ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ
ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା ଟିକେଟ ପାଇବା ପରେ ବେଳେ ନିର୍ବଚନମଣ୍ଡଳୀରେ ବୁଲି ବୁଲି ସଂଗଠନ ବୃଦ୍ଧି କରିବା ସହ…
ହାଇୱାକୁ ଧକ୍କା ଦେଲା ବାଇକ୍: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ
ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ୧୦୨ଚାଳକ ଗୁରୁତର ଆହତ ହୋଇଥିବା ଜଣାଯାଇଛି। ମୃତ ଫାର୍ମାସିଷ୍ଟଙ୍କ ନାଁ ସତ୍ୟବ୍ରତ ବେହେରା(୨୮)…
ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ
ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ। ଏହା ଯୋଗୁ ଲୋକେ ନିଜର ଗୁଜୁରାଣ ମେଣ୍ଟାଇବାକୁ ସକ୍ଷମ ହେଉଥିଲେ। ହେଲେ ସମୟ ବଦଳିବା…
ଭଣ୍ଡାରିପୋଖରୀରେ ନୂଆ-ପୁରୁଣା
ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକଙ୍କୁ ଏଠାରୁ ପ୍ରାର୍ଥୀ କରାଯାଇଥିବା ବେଳେ କଂଗ୍ରେସ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ…
ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା
ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍ପି ଅନନ୍ତ ପ୍ରସାଦ ସେଠୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି। କଂଗ୍ରେସର ଭେଟେରାନ ଲିଡର ଅନନ୍ତ ପ୍ରାର୍ଥୀ ହେବା ପରେ…
ଡିଭାଇଡର୍ ଉପରେ ଚଢ଼ିଗଲା କାର୍, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର
ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲା…
ବ୍ରିଜ୍ରୁ ଖସିଲା କଦଳୀ ବୋଝେଇ ଟ୍ରକ୍
ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍। ଟ୍ରକର ଆଗ ଚକା ଫାଟିଯିବାରୁ ଭାରସାମ୍ୟ ହରାଇ ଓଭର ବ୍ରିଜ୍ରୁ ତଳକୁ ଖସି ପଡ଼ିଥିଲା। ଟ୍ରକ୍ ଡ୍ରାଇଭର…
ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ
ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍ ଅବସରରେ ଗୁରୁବାର ଭଦ୍ରକ ଇଦ୍ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ ନମାଜ ପାଠ କରିଛନ୍ତି। ଦୀର୍ଘ ଗୋଟିଏ ମାସ ରୋଜା ବା ଉପବାସ ରଖିବା ପରେ…
ପୋତିହେଲାଣି ଚୁଡ଼ାମଣି ଘାଟ ମୁହାଣ
ବାସୁଦେବପୁର,୧୧ା୪(ନାରାୟଣ ପ୍ରସାଦ ବାରିକ୍)ଚୁଡ଼ାମଣୀ ଘାଟ ପୋଲଠାରୁ ବଙ୍ଗୋପସାଗର ମୁହାଣ ପର୍ଯ୍ୟନ୍ତ ପ୍ରାୟ ୩ କି.ମି.ରୁ ଊର୍ଦ୍ଧ୍ୱ ଅଙ୍କାବଙ୍କା ଗମେଈ ନଦୀ ପୋତି ହୋଇ ପଡ଼ିଲାଣି। ଫଳରେ ବୋଟ, ଲଞ୍ଚ, ଭୁଟୁଭୁଟିଗୁଡ଼ିକ ସମୁଦ୍ର ମଧ୍ୟକୁ ପ୍ରବେଶ କରିପାରୁନାହିଁ। କାଂଶବାଂଶ ନଦୀର ଶାଖା ନଈ…
ଗୁଲମକ୍କି ଦଳକୁ ଆସିବା ପରେ ଶକ୍ତିଶାଳୀ ହେଉଛି ବିଜେଡି
ଭୁବନେଶ୍ୱର,୧୦ା୪(ଅନିଲ ଦାସ):ଭଦ୍ରକ ପୌରପାଳିକାର ପୌରାଧ୍ୟକ୍ଷା ଗୁଲମକ୍କି ହବିବଙ୍କ ସମେତ ଶତାଧିକ କର୍ମୀ ମଙ୍ଗଳବାର ଶଙ୍ଖଭବନଠାରେ ପୂର୍ବତନ ମନ୍ତ୍ରୀ ତଥା ଭଦ୍ରକ ଜିଲା ପର୍ଯ୍ୟବେକ୍ଷକ ସଞ୍ଜୟ କୁମାର ଦାସବର୍ମା, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ, ଡକ୍ଟର…
ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ଏଆରଆଇ ନିଲମ୍ବିତ
ଭଦ୍ରକ,୧୦।୪(ସନାତନ ରାଉତ ): ନିର୍ବାଚନ କାର୍ଯ୍ୟରେ ଅବହେଳା ଓ ଉଚ୍ଚ କର୍ତ୍ତୃପକ୍ଷଙ୍କ ଆଦେଶ ଅବମାନନା ପାଇଁ ଭଦ୍ରକ ଜିଲା ବନ୍ତ ତହସିଲର ଅତିରିକ୍ତ ରାଜସ୍ବ ନିରୀକ୍ଷକ (ଏଆରଆଇ) ନିଲମ୍ବିତ ହୋଇଛନ୍ତି। ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦୋର…
ଶୋଭାଯାତ୍ରାରେ ଭାଜପାର ନିର୍ବାଚନୀ ପ୍ରଚାର ଆରମ୍ଭ
ଖଇରା,୯।୪(ଉତ୍କଳବନ୍ଧୁ ପଣ୍ଡା): ସିମୁଳିଆ ନିର୍ବାଚନମଣ୍ଡଳୀ ଅଧୀନ ଖଇରା ବ୍ଲକରେ ମଙ୍ଗଳବାର ଭାଜପାର ବିଧାୟକ ପ୍ରାର୍ଥୀ ପଦ୍ମଲୋଚନ ପଣ୍ଡା ଓ ଭଦ୍ରକ ଏମ୍ପି ପ୍ରାର୍ଥୀ ଅଭିମନ୍ୟୁ ସେଠୀ ପ୍ରଚାର ଆରମ୍ଭ କରିଛନ୍ତି। ଏକ ବାଇକ୍ ଶୋଭାଯାତ୍ରା ମାଧ୍ୟମରେ ୫ଶହରୁ ଊର୍ଦ୍ଧ୍ୱ କର୍ମୀ ବିକଶିତ…
Archives


