ଘର ଘର ବୁଲି ପ୍ରଚାର କରୁଛନ୍ତି ନିରଞ୍ଜନ
ବନ୍ତ,୧୫।୫(ହରି ନାରାୟଣ ମହାନ୍ତି): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର କଂଗ୍ରେସ ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଘର ଘର ବୁଲି ପ୍ରଚାର ଜୋରଦାର କରିଛନ୍ତି। ମଙ୍ଗଳବାର ବନ୍ତ ପଞ୍ଚାୟତ ରଘୁନାଥପୁର ତାରିଣୀ ମନ୍ଦିରରୁ ପୂଜାର୍ଚ୍ଚନା କରିବା ପରେ ସେ ରଘୁନାଥପୁର,…
୧୦୫ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ
ତିହିଡ଼ି,୧୫।୫ (ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ୧୦୫ଟି ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ବିଭିନ୍ନ କାରଣ ନେଇ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ହୋଇପାରି ନ ଥିବାବେଳେ ଶିକ୍ଷାଦାନରେ ସମସ୍ୟା ଉପୁଜୁଛି। କେଉଁଠି ଅଙ୍ଗନଓ୍ବାଡି…
କୁକୁରକୁ ନିଶା ଦେଇ ଘରେ କଳାକନା ବୁଲାଇଲେ ଚୋର
ଚାନ୍ଦବାଲି,୧୨ା୫(କିଷାନ ପାତ୍ର)-ପୋଷା କୁକୁରକୁ ନିଶା ଦେଇ ଘରେ କଳାକନା ବୁଲାଇଲେ ଚୋର। ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ଟଙ୍କା ଚୋରି କରିନେଲେ। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ଉତୁକୁଡା ଗାଁରେ। ଉକ୍ତ ଗ୍ରାମର…
ଏଥର ଚାପ ଖେଳିପାରିଲେନି ବାବାମଣି
ଭଦ୍ରକ,୧୨ା୫(ସନାତନ ରାଉତ)ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠରେ ଚନ୍ଦନ ପୂର୍ଣ୍ଣିମା ପାଇଁ ଏଥର ଚାପ ଖେଳ ହୋଇପାରିଲା ନାହିଁ। ଏହାକୁ ନେଇ ଭକ୍ତଙ୍କ ମଧ୍ୟରେ ନିରାଶ ଦେଖାଦେଇଛି। ଶିବଗଙ୍ଗା ପୁଷ୍କରିଣୀ ଶୁଖିଲା ପଡ଼ିଥିବାରୁ ବାବା ଚନ୍ଦ୍ରଶେଖରଙ୍କ ଚାପ…
ଝିଅ ପ୍ରେମ ବିବାହ କରିବାରୁ ବାପା ହାରିଲେ ଜୀବନ
ତିହିଡ଼ି,୧୧ା୫(ସଞ୍ଜିତ ବଳ): ଝିଅର ପ୍ରେମ ବିବାହ ପରେ ବାପା ମାନସିକ ଭାରସାମ୍ୟ ହରାଇ ଟ୍ରେନ୍ ଲାଇନରେ ଆତ୍ମହତ୍ୟା ଭଳି ଏକ ଚରମ ନିଷ୍ପତ୍ତି ନେଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ-ଧାମରା ରେଳପଥର କନ୍ଦପୁର ନିକଟରେ। ମୃତକ ହେଲେ ହେମନ୍ତ…
ଖର୍ଚ୍ଚ ସମ୍ବନ୍ଧୀୟ ଆପତ୍ତି ଅଭିଯୋଗ ଆସିଲେ ତୁରନ୍ତ ଜଣାଅ
ଭଦ୍ରକ,୯।୫ (ସନାତନ ରାଉତ)-ଭଦ୍ରକ ଲୋକ ସଭା ଓ ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ଆୟୋଗଙ୍କ ଦ୍ୱାରା ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରାଯାଇଛି। ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଗୁରୁବାର ସଦ୍ଭାବନା…
‘ମୋର କିଛି ହେଲେ ସ୍ବାମୀ ଓ ବିଧାୟକ ଦାୟୀ’
ଚାନ୍ଦବାଲି,୯ା୫(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ରାଜନୀତି ଘଡ଼ିକେ ଘୋଡ଼ା ଛୁଟୁଛି। ନିର୍ବାଚନ ପରିବେଶ ସରଗରମ ଥିବା ବେଳେ ଚାନ୍ଦବାଲିର ପୂର୍ବତନ ବ୍ଲକ୍ ଅଧ୍ୟକ୍ଷା ମାନସୀ ସାହୁଙ୍କର ଏକ ଭିଡିିଓ ଭାଇରାଲ ହେବା ଓ ବିଧାୟକ ବ୍ୟୋମକେଶ ରାୟଙ୍କ ଫେସ୍ବୁକ ପୋଷ୍ଟକୁ…
ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା
ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ ମହିଳାଙ୍କୁ ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରି ହଟହଟା ହୋଇଛନ୍ତି। ଏହି ଘଟଣା ବାସୁଦେବପୁର…
ନିଟ୍ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ
ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ । ଏମିତି ଏକ ନକଲି ପରୀକ୍ଷାର୍ଥୀଙ୍କୁ ଧରିଛି ଭଦ୍ରକ ଗ୍ରାମାଞ୍ଚଳ ପୋଲିସ। ସୂଚନା ଅନୁଯାୟୀ…
୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ
ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି କର୍ମୀଙ୍କ ଘରେ କେନ୍ଦ୍ର ଚାଲିଛି। ବିଭାଗୀୟ ସୂଚନା ଅନୁଯାୟୀ, ୨୦୨୪ ମାର୍ଚ୍ଚ ସୁଦ୍ଧା ଜିଲାର…
ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା
ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ କାମରେ ଲାଗୁନାହିଁ। ୨୦ ବର୍ଷ ପୂର୍ବରୁ ନିର୍ମିତ ଧାମନଗର ପାନ୍ଥଶାଳା ଏଯାଏ କାର୍ଯ୍ୟକ୍ଷମ ହୋଇପାରି…
ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା
ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ ବଚସାରୁ ଉତ୍ତ୍ୟେକ୍ତ ହୋଇ ବାପା ପୁଅଙ୍କୁ ଭୁଜାଲିରେ ହାଣି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ପୁଅଙ୍କର…
Archives


