ଶିକ୍ଷା ବିଭାଗ ନିୟମକୁ ନେଇ ରାଜରାସ୍ତାରେ ଅଭିଭାବକ, ଚିନ୍ତାରରେ ଛାତ୍ରୀଛାତ୍ର
ଚାନ୍ଦବାଲି,୮।୨(ଅଶୋକ ପଣ୍ଡା): ଭଦ୍ରକ ଜିଲାର ଧାମରା ନିକଟସ୍ଥ କଇଥଖୋଲା ଠାରେ ଥିବା ବିବେକାନନ୍ଦ ଉଚ୍ଚ ବିଦ୍ୟାପୀଠ ଗେଟ ଆଗରେ ସ୍ଥାନୀୟ ଅଭିଭାବକ ମାନେ ସମ୍ପୃକ୍ତ ବିଦ୍ୟାଳୟର ପରୀକ୍ଷା କେନ୍ଦ୍ର ବଦଳି ଦାବିରେ ଧାରଣା ଦେଇଛନ୍ତି। ଚଳିତ ମାସ ୨୧ତାରିଖରେ ମାଟ୍ରିକ ପରୀକ୍ଷା…
ଗଡିଲା ଶ୍ରମିକ ସଚେତନତା ରଥ
ଭଦ୍ରକ, ୭।୨(ସନାତନ ରାଉତ): ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ଓଡ଼ିଶା ସରକାରଙ୍କ ଆନୁକୁଲ୍ୟରେ ଜିଲା ପ୍ରଶାସନ ଭଦ୍ରକ ଏବଂ ଜିଲା ଶ୍ରମ କାର୍ଯ୍ୟାଳୟ ମିଳିତ ଉଦ୍ୟମରେ ପ୍ରବାସୀ ଶ୍ରମିକ, ଅଣ ସଂଗଠିତ ଶ୍ରମିକ, ନିର୍ମାଣ ଶ୍ରମିକ ସଚେତନତା ଏବଂ…
ଅଦରକାରୀ କାଗଜ ନଦୀକୁ ପକାଇବାକୁ ଯାଇଥିଲେ, ଖସିଗଲା ଗୋଡ: ଆଉ ତା’ପରେ…
ଧୂଷୁରୀ, ୬।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଅଧୀନ ପଙ୍ଗଟା ଗ୍ରାମର ଶକ୍ତିମୟୀ ଦାସ(୮) କୋଚିଳା ନଦୀରେ ବୁଡି ମୃତ୍ୟୁବରଣ କରିଥିବା ଜଣାପଡିଛି। ପରିବାର ତରଫରୁ ଦିଆଯାଇଥିବା ସୂଚନା ଅନୁସାରେ, ବୁଧବାର ଅପରାହ୍ନ ୫ଟାରେ କିଛି ଅଦରକାରୀ କାଗଜ ନଦୀକୁ ପକାଇବାକୁ…
ଡିଜେ ଗାଡ଼ି ଚକାତଳେ ଅପରେଟରଙ୍କ ଜୀବନ ଗଲା
ତିହିଡି଼, ୬।୧(ସଞ୍ଜିତ ବଳ): ସରସ୍ବତୀ ମେଢ଼ ଭସାଣି ବେଳେ ଡିଜେରୁ ତଳକୁ ଖସିପଡ଼ିଲେ ଅପରେଟର। ତାଙ୍କ ଉପରେ ଗାଡ଼ି ଚକା ଚଢିଯିବାରୁ ଅପରେଟରଙ୍କ ଜୀବନ ଯାଇଥିବା ଜଣାପଡିଛି। ମୃତ ଅପରେଟରଙ୍କ ନାଁ ସିଦ୍ଧାନ୍ତ କୁମାର ଗୁପ୍ତା (୨୨) ଏବଂ ତାଙ୍କ ଘର…
ଥାନାରେ ଉତ୍ତେଜନା ହୋହଲ୍ଲା କରି ଭିତରକୁ ପଶିଗଲେ ଲୋକେ, ପରେ…
ବାସୁଦେବପୁର,୫।୨(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କରଞ୍ଜଆଡ଼ିଆ ଗ୍ରାମରେ ଏକ ଗଣ୍ଡଗୋଳ ବେଳେ ଆକ୍ରମଣରେ ଗୁରୁତର ହୋଇ ଚିକିତ୍ସାଧୀନ ଥିବା ନବଘନ ମଳିକ(୪୫)ଙ୍କ ମୃତ୍ୟୁ ପରେ ମଙ୍ଗଳବାର ସନ୍ଧ୍ୟାରେ ଉତ୍ତେଜନା ଦେଖାଦେଇଛି। ଅଭିଯୁକ୍ତଙ୍କୁ ଗିରଫ ଦାବିରେ ମୃତକଙ୍କ…
ମହିଳା ଇନ୍ସପେକ୍ଟରଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
ଭଦ୍ରକ,୪।୨: ରାଜ୍ୟରେ ପୋଲିସ ମଧ୍ୟ ଚୋରଙ୍କ କବଳରୁ ରକ୍ଷା ପାଇ ନାହାନ୍ତି। ମଙ୍ଗଳବାର ସନ୍ଧ୍ୟାରେ ଭଦ୍ରକରେ ଜଣେ ମହିଳା ପୋଲିସ ଇନ୍ସପେକ୍ଟରଙ୍କ ବେକରୁ ଦୁଇ ଜଣ ଦୁର୍ବୁତ୍ତ ସୁନା ଚେନ୍ ଝାମ୍ପି ନେଇଛନ୍ତି। ସୂଚନା ଅନୁଯାୟୀ, ସମ୍ପୃକ୍ତ ମହିଳା ପୋଲିସ ଇନ୍ସପେକ୍ଟର…
ଚାଷୀ ହୋଇ ମଣ୍ଡି ବୁଲିଲେ ଜିଲାପାଳ, ଯେଉଁଠି କଟ୍ନି ଛଟ୍ନି ଧରାପଡ଼ିଲା ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭଦ୍ରକ,୩ା୨(ସନାତନ ରାଉତ): ଭଦ୍ରକ ଜିଲାପାଳ ଦିଲ୍ଲୀପ ରାଉତରାୟ ଜଣେ ଚାଷୀ ଭାବରେ ଅଚାନକ ଅଞ୍ଚଳରେ ଥିବା ମଣ୍ଡିରେ ପହଞ୍ଚିଥିଲେ। ଧାମନଗର ବ୍ଲକ ଅଧୀନ କଟସାହି ମଣ୍ଡିରେ ପହଞ୍ଚିଥିଲେ। ବଜାରଠାରୁ ଦୂରରେ ଗାଡ଼ି ରଖି ଡ୍ରାଇଭର ଓ ସୁରକଷାକର୍ମୀଙ୍କୁ ସାଙ୍ଗରେ ନେଇଥିଲେ। ଦୀର୍ଘ…
ଲୋକଙ୍କୁ ସୁବିଧା ଯୋଗାଇବା ପ୍ରାଥମିକ ଲକ୍ଷ୍ୟ
ଭଦ୍ରକ ଜିଲା ବାସୁଦେବପୁର ବିଧାନସଭା ନିର୍ବାଚନମଣ୍ଡଳୀର କଂଗ୍ରେସ ବିଧାୟକ ଅଶୋକ କୁମାର ଦାସ। ୨୦୨୪ ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ବିଷ୍ଣୁବ୍ରତ ରାଉତରାୟଙ୍କୁ ୬୩୧ ଖଣ୍ଡ ଭୋଟରେ ପରାସ୍ତ କରି ନିର୍ବାଚିତ ହୋଇଛନ୍ତି। ଅଶୋକ ୭୭,୮୪୩ ଖଣ୍ଡ ଭୋଟ…
ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଡାକ୍ତରଙ୍କ ଗାଡ଼ି, ନର୍ସିଂହୋମ ଭଙ୍ଗାରୁଜା
ଭଦ୍ରକ,୨୭।୧(ସନାତନ ରାଉତ): ଭଦ୍ରକ ସହର ଗାନ୍ଧୀପଡ଼ିଆରେ ଥିବା ଏକ ନର୍ସିଂହୋମରେ ଜଣେ ପ୍ରସୂତିଙ୍କ ମୃତ୍ୟୁକୁ ନେଇ ସୋମବାର ଉତ୍ତେଜନା ଦେଖାଦେଇଛି। ମୃତକଙ୍କ ସମ୍ପର୍କୀୟ ନର୍ସିଂହୋମ ଭଙ୍ଗାରୁଜା କରିବା ସହ ଡାକ୍ତରଙ୍କ ଗାଡ଼ି ଭାଙ୍ଗି ଦେଇଛନ୍ତି। ଅନ୍ୟପକ୍ଷେ ମେଡିକାଲ କର୍ତ୍ତୃପକ୍ଷ ଘଟଣାସ୍ଥଳକୁ ନ…
ଇଲେକ୍ଟ୍ରୋନିକ୍ସ ଦୋକାନରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
ଧୂଷୁରୀ,୨୩।୧(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଧୂଷୁରୀ ବଜାରରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିଯାଇଛି। ମିଳିଥିବା ସୂଚନାନୁସାରେ, ବ୍ୟବସାୟୀ ମିଲୁ ମଲ୍ଲିକ ସବୁଦିନ ପରି ଦୋକାନ…
ନବୀନ ନବୀନ ଗୀତ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଯାତ୍ରା ପାର୍ଟି ପରିଚାଳକ
ଚାନ୍ଦବାଲି,୨୨ା୧(ଅଶୋକ ପଣ୍ଡା): ୧୯ ତାରିଖ ମକର ମେଳା ସମୟରେ ଭଦ୍ରକ ଜିଲା ଧାମରା ଗଙ୍ଗା ମାତା ପଡ଼ିଆରେ ଯାତ୍ରା ସ୍ବର୍ଣ୍ଣମହଲ ନିଜର ଅପେରା ଶୋ’ କରିବା ପୂର୍ବରୁ ମେଲୋଡି କାର୍ଯ୍ୟକ୍ରମ ଚାଲିଥିଲା। ଏହି ସମୟରେ କମିଟି ପକ୍ଷରୁ ନବୀନ ନବୀନ ଗୀତଟି…
ଥାନାରେ ଫିନାଇଲ୍ ପିଇଦେଲେ
ଭଦ୍ରକ,୧୯।୧(ସନାତନ ରାଉତ): ବିବାହ ପରେ ସ୍ବାମୀଙ୍କ ପ୍ରତାରଣାର ଶିକାର ହେଲେ। ବ୍ୟବସାୟ କରିବାର ଆଳ ଦେଖାଇ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ନେଇ ସ୍ବାମୀ ଫେରାର ହୋଇଗଲେ। ଏନେଇ ଗୁଜରାଟରୁ ଭଦ୍ରକ ଆସି ବାରମ୍ବାର ବନ୍ତ ଥାନାରେ ଅଭିଯୋଗ କଲେ। ଏପରି…

