ଭଦ୍ରକ

ରୋଲରକୁ ପିଟିଲା ବସ୍‌, ୧୫ ଯାତ୍ରୀ ଆହତ

ଭଦ୍ରକ,୨୨ା୧୧: ବାଇକ୍‌କୁ ଓଭର ଟେକ୍ ବେଳେ ରୋଲରକୁ ପିଟିଲା ବସ୍‌। ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ବରପଦା ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି। କୌଣସି କାରଣବଶତଃ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ରୋଲର୍‌କୁ ପିଟିଥିଲା। ଏଥିରେ ଥିବା ୧୫…

ଖୋଲାଖୋଲି ଲାଞ୍ଚମାଗି  ଭିଏଡବ୍ଲ୍ୟୁ ଦେଖାଉଥିଲେ ନାଲିଆଖି: ଭିଡିଓ ଭାଇରାଲ ପରେ ଏବେ….

ଚାନ୍ଦବାଲି,୨୦।୧୧(ଅଶୋକ କୁମାର ପଣ୍ଡା): ଲାଞ୍ଚମାଗିବା ପଡ଼ିଲା ମହଙ୍ଗା। ଗ୍ରାମ୍ୟ କୃଷି ଅଧିକାରୀ (V.A.W) ନିଲମ୍ବିତ। ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟ କ୍ଷତି ହୋଇ ଥିବା ଚାଷୀଙ୍କୁ ସରକାର କ୍ଷତିପୂରଣ ପ୍ରଦାନ କରିବା ପାଇଁ ଘୋଷଣା କରିବା ପରେ ଚାଷୀଙ୍କୁ ଶୋଷଣ କରା…

ଦୁର୍ବଳ ହୋଇପଡ଼ିଛି ରାଜଘାଟ ପୋଲ

ଭଦ୍ରକ,୨୦।୧୧(ସନାତନ ରାଉତ): ୨୦୮ ବର୍ଷ ତଳେ ବ୍ରିଟିଶ ଅମଳରେ ଭଦ୍ରକ ସହରର ସାଳନ୍ଦୀ ନଦୀ ଉପରେ ନିର୍ମିତ ଐତିହାସିକ ରାଜଘାଟ ପୋଲ ମରାମତି ଅଭାବରୁ ଦୁର୍ବଳ ହୋଇ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। କେଉଁ ମୁହୂର୍ତ୍ତରେ ବି ଏହା ଭୁଶୁଡ଼ି ପଡ଼ିବାର…

ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ ନାହିଁ: ଜିଲାପାଳ

ଭଦ୍ରକ,୧୭।୧୧(ସନାତନ ରାଉତ): ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ କିଛି ନାହିଁ ବୋଲି ଭଦ୍ରକ ଜିଲାପାଳ ଦିଲୀପ ରାଉତରାଏ କହିଛନ୍ତି। ଭଦ୍ରକ ସହର ମନମୋହନ ସଙ୍ଗୀତ ପରିଷଦ ପଡ଼ିଆରେ ଚାଲିଥିବା ୨୪ତମ ପୁସ୍ତକ ମେଳାରେ ଶନିବାର ଧରିତ୍ରୀ ଷ୍ଟଲ୍‌କୁ ଉଦ୍‌ଘାଟନ କରିବା…

କନ୍ୟାକୁମାରୀ-ଦିବ୍ରୁଗଡ଼ ଏକ୍ସପ୍ରେସରେ ନିଆଁ

ଭଦ୍ରକ, ୧୬।୧୧(ସନାତନ ରାଉତ): କନ୍ୟାକୁମାରୀ-ଦିବ୍ରୁଗଡ଼ ବିବେକ ଏକ୍ସପ୍ରେସରେ ନିଆଁ ଲାଗିଥିଲା। ବ୍ରେକ ବାଇଣ୍ଡିଙ୍ଗରୁ ନିଆଁ ଲାଗିଥିବା ରେଳବାଇ ସୂତ୍ରରୁ ଜଣାପଡିଛି। ଭଦ୍ରକ ଚରମ୍ପା ଷ୍ଟେଶନରୁ କିଛି ବାଟ ଯିବା ପରେ ରମ୍ଭିଳା ନିକଟରେ ନିଆଁ ଲାଗିଥିଲା। ଟ୍ରେନରେ ଥିବା ଯାତ୍ରୀ ମାନେ…

ରେଳ ଧାରଣାରୁ ମିଳିଲା ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ

ଭଦ୍ରକ,୧୫।୧୧: ଭଦ୍ରକ ଜିଲା କେନ୍ଦୁଆପଦା ରେଲଓ୍ବେ ଷ୍ଟେଶନ ନିକଟ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଶୁକ୍ରବାର ଜିଆର୍‌ପି ପୋଲିସ ଉଦ୍ଧାର କରିଛି। ମୃତ ବ୍ୟାଙ୍କ କର୍ମଚାରୀ ଜଣକ ଶେରପୁର ଗାଁର ବୋଲି ଜଣାପଡିଛି। ଅନ୍ୟପକ୍ଷେ ବ୍ୟାଙ୍କ କର୍ମଚାରୀ ଜଣକ…

ଦିବ୍ୟାଙ୍ଗଙ୍କଠାରୁ ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ

ତିହିଡ଼ି,୧୫ା୧୧(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ ଗଦି ଆର୍‌ଆଇ(ରାଜସ୍ବ ନିରୀକ୍ଷକ) ଭାଗବତ ଖଟୁଆ ଜମିର କିସମ ପରିବର୍ତ୍ତନ ପାଇଁ ଜଣେ ଦିବ୍ୟାଙ୍ଗଙ୍କଠାରୁ ଗୁରୁବାର ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା ଅନୁଯାୟୀ, ତିହିଡ଼ି…

ଓଡ଼ିଶାର ୨୪ ଉପକୂଳ ଗ୍ରାମକୁ ମିଳିଲା ସୁନାମି ପ୍ରସ୍ତୁତ ଟ୍ୟାଗ୍

ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନର ଅନ୍ତଃରାଜ୍ୟ ମହାସାଗରୀୟ ଆୟୋଗ ଦ୍ୱାରା ସୁନାମି ପ୍ରସ୍ତୁତ…

ସାଇକେଲରେ ଯାଉଥିଲେ ଦମ୍ପତି: ଧକ୍କାଦେଇ ଘୋଷାଡ଼ି ନେଲା ଟ୍ରକ୍‌

ଭଦ୍ରକ,୧୪।୧୧: ଭଦ୍ରକ ଜିଲା ଧାମରା-ଜାମୁଝାଡ଼ି ରାସ୍ତାର ବେତଡ଼ା ମାକେର୍ଟ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ,…

କୃଷି ଜମିକୁ ଘରୋଇ ଜମି କରିବା ପାଇଁ ଲାଞ୍ଚ ନେଉଥିଲେ ଆର୍‌ଆଇ, ପଡ଼ିଲେ ଭିଜିଲାନ୍ସ ପଞ୍ଝାରେ

ଭଦ୍ରକ,୧୪ା୧୧(ସନାତନ ରାଉତ): ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନରେ କାର୍ଯ୍ୟ କରୁଥିବା ଆର୍‌ଆଇ ଭାଗବତ ଖଟୁଆଙ୍କୁ ଓଡ଼ିଶା ଭିଜିଲାନ୍ସ କର୍ମଚାରୀ ମାଡ଼ି ବସିଛନ୍ତି। ଏକ ମ୍ୟୁଟେଶନ ମାମଲାରେ କୃଷି ଜମିକୁ ଘରୋଇ ଜମିରେ ପରିଣତ କରିବା ପାଇଁ ତାଙ୍କ ପକ୍ଷରେ କ୍ଷେତ୍ର…

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା: ପାଣିରେ ପଡିଛି ରକ୍ତ ଜୁଡୁବୁଡୁ ମୃତଦେହ

ଭଦ୍ରକ,୧୩।୧୧(ସନାତନ ରାଉତ): ଭଦ୍ରକ ବ୍ଲକ ବନ୍ଧଗାଁ ପୂର୍ବତନ ସରପଞ୍ଚ ତଥା ଆମ୍ବରୋଳି ସମବାୟ ସମିତିର ସଭାପତି ଚିତ୍ତ ରଞ୍ଜନ ରାଉତ (ନାଲୁ)ଙ୍କୁ ମଙ୍ଗଳବାର ରାତିରେ ହତ୍ୟା କରାଯାଇଛି । ତାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ବାନ୍ଧଗାଁ ରାସ୍ତା କଡ଼ ବିଲରେ ପଡିଥିବା…

ବିଜେଡି ଛାଡ଼ି ଭାଜପାରେ ୨୦ ପରିବାର

ତିହିଡ଼ି,୧୩ା୧୧(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଈଶ୍ୱରପୁର ଗ୍ରାମର ୨୦ ପରିବାର ବିଜେଡି ଛାଡ଼ି ଭାଜପାରେ ସାମିଲ ହୋଇଛନ୍ତି। ଦଳର ନୀତି, ଆଦର୍ଶ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଉପରେ ଆସ୍ଥା ପ୍ରକଟକରି ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?