ଭଦ୍ରକ

ବାଇକ୍‌ ଶୋଭାଯାତ୍ରାରେ ଗାଁକୁ ଗାଁ ବୁଲି ବିଷ୍ଣୁବ୍ରତଙ୍କ ନିର୍ବାଚନ ପ୍ରଚାର

ତିହିଡ଼ି,୩୧ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ବାସୁଦେବପୁର ନିର୍ବାଚନମଣ୍ଡଳୀ ବିଜେଡି ବିଧାୟକ ପ୍ରାର୍ଥୀ ବିଷ୍ଣୁବ୍ରତ ରାଉତରାୟଙ୍କୁ ରବିବାର ତିହିଡ଼ି ବ୍ଲକ ବିଜେଡି ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ବିଷ୍ଣୁବ୍ରତ ଦଳୀୟ ନେତା ଓ କର୍ମୀଙ୍କ ସହ ବାଇକ୍‌ ଶୋଭାଯାତ୍ରାରେ ବିଭିନ୍ନ ପଞ୍ଚାୟତ ପରିକ୍ରମା କରିଥିଲେ।…

ବନ୍ଦ ଘରୁ ମିଳିଲା ମହିଳାଙ୍କ ମୃତଦେହ, ୧୪ ଦିନ ହେଲା ସ୍ବାମୀଙ୍କ ଫୋନ କଲ୍‌ ରିସିଭ୍‌ କରି ନ ଥିଲେ

ଭଦ୍ରକ,୩।୩ (ସନାତନ ରାଉତ): ଭଦ୍ରକ ଟାଉନ ଥାନା ଅଧୀନ ଅପର୍ତିବିନ୍ଧା ନିଉକଲୋନୀରେ ଏକ ଭଡ଼ା ଘରର ବନ୍ଦ କୋଠରୀରୁ ଜଣେ ମହିଳାଙ୍କ ମୃତଦେହ ଶନିବାର ଅପରାହ୍ନରେ ପୋଲିସ ଜବତ କରିଛି। ମୃତ ମହିଳା ହେଲେ ତିହିଡ଼ି ଥାନା ଅଧୀନ ଗୋଳାପୋଖରୀ ଗ୍ରାମର…

ଟ୍ରାକ୍ଟର ସହ ପିଟିହେଲା ସ୍କୁଟି, ଚାଲିଗଲା ଚାଳକଙ୍କ ଜୀବନ

ତିହିଡ଼ି,୩୦ା୩(ସଞ୍ଜିତ ବଳ): ଭଦ୍ରକ ଚାନ୍ଦବାଲି ରାଜ୍ୟ ରାଜପଥର ରାଢଙ୍ଗ ଛକରେ ଶନିବାର ମଧ୍ୟାହ୍ନରେ ଟ୍ରାକ୍ଟର ସହ ପିଟି ହେବାରୁ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ସ୍କୁଟି ଚାଳକଙ୍କ ନାଁ ଶୁଭାଶିଷ ପାଣିଗ୍ରାହୀ(୪୦) ଏବଂ ତାଙ୍କ ଘର ଭଦ୍ରକ ଜିଲା…

ମନମୋହନଙ୍କୁ ନେଇ ଚର୍ଚ୍ଚା

ବନ୍ତ,୩୦।୩ (ହରିନାରାୟଣ ମହାନ୍ତି): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ପ୍ରାର୍ଥୀ ହେବା ନେଇ କର୍ମୀ ମହଲରେ ଚର୍ଚ୍ଚା ହେଉଛି। ୨୦୧୯ ନିର୍ବାଚନରେ ଭଣ୍ଡାରିପୋଖରୀରୁ ବିଜେଡି ପ୍ରାର୍ଥୀ ହୋଇ ବିଧାୟକ ହୋଇଥିବା ପ୍ରଫୁଲ୍ଲ ସାମଲଙ୍କୁ…

ଆଗକୁ ନିର୍ବାଚନ: ବଦଳିଲେ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ

ଭଦ୍ରକ,୨୯।୩(ସନାତନ ରାଉତ): ସାଧାରଣ ନିର୍ବାଚନ ପୂର୍ବରୁ ଭଦ୍ରକ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ପଦରେ ବଦଳ କରାଯାଇଛି। ଭଦ୍ରକ ବ୍ଲକ ଅଧୀନ କୋରକୋରା ପଞ୍ଚାୟତ ନୂଆସାହିର ମମତାମୟୀ ବେହେରାଙ୍କୁ ମହିଳା ମୋର୍ଚ୍ଚାର ନୂତନ ସଭାନେତ୍ରୀ ଭାବେ ନିଯୁକ୍ତି ଦିଆଯାଇଛି। ଭାଜପା ଜିଲା…

ଦ୍ୱିତୀୟ ଥର ଭରସା ରଖିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଷ୍ଣୁବ୍ରତ

ବାସୁଦେବପୁର,୨୯ା୩(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବିଜେଡି ଶିବିର ଏବେ ଚଳଚଞ୍ଚଳ ହୋଇପଡ଼ିଛି। ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ପୁନର୍ବାର ଏହି ନିର୍ବାଚନ ମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ଭାବେ ଦଳ ପକ୍ଷରୁ ଘୋଷଣା ହେବା ପରେ ବିଜେଡି ଶିବିରରେ ଆନନ୍ଦ…

ଭାଜପା-କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ

ତିହିଡ଼ି,୨୯।୩ (ସଞ୍ଜିତ ବଳ):ଭଦ୍ରକ ଜିଲା ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ଓ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ ଅଛି। ଏପରି ସ୍ଥଳେ କଂଗ୍ରେସରୁ ପ୍ରାର୍ଥୀ ହେବାକୁ ଆଶାୟୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତିହିଡ଼ି…

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଦଳର ଜଣେ…

ଟ୍ରକ୍‌ରେ ପିଟିହେଲା ହାଇଓ୍ବା, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଦ୍ରକ,୨୮ା୩(ସନାତନ ରାଉତ): ଭଦ୍ରକ ୧୬ନଂ ଜାତୀୟ ରାଜପଥର ଦମକଳ କେନ୍ଦ୍ର ସମ୍ମୁଖରେ ଗୁରୁବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ସୂଚନାନୁଯାୟୀ, ଦୁଇଦିନ ପୂର୍ବରୁ ତାମିଲନାଡୁର ଗୋଟିଏ ୧୪ ଚକିଆ (ଟିଏନ୍‌ ୫୭ଏ ଏମ୍‌ ୯୯୬୬)…

ଭଣ୍ଡାରିପୋଖରୀରୁ ପ୍ରଫୁଲ୍ଲ ଗଲେ, ଭଦ୍ରକରୁ ସଞ୍ଜୀବ ଆସିଲେ

ଭଦ୍ରକ(ସନାତନ ରାଉତ)/ବନ୍ତ(ହରି ନାରାୟଣ ମହାନ୍ତି),୨୮ା୩ବୁଧବାର ବିଜେଡ଼ିର ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ତେବେ ଜିଲାର ଭଦ୍ରକ ଓ ଭଣ୍ଡାରିପୋଖରୀରେ ବିଧାୟକଙ୍କ ଅଦଳ ବଦଳକୁ ନେଇ ଚର୍ଚ୍ଚା ଜୋର ଧରିଛି। ଭଣ୍ଡାରିପୋଖରୀର ବରିଷ୍ଠ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ଭଦ୍ରକ…

ଭଦ୍ରକ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବେ ଲଢ଼ିବେ ଅଭିମନ୍ୟୁ

ଭଦ୍ରକ,୨୫।୩(ସନାତନ ରାଉତ):  ଭାଜପା ୫ମ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଓଡ଼ିଶାରେ ୨୧ ଲୋକ ସଭା ଆସନରୁ ୧୮ ଲୋକ ସଭାରେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ସଂରକ୍ଷିତ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅପରିବର୍ତ୍ତିତ ରହିଛି। ଗତ…

ଭାଜପାରେ ୫ ଆଶାୟୀ: ଚର୍ଚ୍ଚାରେ ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀ

ଭଦ୍ରକ,୨୫।୩(ସନାତନ ରାଉତ): ଆସନ୍ତା ସାଧାରଣ ନିର୍ବାଚନରେ ମେଣ୍ଟ ଆଲୋଚନାରେ ପୂର୍ଣ୍ଣଛେଦ ପଡ଼ିଥିବା ବେଳେ ଭାଜପା ଓ ବିଜେଡି ଏକାକୀ ନିର୍ବାଚନ ଲଢ଼ିବା ଏକପ୍ରକାର ନିଶ୍ଚିତ ହୋଇଛି। ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ଆଶାୟୀ ସଂଖ୍ୟା ବଢ଼ି ଚାଲିଛି। ଶହୀଦ ଭଗତ ସେନାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri