ଭଦ୍ରକ

ଯୋଗାଣ ମନ୍ତ୍ରୀଙ୍କ ଗସ୍ତ ପରେ ବଢ଼ିଲା ଧାନ ସଂଗ୍ରହ ପରିମାଣ: ୪୪୭୯ ଚାଷୀଙ୍କଠାରୁ କିଣା ଗଲାଣି ୨୩୯୫୯.୬୩ କ୍ୱିଣ୍ଟାଲ ଧାନ

ଭଦ୍ରକ, ୧୮।୧(ସନାତନ ରାଉତ)- ସରକାରୀ ଦରରେ ଧାନ କ୍ରୟ ବ୍ୟବସ୍ଥା ତଦାରଖ ଓ ମଣ୍ଡି ପରିଦର୍ଶନ ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଭଦ୍ରକ ଜିଲା ଗସ୍ତ ପରେ ମଣ୍ଡିରେ ଧାନ କିଣା ହାର ବୃଦ୍ଧି ହୋଇଛି l ଭଣ୍ଡାରି…

ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍‌, ୮ ଯାତ୍ରୀଙ୍କୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ଚାନ୍ଦବାଲି,୧୫ା୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଧାମରାଠାରେ ମାଛଧରା ଟ୍ରଲରକୁ ଧକ୍କା ଦେଇ ବୁଧବାର ଏକ ଯାତ୍ରୀବାହୀ ବୋଟ୍‌ ବୁଡ଼ିଯାଇଛି। ଖବରରୁ ପ୍ରକାଶ ଏକ ଯାତ୍ରୀବାହୀ ବୋଟ୍‌ ୮ ଜଣ ଯାତ୍ରୀଙ୍କୁ ଧରି ଚାନ୍ଦବାଲିରୁ ଧାମରା ଆସିଥିଲା। ସମ୍ପୃକ୍ତ ଯାତ୍ରୀବାହୀ ବୋଟ୍‌ ଚାଳକ…

ବାବା ଆଖଣ୍ଡଳମଣିଙ୍କୁ ମକର ପୋଡପିଠା ସମର୍ପଣ

ଧୂଷୁରୀ, ୧୪।୧, (ଦୀପ୍ତି ରଞ୍ଜନ ନାୟକ) : ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ଧାମ ଆରଡି । ଭୋର ୪ ଟାରେ ପ୍ରଭୁଙ୍କ ମନ୍ଦିର ପହଡ ଖୋଲାଯାଇ ମଙ୍ଗଳ…

ଭଦ୍ରକ ଜିଲା ଭାଜପା ସଭାପତି ପଦ ପାଇଁ ଛକାପଞ୍ଝା

ଭଦ୍ରକ,୧୪।୧(ସନାତନ ରାଉତ): ଓଡ଼ିଶାରେ ଭାଜପା ଏକାକୀ ପ୍ରଥମଥର ପାଇଁ ସରକାର ଗଠନ କରିବା ପରେ ଏବେ ସାଙ୍ଗଠନିକ ପଦପଦବୀ ଚୟନ ଚାଲିଛି। ଭଦ୍ରକ ଜିଲାରେ ସଭାପତି ପଦ ହାତେଇବାକୁ ଛକାପଞ୍ଝା ଚାଲିଥିବା ଦେଖିବାକୁ ମିଳିଛି। ଜିଲାର ଯୁବନେତୃତ୍ୱ ଓ ବରିଷ୍ଠଙ୍କୁ ମିଶାଇ…

ଗଣତନ୍ତ୍ର ଦିବସ ପୂର୍ବରୁ ବିବାଦୀୟ କନିକା ବାଲିଦ୍ୱୀପରେ ଉଡ଼ିଲା ତ୍ରିରଙ୍ଗା

ଚାନ୍ଦବାଲି,୧୨ା୧(ଅଶୋକ ପଣ୍ଡା): ରାଜ୍ୟ ସରକାରଙ୍କ ଅବହେଳାରୁ ଅବହେଳିତ ହୋଇ ପଡ଼ିଥିବା କନିକା ବାଲିଦ୍ୱୀପରେ ଜାତୀୟ ପତାକା ଉତ୍ତୋଳନ ହୋଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ପବିତ୍ର ୭୬ତମ ଗଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଦ୍ୱୀପରେ ଏହି ପତାକା ଉତ୍ତୋଳନ…

ରେଳପଥରେ ଫାଟିଲା ଟ୍ରାନ୍ସଫର୍ମର, ୨ ଶ୍ରମିକ ପୋଡ଼ି ଗୁରୁତର

ତିହିଡ଼ି,୪ା୧(ସଞ୍ଜିତ ବଳ): ଭଦ୍ରକ-ଧାମରା ରଲାପଥର ଗୁରୁଦାସପୁର ରେଳପଥରେ ଶନିବାର ମଧ୍ୟାହ୍ନରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଫାଟିଯିବା ଫଳରେ ନିଆଁରେ ପୋଡ଼ିଯାଇ ୨ ଶ୍ରମିକ ଗୁରୁତର ହୋଇଛନ୍ତି l ଗୁରୁତର ଶ୍ରମିକଙ୍କ ନାଁ ଗୋବିନ୍ଦ ସାଉଁଆ (୩୫) ଏବଂ ସୁରେଶ ତୋଭିଡ (୩୨)l ଉଭୟଙ୍କ…

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା

ଧୂଷୁରୀ,୩।୧(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ହସନାବାଦ ପଞ୍ଚାୟତ ବନବାଗ ଗ୍ରାମରେ ଶୁକ୍ରବାର ଏକ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଭରତ ଦାସ ଏବଂ ଶରତ ଦାସଙ୍କ ୪ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ଘରର ସମସ୍ତ…

ନୂଆବର୍ଷରେ ବାବା ଆଖଣ୍ଡଳମଣିକୁ ଦର୍ଶନ କଲେ ଶ୍ରଦ୍ଧାଳୁ

ଧୂଷୁରୀ,୧ା୧(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ନୂଆବର୍ଷ ଉପଲକ୍ଷେ ଶ୍ରଦ୍ଧାଳୁମାନଙ୍କର ଭିଡ଼ ପରିଲକ୍ଷିତ ହୋଇଥିଲା। ଭୋର୍‌ ୪.୩୦ରେ ମନ୍ଦିର ପହଡ଼ ଖୋଲିବା ପରେ ପ୍ରଭୁଙ୍କ ପାଖରେ ମଙ୍ଗଳ ଆଳତି କରାଯାଇଥିଲା। ପରେ ବାଲ୍ୟଭୋଗ ସହ ଘର୍ଷଣ ଲାଗି ହୋଇଥିଲା।…

ଅଜଣା ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ: ଆଧାର କାର୍ଡରୁ ମିଳିଲା ପରିଚୟ

ତିହିଡି,୩୧।୧୨(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ପୀରହାଟ ଥାନା ଅଧୀନ ପଣ୍ଡାପୋଖରୀ ଛକରୁ ମଙ୍ଗଳବାର ସକାଳେ ପୋଲିସ ଜଣେ ଯୁବକଙ୍କ ମୃତଦେହ ଜବତ କରିଛି l ଯୁବକଙ୍କ ପାଖରେ ପଡ଼ିଥିବା ତାଙ୍କ ବ୍ୟାଗରେ ଥିବା ଆଧାର କାର୍ଡରୁ ମୃତ ଯୁବକଙ୍କ ପରିଚୟ…

ଉପମୁଖ୍ୟମନ୍ତ୍ରୀଙ୍କୁ ଦେଖି ଭୋ ଭୋ ହୋଇ କାନ୍ଦିଲେ ଚାଷୀ….ମିଳିଲା ଏମିତି ଜବାବ

ଧାମନଗର/ବନ୍ତ,୩୦ା୧୨ (ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ/ହରିନାରାୟଣ ମହାନ୍ତି) ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଭଦ୍ରକ ଜିଲା ଗସ୍ତରେ ଆସି ଧାମନଗର ଓ ବନ୍ତ ବ୍ଲକରେ ଅଦିନିଆ ବର୍ଷାରେ ଧାନଚାଷ କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ବିଶେଷକରି ଅମଳକ୍ଷମ ପାଚିଲା ଧାନ ଅଦିନିଆ ବର୍ଷାରେ…

ସବୁଜରୁ ହେଲା କମଳା ରଙ୍ଗ:ଉଦ୍‌ଘାଟନ ଅପେକ୍ଷାରେ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟ

ଭଦ୍ରକ,୨୮ା୧୨(ସନାତନ ରାଉତ):ଭଦ୍ରକ ଗେଲପୁର ମୌଜାରେ ନିର୍ମାଣ ହୋଇଥିବା ଜିଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା ଉଦ୍‌ଘାଟନ ଅପେକ୍ଷାରେ ରହିଛି। ପୂର୍ବ ସରକାର ସମୟରୁ ନିର୍ମାଣ ସରିଥିଲେ ମଧ୍ୟ ଅଳ୍ପ କିଛି କାର୍ଯ୍ୟ ବାକି ଥିବାରୁ ସ୍ଥାନାନ୍ତର ନେଇ ସମୟ ଗଡ଼ି ଚାଲିଛି।…

ଛିଣ୍ଡିପଡ଼ିଲା ବିଦ୍ୟୁତ୍‌ ତାର:ବିଲରେ ଜଳିଗଲେ ଚାଷୀ

ଚାନ୍ଦବାଲି,୨୮।୧୨(କିଷାନ ପାତ୍ର):ଚାଷଜମିରେ ଛିଣ୍ଡି ପଡ଼ିଥିବା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଚାଷୀ ଜଳି ଯାଇଛନ୍ତି। ଏଥିସହ ଚାଷୀଙ୍କ ୨ ଏକର ଜମିର ଧାନ ପୋଡ଼ି ପାଉଁଶ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନରେ ଏଭଳି ଏକ ଦୁଃଖଦ ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?