ଭଦ୍ରକ

ଗାଁରେ ପଶିଲା ବନ୍ୟାଜଳ, ତହସିଲଦାର-ବିଡିଓ ପହଞ୍ଚି ଲୋକଙ୍କୁ…

ତିହିଡ଼ି,୨୯ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ୭ ପଞ୍ଚାୟତରେ ବନ୍ୟା ପରିସ୍ଥିତି ଉଦ୍‌ବେଗଜଣକ ହୋଇଛି। ସାଳନ୍ଦୀ ନଦୀରେ ଆସିଥିବା ବନ୍ୟାପାଣି ବିଭିନ୍ନ ଗାଁରେ ପ୍ରବେଶ କରିଛି। ବାରୋରେ ଗୋପାଳିଆ କେନାଲ ବନ୍ଧ ଟପି ବନ୍ୟା ପାଣି ସୁଅ ଚୁଟିବାରେ…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର ସମସ୍ତ ବିଦ୍ୟାଳୟ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଜିଲାପାଳଙ୍କ ନିର୍ଦ୍ଦେଶନାମା ଅନୁଯାୟୀ,…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ ମରାମତି ହୋଇ ନାହିଁ । ଏନେଇ ପଞ୍ଚାୟତ ଠାରୁ ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ ଭୟଙ୍କର ସମସ୍ୟା ଦେଖାଦେଇଛି। ରାସ୍ତାର ଏକ ପାର୍ଶ୍ୱ ଅବରୋଧ ହୋଇଯାଇଥିବାରୁ ଏଠାରେ ଦୀର୍ଘ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ହେଲେ…

ଧୂଷୁରୀ ଅଞ୍ଚଳରେ ରହସ୍ୟମୟ ମୃତ୍ୟୁ: ନାଳରେ ଭାସୁଛି ଅଜଣା ମୃତଦେହ

ଧାମନଗର,୨୦ା୭(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ଧୁଷୁରୀ ଥାନା ଅଧୀନ ବୟାଙ୍ଗଡିହି ପଞ୍ଚାୟତର ନୂଆଗାଁ ବଜାର ନିକଟସ୍ଥ ଏକ ନାଳରୁ ସୋମବାର ସକାଳେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଏହି ଘଟଣା ଜଣାପଡ଼ିବା ପରେ…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ ସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାପାଳ ଦିଲିପ ରାଉତରାଏ ଗତ ଗୁରୁବାର ଓ…

ମଦ ଦୋକାନରୁ ୧୦ ଲକ୍ଷ ଟଙ୍କା ଚୋରି: ଟଙ୍କା ଧରି ଦୌଡୁଥିବା ବେଳେ

ତିହିଡ଼ି,୧୮।୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ବିଦେଶୀ ମଦ ଦୋକାନରୁ ଚୋରି କରିଥିବା ଦୋକାନ କର୍ମଚାରୀଙ୍କୁ ଶୁକ୍ରବାର ତିହିଡ଼ି ପୋଲିସ ଗିରଫ କରିଛି। ଗିରଫ କର୍ମଚାରୀ ହେଲେ ବାସୁଦେବପୁର ଏନ୍‌ଏସି ଅଧୀନ ୧୧ନଂ. ୱାର୍ଡର ରାଜକିଶୋର ସାହୁ(୩୮)। ତାଙ୍କଠାରୁ…

ରାସ୍ତା ନ ଥିବାରୁ ଭାଙ୍ଗିଯାଉଛି ବିବାହ ପ୍ରସ୍ତାବ

ଚାନ୍ଦବାଲି,୧୮ା୭ (ରତିକାନ୍ତ ବାରିକ): ଭଲ ରାସ୍ତା ନ ଥିବାରୁ ସାହିର ପୁଅଙ୍କୁ କେହି ଝିଅ ଦେବାକୁ ରାଜି ହେଉନାହାନ୍ତି। ଅନେକ ପୁଅଙ୍କ ପ୍ରସ୍ତାବ ଭାଙ୍ଗିଗଲାଣି। କାଦୁଅ ଗଁାକୁ ଝିଅ ଦେବେ ନାହିଁ ବୋଲି କହୁଛନ୍ତି କନ୍ୟାଘର ଲୋକେ। ଭଦ୍ରକ ଜିଲା ଚାନ୍ଦବାଲି…

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇଯାଇଛି। ରେବ ନଦୀର ଜଳସ୍ତର ବୃଦ୍ଧି ପାଇବାରୁ ଭଗବାନପୁର ଗ୍ରାମପଞ୍ଚାୟତର ଇଚ୍ଛଦା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଆସନ୍ତାକାଲି (ବୁଧବାର) ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା…

ଲଗାଣ ବର୍ଷା, ଆଜି ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ,୧୪।୭(ସନାତନ ରାଉତ): ଭଦ୍ରକ ଜିଲାରେ ଲଗାଣ ବର୍ଷା ଜାରି ରହିଛି । ଏହି କାରଣରୁ ଜିଲାର ସମସ୍ତ ସ୍କୁଲକୁ ମଙ୍ଗଳବାର ଛୁଟି ଘୋଷଣା କରାଯାଇଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାପାଳ ଦିଲ୍ଲୀପ ରାଉତରାଏ ଜିଲାର ସମସ୍ତ ସରକାରୀ, ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?