ଭଦ୍ରକ

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ ମହିଳାଙ୍କୁ ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରି ହଟହଟା ହୋଇଛନ୍ତି। ଏହି ଘଟଣା ବାସୁଦେବପୁର…

ନିଟ୍‌ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ

ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ । ଏମିତି ଏକ ନକଲି ପରୀକ୍ଷାର୍ଥୀଙ୍କୁ ଧରିଛି ଭଦ୍ରକ ଗ୍ରାମାଞ୍ଚଳ ପୋଲିସ। ସୂଚନା ଅନୁଯାୟୀ…

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି କର୍ମୀଙ୍କ ଘରେ କେନ୍ଦ୍ର ଚାଲିଛି। ବିଭାଗୀୟ ସୂଚନା ଅନୁଯାୟୀ, ୨୦୨୪ ମାର୍ଚ୍ଚ ସୁଦ୍ଧା ଜିଲାର…

ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ କାମରେ ଲାଗୁନାହିଁ। ୨୦ ବର୍ଷ ପୂର୍ବରୁ ନିର୍ମିତ ଧାମନଗର ପାନ୍ଥଶାଳା ଏଯାଏ କାର୍ଯ୍ୟକ୍ଷମ ହୋଇପାରି…

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ ବଚସାରୁ ଉତ୍ତ୍ୟେକ୍ତ ହୋଇ ବାପା ପୁଅଙ୍କୁ ଭୁଜାଲିରେ ହାଣି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ପୁଅଙ୍କର…

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ ଅବସରରେ ବରପଦା ସୁରକ୍ଷା ମଞ୍ଚ ସଭାପତି ତଥା ସାମାଜିକ କର୍ମୀ ଯୁଧିଷ୍ଠିର ପଣ୍ଡା ମୁଖ୍ୟ…

ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା

ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର ସକାଳେ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପାଳିଆବିନ୍ଧା…

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ ବିଜେଡି କର୍ମୀ ସମ୍ମିଳନୀରେ ଯୋଗଦେଇ କହିଛନ୍ତି। ବରିଷ୍ଠ ବିଜେଡି ନେତା ମଦନ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ…

ଭାଜପାରେ ମିଶିଲେ ୩୦ ପରିବାର

ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ…

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ ପରିଦର୍ଶନ କରିଛନ୍ତି। ଏହି ଅବସରରେ ବୃକକ୍‌ଜନିତ ରୋଗରେ ପୀଡ଼ିତ ଥିବା ପୁରୁଷଣ୍ଢ ପଞ୍ଚାୟତର ଭାସ୍କର…

ଭାଜପାରୁ ଲଢ଼ିବେ ବାଣୀକଲ୍ୟାଣ

ବାସୁଦେବପୁର,୨୮।୪(ନାରାୟଣ ପ୍ରସାଦ ବାରିକ୍‌)ଭଦ୍ରକ ଜିଲା ବାସୁଦେବପୁର ବିଧାନସଭା କ୍ଷେତ୍ର ପାଇଁ ନବାଗତ ଯୁବନେତା ବାଣୀକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଭାଜପା ଶନିବାର ଘାଷଣା କରିଛି। ଯୁବ ଚେହେରା ଭାବେ ବାଣୀକଲ୍ୟାଣ ନିଜର ରାଜନୈତିକ ଜୀବନ ବିଜେଡିରୁ ଆରମ୍ଭ କରି ବାସୁଦେବପୁରରେ ଗତ…

କାଦବରାଙ୍ଗରେ ରାଜନୈତିକ ହିଂସା

ଆଗରପଡ଼ା,୨୮ା୪(ସୁଶାନ୍ତ ଦାଶ)ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ରାତିରେ ଆଗରପଡ଼ା ଥାନା ଅଧୀନ କାଦବରାଙ୍ଗ ବଜାରରେ ରାଜନୈତିକ ହିଂସା ଘଟିଛି। ଏହି ବିବାଦରୁ ଦୋକାନ ପୋଡ଼ିବା ସହ ମାର୍‌ପିଟ୍‌ ହୋଇଛି। ଏହାକୁ ନେଇ ଅଭିଯୋଗକ୍ରମେ ଆଗରପଡ଼ା ଥାନାରେ ୩ଟି ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?