ଭଦ୍ରକ

ବିଦ୍ୟାଳୟରେ ବିବାହ ଉତ୍ସବ ପାଇଁ ଅନୁମତି ଦେଇ ଅଡ଼ୁଆରେ ପ୍ରଧାନ ଶିକ୍ଷକ

ଭଣ୍ଡାରିପୋଖରୀ,୧୬ା୭(ରାଜେନ୍ଦ୍ର ଶତପଥୀ):ବିଦ୍ୟାଳୟ ପରିସରରେ ଏକ ବିବାହ ଉତ୍ସବକୁ ଅନୁମତି ଦେଇ ଅଡ଼ୁଆରେ ପଡ଼ିଛନ୍ତି ପ୍ରଧାନ ଶିକ୍ଷକ। ଏନେଇ ଅଭିଯୋଗ ପରେ ବ୍ଲକ ଶିକ୍ଷା ଅଧିକାରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ବନ୍ଦାଳୋ-ମଢ଼ିଆଳି ପଞ୍ଚାୟତର ବଳିପୁର…

ଅନାବନା ଗଛରେ ପରିପୂର୍ଣ୍ଣ ବିଇଓଙ୍କ କାର୍ଯ୍ୟାଳୟ

ବାସୁଦେବପୁର,୧୩।୭(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଓ ପୌରପାଳିକା ଅଞ୍ଚଳରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ନିୟମିତ ଭାବେ ସଫେଇ କାର୍ଯ୍ୟ ହେଉ ନ ଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସହ ବିଷଧର ସାପ ଭୟ ସୃଷ୍ଟି ହେଉଛି। କେନ୍ଦ୍ର…

ଛାତ୍ରୀଙ୍କ ସାଇକେଲ ଚୋରି ବେଳେ ଧରିଲେ ଲୋକେ

ତିହିଡ଼ି,୬ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାର ସହ ବିଭିନ୍ନ ଅଞ୍ଚଳରୁ ସାଇକେଲ ଚୋରି କରୁଥିବା ଜଣେ ଯୁବକଙ୍କୁ ତିହିଡ଼ି ପୋଲିସ ଶନିବାର ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଯୁବକ ହେଲେ ବାଂଶଡ଼ା ଥାନା ଅଧୀନ ନୂଆଗାଁ ଗ୍ରାମର ଅକ୍ଷୟ…

ସ୍କୁଲ ଆସୁ ନାହାନ୍ତି ଶିକ୍ଷୟିତ୍ରୀ, ଶିକ୍ଷକ: ୪ଦିନ ହେଲା ଝୁଲୁଛି ତାଲା

ଭଦ୍ରକ,୬।୭: ଭଦ୍ରକ ଜିଲା ବାସୁଦେବପୁରସ୍ଥିତି ଦଧିବାମନପୁର ସ୍କୁଲରେ ୪ଦିନ ହେଲା ତାଲା ଝୁଲୁଛି। ଫଳରେ ଛାତ୍ରୀଛାତ୍ରଙ୍କ ପାଠ ପଢା ବନ୍ଦ ରହିଛି। ଏନେଇ ଅଭିଭାବକ ମହଳରେ ଅସନ୍ତୋଷ ପ୍ରକାଶ ପାଇବା ସହ ତୁରନ୍ତ ଜିଲା ପ୍ରଶାସନ ସମସ୍ୟାର ସମାଧାନ କରି ଆବଶ୍ୟକ…

ମୁଖ୍ୟମନ୍ତ୍ରୀ ସଡ଼କ ୨ ବର୍ଷରେ ଦୁଇ ଫାଳ

ଭଦ୍ରକ,୬ା୭ (ସନାତନ ରାଉତ):ଭଦ୍ରକ ବ୍ଲକ୍‌ କଲେଇ ପଞ୍ଚାୟତ ବିଭୁତିପୁର ଗ୍ରାମରେ ନବନିର୍ମିତ ମୁଖ୍ୟମନ୍ତ୍ରୀ ସଡ଼କ ୨ ବର୍ଷରେ ଦୁଇ ଫାଳ ହୋଇଥିବା ଦେଖାଯାଇଛି। ଫଳରେ ଯାତାୟାତରେ ବିପଦ ସୃଷ୍ଟି ହୋଇଛି । ୨୦୨୨ ଡିସେମ୍ବରରେ ସମ୍ପୂର୍ଣ୍ଣ ହୋଇଥିବା ଏହି ସଡ଼କ ୧୬…

ପ୍ରସବ ପରେ ମହିଳାଙ୍କ ମୃତ୍ୟୁକୁ ନେଇ ହସ୍ପିଟାଲରେ ଭଙ୍ଗାରୁଜା

ଭଦ୍ରକ, ୪।୭: ଭଦ୍ରକ ଗେଲପୁରସ୍ଥିତ ମାତୃ ଓ ଶିଶୁ ମଙ୍ଗଳ ହସ୍ପିଟାଲରେ ଗୁରୁବାର ପ୍ରସବ ପରେ ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ଭଙ୍ଗାରୁଜା ସହ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ମିଳିଥିବା ସୂଚନା ମୁତାବକ, ମହିଳାଙ୍କ ପ୍ରସବ ବେଦନା ହେବାରୁ ପରିବାର…

ଠିକାଦାରଙ୍କ ଉପରେ ରହୁନି ଅଧିକାରୀଙ୍କ କର୍ତ୍ତୃତ୍ୱ

ବାସୁଦେବପୁର,୩।୭(ନାରାୟଣ ପ୍ରସାଦ ବାରିକ୍‌): ବାସୁଦେବପୁରରେ ଗତ କିଛିବର୍ଷ ଧରି ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କର୍ମଚାରୀ ଓ ଅଧିକାରୀଙ୍କ ସଂଖ୍ୟା କମି କମି ଯାଉଥିବା ବେଳେ ବିଭାଗ ଅଧୀନରେ ଆସୁଥିବା କାର୍ଯ୍ୟକୁ ତଦାରଖ କରାଯାଇପାରୁ ନାହିଁ। ଏହାର ଏକ ଜ୍ୱଳନ୍ତ ଉଦାହରଣ ହେଉଛି…

ସ୍କୁଲରେ ପଶି ଗାଳିଗୁଲଜ: ଥାନାରେ ପହଞ୍ଚିଲା ମାମଲା 

ତିହିଡ଼ି,୨।୭(ସଞ୍ଜିତ ବଳ)-ତିହିଡ଼ି ଥାନା ଅଧୀନ ବିଲଣା ପଞ୍ଚାୟତର ଲଞ୍ଜାତର ପ୍ରାଥମିକ ସ୍କୁଲର ପ୍ରଧାନଶିକ୍ଷକଙ୍କୁ ସୋମବାର ଜଣେ ବ୍ୟକ୍ତି ଗାଲିଗୁଲଜ କରିଥିବା ନେଇ ଅଭିଯୋଗ ହୋଇଛି। ଏନେଇ ପ୍ରଧାନଶିକ୍ଷକ ସନ୍ତୋଷ କୁମାର ସିଂଙ୍କ ଅଭିଯୋଗକ୍ରମେ ପୋଲିସ ଗାଳିଗୁଲଜ କରିଥିବା ଲଞ୍ଜାତର ଗ୍ରାମର ସତ୍ୟାନନ୍ଦ…

ବାପ, ପୁଅଙ୍କୁ ମରଣାନ୍ତକ ଆକ୍ରମଣ

ତିହିଡ଼ି,୨।୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ବୋଡ଼କ ପଞ୍ଚାୟତର ଅଣ୍ଡରାଇ ଗ୍ରାମରେ ଏକ ନଡ଼ିଆ ଗଛକୁ କେନ୍ଦ୍ରକରି ଗୋଟିଏ ପରିବାରର ବାପ, ପୁଅଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ପୁଅ ଶ୍ରୀଧର ଜେନା(୨୩) ଗୁରୁତର ହୋଇ କଟକ ବଡ଼…

ଭଦ୍ରକରୁ ୫ ଯୁବକଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ଭଦ୍ରକ,୧ା୭(ସନାତନ ରାଉତ): ଠକେଇ ଅଭିଯୋଗରେ ମୁମ୍ବାଇ ସାଇବର ପୋଲିସ ରବିବାର ଭଦ୍ରକରୁ ୫ ଯୁବକଙ୍କୁ ଗିରଫ କରି ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚରମ୍ପା ଏରେଇଁର ପ୍ରମୋଦ କୁମାର ରବୀନ୍ଦ୍ର ବେହେରା(୨୬), କୁଅଁାସର ରାକେଶ କୁମାର ହରିରାମ…

ମହିଳାଙ୍କୁ ଗଣବଳାତ୍କାର, ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଚାନ୍ଦବାଲି,୩୦ା୬(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଭୂଇଁବୃତ୍ତି ପଞ୍ଚାୟତ ନୂଆଗାଁ ନିକଟରେ ଜଣେ ଅନୁସୂଚିତ ଜନଜାତି ମହିଳାଙ୍କୁ ଗଣବଳାତ୍କାର ଅଭିଯୋଗରେ ତିନି ଅଭିଯୁକ୍ତକୁ ଚାନ୍ଦବାଲି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ପରେ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ…

ପୋଲିସ ବର୍ବରତା: ମହିଳାଙ୍କୁ ଘୋଷାରି ମାଡ଼

ଚାନ୍ଦବାଲି,୨୭ା୬ (କିଷାନ ପାତ୍ର)ଚାନ୍ଦବାଲି ପୋଲିସର ବର୍ବରତା ସୀମା ଟପିଛି। ଥାନା ପରିସରରେ ଜଣେ ଦଳିତ ମହିଳାଙ୍କୁ ଘୋଷାରି ଘୋଷାରି ମାଡ଼ ମାରିବା ସହ ତାଙ୍କର ନାବାଳିକା ନଣନ୍ଦଙ୍କୁ ମଧ୍ୟ ମାଡ଼ ମାରିଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୩ଜଣ ପୁରୁଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri