ଭଦ୍ରକ

ଦ୍ୱିତୀୟ ସୋମବାର : ଆରଡ଼ିରେ ଜଳଲାଗି କଲେ ଲକ୍ଷାଧିକ କାଉଡ଼ିଆ

ଆରଡ଼ି,୨୯।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ିର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କଠାରେ ଶ୍ରାବଣ ମାସର ୨ୟ ସୋମବାରରେ ଲକ୍ଷାଧିକ କାଉଡ଼ିଆ ଜଳଲାଗି କରିଥିବା ଜଣାପଡ଼ିଛି। ସୀମିତ ସ୍ଥାନରେ ଏତେ ସଂଖ୍ୟକ କାଉଡ଼ିଆଙ୍କ ଉପସ୍ଥିତି ଜିଲା ପ୍ରଶାସନ, ପୋଲିସ ତଥା ମନ୍ଦିର ପ୍ରଶାସନର ମୁଣ୍ଡବ୍ୟଥାର କାରଣ…

ନିଆରା କ୍ରୀଡ଼ା ପ୍ରତିଭା ମଧୁସ୍ମିତା

ବନ୍ତ, ୨୯।୭ (ଡି.ଏନ.ଏ.)- ଭଦ୍ରକ ଜିଲା ବରପଦାସ୍ଥିତ ବିଆଇଇଟି କଲେଜର ଡିପ୍ଲୋମା କମ୍ପ୍ୟୁଟର ସାଇନ୍ସର ୩ୟ ବର୍ଷର ଛାତ୍ରୀ ମଧୁସ୍ମିତା ମିଶ୍ର(୧୮) ହ୍ୟାଣ୍ଡବଲ, ସାଇକେଲ ପୋଲୋ, ନେଟ୍‌ବଲ୍‌, ରଗ୍‌ବୀ ଫୁଟବଲ, ଥ୍ରୋବଲ, ସିପକ୍‌ ଟାକ୍ର, ଆତିଆପାତିଆ ଭଳି ବିଭିନ୍ନ କ୍ରୀଡ଼ାରେ ପ୍ରତିଭା…

ନଦୀରୁ ମିଳିଲା ନିଖୋଜ ଶିଶୁଙ୍କ ମୃତଦେହ

ଭଣ୍ଡାରିପୋଖରୀ, ୨୮।୭ (ଡି.ଏନ୍‌.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବନ୍ଦାଳୋ ମଢିଆଳି ପଞ୍ଚାୟତ ବନ୍ଦାଳୋ ଗ୍ରାମର ଜଗନ୍ନାଥ ରଣାଙ୍କ ୧୮ ମାସର ପୁଅ ଆଦିତ୍ୟ ଶୁକ୍ରବାର ଅପରାହ୍ନରେ ନିଖୋଜ ହୋଇଯାଇଥିଲେ। ଶନିବାର ବୈତରଣୀ ନଦୀର ଝୁଟଣା ଘାଟରୁ ତାଙ୍କ…

ଶୁଖିଲା ପଡ଼ିଛି ଦଶମୌଜା କେନାଲ

ତିହିଡ଼ି, ୨୮।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ବର୍ଷା ଅଭାବରୁ ମରୁଡ଼ି ପରିସ୍ଥିତି ଦେଖାଦେଇଛି। ଅପରପକ୍ଷେ ବିଭିନ୍ନ ପଞ୍ଚାୟତରେ ଜମିକୁ ଜଳସେଚିତ କରିବା ପାଇଁ ରହିଥିବା ଦଶମୌଜା କେନାଲ ଶୁଖିଲା ପଡ଼ିଛି। କେନାଲରେ ପ୍ରଚୁର ପାଣି ଛଡ଼ାଯାଉଥିଲେ ମଧ୍ୟ…

ୱାର୍ଡସଭ୍ୟାଙ୍କୁ ଦୁର୍ବ୍ୟବହାର, ମାଡ଼ ଅଭିଯୋଗ

ବାସୁଦେବପୁର, ୨୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତର ଜଣେ ୱାର୍ଡସଭ୍ୟାଙ୍କୁ ଶୁକ୍ରବାର ଜଣେ ଯୁବକ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା ନେଇ ସେ ଥାନାରେ ଅଭିଯୋଗ କରିଛନ୍ତି। ବାସୁଦେବପୁର ଥାନା ପୋଲିସ ଘଟଣାର ପ୍ରାଥମିକ…

କାର୍‌-ଅଟୋ ଧକ୍କା: ଜଣେ ମୃତ, ୩ ଗୁରୁତର

ଭଣ୍ଡାରିପୋଖରୀ,୨୭।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ. ଜାତୀୟ ରାଜପଥର ଆଖୁଆପଦାଠାରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏକ କାର ଅଟୋକୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଗୁରୁତର ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଭଦ୍ରକ…

ଶିକ୍ଷାନୁଷ୍ଠାନ ମିଶ୍ରଣକୁ ବିରୋଧ

ଆରଡ଼ି, ୨୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଠଡିହ କ୍ଲଷ୍ଟର ଅଧୀନ ଚମ୍ପାସାହି ପ୍ରାଥମିକ ବିଦ୍ୟାଳୟ ଅନ୍ୟତ୍ର ମିଶ୍ରଣକୁ ବିରୋଧ କରାଯାଇଛି। ଏହାର ପ୍ରତିବାଦରେ ଶୁକ୍ରବାର ଗ୍ରାମବାସୀ ବିଦ୍ୟାଳୟକୁ ଯାଇ ତାଲା ପକାଇ ଦେଇଛନ୍ତି। ନିୟମାନୁସାରେ ଏହି ବିଦ୍ୟାଳୟରେ…

ତିହିଡ଼ିରେ କୋର୍ଟ ପାଇଁ ଚିହ୍ନଟ ହୋଇପାରୁନି ଜମି

ତିହିଡ଼ି, ୨୬।୭(ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ଅତିରିକ୍ତ ଜେଏମ୍‌ଏଫ୍‌ସି କୋର୍ଟ ସହ ଅତିରିକ୍ତ ସିଭିଲ ଜଜ୍‌ କୋର୍ଟ ସ୍ଥାପନ ପାଇଁ ସ୍ଥିର ହୋଇଥିଲା। ମାତ୍ର ଏଥିନିମନ୍ତେ ଜମି ଚିହ୍ନଟ ହୋଇପାରୁ ନ ଥିବା ନେଇ ତିହିଡ଼ି ଓକିଲ ସଂଘର…

୧୭ ଦିନରେ ମୋଦି ସେନାର ଅନଶନ

ଚାନ୍ଦବାଲି, ୨୬।୭ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲିର କେତେକ ସମସ୍ୟାର ସମାଧାନ ପାଇଁ ୫ଟି ଦାବି ନେଇ ମୋଦି ସେନା ସେବା ସଂଘ ପକ୍ଷରୁ ତହସିଲ ଅଫିସ ସମ୍ମୁଖରେ ଚାଲିଥିବା ଅନଶନ ଗୁରୁବାର ୧୭ ଦିନରେ ପହଞ୍ଚିଥିଲା। ସେମାନଙ୍କ ଦାବି ପ୍ରତି…

କାର୍ଯ୍ୟକ୍ଷମ ହୋଇପାରୁନି ଉଠାଜଳସେଚନ ପଏଣ୍ଟ

ବାସୁଦେବପୁର, ୨୬।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ। ଚଳିତ ଖରିଫ ଋତୁରେ ଚାଷକାର୍ଯ୍ୟ ପ୍ରାରମ୍ଭ ତଳି ପକାଇବାଠାରୁ ଆରମ୍ଭ କରି ଅଦ୍ୟାବଧି ଶ୍ରାବଣର ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଆବଶ୍ୟକ ବର୍ଷା ହୋଇ ନ ଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?