ଭଦ୍ରକ

ମାସ୍କ ପିନ୍ଧି ନ ଥିବାରୁ ୮ ଜଣଙ୍କୁ ଜରିମାନା

ବନ୍ତ,୧୨।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବଜାରରେ ଶନିବାର ୮ ଜଣ ବ୍ୟକ୍ତିଙ୍କ ଠାରୁ ମାସ୍କ ବ୍ୟବହାର କରି ନ ଥିବା ଅଭିଯୋଗରେ ପୋଲିସ ୧୬ ଶହ ଟଙ୍କା ଜରିମାନା ଆଦାୟ କରିଛି । କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ...

ଭଦ୍ରକରେ କାର୍ଯ୍ୟକ୍ଷମ ହେଲା ପ୍ରଥମ କୋଭିଡ୍‌ ହସ୍ପିଟାଲ

ଭଦ୍ରକ ଅଫିସ,୧୧।୪: ଶନିବାର ଅପରାହ୍ନରେ ଭଦ୍ରକ ଜିଲାରେ ପ୍ରଥମ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ମୋଟେଲ ଛକସ୍ଥିତ ସାଳନ୍ଦୀ ହସ୍ପିଟାଲକୁ କୋଭିଡ୍‌ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ କରାଯାଇଛି। ୧୨୦ ଶଯ୍ୟା, ୪ ଆଇସିୟୁ, ୪ ଭେଣ୍ଟିଲେଟର ବ୍ୟବସ୍ଥା ରହିଥିବା ଜିଲାପାଳ...

ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦେଲା ଭଦ୍ରକ ଜିଲା ପ୍ରଶାସନ, ନଚେତ ଗଣିବେ ଜରିମାନା

ଭଦ୍ରକ ଅଫିସ, ୧୧।୪ – ଭଦ୍ରକ ଜିଲାବାସୀ ଘରୁ ବାହାରିଲେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛି ଜିଲା ପ୍ରଶାସନ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ କରୋନାକୁ ମୁକାବିଲା କରିବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ...

ଭଦ୍ରକର ଦୁଇ ଲକ୍ଷ ଉଜ୍ଜଳା ପରିବାରକୁ ମିଳିବ ମାଗଣା ଗ୍ୟାସ, ବିତରକ କର୍ମଚାରୀଙ୍କୁ ୫ ଲକ୍ଷର ବୀମା

ଭଦ୍ରକ ଅଫିସ, ୧୧।୪ – କରୋନା ମୁକାବିଲା ପାଇଁ ଭଦ୍ରକ ଜିଲାରେ ୨,୦୯,୦୦୦ ପରିବାରକୁ ମାସିକ ଗୋଟିଏ କରି ତିନୋଟି ଏଲ୍‌ପିଜିର ଦାମ୍‌ ସରକାରଙ୍କ ପକ୍ଷରୁ ମିଳିବ। ଅର୍ଥାତ ଏହି ହିତାଧିକାରୀଙ୍କୁ ମାଗଣାରେ ଗ୍ୟାସ ମିଳିବ। ଏପ୍ରିଲ, ଜୁନ ଓ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବଢ଼ୁଛି ସହାୟତାର ହାତ

ଭଦ୍ରକ ଅଫିସ, ୧୧।୪: ଭଦ୍ରକ ଜିଲାର ବିଭିନ୍ନ ସଙ୍ଗଠନ ଓ ବ୍ୟକ୍ତି ବିଶେଷ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତାର ହାତ ବଢ଼ାଉଥିବା ଦେଖିବାକୁ ମିଳିଛି। ଓଡ଼ିଶା ରାଜସ୍ବ ସେବା ସଂଘ ଭଦ୍ରକ ଜିଲା ଶାଖା ପକ୍ଷରୁ...

କରୋନା ସଚେତନତା କାର୍ଯ୍ୟକ୍ରମ

ଭଦ୍ରକ ଅଫିସ, ୧୧।୪: ତିହିଡ଼ି ବ୍ଲକ ଅନ୍ତର୍ଗତ ତଳଗୋପବିନ୍ଧା ପଞ୍ଚାୟତରେ ଗୋପସେବା ସମାଜ ତରଫରୁ କରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଗୋପସେବା ସମାଜର ପ୍ରମୁଖ ଦେବେନ୍ଦ୍ର ପୁହାଣଙ୍କ ନେତୃତ୍ୱରେ ଘରକୁ ଘର ବୁଲି ମାସ୍କ, ସାବୁନ ବଣ୍ଟନ ସହିତ...

୬୮,୯୮୦ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ଦିଆଗଲା ପ୍ରୋତ୍ସାହନ ରାଶି

ଭଦ୍ରକ ଅଫିସ,୧୧।୪: ଜିଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲାର ୬୮,୯୮୦ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ୧୫ଶହ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ସହାୟତା ରାଶିକୁ ପ୍ରଶାସନ ପକ୍ଷରୁ ନିର୍ମାଣ ଶ୍ରମିକଙ୍କ ଘରେ ପହଞ୍ଚାଯାଉଛି।...

ସୁସ୍ଥ ହେଲେ ୨ କରୋନା ପଜିଟିଭ୍‌

ଭଦ୍ରକ ଅଫିସ,୧୧।୪: ଭଦ୍ରକ ଜିଲାବାସୀଙ୍କ ପାଇଁ ଖୁସି ଖବର। ୩ ପଜିଟିଭ୍‌ କରୋନା ରୋଗୀଙ୍କ ମଧ୍ୟରୁ ୨ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଏନେଇ ଶୁକ୍ରବାର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଖବର ଆସିବା ପରେ ଜିଲାବାସୀ ଆଶ୍ୱସ୍ତି ଲାଭ...

ମା’ ଭଦ୍ରକାଳୀଙ୍କ ଘୋଡ଼ା ମେଳଣ ବାତିଲ

ଭଦ୍ରକ ଅଫିସ, ୧୧ା୪-ଶୁକ୍ରବାର ମା’ ଭଦ୍ରକାଳୀଙ୍କ ଐତିହାସିକ ଘୋଡ଼ା ମେଳଣ ବାତିଲ ହୋଇଛି। ଆଖପାଖ ଗାଁର କୈବର୍ତ୍ତ ଲୋକମାନେ ଘୋଡ଼ାକୁ ଆଣି ପୂଜା କରନ୍ତି। ଏହି ପୂଜା ରୀତିନୀତିକୁ ଘୋଡ଼ା ମେଳଣ ନାମରେ ନାମିତ ହୋଇଆସୁଛି। ଚୈତ୍ର ମାସର ଶେଷରେ...

ଘରେ ଘରେ ଔଷଧ ପହଞ୍ଚାଉଛି ପୋଲିସ

ଆରଡି, ୧୧ା୪(ଡି.ଏନ.ଏ.)-ଲକ୍‌ଡାଉନ ସମୟରେ ଭଦ୍ରକ ଜିଲା ଆରଡି ଫାଣ୍ଡିର କର୍ମଚାରୀମାନେ ଆରଡି, ନାନ୍ଦପୁର, ଓଳଗ, ସୁନ୍ଦରପୁର ଆଦି ପଞ୍ଚାୟତର ୨୩ଖଣ୍ଡ ଗାଁରେ ଔଷଧ ପହଞ୍ଚାଉଛନ୍ତି। ସୂଚନା ଅନୁସାରେ ଯେଉଁ ପରିବାରରେ ୬୦ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧ ଥିବେ, ସେମାନଙ୍କ ମେଡିସିନ ଆଣିବାରେ...

ହଜିଥିବା ଅର୍ଥ ଫେରିପାଇଲେ ଯୁବକ

ଆରଡି, ୧୦ା୪(ଡି.ଏନ.ଏ.)-ଭଦ୍ରକ ଜିଲା ଧୁଷୁରୀ ଥାନା ଅନ୍ତର୍ଗତ ପାୟାସାହି ଗ୍ରାମର ରାଜେଶ ଖାଁ ଏକ ଘରୋଇ ବ୍ୟାଙ୍କରୁ ୨୫ ହଜାର ଟଙ୍କା ଉଠାଇ ନିଜ ଘରକୁ ସାଇକେଲ ଯୋଗେ ଫେରିଥିଲେ ା ବାଟରେ ଆସିଲା ବେଳେ ସୂର୍ଯ୍ୟପୁର ନିକଟରେ ତାଙ୍କର...

ବାଇକ୍‌ ଚାଳକଙ୍କ ଠାରୁ ୧୪ ହଜାର ଜରିମାନା ଆଦାୟ

ବନ୍ତ, ୧୦।୪(ଡି.ଏନ୍‌.ଏ.) : କରୋନା ଲକ୍‌ ଡାଉନ୍‌ ପରିପେକ୍ଷୀରେ ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ଗୁରବାର ୨ଟି ବାଇକ୍‌୍‌ ଚାଳକଙ୍କ ଠାରୁ ୪ ହଜାର ଏବଂ ବୁଧବାର ସନ୍ଧ୍ୟା ବେଳେ ୫ଟି ବାଇକ୍‌ ଚାଳକଙ୍କ ଠାରୁ ୧୦ ହଜାର...

ସବୁଠି ଜଗିଛି ପୋଲିସ: ବାଇକ୍‌, ୪ ଚକିଆ ଯାନ ଉପରେ ନଜର

ବନ୍ତ, ୧୦।୪(ଡି.ଏନ.ଏ.)-କରୋନା ମହାମାରୀ ସଂକ୍ରମଣକୁ ରୋକିବା ପାଇଁ ସରକାର ଦିନକୁଦିନ ଲକଡାଉନ୍‌ ଆଇନକୁ କଡାକଡି କରୁଛନ୍ତି ା ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି ା ଭଦ୍ରକ ଜିଲା ବନ୍ତ ଓ କେନ୍ଦୁଆପଦା ଫାଣ୍ଡି ପୋଲିସ ପକ୍ଷରୁ...

ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ

ଭଦ୍ରକ ଅଫିସ, ୧୦ା୪ – ଘରୁ ବାହାରିଲେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛି ଭଦ୍ରକ ଜିଲା ପ୍ରଶାସନ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ କରୋନାକୁ ମୁକାବିଲା କରିବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା ଜିଲାପାଳ ଜ୍ଞାନରଞ୍ଜନ ଦାସ ସୂଚନା ଦେଇଛନ୍ତି। ପରିବା...

ଲକ୍‌ଡାଉନକୁ କଡ଼ାକଡ଼ି କଲେ ତହସିଲଦାର

ବନ୍ତ, ୯।୪(ଡି.ଏନ.ଏ.)-କରୋନା ମହାମାରୀ ସାରା ବିଶ୍ୱକୁ ଭୟଙ୍କର ପରିସ୍ଥିତିକୁ ଟାଣି ନେଇଥିବା ବେଳେ କେନ୍ଦ୍ର ଓ ରାଜ୍ୟ ସରକାର ଏହାକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକଡାଉନ୍‌ କରିଛନ୍ତି । ସମସ୍ତ ଜନସାଧାରଣଙ୍କୁ ଘରେ ରହିବାକୁ ଅନୁରୋଧ କରାଯିବା ସହ...

ଏଟିଏମ୍‌ କାଉଣ୍ଟରରେ ସାମାଜିକ ଦୂରତା

ବନ୍ତ, ୯।୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ କଟକଣାକୁ କଡାକଡି କରାଯାଇଛି । ସାମଗ୍ରୀ କିଣିବାଠାରୁ ଆରମ୍ଭ କରି ଟଙ୍କା ଉଠାଣ ପର୍ଯ୍ୟନ୍ତ ସବୁଠି ଲୋକେ ସାମାଜିକ ଦୂରତା ପାଳନ କରୁଛନ୍ତି। ଭଦ୍ରକ ଜିଲା ବନ୍ତ ସଦର ମହକୁମାରେ...

ଘର ଘର ବୁଲି ପିଡିଏସ୍‌ ହିତାଧିକାରୀଙ୍କୁ ଆର୍ଥିକ ସହାୟତା

ବନ୍ତ,୯।୪(ସ୍ବ.ପ୍ର.)-କରୋନା ଲକ୍‌ ଡାଉନ୍‌ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପିଡିଏସ୍‌ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି ା ବୁଧବାର ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତ ଅଧୀନ...

ପ୍ରସ୍ତାବିତ କୋଭିଡ ହସ୍ପିଟାଲ ବୁଲି ଦେଖିଲେ ୫-ଟି ସଚିବ

ଭଦ୍ରକ ଅଫିସ, ୮ା୪: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଭଦ୍ରକରେ କରୋନା ସନ୍ଦିଗ୍ଧ ଏବଂ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ନିମନ୍ତେ ସ୍ବତନ୍ତ୍ର ଭାବେ ମୋଟେଲ ଛକସ୍ଥିତ ସାଳନ୍ଦୀ ଘରୋଇ ହସ୍ପିଟାଲକୁ ମନୋନୀତ କରାଯାଇଛି। ଯେଉଁମାନେ ସନ୍ଦିଗ୍ଧ ସେମାନଙ୍କୁ ପ୍ରାଥମିକ ପର୍ଯ୍ୟାୟରେ ଏହି...