ଭଦ୍ରକ

ବରିଷ୍ଠ ଆଇନଜୀବୀଙ୍କ ପରଲୋକ: ଶୋକ ବ୍ୟକ୍ତ କଲେ ଏମ୍‌ପି ବିଧାୟକ

ଭଦ୍ରକ ଅଫିସ, ୧୪।୫: ଭଦ୍ରକ ସହରର ବରିଷ୍ଠ ଆଇନଜୀବୀ ରାୟ ରମାନନ୍ଦ ମହାପାତ୍ରଙ୍କର ୬୮ ବର୍ଷରେ ଶନିବାର ରାତିରେ ହୃଦଘାତରେ ପରଲୋକ ହୋଇଛି । ସେ ଏକାଧାରରେ ଜଣେ ଆଇନଜୀବୀ, ନାଟ୍ୟ ନିର୍ଦ୍ଦେଶକ, ଶ୍ରୀରାମ ନବମୀ ମହୋତ୍ସବ କମିଟି ସଭାପତି,...

ଅର୍ଥ ମଞ୍ଜୁର ପରେ ନିର୍ମାଣ ହେଉନି ବିଶ୍ରାମାଗାର

ଭଦ୍ରକ ଅଫିସ, ୧୩ା୫: ଯାତ୍ରୀ ବିଶ୍ରାମାଗାର ନିର୍ମାଣ ପାଇଁ ଅର୍ଥ ମହଜୁଦ ରହି ମଧ୍ୟ ପ୍ରଶାସନିକ ଅଧିକାରୀଙ୍କ ଇଚ୍ଛା ଶକ୍ତିର ଅଭାବ ଯୋଗୁଁ ବିଶ୍ରାମାଗାର ନିର୍ମାଣ ହୋଇପାରୁନାହିଁ ା ଏପରି ବ୍ୟତିକ୍ରମ ସୃଷ୍ଟି ହୋଇଛି ଭଦ୍ରକ ଜିଲା ବନ୍ତ ବ୍ଲକ...

ପୂଜାରୀ ସାହି ହତ୍ୟା ଘଟଣା, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

ଭଦ୍ରକ ଅଫିସ,୧୧।୫: ଭଦ୍ରକ ସହର ପୂଜାରୀ ସାହିର ଯୁବକ ନୀଳକଣ୍ଠ ଦାସଙ୍କୁ ଧାମରା ବ୍ରିଜ ନିକଟରେ ଗତ ଫେବୃୟାରୀ ୨ ତାରିଖରେ ହତ୍ୟା କରାଯାଇଥିଲା। ହତ୍ୟାର ୩ ମାସ ପରେ ପୋଲିସ କୁଆଁସ ଅଞ୍ଚଳର ଅଭିଯୁକ୍ତ ସାଗର ଦାସଙ୍କୁ ବୁଧବାର...

ସେମିଷ୍ଟାର ପ୍ରୋଜେକ୍ଟ ଫି ଅଧିକ ଆଦାୟକୁ ବିରୋଧ କରି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଛାତ୍ରୀଛାତ୍ର

ଭଦ୍ରକ ଅଫିସ, ୧୦।୫: ଭଦ୍ରକ ଉତ୍ତର ବାହିନୀ ସ୍ଥିତ ସାଳନ୍ଦୀ ଡିଗ୍ରୀ କଲେଜରେ ସେମିଷ୍ଟାର ପ୍ରୋଜେକ୍ଟ ଫି ଅଧିକ ନେଉଥିବା ପ୍ରତିବାଦରେ ବୁଧବାର ଛାତ୍ରୀଛାତ୍ରମାନେ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି। ଅଭିଯୋଗରୁ ଜଣାପଡିଛି କି, ଫକୀର ମୋହନ ୟୁନିଭରସିଟି...

ନ୍ୟାୟ ପାଇଁ ଏସ୍‌ପି ଅଫିସ ଆଗରେ ଧାରଣାରେ ବସିଲେ ମା’-ଝିଅ

ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲା ପୀରହାଟ ଥାନା ଅର୍ଜୁନବିନ୍ଧା ଗ୍ରାମର କନକଲତା ବେହେରା ଓ ତାଙ୍କ ଝିଅଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଏସ୍‌ପି ଅଫିସ୍‌ ଆଗରେ ଧାରଣାରେ ବସିଛନ୍ତି। ଗତ ୧ ତାରିଖରେ ଭଦ୍ରକ କଚେରି ବଜାରରେ...

ସ୍କୁଲ ଉନ୍ନତି ପାଇଁ ଦାନ କଲେ ପେନ୍‌ସନ ଟଙ୍କା

ଭଦ୍ରକ ଅଫିସ,୮।୫: ଦିନେ ଯେଉଁ ସ୍କୁଲରେ ସେ ପଢ଼ୁଥିଲେ, ତାହାର ଉନ୍ନତି ପାଇଁ ନିଜର ପେନ୍‌ସନ ଟଙ୍କା ଦାନ କରିଛନ୍ତି। ବିଦ୍ୟାଳୟର ବିକାଶ ନିମନ୍ତେ ପେନ୍‌ସନ ଟଙ୍କାରୁ ୧ ଲକ୍ଷ ସହାୟତା ପ୍ରଦାନ କରି ଏବେ ଚର୍ଚ୍ଚାରେ ରହିଛନ୍ତି ଭଦ୍ରକ...

୭ବର୍ଷ ବିତିଲା, ମିଳୁନି କୃଷିବୀମା ଟଙ୍କା

ଧାମନଗର, ୭ା୫(ସ୍ବ.ପ୍ର.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଦେହୁଡ଼ି ଆନନ୍ଦପୁର ପଞ୍ଚାୟତ ମାନଲାପୁର ଗ୍ରାମର ଚାଷୀ ନିରଞ୍ଜନ ଦାସ(୪୪)ଙ୍କ ମୃତ୍ୟୁକୁ ୭ବର୍ଷ ବିତିଯାଇଥିଲେ ମଧ୍ୟ ଅଦ୍ୟାବଧି ତାଙ୍କ ପରିବାରକୁ ବୀମା ସହାୟତା ରାଶି ମିଳି ନାହିଁ। ବୀମା କମ୍ପାନୀର...

ପ୍ରଧାନଶିକ୍ଷକ ନିଯୁକ୍ତିକୁ ଗ୍ରାମବାସୀଙ୍କ ବିରୋଧ

ଆର୍‌ଡି,୬ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସୁନ୍ଦରପୁର ପ୍ରାଥମିକ ବିଦ୍ୟାଳୟରେ ପଦୋନ୍ନତି ପାଇଥିବା ପ୍ରଧାନଶିକ୍ଷକ ନିଯୁକ୍ତିକୁ ଗ୍ରାମବାସୀ ତଥା ବିଦ୍ୟାଳୟ ଶିକ୍ଷା ପରିଚାଳନା କମିଟି ସଭ୍ୟାସଭ୍ୟ ବିରୋଧ କରିଛନ୍ତି। ସୂଚନା ମୁତାବକ, କୋଇଲଖା ପ୍ରାଥମିକ ସ୍କୁଲ ପ୍ରଧାନଶିକ୍ଷକ କନକ ମୁଣ୍ଡା...

ସୌନ୍ଦର୍ଯ୍ୟ ହରାଉଛି ଜଗୁସାଗର

ଧାମନଗର, ୬।୫ (ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବଜାରର ମଧ୍ୟଭାଗରେ ରହିଛି ବହୁ ପୁରାତନ ତଥା ଐତିହାସିକ ଜଗୁସାଗର ପୋଖରୀ। ଏହି ପୋଖରୀର ପୁନରୁଦ୍ଧାର ପାଇଁ ବିଭିନ୍ନ ମହଲରେ ଦାବି ହୋଇଆସୁଥିଲେ ମଧ୍ୟ ପ୍ରଶାସନ ଦୃଷ୍ଟି ଆଢ଼ୁଆଳରେ ରହି ଆସିଛି।...

ପୋଖରୀରେ ପଡି ନାବାଳକଙ୍କ ଜୀବନ ଗଲା

ଭଦ୍ରକ ଅଫିସ, ୫।୫: ଭଦ୍ରକ ଜିଲା ଧାମରା ମେରାଇନ ଥାନା ଅଧୀନ ଗୁଆଁଳ ଗ୍ରାମରେ ପୋଖରୀରେ ପଡି ଜଣେ ନାବାଳକଙ୍କର ମୃତ୍ୟୁ ଘଟିଛି। ସୂଚନା ମୁତାବକ ଗୁରୁବାର ମଧ୍ୟାହ୍ନରୁ ଉକ୍ତ ଗ୍ରାମର ଦିଗମ୍ବର ବାରିକଙ୍କ ସାନପୁଅ ରୁଦ୍ରଙ୍କୁୁ ଘରଲୋକେ ବିଭିନ୍ନ...

ଷଣ୍ଢ ଚୋରା ଚାଲାଣ ବେଳେ ଧରିଲେ ଲୋକେ: ଗୋଟିଏ ମୃତ, ୯ ଉଦ୍ଧାର

ପଦ୍ମପୁର,୫ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଧୁଆଁ ଛକଠାରେ ଏକ ଷଣ୍ଢ ବୋଝେଇ ପିକ୍‌ଅପ୍‌କୁ ସ୍ଥାନୀୟ ଲୋକ ଧରି ପୋଲିସ ଜିମା ଦେଇଛନ୍ତି। ଗାଡ଼ିଟି ବାସୁଦେବପୁର ଆଡୁ ଦ୍ରୁତ ଗତିରେ ଯାଉଥିବା ବେଳେ ରାସ୍ତାରେ କିଛି ବାଇକ ଆରୋହୀଙ୍କୁ...

ଟାୟାର ଶୋ’ରୁମ୍‌ରୁ ନେଇଗଲେ ୪.୯ ଲକ୍ଷ ଟଙ୍କା

ଭଦ୍ରକ ଅଫିସ, ୨ା୫: ଭଦ୍ରକ ଟାଉନ ଥାନା ଅଧୀନ ଚରମ୍ପାସ୍ଥିତ ଡାହାଣୀଗଡ଼ିଆ ଛକ ନିକଟ ଏକ ଟାୟାର ଶୋ’ରୁମରୁ ୪ ଲକ୍ଷ ୯୦ ହଜାର ଟଙ୍କା ଚୋରି ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ସୋମବାର ରାତିରେ ମାଲିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri