ବାଇକ୍ ନେଇ ସିଧା ପିଟିଦେଲେ ଦୋକାନ ଘରେ, ଆଉ ତା’ ପରେ…
ବାସୁଦେବପୁର,୧୨ା୧(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥ ପ୍ରସାଦ ପଞ୍ଚାୟତର ମିଶ୍ରପୁରଠାରେ ଏକ ଦୋକାନ ଘରକୁ ଧକ୍କା ଦେଇ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଦଧିବାମନପୁର ଗ୍ରାମର ଦେବାଶିଷ ମହାକୁଡ଼ (୨୦)ଓ ବଳିଆ ପରିଡ଼ା…
ମଞ୍ଚରେ ଅଶ୍ଳୀଳ ନୃତ୍ୟ ନିଶା ମହାରଣା: ଚୌକି-ଜୋତା ମାଡ଼ କଲେ ଦର୍ଶକ: ଆଉ ତା’ପରେ ଘଟିଲା…
ଭଦ୍ରକ,୧୨।୧: ଯାତ୍ରା ମଞ୍ଚରେ ଆଇଟମ ଗାର୍ଲ ନିଶା ମହାରଣାଙ୍କୁ ପୁଣି ଥରେ ବିରୋଧ ହୋଇଛି। ଅଶ୍ଳୀଳ ନୃତ୍ୟ ପାଇଁ ନିଶାଙ୍କୁ ବିରୋଧ କରିଛନ୍ତି ଉପସ୍ଥିତ ଦର୍ଶକ। ଭଣ୍ଡାରିପୋଖରୀରେ ପାର୍ବତୀ ଗଣନାଟ୍ୟ ପକ୍ଷରୁ ଚାଲିଥିବା ଯାତ୍ରାରେ ଅଶ୍ଲୀଳ ନୃତ୍ୟ ପ୍ରଦର୍ଶନ କରୁଥିଲେ ନିଶା।…
ଟ୍ରାକ୍ଟର ନେଲା ଜୀବନ: ବେଙ୍ଗଳା ପକାଇବାକୁ ଯାଉଥିବା ବେଳେ…
ଭଦ୍ରକ,୧।୧୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ପଞ୍ଚାୟତର ଗଡେଇବିନ୍ଧା ଗ୍ରାମର ଜଣେ ଯୁବକଙ୍କ ଟ୍ରାକ୍ଟର ଧକ୍କାରେ ଶନିବାର ରାତିରେ ମୃତତ୍ୟୁ ଘଟିଛି। ସେ ହେଲେ ଅଭିଷେକ ମହାଳିକ, (୨୨ ବର୍ଷ) ରାତିରେ ଏକ ଟ୍ରାକ୍ଟର ଖଳାକୁ ବେଙ୍ଗଳା ପକାଇବାକୁ…
ଅଭିଯୁକ୍ତଙ୍କୁ ଖସାଇ ନେବାକୁ ପୋଲିସକୁ କରିଥିଲେ ଢେଲା ମାଡ: ପରେ ଜଣଙ୍କ ପରେ ଜଣଙ୍କୁ…
ବାଲେଶ୍ୱର,୧୦।୧(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେଖୁଣ୍ଟା ଥାନା ପୋଲିସ ପକ୍ଷରୁ ଶୁକ୍ରବାର ଅରଡବଜାର ଗଉଡ଼ସାହି ନିକଟରେ ଚଢ଼ାଉ କରାଯାଇ ଦମ୍ପତି ବ୍ରାଉନସୁଗର ବେପାରୀଙ୍କୁ ଗିରଫ କରାଯାଇଥିଲା । ସେମାନଙ୍କ ଠାରୁ ୬୮ ଗ୍ରାମ ବ୍ରାଉନସୁଗର, ବୁଲେଟ ମୋଟରସାଇକେଲ, ମୋବାଇଲ ଜବତ ହୋଇଥିଲା l…
ରାଜ୍ୟରେ ଶୀତ ଲହରୀ: ଏହି ଜିଲାରେ ଗୋଟିଏ ମାସ ସକାଳୁଆ ସ୍କୁଲ ବନ୍ଦ
ଭୁବନେଶ୍ୱର,୯।୧: ରାଜ୍ୟରେ ଜାରି ରହିଛି ପ୍ରବଳ ଶୀତ ଲହରୀ। ସକାଳୁ ସକାଳୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ଭଦ୍ରକ ଜିଲା ପ୍ରଶାସନ ସମସ୍ତ ସ୍କୁଲରେ ଶନିବାର ସକାଳ ଶ୍ରେଣୀ ପରିବର୍ତ୍ତେ ଦିନ ସିଫ୍ଟରେ କ୍ଲାସ୍ କରିବାକୁ…
ଡିପୋଜିଟ୍ ପାଇଁ ଏଜେଣ୍ଟ ୩ ଲକ୍ଷ ଟଙ୍କା ନେଇ ଯାଉଥିଲେ, ବାଇକରେ ଆସି ଲୁଟି ନେଲେ…
ଚାନ୍ଦବାଲି,୮।୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରେ ଅପରାଧିଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଦିବା ପ୍ରାୟ ୧.୩୦ ସମୟରେ ବାଂଶଡା ଥାନା ଅଧିନ ଜଣେ ଏଲ୍ଆଇସି ଏଜେଣ୍ଟଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟି ନେଲେ ୩ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।…
ବେକରେ ସାପ ଝୁଲାଇ ବଜାରରେ ବୁଲୁଥିଲେ ଯୁବକ, ଏପରି ଅବସ୍ଥା ହେଲାଯେ…
ଭଦ୍ରକ,୮ା୧: ଭଦ୍ରକ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ଦିନ, ବନ୍ତ ଅଞ୍ଚଳର ଜଣେ ଯୁବକ ବେକରେ ସାପ ଧରି ବଜାରରେ ବୁଲୁଥିବା ଦେଖାଯାଇଥିଲା । ଫୁଲ ମାଳ ଭଳି ଯୁବକ ଜଣକ ବେକରେ…
୬ ପରିବାରର ୧୬ ବଖରା ପୋଡି ପାଉଁଶ, ଗୋରୁ-ଛେଳି ଜୀବନ୍ତ ଦଗ୍ଧ
ତିହିଡି଼,୫୧(ସଞ୍ଜିତ ବଳ):ତିହିଡି଼ ତହସିଲ ପୀରହାଟ ଥାନା ନରେନ୍ଦ୍ରପୁର ପଞ୍ଚାୟତ ଅଧୀନ ଛତ୍ରପଦା ଗ୍ରାମର ପଣ୍ଡିତସାହିରେ ରବିବାର ବିଳମ୍ବିତ ରାତିରେ ଭୟବହ ଅଗ୍ନିକାଣ୍ଡ ଘଟିଛି l ଏଥିରେ ୬ପରିବାରର ୧୬ ବଖରା ଘର ସହିତ ଗୋରୁ ଗୁହାଳ ପୋଡ଼ି ପାଉଁଶ ହୋଇଯାଇଛି l…
ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା
ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ ଭେଟକୁ ନେଇ ଚର୍ଚ୍ଚା ହେଉଛି। Dharitri – Odisha’s No.1 Odia Daily
ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ
ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ ବିଶିଷ୍ଟ ବ୍ୟକ୍ତି ଓ ରାଜନୈତିକ ବ୍ୟକ୍ତି ବିଶେଷ ଫୁଲତୋଡ଼ା ଓ ନେଇ ଯାଇଥାନ୍ତି l…
ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା
ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା ବେଳେ ମଙ୍ଗଳବାର ସକାଳେ ଗୋଟିଏ ଗୋଷ୍ଠୀର ୪ ଜଣ କିନ୍ନରଙ୍କୁ ଆକ୍ରମଣ ସହ ଚୁଟି…
ଚୋରକୁ କାବୁ କରି ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…
ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ ହସ୍ତାନ୍ତର କରିଛନ୍ତି। ଏପରି ଘଟଣା ଘଟିଛି ଭଦ୍ରକ ପୁରୁଣା ବଜାର ଥାନା ସନ୍ଥିଆ ଗ୍ରାମରେ।…
Archives


