ଭଦ୍ରକ

ବୁଥ୍‌ରେ ପହଞ୍ଚିଲେ ପୋଲିଂ ପାର୍ଟି

ଭଦ୍ରକ,୩୧ା୫(ସନାତନ ରାଉତ): ଜୁନ୍‌ ୧ରେ ଭଦ୍ରକ ଜିଲାରେ ଶେଷ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ଜିଲାର ସମସ୍ତ ବୁଥ୍‌ରେ ପୋଲିଂ ପାର୍ଟି ପହଞ୍ଚି ସାରିଛନ୍ତି। ଗୋଟିଏ ଲୋକ ସଭା ଓ ଜିଲାର ୫ ବିଧାନସଭା ପାଇଁ ୧୩୧୨ଟି ବୁଥ୍‌ରେ ମତଦାନ ହେବ।…

ଭଦ୍ରକ ଜିଲାରେ ୧୪୪ ଧାରା ଲାଗୁ, ୫ରୁ ଅଧିକ ଏକାଠି ହେବା, ବୁଲିବା ମନା

ଭୁବନେଶ୍ୱର,୩୦।୫: ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ ପାଇଁ ଜୁନ ୧ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ଗୁରୁବାର ପ୍ରଚାର ଶେଷ ହୋଇଛି। ଏପରିକି ନିର୍ବାଚନ ପ୍ରସ୍ତୁତି ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ନିର୍ବାଚନକୁ ଦୃଷ୍ଟିରେ…

ବିଜେଡି ନେତାଙ୍କୁ ବଦ୍‌ନାମ କରିବାକୁ ବିରୋଧୀ ଦଳର ଏହା ହୀନ ଚକ୍ରାନ୍ତ: ବିଜେଡି 

ତିହିଡ଼ି,୩୦ା୫(ସଞ୍ଜିତ ବଳ): ଚାନ୍ଦବାଲି ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ତିହିଡ଼ି ବ୍ଲକର ଦୌଲତପୁର ପଞ୍ଚାୟତରେ ମପେକ୍ଷ ଅସୁସ୍ଥ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ନେଇ ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ ବିଜେଡି ନେତାଙ୍କୁ ଦାୟୀ କରାଯାଇଥିବାରୁ ଦଳର ନେତାଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା…

ନିରଞ୍ଜନଙ୍କ ଅଫିସ୍‌ରେ ରେଡ୍‌ ଘଟଣା: ୨୪ ଘଣ୍ଟା ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ ଚେତାବନୀ

ଭଦ୍ରକ,୨୮ା୫(ସନାତନ ରାଉତ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର କଂଗ୍ରେସ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକଙ୍କ ଭଦ୍ରକ ମୋଟେଲ ଛକସ୍ଥିତ ନିର୍ବାଚନ କାର୍ଯ୍ୟାଳୟରେ ରେଡ୍‌ କରାଯିବା ଓ ବିଜେଡି କର୍ମୀ ଅଫିସ୍‌ ଭିତରେ ପଶି ଦୁର୍ବ୍ୟବହାର କରିବା ଘଟଣାକୁ କଂଗ୍ରେସ ପକ୍ଷରୁ ଦୃଢ଼ ନିନ୍ଦା…

ନିର୍ବାଚନ ପ୍ରଚାରରେ ଭଦ୍ରକ ଆସିବେ ଖାର୍ଗେ, ରାହୁଲ

ଭଦ୍ରକ,୨୮।୫(ସନାତନ ରାଉତ): ଜୁନ୍‌ ୧ତାରିଖରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭଦ୍ରକରେ କଂଗ୍ରେସ ନିର୍ବାଚନ ପ୍ରଚାରକୁ ଜୋରଦାର କରିଛି। ବୁଧବାର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଓ ଗୁରୁବାର ରାହୁଲ ଗାନ୍ଧୀ ଭଦ୍ରକରେ ନିର୍ବାଚନୀ ସଭାରେ…

୭ ଲକ୍ଷ କୋଟି ଟଙ୍କା ଖାଇଗଲେ ନବୀନ ବାବୁଙ୍କ ବାବୁଭାୟା: ଶାହା

ଚାନ୍ଦବାଲି,୨୮।୫:ଭଦ୍ରକ ଜିଲା ଚାନ୍ଦବାଲିରେ ବିଶାଳ ନିର୍ବାଚନ ରାଲି କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ସଭାରେ ସେ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଓଡ଼ିଶା ଦେଶର ଅନ୍ୟତମ ସମୃଦ୍ଧ ପ୍ରଦେଶ। ରାଜ୍ୟ ଖଣିଜ ସଂପଦରେ ଭରପୂର। କିନ୍ତୁ…

ରତ୍ନଭଣ୍ଡାର ଚାବି ଗଲା କୁଆଡ଼େ: ନବୀନଙ୍କୁ ଶାହାଙ୍କ ପ୍ରଶ୍ନ

ଚାନ୍ଦବାଲି,୨୮।୫: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଚାନ୍ଦବାଲିଠାରେ ଏକ ଜନସଭା କରି ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରତ୍ନ ଭଣ୍ଡାର ଚାବିକୁ ନେଇ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ମୁଁ ନବୀନ ବାବୁଙ୍କୁ ପଚାରୁଛି,…

ଏତିକି ଆସନ ଜିତି ଓଡ଼ିଶାରେ ସରକାର ଗଢିବ ଭାଜପା: ଶାହାଙ୍କ ଭବିଷ୍ୟବାଣୀ

ଚାନ୍ଦବାଲି,୨୮।୫: ୨୦୨୪ ନିର୍ବାଚନ ଲାଗି କେନ୍ଦ୍ରୀୟ ନେତାମାନେ ଭାଜପା ପାଇଁ ପ୍ରଚାର କରିବାକୁ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଚାନ୍ଦବାଲିଠାରେ ଏକ ଜନସଭା କରି ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ…

ନିରଞ୍ଜନ ପଟ୍ଟନାୟକଙ୍କ ଅଫିସରେ ଚଢାଉ

ଭଦ୍ରକ,୨୭।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀ କଂଗ୍ରେସ ପ୍ରାର୍ଥୀ ତଥା ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଭଦ୍ରକ ମୋଟଲ ଛକସ୍ଥିତ ଅଫିସ୍‌ରେ ଫ୍ଲାଇଂ ସ୍କ୍ବାଡ୍‌ ଏବଂ ଇନ୍‌କମ ଟ୍ୟାକ୍ସ ବିଭାଗ ପକ୍ଷରୁ ସୋମବାର ସାରେ ରେଡ୍‌ କରାଯାଇଛି। ରବିବାର ରାତିରେ…

ଖଡ଼ିପଦାରେ ଫାଣ୍ଡି ପ୍ରତିଷ୍ଠା ଦାବି

ଧାମନଗର,୨୬।୫ (ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବ୍ଲକର ଖଡ଼ିପଦାଠାରେ ଏକ ଫାଣ୍ଡି ପ୍ରତିଷ୍ଠା ପାଇଁ ଦାବି ହୋଇଆସୁଛି। ପ୍ରଶାସନ କିମ୍ବା ଶାସକ ଦଳର ଇଚ୍ଛାଶକ୍ତି ଅଭାବରୁ ଏହା ପୂରଣ ହୋଇପାରୁ ନାହିଁ ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି। ବିଭିନ୍ନ…

ମନମୋହନଙ୍କ ପ୍ରଚାରରେ ନେତା, ଅଭିନେତା

ଚାନ୍ଦବାଲି,୨୫।୫ (କିଷାନ ପାତ୍ର): ନିର୍ବାଚନ ଯେତିକି ପାଖେଇ ଆସୁଛି ଚାନ୍ଦବାଲି ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଚାର ସେତିକି ସରଗରମ ହେଉଛି। ଭାଜପା ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ଭାଜପାର ବିଧାୟକ ପ୍ରାର୍ଥୀ ମନମୋହନ ସାମଲଙ୍କ ପ୍ରଚାରରେ ନେତା ଓ ଅଭିନେତା ସାମିଲ ହୋଇଥିଲେ।…

ଶିବବିବାହ ପାଇଁ ଉଠିଲା ଲଗ୍ନଥାଳ 

ଭଦ୍ରକ,୨୪।୫(ସନାତନ ରାଉତ): ଭଦ୍ରକର ପ୍ରସିଦ୍ଧ ଶୈବପୀଠ ଆରଡ଼ି ଆଖଣ୍ଡଳମଣି ପୀଠରେ ଶିବବିବାହ ପାଇଁ ପବିତ୍ର ଚନ୍ଦନ ପୂର୍ଣ୍ଣିମା ଅବସରରେ ଲଗ୍ନ ଧରାଯାଇଛି। ବୈଦିକ ରୀତିନୀତି ଅନୁଯାୟୀ କନ୍ୟାପିତା ଗଦାଧର ପାଢ଼ୀ ବରପିତା କେଦାରନାଥ ପାଢ଼ୀଙ୍କୁ ଲଗ୍ନଥାଳ ପ୍ରଦାନ କରିଥିଲେ। ଭୋର ୪ଟାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri