ଭଦ୍ରକ

ସ୍ତ୍ରୀଙ୍କ ମୃତ୍ୟୁ ପରେ ବିଗିଡ଼ି ଯାଇଥିଲା ସ୍ବାସ୍ଥ୍ୟାବସ୍ଥା, ଚିକିତ୍ସା ସମୟରେ ଚାଲିଗଲା ଏହି ନେତାଙ୍କ ଜୀବନ

ଭଦ୍ରକ,୨୬ା୯(ସନାତନ ରାଉତ): ଭଦ୍ରକ ଜିଲାର ବରିଷ୍ଠ ନେତା ଲକ୍ଷ୍ମୀ ମହାପାତ୍ର(୭୬)ଙ୍କ ବୁଧବାର ରାତିରେ ପରଲୋକ ଘଟିଛି। ଅସୁସ୍ଥ ଥିବାରୁ ୫ ଦିନ ତଳେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ବୁଧବାର ସ୍ବାସ୍ଥ୍ୟାବସ୍ଥା ଅବନତି ହେବାରୁ ଭେଣ୍ଟିଲେଟରରେ ରଖାଯାଇଥିଲା। ରାତି ପ୍ରାୟ…

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭଦ୍ରକ ଟାଉନ ହଲରେ ଆୟୋଜିତ ହେଉଥିବା ବେଳେ ଆଉ ଏକ…

ଧାମନଗରରେ ୧୬୩ ଲାଗୁ

ଧାମନଗର,୧୯ା୯: ଭଦ୍ରକ ଜିଲା ଧାମନଗର ଗୋଷ୍ଠୀ ସଂଘର୍ଷ ଘଟଣାରେ ବିଏନ୍‌ଏସ୍‌ଏସ୍‌ ୧୬୩ ଲାଗୁ ହୋଇଛି। ୨୧ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ବିଏନ୍‌ଏସ୍‌ଏସ୍‌ ୧୬୩ ଲାଗୁ ହୋଇଛି। ଧୁଷୁରୀ ଥାନା ଗୁଡ଼ୁପୋଖରୀ ବଜାରରେ ଏହି ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଏହି ସଂଘର୍ଷରେ…

ଅସାଧାରଣ ପ୍ରତିଭାର ଅଧିକାରୀ ଥିଲେ ବିଷ୍ଣୁ ସେଠୀ: ମୁଖ୍ୟମନ୍ତ୍ରୀ

ତିହିଡ଼ି,୧୯ା୯: ପୂର୍ବତନ ବିଧାୟକ ବିଷ୍ଣୁ ସେଠୀ ଅସାଧାରଣ ପ୍ରତିଭାର ଅଧିକାରୀ ଥିଲେ। ତାଙ୍କ ଉଦ୍ୟମରେ କାନ୍ତକବିଙ୍କ ଲିଖିତ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ରାଜ୍ୟ ସଙ୍ଗୀତର ମାନ୍ୟତା ପାଇଥିଲା। ଏହାଛଡ଼ା ମୋଗଲ ତାମସାକୁ ଲୋକଲୋଚନକୁ ଆଣିବାରେ ତାଙ୍କ ଅବଦାନ ଅବିସ୍ମରଣୀୟ ଥିଲା…

ଗଣେଶ ମୂର୍ତ୍ତି ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ: ୧୦ ଆହତ, ୮ ଗିରଫ

ତିହିଡ଼ି,୧୨ା୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ପାଳିଆବିନ୍ଧା ପଞ୍ଚାୟତ ଅଧୀନ ପାଳିଆ ଗ୍ରାମରେ ବୁଧବାର ରାତିରେ ଗଣେଶ ମେଢ଼ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ଗୋଷ୍ଠୀର ୧୦ଜଣ ଆହତ ହୋଇଛନ୍ତି। ତିହିଡ଼ି ଥାନାରେ ଉଭୟ ଗୋଷ୍ଠୀ…

ସୁଭଦ୍ରା ଫର୍ମ ଫେରସ୍ତ ମାଗିବାରୁ ଅଙ୍ଗନୱାଡି ଦିଦିଙ୍କୁ ପିଟିଲେ, ଆଉ ଏବେ….

ଚାନ୍ଦବାଲି,୧୧।୯(କିଷାନ ପାତ୍ର): ସୁଭଦ୍ରା ଫର୍ମ ଫେରସ୍ତ ମାଗିବା ଘଟଣାକୁ କେନ୍ଦ୍ରକରି ଚାନ୍ଦବାଲି ବ୍ଲକ ଅଧୀନ ଖଦାଳପୋଖରୀ ପଞ୍ଚାୟତର ବ୍ରହ୍ମଟିକ୍ରି ଅଙ୍ଗନୱାଡି କର୍ମୀ ପ୍ରୀତିରେଖା ବଳଙ୍କୁ ମାଡ଼ ଘଟଣାରେ ମଙ୍ଗଳବାର ଶତାଧିକ ଅଙ୍ଗନୱାଡି କର୍ମୀ ପ୍ରତିବାଦ ଜଣାଇଛନ୍ତି। ସେମାନେ ବିଡିଓଙ୍କୁ ଭେଟି ସମ୍ପୃକ୍ତ…

ଭଦ୍ରକରେ ଚାଞ୍ଚଲ୍ୟ: ପ୍ରସବରେ ସହାୟତା କରିଥିବା ମହିଳା ଶିଶୁ କନ୍ୟାକୁ ନେଇ ଚମ୍ପଟ

ଭଦ୍ରକ, ୧୦।୯(ସନାତନ ରାଉତ): ପିଲାଜନ୍ମରେ ସହାୟତା କଲେ। ମା’ ଛୁଆଙ୍କୁ ନେଇ ଭଦ୍ରକ ଓ ପରେ କଟକ ମେଡିକାଲ ନେଇଗଲେ। ମେଡିକାଲରୁ ଫେରିବା ବାଟରେ ନବଜାତ ଶିଶୁ କନ୍ୟାକୁ ଚଞ୍ଚକତା କରି ଫେରାର ହୋଇଯିବ ଘଟଣା ଏବେ ଭଦ୍ରକରେ ଚାଞ୍ଚଲ୍ୟ ସୃଷ୍ଟି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ଭଦ୍ରକ,୯ା୯(ସନାତନ ରାଉତ): ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଏକ ବାଇକକୁ ଟ୍ରକ୍‌ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକ ଟାଉନ…

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ମୃଣ୍ମୟ ମୂର୍ତ୍ତି ସମ୍ପୂର୍ଣ୍ଣ ହୋଇଥିବା ବେଳେ…

ଚୋରଙ୍କୁ ଧରିବାରେ ପୋଲିସ ବିଫଳ, ଥାନା ଘେରାଉ କଲେ ଗ୍ରାମବାସୀ

ତିହିଡ଼ି,୫ା୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଜାମଯୋଡ଼ି ପଞ୍ଚାୟତ ଅଧୀନ ସାମନ୍ତରାୟପୁର ଗ୍ରାମର ଅଧିବାସୀମାନେ ଗୁରୁବାର ପୀରହାଟ ଥାନା ଘେରାଉ କରିବା ସହିତ ଥାନା ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଗ୍ରାମର ବ୍ରହ୍ମାନନ୍ଦ ନାୟକ ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?