ଭାଜପାରେ ମିଶିଲେ ୩୦ ପରିବାର
ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ…
ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ
ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍ର ବିଭିନ୍ନ ପଞ୍ଚାୟତ ପରିଦର୍ଶନ କରିଛନ୍ତି। ଏହି ଅବସରରେ ବୃକକ୍ଜନିତ ରୋଗରେ ପୀଡ଼ିତ ଥିବା ପୁରୁଷଣ୍ଢ ପଞ୍ଚାୟତର ଭାସ୍କର…
ଭାଜପାରୁ ଲଢ଼ିବେ ବାଣୀକଲ୍ୟାଣ
ବାସୁଦେବପୁର,୨୮।୪(ନାରାୟଣ ପ୍ରସାଦ ବାରିକ୍)ଭଦ୍ରକ ଜିଲା ବାସୁଦେବପୁର ବିଧାନସଭା କ୍ଷେତ୍ର ପାଇଁ ନବାଗତ ଯୁବନେତା ବାଣୀକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଭାଜପା ଶନିବାର ଘାଷଣା କରିଛି। ଯୁବ ଚେହେରା ଭାବେ ବାଣୀକଲ୍ୟାଣ ନିଜର ରାଜନୈତିକ ଜୀବନ ବିଜେଡିରୁ ଆରମ୍ଭ କରି ବାସୁଦେବପୁରରେ ଗତ…
କାଦବରାଙ୍ଗରେ ରାଜନୈତିକ ହିଂସା
ଆଗରପଡ଼ା,୨୮ା୪(ସୁଶାନ୍ତ ଦାଶ)ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ରାତିରେ ଆଗରପଡ଼ା ଥାନା ଅଧୀନ କାଦବରାଙ୍ଗ ବଜାରରେ ରାଜନୈତିକ ହିଂସା ଘଟିଛି। ଏହି ବିବାଦରୁ ଦୋକାନ ପୋଡ଼ିବା ସହ ମାର୍ପିଟ୍ ହୋଇଛି। ଏହାକୁ ନେଇ ଅଭିଯୋଗକ୍ରମେ ଆଗରପଡ଼ା ଥାନାରେ ୩ଟି ମାମଲା…
ମୁକାବିଲା ମୁଡ୍ରେ ସୂର୍ଯ୍ୟବଂଶୀ-ସଞ୍ଜୟ
ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା ପୁନର୍ବାର ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କୁ ଭରସା କରିଥିବା ବେଳେ ବିଜେଡି ରାଜନୀତିରେ ନବାଗତ…
ଏଥର ଧାମନଗରରେ ବିଗ୍ ଫାଇଟ୍, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର
ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର। ରାଜ୍ୟର ତାତି ଯେତେ ଉପରମୁହାଁ ହେଉଛି ରାଜ୍ୟ ରାଜନୀତି ସେତିକି ଜମୁଛି। ତେବେ ଏଥର…
କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ
ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ ନିର୍ବାଚନ କିପରି ସୁପରିଚାଳନା ହୋଇପାରିବ, ସେ ସମ୍ପର୍କରେ ଉପସ୍ଥିତ ନେତୃତ୍ୱ ଓ କର୍ମୀମାନଙ୍କୁ ଗୁରୁମନ୍ତ୍ର…
ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି
ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା ତାତିକୁ ଅସହ୍ୟ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏଭଳି ସ୍ଥିତିରେ ଧାମନଗର ବ୍ଲକ ଅଞ୍ଚଳରେ…
ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା
ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍ ମାର୍ଗରେ ବୁଧବାର ରାତିରେ ଏଭଳି ଘଟଣା ଘଟିଛି। ଶିକ୍ଷକ ଗଜେନ୍ଦ୍ର ପ୍ରସାଦ ବେହେରାଙ୍କ ଘରୁ ଚୋରି ହୋଇଛି। ସେ ତାଙ୍କ…
ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ
ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା ଟିକେଟ ପାଇବା ପରେ ବେଳେ ନିର୍ବଚନମଣ୍ଡଳୀରେ ବୁଲି ବୁଲି ସଂଗଠନ ବୃଦ୍ଧି କରିବା ସହ…
ହାଇୱାକୁ ଧକ୍କା ଦେଲା ବାଇକ୍: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ
ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ୧୦୨ଚାଳକ ଗୁରୁତର ଆହତ ହୋଇଥିବା ଜଣାଯାଇଛି। ମୃତ ଫାର୍ମାସିଷ୍ଟଙ୍କ ନାଁ ସତ୍ୟବ୍ରତ ବେହେରା(୨୮)…
ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ
ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ। ଏହା ଯୋଗୁ ଲୋକେ ନିଜର ଗୁଜୁରାଣ ମେଣ୍ଟାଇବାକୁ ସକ୍ଷମ ହେଉଥିଲେ। ହେଲେ ସମୟ ବଦଳିବା…
Archives


