ଭଦ୍ରକ

ନ୍ୟାୟ ପାଇଁ ଏସ୍‌ପିଙ୍କୁ ଭେଟିଲେ ଯୁବତୀ

ଭଦ୍ରକ ଅଫିସ, ୧୩ା୧: ୧୨ବର୍ଷ ପ୍ରେମ ପରେ ପ୍ରେମିକଙ୍କ ଦ୍ୱାରା ପ୍ରତାରିତ ତିହିଡ଼ି ଥାନା ଅଞ୍ଚଳର ଜଣେ ଯୁବତୀ ନ୍ୟାୟ ପାଇଁ ଶୁକ୍ରବାର ଭଦ୍ରକ ଏସ୍‌ପିଙ୍କୁ ଭେଟିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ୨୦୧୧ରେ ପରିବାର ଲୋକ ପୁରୀ ଯାଇଥିବା...

ହାତ ତିଆରି ଜିନିଷର ଠିକ୍‌ ମୂଲ୍ୟାୟନ ମେଳାର ଲକ୍ଷ୍ୟ

ବାସୁଦେବପୁର,୧୩।୧(ଡି.ଏନ.ଏ.): ବାସୁଦେବପୁର ନୀଳମଣି ଟାଉନ ହଲ ପରିସରରେ ବାସୁଦେବପୁର ପୌରପାଳିକା ଆନୁକୂଲ୍ୟରେ ଶୁକ୍ରବାର ପଲ୍ଲିଶ୍ରୀ ମେଳାର ଶୁଭାରମ୍ଭ ହୋଇଛି। ମୁଖ୍ୟଅତିଥି ଭାବେ ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଯୋଗଦେଇ ମେଳାକୁ ଉଦ୍‌ଘାଟନ କରିଥିଲେ। ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଗଠନ ଓ...

୧୧୩୨ ଗୋଷ୍ଠୀକୁ ୪୧.୯୭ କୋଟି ଋଣ

ଚାନ୍ଦବାଲି,୧୨।୧(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲିରେ ବ୍ଲକସ୍ତରୀୟ ମେଗା ଋଣ ମେଳା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ମଞ୍ଜୁଲତା ମଣ୍ଡଳ, ବିଧାୟକ ଡ. ବ୍ୟୋମକେଶ ରାୟ, ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର, ବିଡିଓ ଜ୍ୟୋତିବିକାଶ ଦାସ, ବ୍ଲକ ଅଧ୍ୟକ୍ଷା ମିନତି ସୂତାର...

ସମସ୍ୟା ଘେରରେ ଧାମନଗର କଲେଜ

ଧାମନଗର,୧୧।୧(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ମହାବିଦ୍ୟାଳୟରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଅଧ୍ୟାପକ, କର୍ମଚାରୀ ଅଭାବ ସାଙ୍ଗକୁ କଲେଜ ଜମି ଜବରଦଖଲ, ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ରହିବା ଆଦି ନେଇ ଅସନ୍ତୋଷ ପ୍ରକାଶ ପାଉଛି। ମହାବିଦ୍ୟାଳୟରେ ସମସ୍ୟା ଅନେକ...

ନଦୀବନ୍ଧ ଧସିଥିବା ସ୍ଥାନ ପରିଦର୍ଶନ କଲେ ଜଳସେଚନ ଅଧିକାରୀ

ଆରଡି,୧୦।୧(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ଶୀତଳପୁରଠାରେ ସାଳନ୍ଦୀ ନଦୀକୂଳରେ ପଥରପ୍ୟାକିଂ କାର୍ଯ୍ୟ ଚାଲିଥିଲା ବେଳେ ରବିବାର ୪୦ ଫୁଟ୍‌ର ନଦୀବନ୍ଧ ଧସିଯାଇଥିଲା। ସୋମବାର ଅପରାହ୍ନରେ ଜଳସେଚନ ବିଭାଗର ଧାମନଗର ଡିଭିଜନ ଏସ୍‌ଡିଓ ବିଜୟ କୁମାର...

ନଦୀବନ୍ଧ ଧସିଥିବା ସ୍ଥାନ ପରିଦର୍ଶନ କଲେ ଜଳସେଚନ ଅଧିକାରୀ

ଆରଡି,୯।୧(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ଶୀତଳପୁରଠାରେ ସାଳନ୍ଦୀ ନଦୀକୂଳରେ ପଥରପ୍ୟାକିଂ କାର୍ଯ୍ୟ ଚାଲିଥିଲା ବେଳେ ରବିବାର ୪୦ ଫୁଟ୍‌ର ନଦୀବନ୍ଧ ଧସିଯାଇଥିଲା। ସୋମବାର ଅପରାହ୍ନରେ ଜଳସେଚନ ବିଭାଗର ଧାମନଗର ଡିଭିଜନ ଏସ୍‌ଡିଓ ବିଜୟ କୁମାର...

ଅଜଣା ଗାଡ଼ି ଧକ୍କାରେ ପରିବା ଦୋକାନୀ ମୃତ: ମୃତଦେହ ରଖି ରାସ୍ତାରୋକୋ

ବନ୍ତ,୯।୧(ଡି.ଏନ୍‌.ଏ): ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର ବନ୍ତ ଲକ୍ଷ୍ମୀବଜାରଠାରେ ସୋମବାର ଭୋର ସମୟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ପରିବା ଦୋକାନୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚଣ୍ଡିପୁର ଗ୍ରାମର ଜାହାଙ୍ଗୀର ଖାଁ। ସୂଚନା ଅନୁଯାୟୀ, ଜାହାଙ୍ଗୀର ଲକ୍ଷ୍ମୀବଜାରଠାରେ ଥିବା...

ପୁରୁଷ ବିଶ୍ୱ ହକିକପ୍‌କୁ ଭଦ୍ରକରେ ସ୍ବାଗତ

ଭଦ୍ରକ ଅଫିସ,୯ା୧: ପୁରୁଷ ବିଶ୍ୱ ହକିକପ୍‌ ସୋମବାର ଭଦ୍ରକ ଜିଲା ପରିକ୍ରମା ଅବସରରେ ଜିଲା ପ୍ରଶାସନ ଓ ଜନପ୍ରତିନିଧିଙ୍କ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଛି। ସକାଳେ ବାସୁଦେବପୁର ପରିକ୍ରମା କରି ଫେରିବ ପରେ ଭଦ୍ରକ କଲେଜ, ନେହେରୁ ଷ୍ଟାଡିୟମ ଓ...

କଇଁଛଙ୍କ ପ୍ରଜନନସ୍ଥଳୀରେ ପର୍ଯ୍ୟଟକଙ୍କ ଭୋଜିଭାତର ଆସର: ସୋସିଆଲ ମିଡିଆରେ ଫଟୋ ଭାଇରାଲ

ଚାନ୍ଦବାଲି,୯ା୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନବିଭାଗ ଅଧିନସ୍ଥ ଧାମରା-ଉଡ଼ାବାଲିକୁ କଇଁଛର ଆଶ୍ରୟସ୍ଥଳୀ କୁହାଯାଉଥିବା ବେଳେ ଏବେ ପର୍ଯ୍ୟଟକମାନଙ୍କର ଭୋଜିଭାତର ଆସର ସେଠାରେ ଜମୁଛି। ଏହି ଅଞ୍ଚଳରେ ପର୍ଯ୍ୟଟକମାନଙ୍କର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଦେଖିବାକୁ ମିଳିଛି। ରବିବାର ଶତାଧିକ ପର୍ଯ୍ୟଟକଙ୍କ...

ଅଜଣା ଗାଡ଼ି ଧକ୍କାରେ ପରିବା ଦୋକାନୀଙ୍କ ଜୀବନ ଗଲା

ବନ୍ତ,୯ା୧(ଡି.ଏନ୍‌.ଏ.): ସୋମବାର ଭୋର୍‌ ସମୟରେ ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର ବନ୍ତ ଲକ୍ଷ୍ମୀବଜାରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ପରିବା ଦୋକାନୀଙ୍କର ମୃତ୍ୟୁ ଘଟିଛି। ମୃତ ଦୋକାନୀ ଜଣକ ଚଣ୍ଡିପୁର ଗ୍ରାମର ଜାହାଙ୍ଗୀର...

ସୁରକ୍ଷା ବନ୍ଧ କାର୍ଯ୍ୟ ଚାଲୁଥିବା ବେଳେ ନଦୀକୁ ଖସିଲା ପଥର

ଆରଡ଼ି,୮ା୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଆରଡ଼ି ପଞ୍ଚାୟତ ଅଧୀନ ଶିତଳପୁର ଗାଁ ନିକଟରେ ପ୍ରବାହିତ ସାଳନ୍ଦୀ ନଦୀକୂଳରେ ଥିବା ସୁରକ୍ଷା ବନ୍ଧ କାର୍ଯ୍ୟ ଚାଲୁ ରହିଥିବା ବେଳେ ରବିବାର ପଥର ସମେତ ବନ୍ଧ ନଦୀ ଗର୍ଭକୁ ଧସି ଯାଇଛି...

୭ ବର୍ଷ ବାଳକଙ୍କ ଆତ୍ମହତ୍ୟା

ପଦ୍ମପୁର, ୭ା୧(ଡି.ଏନ.ଏ.): ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାହାଡ଼ା ଅଞ୍ଚଳରେ ପାଠ ପଢ଼ିବା ପାଇଁ ଘରେ ତାଗିଦ୍‌ କରିବାରୁ ଜଣେ ୭ ବର୍ଷର ନାବାଳକ ଗୁରୁବାର ରାତିରେ ଆତ୍ମହତ୍ୟା କରିଛନ୍ତି। ପରିବାର ଲୋକଙ୍କ କହିବା ଅନୁଯାୟୀ, ଗୁରୁବାର ସନ୍ଧ୍ୟାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri