସାହି ଗ୍ରାମର ଦେବକୀ ବାରିକ ନାମ୍ନୀ ଜଣେ ନବବଧୂ ଯୌତୁକ ପାଇଁ ନିର୍ଯାତନା ଦିଆଯାଇଥିବା ନେଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସେ ଶୁକ୍ରବାର ଏ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?