ମିଲେଟ ଚାଷ ପାଇଁ ବଢୁଛି ଆଗ୍ରହ
ଭଦ୍ରକ,୨୧ା୧୨(ସନାତନ ରାଉତ)ଭଦ୍ରକ ଜିଲାରେ ଚଳିତ ଖରିଫ ଋତୁରେ ନୂଆକରି ମିଲେଟ ଚାଷ କରାଯାଇଛି। ବ୍ୟବସାୟିକ ଫାଇଦା ଓ ସରକାରୀ ପ୍ରୋତ୍ସାହନ ବିଶେଷ କରି ମାଣ୍ଡିଆ ଚାଷୀଙ୍କୁ ଆକୃଷ୍ଟ କରିଛି। ମାଣ୍ଡିଆ ଜାତୀୟ ଖାଦ୍ୟଶସ୍ୟର ଚାହିଦା ବୃଦ୍ଧିକୁ ଦୃଷ୍ଟିରେ ରଖି ମିଲେଟ୍ ମିଶନ…
ଧାମନଗରର ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୧୮।୧୨: ଧାମନଗରରେ ଥିବା ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନୱାରେ ଏକ ପାଣି ଟାଙ୍କୀ ସହିତ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ.…
ଦୁଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ, ତାଡ଼ିନେଲେ ଠାକୁରଙ୍କ ଆଖି
ଭଦ୍ରକ,୧୮ା୧୨(ସନାତନ ରାଉତ): ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଦୁଇଟି ମନ୍ଦିରରୁ ଦାନ ବାକ୍ସ ସହ ଠାକୁରଙ୍କ ଅଳଙ୍କାର ଚୋରି କରି ନେଇଛନ୍ତି। ସୂଚନା ମୁତାବକ ଭଦ୍ରକ ପୁରୁଣା ବଜାର ଥାନା ସନ୍ଥିଆସ୍ଥିତ ରାଧାଗୋବିନ୍ଦଜୀଉ ଓ ମଦନମୋହନ ମନ୍ଦିରରୁ ଚୋରି ହୋଇଛି। ଦାନବାକ୍ସରୁ…
ପିଲାଙ୍କୁ ପଢ଼ାଇଲେ ବିଧାୟକ ସୂର୍ଯ୍ୟବଂଶୀ
ଧାମନଗର,୧୫।୧୨(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗରର ଯୁବ ବିଧାୟକ ସୂର୍ଯ୍ୟବଂଶୀ ସୂରଜ ହଠାତ୍ ଏକ ବିଦ୍ୟାଳୟକୁ ପଶିଯିବା ଏବଂ ସେଠାରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବା ସହ ସେମାନଙ୍କ ସମସ୍ୟା ବୁଝିବା ଓ ସମାଧାନର ପ୍ରତିଶ୍ରୁତି ଦେବା ଘଟଣା ଏବେ ଚର୍ଚ୍ଚାର ବିଷୟ…
ଜଳିଗଲା ୧୫ ଦୋକାନ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଛାର୍ଖାର୍
ବାସୁଦେବପୁର,୧୪।୧୨(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଇରମ ପଞ୍ଚାୟତ ରଥପଦାରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ଟି ଦୋକାନ ପୋଡି ନଷ୍ଟ ହୋଇଯାଇଛି। ରଥପଦାରେ ପଦ୍ମନାଭ ଦାଶଙ୍କ ମାର୍କେଟ୍ କମ୍ପ୍ଲେକ୍ସରେ ଚାଳ ଏବଂ ଆଜବେଷ୍ଟସ୍ରେ ନିର୍ମିତ ୧୫ଟି…
ବିଦ୍ୟୁତ ଖୁଣ୍ଟକୁ ପିଟିଲା କାର: ଚାଲିଗଲା ୨ ଜୀବନ
ଭଦ୍ରକ,୧୨।୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ରାଣୀତାଲ ଠାରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଭୋର ସମୟରେ ଏକ କାର ରାସ୍ତା ପାର୍ଶ ବିଦ୍ୟୁତ ଖୁଣ୍ଟରେ ପିଟି ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ, ପଶ୍ଚିମବଙ୍ଗରୁ…
ପାଣି ନେବାକୁ ରାତି ୩ରୁ ଲମ୍ବାଧାଡ଼ି
ଚାନ୍ଦବାଲି, ୧୦।୧୨ (କିଷାନ ପାତ୍ର)ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଉତୁକୁଡ଼ା ପଞ୍ଚାୟତର ଚକିଆସାହି ଗ୍ରାମ ଏବେବି ଅବହେଳିତ ଅବସ୍ଥାରେ ରହିଛି। ଉକ୍ତ ଗ୍ରାମକୁ ଯାତାୟାତ କରିବା ପାଇଁ ଭଲ ରାସ୍ତା ଖଣ୍ଡେ ନ ଥିବାବେଳେ ପିଇବା ପାଣି ପାଇଁ ସରକାରୀ…
ମଦିନା ମଇଦାନରେ ଲାଗିଲା ୧୪୪
ଭଦ୍ରକ,୮ା୧୨(ସନାତନ ରାଉତ): ଭଦ୍ରକ ସହର ମଦିନା ମଇଦାନରେ ଶୁକ୍ରବାର ସନ୍ଧ୍ୟାରେ ଏକ ପ୍ରତିବାଦ ସଭା ହେବାକୁ ଥିଲା। ଏହି ସଭାରେ ଆଇନ ଶୃଙ୍ଖଳା ପରିସ୍ଥିତି ଆଶଙ୍କା ନେଇ ପ୍ରଶାସନ ପକ୍ଷରୁ ଶୁକ୍ରବାର ପୂର୍ବାହ୍ନ ୧୧ଟାରୁ ଶନିବାର ସକାଳ ୬ଟା ପର୍ଯ୍ୟନ୍ତ ୧୪୪…
‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍କ୍ଷେପଣ ସଫଳ: ୧ ହଜାର କି.ଗ୍ରା. ପର୍ଯ୍ୟନ୍ତ ବହନ କରିବ ଯୁଦ୍ଧାସ୍ତ୍ର
ବାଲେଶ୍ୱର,୭ା୧୨(ମାନସ ବିଶ୍ୱାଳ): ଭଦ୍ରକ ଜିଲା ଧାମରାସ୍ଥିତ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଗୁରୁବାର ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍କ୍ଷେପଣ ସଫଳ ହୋଇଛି। ଦ୍ରୁତଗତିରେ ଲକ୍ଷ୍ୟଭେଦ କରିବାର କ୍ଷମତା ଏହି କ୍ଷେପଣାସ୍ତ୍ରର ରହିଛି। ଏହାର ଓଜନ ୧୨ଟନ୍ ରହିଥିବା…
ସାଇକେଲରେ ବୁଲି ଲୋକଙ୍କ ସମସ୍ୟା ବୁଝୁଛନ୍ତି ଏନ୍ଏସି ନିର୍ବାହୀ ଅଧିକାରୀ
ଧାମନଗର, ୬।୧୨(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଏନ୍ଏସିରେ ନିକଟରେ ଯୋଗ ଦେଇଥିବା ନୂତନ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ନାୟକ ସାଇକେଲରେ ଓ୍ବାର୍ଡ ବୁଲି ଲୋକଙ୍କ ସମସ୍ୟା ବୁଝୁଛନ୍ତି। ୩/୪ ଦିନ ହେଲା ସେ ଏହି ଅଭିଯାନ ଆରମ୍ଭ କରିଛନ୍ତି।…
ସାଳନ୍ଦୀ ନଦୀବନ୍ଧ ମରାମତି ଦାବି
ଭଦ୍ରକ,୨।୧୨(ସନାତନ ରାଉତ): ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ଭଦ୍ରକ ବ୍ଲକର ଦକ୍ଷିଣପାର୍ଶ୍ୱ ନଦୀବନ୍ଧ ମଧ୍ୟରେ ଥିବା ଦଇସିଂ, କାଉପୁର, ଓଲଙ୍ଗ, ରାନ୍ଦିଆ, ବାଉଦପୁର ଓ ବାମପାର୍ଶ୍ୱ ଅଧୀନରେ ଥିବା ଗେଲଟୁଆ, ବାଣିତିଆ, ଆମ୍ବରୋଳି ଓ ବନ୍ଧଗାଁ ମୋଟ ୯ ପଞ୍ଚାୟତବାସୀ ସାଳନ୍ଦୀ…
୨୦ ବର୍ଷରେ ଏଡ୍ସରେ ଗଲାଣି ୨୮୮ ଜୀବନ
ଭଦ୍ରକ,୧ା୧୨(ସନାତନ ରାଉତ):ଡିସେମ୍ବର ୧ ହେଉଛି ବିଶ୍ୱ ଏଡ୍ସ ଦିବସ। ଏହି ଦିବସ ଉପଲକ୍ଷେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ଏଡ୍ସ ର ମୂଳୋତ୍ପାଟନ ହୋଇପାରୁନାହିଁ। ଏଡ୍ସ ନିୟନ୍ତ୍ରଣ ପାଇଁ କେବଳ ସଚେତନତା ହିଁ ବଡ଼ ଔଷଧ ହୋଇଥିବା ବେଳେ ଯୁବପିଢ଼ିଙ୍କ…
Archives


