ପ୍ରବଳ ବର୍ଷିବ, ୪ଜିଲାକୁ ଆଲର୍ଟ କଲେ SRC
ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇ ବାଂଲାଦେଶ ମୁହାଁ ହେଉଛି। ଯାହା ମେ ୨୬ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ବୋଲି ସୂଚନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା…
ଭାଜପାରୁ ଇସ୍ତଫା ଦେଲେ ପ୍ରଦୀପ
ଭଦ୍ରକ,୨୪ା୫(ସନାତନ ରାଉତ):ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଡା. ପ୍ରଦୀପ ନାୟକ ଗୁରୁବାର ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ଦଳରୁ ଇସ୍ତଫା ଦେଇଥିବା ସେ ଉଲ୍ଲେଖ କରିଛନ୍ତି। ୨୦୧୪…
ସ୍ବାମୀ ପ୍ରାର୍ଥୀ, ପ୍ରଚାର କରୁଛନ୍ତି ସ୍ତ୍ରୀ
ଭଦ୍ରକ,୨୪ା୫(ସନାତନ ରାଉତ):ପୂର୍ବ ନିର୍ବାଚନରେ ପ୍ରାର୍ଥୀଙ୍କ ପାଇଁ ବାପ, ପୁଅ ପ୍ରଚାର କରୁଥିବା ବେଳେ ଚଳିତ ନିର୍ବାଚନରେ ଭଦ୍ରକ ଜିଲାରେ ପ୍ରାର୍ଥୀମାନଙ୍କ ପାଇଁ ସେମାନଙ୍କ ସ୍ତ୍ରୀ ପ୍ରଚାର କରୁଥିବାର ଟ୍ରେଣ୍ଡ ଦେଖିବାକୁ ମିଳୁଛି। ଅଧିକାଂଶ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଙ୍ଗ ଧରିଛନ୍ତି ସେମାନଙ୍କ…
ଭଡ଼ାଟିଆ ଦମ୍ପତିଙ୍କୁ ଆକ୍ରମଣ କରିବା ପଡ଼ିଲା ମହଙ୍ଗା
ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଭାଟପଡ଼ା ଗ୍ରାମରେ ଘରଭଡ଼ା ନେଇ ରହୁଥିବା ଏକ ଦମ୍ପତିଙ୍କୁ ପଡ଼ୋଶୀ ବାପ, ପୁଅ ମରଣାନ୍ତକ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ଏକ ମାମଲା (ନଂ.୨୩୮/୨୪) ରୁଜୁ…
ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳ
ବାସୁଦେବପୁର,୨୩ା୫, (ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳ ବଙ୍ଗୋପସାଗର ତଟବର୍ତ୍ତୀ ସଂଲଗ୍ନ ନିର୍ବାଚନ ମଣ୍ଡଳୀ ଅଟେ। ଗତ ୧୯୯୯ ମହାବାତ୍ୟା ବେଳେ ଏହି ନିର୍ବାଚନ ମଣ୍ଡଳୀର ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ପରବର୍ତ୍ତୀ ସମୟରେ ବାତ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟ ଓ…
ଯୁବକଙ୍କ ଉପରେ ମାଡ଼ିଗଲା ହାଇୱା, ଉତ୍ତେଜନା
ତିହିଡ଼ି,୨୦।୫(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଆରୁହା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଜଣ ବାଇକ୍ ଆରୋହୀଙ୍କ ମଧ୍ୟରେ ଧକ୍କା ହେବା ପରେ ବାଇକ୍ରୁ ଖସି ପଡ଼ିଥିବା ଜଣେ ଯୁବକଙ୍କ ଉପରେ ଦ୍ରୁତଗତିରେ ଆସୁଥିବା ଏକ ହାଇୱା…
ଭାଜପା ସମର୍ଥକଙ୍କ ଆକ୍ରମଣରେ ବିଜେଡି କର୍ମୀ ଗୁରୁତର
ବାସୁଦେବପୁର,୨୦।୫(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ୫ ନମ୍ବର ଓ୍ବାର୍ଡରେ ସୋମବାର ପୂର୍ବାହ୍ନରେ ପୋଷ୍ଟର ଲଗାଇବାକୁ କେନ୍ଦ୍ର କରି ବିବାଦ ଉପୁଜିଛି। ଏହାକୁ ନେଇ ଭାଜପା କର୍ମୀଙ୍କ ଆକ୍ରମଣରେ ବିଜେଡି କର୍ମୀ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକ…
ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ
ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍ରେ ନିର୍ବାଚନ ପ୍ରଚାରକୁ ଜୋରଦାର କରିଛନ୍ତି। କାସିମପୁର ଏବଂ ଫତେପୁର ପଞ୍ଚାୟତକୁ ଯାଇ ବିଭିନ୍ନ ଗାଁରେ ଭୋଟ ଭିକ୍ଷା କରିଛନ୍ତି।…
ନିଆଁ ଲାଗି ଜଳିଗଲା ୨ ବଖରା ଘର: ଲିଭାଇବା ବେଳେ ୨ ଆହତ
ବାସୁଦେବପୁର,୧୯।୫(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ସୁରେଶ୍ୱରପୁର ଗ୍ରାମର ୮ ନଂ. ୱାର୍ଡରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଶାନ୍ତିଲତା ବେହେରାଙ୍କ ୨ ବଖରା ଘର ଜଳିଯାଇଛି। ଅଗ୍ନିକାଣ୍ଡରେ ଶାନ୍ତିଲତାଙ୍କ ପରିବାର ସର୍ବସ୍ବାନ୍ତ ହୋଇପଡ଼ିଛନ୍ତି। ଲକ୍ଷାଧିକ ଟଙ୍କାର ଘରୋଇ…
ଆୟୁଷ ଡାକ୍ତରରେ ଚାଲିଛି ସ୍ବାସ୍ଥ୍ୟସେବା
ଭଦ୍ରକ,୧୮ା୫(ସନାତନ ରାଉତ): ଭଦ୍ରକ ଜିଲା ବନ୍ତ ବ୍ଲକର ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଅଡ଼ାଳପଙ୍କ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଆୟୁଷ ଡାକ୍ତରରେ ସ୍ବାସ୍ଥ୍ୟସେବା ଚାଲିଛି। କେତେବେଳେ କେମିତି ଜଣେ ଡାକ୍ତର ନିଯୁକ୍ତି ପାଉଥିବା ବେଳେ ପରବର୍ତ୍ତୀ ମୂହୂର୍ତ୍ତରେ ତାଙ୍କୁ ସ୍ଥାନାନ୍ତର…
୨ ପ୍ରାର୍ଥୀ କୋଟିପତି
ଭଦ୍ରକ,୧୭।୫(ସନାତନ ରାଉତ): ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀ ହୋଇଥିବା ୩ ପ୍ରମୁଖ ଦଳ ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଅସିତ୍ ପଟ୍ଟନାୟକ ସବୁଠୁ ଧନୀ। ପ୍ରାର୍ଥତ୍ପତ୍ର ଦାଖଲ ବେଳେ ଦେଇଥିବା ସତ୍ୟପାଠରେ ତାଙ୍କର ପାଖାପାଖି ୧୨ କୋଟି ଟଙ୍କା ସମ୍ପତ୍ତି ଥିବା ଦର୍ଶାଇଛନ୍ତି।…
ପ୍ରୋତ୍ସାହନ ଅଭାବରୁ ସଙ୍କଟରେ କୌଳିକ ବୃତ୍ତି
ବାସୁଦେବପୁର,୧୭।୫(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଏକ ଶିଳ୍ପବିହୀନ ଅଞ୍ଚଳ। ଏଠାକାର ଲୋକେ ମୁଖ୍ୟତଃ କୌଳିକ ବୃତ୍ତିକୁ ଆଧାର କରି ଜୀବନ ଜୀବିକା ନିର୍ବାହ କରିବା ସହ ଆର୍ଥିକ ଅଭିବୃଦ୍ଧି କରିଥାନ୍ତି। ମାତ୍ର ସରକାରୀ ପ୍ରୋତ୍ସାହନ ଅଭାବରୁ ଏଠାରେ…
Archives


