ଭଦ୍ରକ

ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା: ରିଟେଲର ନିଲମ୍ବିତ

ତିହିଡ଼ି,୪।୩(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଗୋବିନ୍ଦପୁର ପଞ୍ଚାୟତରେ ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା ଅଭିଯୋଗରେ ରିଟେଲର ମୁରଲୀଧର ମାଝୀଙ୍କୁ ଉପଜିଲାପାଳ ନିଲମ୍ବନ କରିଛନ୍ତି। ଉପଜିଲାପାଳଙ୍କ କାର୍ଯ୍ୟାଳୟ ଚିଠି ନଂ. ୫୪ ତା ୩।୩।୨୦ ରିଖରେ ନିଲମ୍ବନ କରାଯାଇଥିବା ସୂଚନା...

କଣ୍ଟେନରକୁ ପଛରୁ ଧକ୍କା ଦେଲା ଇଣ୍ଡିକା: ଜଣେ ମୃତ, ତିନି ଗୁରୁତର

ଭଦ୍ରକ ଅଫିସ, ୪।୩: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚରମ୍ପା-ଧାମରା ଓଭରବ୍ରିଜ ନିକଟରେ ଇଣ୍ଡିକା ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ବାସୁଦେବପୁର ସୁରେଶରପୁର ଗ୍ରାମର କଟି ମଲ୍ଲିକ ବୋଲି ଜଣାପଡିଛି।...

ଫାଇଲ୍‌ରେ ଅଟକିଛି ଭଦ୍ରକର ମାଷ୍ଟରପ୍ଲାନ

ଭଦ୍ରକ ଅଫିସ, ୪ା୩- ସରକାରଙ୍କ ଗେଜେଟ୍‌ ନୋଟିଫିକେସନ୍‌କୁ ଇତି ମଧ୍ୟରେ ୩ ବର୍ଷ ପୂରିଲା, ହେଲେ ଭଦ୍ରକ ମାଷ୍ଟର ପ୍ଲାନ ଭିତ୍ତିରେ ଆଶାତୀତ କାର୍ଯ୍ୟକାରୀ ହୋଇ ପାରିଲାନି। ଯୋଜନା କାର୍ଯ୍ୟକାରୀ ହେବା ଦୂରେ ଥାଉ ଯୋଜନାର ଅଗ୍ରଗତିକୁ ନେଇ ଏବେ...

ରିଟେଲରଙ୍କୁ ନିଲମ୍ବନ ଦାବିରେ ଭାଜପା କର୍ମୀଙ୍କ ଅନଶନ

ତିହିଡ଼ି,୩।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଭାଜପା ପକ୍ଷରୁ ମଙ୍ଗଳବାର ମଧ୍ୟାହ୍ନରେ ତିହିଡ଼ି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ପଞ୍ଚାୟତରେ ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା କରିଥିବା ରିଟେଲରଙ୍କୁ ନିଲମ୍ବନ ଦାବିରେ ଭାଜପା କର୍ମୀ ଅନଶନରେ...

ବିଦ୍ୟାଳୟରେ କମୁଛି ବାଳିକା ଉପସ୍ଥାନ

ଭଣ୍ଡାରିପୋଖରୀ,୩।୩(ଡି.ଏନ.ଏ.)-ବାଳିକା ସମୃଦ୍ଧି ଯୋଜନା ଭଳି ଅନେକ ସରକାରୀ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରାଯାଉଛି। ସାଧାରଣତଃ ସର୍ବଶିକ୍ଷା ଅଭିଯାନରେ ୬ରୁ ୧୪ ବର୍ଷ ପିଲାଙ୍କ ପାଇଁ ଶିକ୍ଷା କ୍ଷେତ୍ରରେ ବାଧ୍ୟତାମୂଳକ କରାଯାଇଛି। ରାଜ୍ୟ ସରକାର ବାଳିକା ଡ୍ରପ ଆଉଟ୍‌ ସଂଖ୍ୟା କମାଇବା ଲାଗି...

ସହ ରାଜସ୍ବ ନିରୀକ୍ଷକଙ୍କୁ ଆକ୍ରମଣ: କୋଲକାତାରୁ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ବାସୁଦେବପୁର,୩।୩(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ତହସିଲ ଅଧୀନ ବେତଡ଼ା ସହ ରାଜସ୍ବ ନିରୀକ୍ଷକ ସୁରେଶ ଚନ୍ଦ୍ର ସିହ୍ନାଙ୍କୁ ଗତ ୧୪ ତାରିଖରେ ଆକ୍ରମଣ କରାଯାଇଥିଲା। ଏହି ଘଟଣାରେ ବାସୁଦେବପୁର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ କୋଲକାତାରୁ ରବିବାର ରାତିରେ ଗିରଫ କରିଛି।...

ନ୍ୟାୟ ପାଇଁ ଧାରଣା ଘଟଣା: ଆକ୍ରମଣକାରୀ ଗିରଫ

ତିହିଡ଼ି,୨।୩(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ବୁଧପୁର ଗ୍ରାମର ସନ୍ତୋଷ କୁମାର ଜେନା ନାମକ ଜଣେ ବ୍ୟକ୍ତିଙ୍କୁ ରବିବାର ଆକ୍ରମଣ କରାଯାଇଥିଲା। ପୋଲିସଠାରୁ ନ୍ୟାୟ ନ ପାଇ ସନ୍ତୋଷ ତାଙ୍କ ପରିବାର ସହିତ ରବିବାର ସନ୍ଧ୍ୟାରେ ଥାନା...

ପିଇଓଙ୍କ ନିଲମ୍ବନ ଦାବିରେ ଗଣଧାରଣା

ତିହିଡ଼ି,୨।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଭାଜପା ପକ୍ଷରୁ ସୋମବାର ପୂର୍ବାହ୍ନରେ ତିହିଡି ବ୍ଲକ କାର୍ଯ୍ୟାଳୟ ପରିସରରେ ଗଣଧାରଣା ଦିଆଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଦୁର୍ନୀତିରେ ସାମିଲ ଥିବା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଙ୍କ ନିଲମ୍ବନ ଦାବିରେ ଏହି...

ଗ୍ୟାସ୍‌ ଟର୍ମିନାଲରେ ନିଆଁ: ଜଳିଗଲା ବ୍ୟାପକ ଯନ୍ତ୍ରପାତି

ଚାନ୍ଦବାଲି,୨।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ବନ୍ଦର କମ୍ପାନି(ଆଦାନୀ) ପରିସରରେ ନିର୍ମାଣାଧୀନ ଏଲଏନ୍‌ଜି ଗ୍ୟାସ୍‌ ଟର୍ମିନାଲରେ ରବିବାର ବିଳମ୍ବିତ ରାତିରେ ନିଆଁ ଲାଗିଛି। ନିର୍ମାଣ ସମୟରେ ଏକ ଗ୍ୟାସ୍‌ ଟାଙ୍କି ଲିକ୍‌ ହୋଇ ନିଆଁ ଲାଗିଥିବା କୁହାଯାଉଥିବା ବେଳେ ସୋମବାର ସକାଳେ...

ଚୋର ଧରିବାକୁ ବୁଲିଲା ଖଟ

ଭଦ୍ରକ ଅଫିସ, ୨।୩- ଡିଜିଟାଲ ଯୁଗରେ ବି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଚୋର ଧରିବାକୁ ଲୋକେ ଗାଁରେ ବୁଲାଇଲେ ଖଟ। ରବିବାର ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଅସୁରା ଗ୍ରାମରେ ଏଭଳି ଦେଖିବାକୁ ମିଳିଥିଲା। ୪ ଜଣ ଏକ ଖଟକୁ...

ଅବକାରୀ ବିଭାଗ, ଫ୍ଲାଇଂ ସ୍ବାଡ୍‌ର ମିଳିତ ଚଢ଼ାଉ: ୩୫୦ ଲିଟର ମଦ ଜବତ

ପଦ୍ମପୁର,୧।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଅବକାରୀ ବିଭାଗ ଓ ଫ୍ଲାଇଂ ସ୍ବାଡ୍‌ ରବିବାର ମିଳିତ ଚଢ଼ାଉ କରି ୩ ଶହ ୫୦ ଲିଟର ରନ୍ଧାମଦ ଜବତ କରିଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଭଦ୍ରକ ଶାହାଡ଼ା...

ଅଙ୍ଗନଓ୍ବାଡି କର୍ମୀଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗ

ପଦ୍ମପୁର,୧।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ନାୟକାଣିଡିହି ଥାନା ଅନ୍ତର୍ଗତ ଜଗନ୍ନାଥ ପ୍ରସାଦ ପଞ୍ଚାୟତ ଗ୍ରାସଡ଼ିହର ଅଙ୍ଗନଓ୍ବାଡି କର୍ମୀଙ୍କୁ ଉକ୍ତ ଗ୍ରାମର କିଛି ବ୍ୟକ୍ତି ସଂଘବଦ୍ଧ ଆକ୍ରମଣ କରିଥିବା ଶନିବାର ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ଗ୍ରାମରେ ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବାରୁ କର୍ମୀ...

କୋଇଲା ବୋଝେଇ ପିକ୍‌ଅପ ଜବତ: ଡ୍ରାଇଭର ଗିରଫ

ପଦ୍ମପୁର,୧।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ନାୟକାଣିଡିହି ପୋଲିସ ଶନିବାର ବିଳମ୍ବିତ ରାତିରେ ଗେଡ଼ବାଟିଆ ହତାସିଆ ରାସ୍ତାରୁ ଏକ ଚୋରା କୋଇଲା ବୋଝେଇ ପିକ୍‌ଅପ ଗାଡ଼ି ଜବତ କରିଛି। ଏହା ସହ ଡ୍ରାଇଭର ଗଦଳା ଗ୍ରାମର ଶୈରଭ ସୁନ୍ଦର ନାୟକଙ୍କୁ ଗିରଫ କରିଛି।...

ତିହିଡ଼ିରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭଦ୍ରକ ଅଫିସ,୧।୩ : ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ଦୋଳସାହି ନୂଆ ଶାସନ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ଗଦାଧର ପାଣିଗ୍ରାହୀଙ୍କ ଘରେ ନିଆଁ ଲାଗି ଘର ସମ୍ପୂର୍ଣ୍ଣ ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର...

‘ଅଳଙ୍କାର’ ବସ୍‌ ଦୁର୍ଘଟଣାଗ୍ରସ୍ତ: ୨୫ ଯାତ୍ରୀ ଆହତ, ଭଦ୍ରକ ମେଡିକାଲରେ ଭର୍ତ୍ତି

ଭଦ୍ରକ ଅଫିସ,୧।୩: ଭଦ୍ରକ ଜିଲା ୧୬ନଂ ଜାତୀୟ ରାଜପଥ ସିମୁଳିଆ ଭଗିଆ ଛକଠାରେ ଶନିବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ରାଇରଙ୍ଗପୁରରୁ ଭୁବନେଶ୍ୱରର ଯାଉଥିବା ‘ଅଳଙ୍କାର’ ନାମକ ଏକ ଘରୋଇ ବସ୍‌ ଦୁର୍ଘଟଣା ଘଟିବା ଯୋଗୁ ୨୫ଜଣ ଯାତ୍ରୀ...

ବାହାଘରରେ ଚାରା ବାଣ୍ଟିଲେ

ଆରଡ଼ି,୨୯।୨(ଡି.ଏନ.ଏ.)-ବାହାଘର ଏକ ସାମାଜିକ ପ୍ରଥା। ବାହାଘରରେ କନ୍ୟାଙ୍କୁ ନାନାଦି ଦ୍ରବ୍ୟ ଉପହାର ରୂପେ ଦିଆଯାଇଥାଏ। ହେଲେ ଭଦ୍ରକ ଜିଲା ଧାମନଗର ବ୍ଲକ ପାଳସାହିଠାରେ ଭାଗ୍ୟଶ୍ରୀ ନାୟକ ନାମ୍ନୀ ଜଣେ କନ୍ୟା ନିଜ ବାହାଘରରେ ଚାରା ବାଣ୍ଟି ଚର୍ଚ୍ଚାକୁ ଆସିଛନ୍ତି। ସେ...

ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଅଟକ

ଭଣ୍ଡାରିପୋଖରୀ,୨୯।୨ (ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାଗୀରଥି ଜେନା ୨୦୧୯ ମସିହାରେ ଜନୈକା ମହିଳାଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହି ଅଭିଯୋଗରେ ଭଣ୍ଡାରିପୋଖରୀ ପୋଲିସ ଶୁକ୍ରବାର ରାତିରେ ଭାଗୀରଥିଙ୍କୁ ଥାନାକୁ ଆଣି ଅଟକ ରଖି...

ବାଇକ୍‌ ଡିକି ଭାଙ୍ଗି ବ୍ୟବସାୟୀଙ୍କଠାରୁ ୭ ଲକ୍ଷ ଚୋରି, ପୋଲିସ ତଦନ୍ତ ଆରମ୍ଭ

ତିହିଡି,୨୯।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଖେରଙ୍ଗ ପଞ୍ଚାୟତ ତଳବନ୍ଧ ଗ୍ରାମର ଜଣେ ବ୍ୟବସାୟୀଙ୍କ ବାଇକ୍‌ ଡିକି ଭାଙ୍ଗି କେହି ଦୁର୍ବୃତ୍ତ ଶୁକ୍ରବାର ମଧ୍ୟାହ୍ନରେ ୭ଲକ୍ଷ ଟଙ୍କା ଚୋରିକରି ନେଇଛନ୍ତି। ସେ ହେଲେ ସରୋଜ ରାଉତ। ପ୍ରକାଶ ଯେ, ସରୋଜ...