ରୁଟିରେ ଦର୍ଶନ ଦେଲେ ଜଗନ୍ନାଥ
ଭଦ୍ରକ,୧୮।୧୧(ସନାତନ ରାଉତ): ଭଦ୍ରକ ଜିଲା ବନ୍ତ ବ୍ଲକ ମଙ୍ଗୁଲି ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘରେ ରୁଟିରେ ଜଗନ୍ନାଥ ଦର୍ଶନ ଦେଇଛନ୍ତି। ସୂଚନା ମୁତାବକ ଶୁକ୍ରବାର ରାତିରେ ତାଙ୍କ ବୋହୁ ରୁଟି ସେକୁଥିବା ବେଳେ ରୁଟିର କିଛି ଅଂଶ ପୋଡ଼ିଯାଇ ଜଗନ୍ନାଥଙ୍କ...
ମହାସରସ୍ବତୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ
ଭଦ୍ରକ,୧୭ା୧୧(ରବିନାରାୟଣ ଖିଲାର/ସନାତନ ରାଉତ): ସପ୍ତମାତୃକା ବେଶର ଷଷ୍ଠ ଦିନରେ ଶୁକ୍ରବାର ମା’ ଭଦ୍ରକାଳୀ ମହାସରସ୍ବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ମହାସରସ୍ବତୀ ବେଶରେ ମା’ଙ୍କ ମୁଖମଣ୍ଡଳ ଶ୍ୱେତବର୍ଣ୍ଣ ଥିବା ବେଳେ ହଂସ ଥିଲା ମା’ଙ୍କ ବାହନ। ଶ୍ୱେତବସ୍ତ୍ର ପରିଧାନ କରି...
ଜଗଦ୍ଧାତ୍ରୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ
ଭଦ୍ରକ,୧୬ା୧୧(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ ପଞ୍ଚମ ଦିବସରେ ଜଗଦ୍ଧାତ୍ରୀ ବେଶରେ ଦର୍ଶନ ଦେଇଛନ୍ତି। ମା’ଙ୍କ ମୁଖ ମଣ୍ଡଳ କଳା ବର୍ଣ୍ଣ ଓ ଶଙ୍ଖ ଚକ୍ର ଧାରଣ କରିଥିଲେ। ଏହି ବେଶରେ ଦର୍ଶନ କଲେ ପାପ ମୋକ୍ଷ...
ଭଦ୍ରକ କାଳୀପୂଜା: ଆରମ୍ଭରୁ ଜମିଲାଣି
ଭଦ୍ରକ, ୧୪।୧୧(ସନାତନ ରାଉତ): ପ୍ରସିଦ୍ଧ କାଳୀପୂଜା ପାଇଁ ଭଦ୍ରକର ପରିଚୟ ନିଆରା। ଚରମ୍ପାଠାରେ ଜଣେ ଦକ୍ଷିଣ ଭାରତୀୟ ରେଳ କର୍ମଚାରୀଙ୍କ ଘରୋଇ ପୂଜା ଏବେ ଗଣପର୍ବର ରୂପ ନେଇଛି। ଚରମ୍ପାର ପିଡବ୍ଲୁଆଇ କମିଟି ସମେତ ମୁଖ୍ୟ ପୂଜା କମିଟିଗୁଡ଼ିକ ପକ୍ଷରୁ...
ବାଣ ଫୁଟାଇ ପାପୁଲି ହରାଇଲେ ୨: ୯ ଆହତ
ଭଦ୍ରକ/ତିହିଡ଼ି,୧୩ା୧୧(ସନାତନ ରାଉତ/ସଞ୍ଜିତ ବଳ)-ଦୀପାବଳିରେ ବାଣ ଫୁଟାଇବା ବେଳେ ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରେ ବିସ୍ଫୋରଣରେ ୨ଜଣ ପାପୁଲି ହରାଇଥିବା ବେଳେ ୯ଜଣ ଆହତ ହୋଇଛନ୍ତି। ସେହିପରି ପୁରୁଣାବଜାର ଥାନା ଅଧୀନ ଶଙ୍କରପୁର ସାହିରେ ଘର ଉପରେ ରକେଟ୍ ବାଣ ପଡ଼ି...
କାଳୀପୂଜା ପାଇଁ ଭଦ୍ରକ ଚଳଚଞ୍ଚଳ: ସାତ ଦିନ ଧରି ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ ଭଦ୍ରକାଳୀ
ଭଦ୍ରକ,୧୨।୧୧(ସନାତନ ରାଉତ ): ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ଭଦ୍ରକ ସହର ଚଳଚଞ୍ଚଳ ହୋଇ ଉଠିଛି। ସହରର ୯ଟି ମଣ୍ଡପରେ ମା’ ଙ୍କୁ ଆରାଧନା କରାଯାଉ ଥିବାବେଳେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ପୂଜା ଓ...
ଅନ୍ୟର ମତ ଶୁଣିବା ହିଁ ଗଣତନ୍ତ୍ର
ଭଦ୍ରକ,୧୦ା୧୧(ସନାତନ ରାଉତ): ଗଣମାଧ୍ୟମ ନିରପେକ୍ଷ ହେବା ଜରୁରୀ। ଗଣତନ୍ତ୍ରରେ ପ୍ରଶ୍ନ ପଚାରିବାର ଅଧିକାର ସମସ୍ତଙ୍କର ରହିଛି। କହିବା ଅପେକ୍ଷା ଅନ୍ୟର ମତକୁ ଶୁଣିବା ହେଉଛି ଗଣତନ୍ତ୍ରର ମୂଳଦୁଆ। ଆମ ଭିତରେ ସହନଶୀଳତା ରହିଲେ ଆମେ ଏକାଠି ହେବା ସହ ଦେଶରେ...
ମାଡ଼ଖାଇ ପାଚେରି ଡେଇଁ ପଳାଇଲେ ପ୍ରଧାନ ଶିକ୍ଷକ
ଭୋଗରାଇ,୭ା୧୧(ପ୍ରଦୀପ ଦାସ):ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ଗ୍ରାମବାସୀଙ୍କ ଆକ୍ରୋଶର ଶିକାର ହୋଇଛନ୍ତି ପ୍ରଧାନଶିକ୍ଷକ। ଗ୍ରାମବାସୀ ପ୍ରଧାନଶିକ୍ଷକଙ୍କୁ ମାଡ଼ ମାରିବା ଓ ଭୟରେ ପ୍ରଧାନଶିକ୍ଷକ ପାଚେରି ଡେଇଁ ପଳାଇବା ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କଖଡ଼ା...
କୋଇଲା ବୋଝେଇ ଟ୍ରକ୍ ଜବତ
ଭଣ୍ଡାରିପୋଖରୀ, ୬।୧୧ (ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ପୋଲିସ ଏକ ବେଆଇନ କୋଇଲା ବୋଝେଇ ଟ୍ରକ୍ ଜବତ କରିଛି। ଥାନା ଅଧିକାରୀ ଅଜୟ ସୁଦର୍ଶନ ବାଗେଙ୍କ ନେତୃତ୍ୱରେ ପାଟ୍ରୋଲିଂ ଚାଲିଥିବା ବେଳେ ଛତାବର ଟୋଲ୍ଗେଟ ନିକଟରୁ କୋଇଲା...
ସ୍କୁଲ ଆସି ବହେ କାନ୍ଦୁଛନ୍ତି ତ ବହେ ହସୁଛନ୍ତି: ବରଗଛ ମୂଳେ ପଡ଼ୁଛନ୍ତି ଚେତା ହରାଇ
ବାସୁଦେବପୁର, ୩।୧୧ (ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅଢ଼ୁଁଆ ନୋଡାଲ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ର ଅସ୍ବାଭାବିକ ଆଚରଣ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳୁଛି। ଛାତ୍ରୀଛାତ୍ର ବିଦ୍ୟାଳୟକୁ ଆସିବା ପରେ କେତେବେଳେ କାନ୍ଦୁଛନ୍ତି ତ ଆଉ...
ନମ୍ବର ବିହୀନ ପିକ୍ଅପ ଭ୍ୟାନ୍ ଧକ୍କାରେ ଦମ୍ପତି ଗୁରୁତର: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ
ଚାନ୍ଦବାଲି,୩।୧୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ମୁଖ୍ୟ ରାସ୍ତା ଉଗ୍ରତାରା ମୁନିଛକ ନିକଟରେ ଏକ ନମ୍ବର ବିହୀନ ପିକଅପ୍ ଭ୍ୟାନ ଧକ୍କାରେ ଦମ୍ପତି ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓରାସାହି ପଞ୍ଚାୟତ ବାଘଟନା ଗାଁର...
ପାଣି ପାଇଁ ରାସ୍ତାରେ ବସିଲେ
ବାସୁଦେବପୁର, ୧।୧୧(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଦେଇପୁର ଗ୍ରାମକୁ ପ୍ରାୟ ୧ ସପ୍ତାହ ଧରି ପାନୀୟ ଜଳ ଠିକ୍ ଭାବେ ମିଳୁ ନ ଥିବା ନେଇ ଜନଅସନ୍ତୋଷ ଦେଖାଦେଇଛି। ସୋମବାର ଶତାଧିକ ମହିଳାଙ୍କ ସମେତ ଗ୍ରାମବାସୀ ସମସ୍ୟା...
Archives


