ମଦ ଦୋକାନରୁ ୧୦ ଲକ୍ଷ ଟଙ୍କା ଚୋରି: ଟଙ୍କା ଧରି ଦୌଡୁଥିବା ବେଳେ
ତିହିଡ଼ି,୧୮।୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ବିଦେଶୀ ମଦ ଦୋକାନରୁ ଚୋରି କରିଥିବା ଦୋକାନ କର୍ମଚାରୀଙ୍କୁ ଶୁକ୍ରବାର ତିହିଡ଼ି ପୋଲିସ ଗିରଫ କରିଛି। ଗିରଫ କର୍ମଚାରୀ ହେଲେ ବାସୁଦେବପୁର ଏନ୍ଏସି ଅଧୀନ ୧୧ନଂ. ୱାର୍ଡର ରାଜକିଶୋର ସାହୁ(୩୮)। ତାଙ୍କଠାରୁ…
ରାସ୍ତା ନ ଥିବାରୁ ଭାଙ୍ଗିଯାଉଛି ବିବାହ ପ୍ରସ୍ତାବ
ଚାନ୍ଦବାଲି,୧୮ା୭ (ରତିକାନ୍ତ ବାରିକ): ଭଲ ରାସ୍ତା ନ ଥିବାରୁ ସାହିର ପୁଅଙ୍କୁ କେହି ଝିଅ ଦେବାକୁ ରାଜି ହେଉନାହାନ୍ତି। ଅନେକ ପୁଅଙ୍କ ପ୍ରସ୍ତାବ ଭାଙ୍ଗିଗଲାଣି। କାଦୁଅ ଗଁାକୁ ଝିଅ ଦେବେ ନାହିଁ ବୋଲି କହୁଛନ୍ତି କନ୍ୟାଘର ଲୋକେ। ଭଦ୍ରକ ଜିଲା ଚାନ୍ଦବାଲି…
ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ
ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇଯାଇଛି। ରେବ ନଦୀର ଜଳସ୍ତର ବୃଦ୍ଧି ପାଇବାରୁ ଭଗବାନପୁର ଗ୍ରାମପଞ୍ଚାୟତର ଇଚ୍ଛଦା…
କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…
ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଆସନ୍ତାକାଲି (ବୁଧବାର) ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା…
ଲଗାଣ ବର୍ଷା, ଆଜି ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି
ଭଦ୍ରକ,୧୪।୭(ସନାତନ ରାଉତ): ଭଦ୍ରକ ଜିଲାରେ ଲଗାଣ ବର୍ଷା ଜାରି ରହିଛି । ଏହି କାରଣରୁ ଜିଲାର ସମସ୍ତ ସ୍କୁଲକୁ ମଙ୍ଗଳବାର ଛୁଟି ଘୋଷଣା କରାଯାଇଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାପାଳ ଦିଲ୍ଲୀପ ରାଉତରାଏ ଜିଲାର ସମସ୍ତ ସରକାରୀ, ସରକାରୀ…
ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…
ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳପୁରରୁ ସହିଦ ପୀଠ ମଧ୍ୟଭାଗରେ ଥିବା ସହିଦ ମଣ୍ଡପ,…
ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…
ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ ନାବଳିକାଙ୍କ ପରିବାର ଲୋକେ ଘରେ ନ ଥିବା ସୁଯୋଗ ନେଇ ଦାଦା ସିନୁ…
ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…
ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ ତୀକ୍ଷ୍ଣ ଦୃଷ୍ଟି ଦେଇଛନ୍ତି। ଭଦ୍ରକ ଡିଏଫ୍ଓ ଅରୁଣ କୁମାର ବିଶ୍ୱାଳଙ୍କ ନିର୍ଦ୍ଦେଶକ୍ରମେ ସହକାରୀ…
ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ
ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ଗୁରୁତର ଅଭିଯୋଗ ହୋଇଛି। ପ୍ରଧାନଶିକ୍ଷକ ଜଣକ ଜନୈକ ଶିକ୍ଷୟିତ୍ରୀଙ୍କୁ ଶାରୀରିକ…
ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ
ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ କାର୍ଡ ଧରି ଏକ ହତ୍ୟାକାଣ୍ଡର ନ୍ୟାୟ ଦାବିରେ ଆଖଣ୍ଡଳମଣି – ଭଦ୍ରକ ରାସ୍ତା…
ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା
ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଆଖୁଆପଦାଠାରେ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ…
ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା
ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା ଓ ସ୍ଥାନୀୟ ଜନସାଧାରଣ ଏକଜୁଟ ହୋଇ ଧୂଷୁରୀ ଥାନା ଘେରାଉ କରିଥିଲେ। ଧୂସୁରୀ,…

