ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ବୋଲେରୋ ଜବତ, ୬ ଗୋରୁ ଉଦ୍ଧାର
ତିହିଡ଼ି,୧୨।୮ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ଏକ ବୋଲେରୋ ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୬ଟି ଗୋରୁଙ୍କୁ ଉଦ୍ଧାର କରାଯାଇଛି। ଘଟଣାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଥିବା ବେଳେ ଭଦ୍ରକ ଜିଲାରେ…
ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା
ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ ସ୍ବାସ୍ଥ୍ୟ ଜନିତ ସମସ୍ୟା ନେଇ ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…
ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ
ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ ଗ୍ରାମକୁ ଯାଇ ସେ ବିପନ୍ନମାନଙ୍କୁ ଭେଟିଛନ୍ତି। ବିପନ୍ନମାନେ ବନ୍ୟାରେ ଧାନଚାଷ, ରାସ୍ତା ଇତ୍ୟାଦି…
ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା
ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ ସୋମବାର ରାତିରେ ଚାରି ଜଣ ଦୁଇଟି ମଟର ସାଇକେଲରେ ଆସି ଡକାୟତି କରି…
ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର
ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ସୂତ୍ର ଅନୁଯାୟୀ, ମିର୍ଘାଟକୁଳ ଗ୍ରାମର ଗୌରାଙ୍ଗ ମାଲିକ (ପିତାତନୁ…
ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ମନମୋହନ, କ୍ଷତିଗ୍ରସ୍ତଙ୍କୁ ଦେଲେ ଆଶ୍ୱାସନା
ଚାନ୍ଦବାଲି,୩।୮(କିଷାନ ପାତ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋମବାର ଭଦ୍ରକ ଜିଲାର ବନ୍ୟା ପ୍ରଭାବିତ ଚାନ୍ଦବାଲି ଅଞ୍ଚଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖେରଙ୍ଗ ଓ ମାଧପୁର ପଞ୍ଚାୟତ ସମେତ ବିଭିନ୍ନ ବନ୍ୟା ପ୍ରଭାବିତ ଗାଁ ବୁଲି ଲୋକଙ୍କ ସହ…
ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା
ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ ଚାଷୀ ଜଣକ ହେଲେ ଅଭିମନ୍ୟୁ ମଲିକ। ମିଳିଥିବା ସୂଚନା ମୁତାବକ, ଅଭିମନ୍ୟୁ ସକାଳେ…
ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି
ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି । ବିଶେଷ କରି ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି…
ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍, ସାଉଣ୍ଟିଲେ ପ୍ରଶଂସା
ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ, ସୁନ୍ଦରପୁର, ନାନ୍ଦପୁର ଓ ଖେରଙ୍ଗ ପଞ୍ଚାୟତରେ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ…
Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…
ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା ଅଞ୍ଚଳଗୁଡ଼ିକରେ ବୋଟ୍ ଯୋଗେ ପହଞ୍ଚି ଜିଲାପାଳ ମାଧପୁର, ନାଲୁଗୁଣ୍ଡା ଓ ଭୂଇଁବୁର୍ତ୍ତି ପଞ୍ଚାୟତର…
ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି
ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ ଛୁଟି ରହିବ।ଜିଲାରେ ଉପୁଜିଥିବା ବନ୍ୟା ପରିସ୍ଥିତିକୁ ଆଖି ଆଗରେ ରଖି ଜିଲାପାଳ ଏହି…
ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…
ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ ଚାଷୀ। ଶେଷରେ ଓଡ୍ରାଫ ଟିମ୍ ତାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ଗୁରୁବାର…

