ଭଦ୍ରକ

ଚାଲିକି ଯାଉଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ବସ୍‌ 

ଭଦ୍ରକ,୨୨।୧୧(ସନାତନ ରାଉତ): ଭଦ୍ରକ ସହର ବନ୍ତ ଛକରେ ବୁଧବାର ବସ୍‌ ଚଢ଼ିଯିବାରୁ ଜରଙ୍କ ମୃତ୍ୟୁ ଘଟିଛି । ସୂଚନା ଯୋଗ୍ୟ, ଭଦ୍ରକ ଜିଲା ଅଗରପଡା ଥାନା ଅଧୀନ ବିସଲକଣା ଗ୍ରାମର କନକ ଦାସ (୫୫) ବସ୍‌ରେ ଆସି ବନ୍ତ ଛକରେ ବସ…

ବୁଲା ଷଣ୍ଢ ଆକ୍ରମଣ: ଚକଟି ମାରିଲା, ଜଣଙ୍କୁ କଚାଡ଼ିଦେଲା 

ଭଦ୍ରକ,୨୨।୧୧(ସନାତନ ରାଉତ): ଭଦ୍ରକ ଚରମ୍ପା ହ୍ୟାପିହୋମ ସ୍କୁଲ ନିକଟରେ ଏକ ବୁଲା ଷଣ୍ଢ ଆକ୍ରମଣରେ ବୁଧବାର ସକାଳେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ମହିଳା ଗୁରୁତର ହୋଇଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।…

ଚୋରା ଚାଲାଣ ବେଳେ ୬୦ କୁଇଣ୍ଟାଲ କୋଇଲା ଜବତ

ବାସୁଦେବପୁର,୨୦।୧୧ (ନାରାୟଣ ପ୍ରସାଦ ବାରିକ୍‌)-ଭଦ୍ରକ ଜିଲା ବାସୁଦେବପୁର- ଧାମରା ରାସ୍ତାର ବେତଡ଼ା ନିକଟରୁ  ଚୋରା ଚାଲାଣ ବେଳେ ୬୦ କୁଇଣ୍ଟାଲ କୋଇଲା ସହ ୨ଟି ପିକ୍‌ଅପ୍‌ ଗାଡ଼ି ବାସୁଦେବପୁର ପୋଲିସ ଜବତ କରିଛି। ଚୋରାରେ ଏହି କୋଇଲା ଚାଲାଣ ହେଉଥିବା ଖବରପାଇ…

‘ଡିସେମ୍ବରରେ ଦାବି ପୂରଣ ନ ହେଲେ ସବୁ କଲେଜ ବନ୍ଦ’

ଭଦ୍ରକ,୨୦।୧୧(ସନାତନ ରାଉତ): ଭଦ୍ରକ ଟାଉନ ହଲ୍‌ରେ ପୂର୍ବ ଓଡ଼ିଶା ଓ ଉତ୍ତର ଓଡ଼ିଶା ଅଧ୍ୟକ୍ଷ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ୫ ଜିଲାର ସମସ୍ତ କଲେଜ ଅଧ୍ୟକ୍ଷ ଓ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ।…

ମେଲାଣି ନେଲେ ମା’

ଭଦ୍ରକ,୧୯।୧୧(ସନାତନ ରାଉତ): ସାତ ଦିନ ଧରି ଚରମ୍ପାଠାରେ ଚାଲିଥିବା ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ଶନିବାର ଉଦ୍‌ଯାପିତ ହୋଇଛି । ରବିବାର ମା’ ମେଲାଣି ନେଇଛନ୍ତି । ସକାଳରୁ ଭସାଣି ଆରମ୍ଭ ହୋଇଛି । ସମସ୍ତ ୮ଟି ପୂଜା ମଣ୍ଡପର ମେଢ଼…

ମଧ୍ୟାହ୍ନଭୋଜନରେ ପୋକ

ଚାନ୍ଦବାଲି,୧୯।୧୧(କିଷାନ ପାତ୍ର)ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ପରମାନନ୍ଦପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନ ଭୋଜନ ସୋୟାବିନ ତରକାରିରେ   ପୁଳା ପୁଳା ଧଳା ଲାଙ୍ଗୁଡିଆ ପୋକ ବାହାରିଥିଲା। ଏଥିରେ ଅସନ୍ତୋଷ ପ୍ରକାଶ କରି ଛାତ୍ରୀଛାତ୍ର ଓ ଅଭିଭାବକମାନେ ଶନିବାର ସ୍କୁଲ…

ରୁଟିରେ ଦର୍ଶନ ଦେଲେ ଜଗନ୍ନାଥ

ଭଦ୍ରକ,୧୮।୧୧(ସନାତନ ରାଉତ): ଭଦ୍ରକ ଜିଲା ବନ୍ତ ବ୍ଲକ ମଙ୍ଗୁଲି ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘରେ ରୁଟିରେ ଜଗନ୍ନାଥ ଦର୍ଶନ ଦେଇଛନ୍ତି। ସୂଚନା ମୁତାବକ ଶୁକ୍ରବାର ରାତିରେ ତାଙ୍କ ବୋହୁ ରୁଟି ସେକୁଥିବା ବେଳେ ରୁଟିର କିଛି ଅଂଶ ପୋଡ଼ିଯାଇ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତି…

ମହାସରସ୍ବତୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ,୧୭ା୧୧(ରବିନାରାୟଣ ଖିଲାର/ସନାତନ ରାଉତ): ସପ୍ତମାତୃକା ବେଶର ଷଷ୍ଠ ଦିନରେ ଶୁକ୍ରବାର ମା’ ଭଦ୍ରକାଳୀ ମହାସରସ୍ବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ମହାସରସ୍ବତୀ ବେଶରେ ମା’ଙ୍କ ମୁଖମଣ୍ଡଳ ଶ୍ୱେତବର୍ଣ୍ଣ ଥିବା ବେଳେ ହଂସ ଥିଲା ମା’ଙ୍କ ବାହନ। ଶ୍ୱେତବସ୍ତ୍ର ପରିଧାନ କରି ମା’…

ଜଗଦ୍ଧାତ୍ରୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ,୧୬ା୧୧(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ ପଞ୍ଚମ ଦିବସରେ ଜଗଦ୍ଧାତ୍ରୀ ବେଶରେ ଦର୍ଶନ ଦେଇଛନ୍ତି। ମା’ଙ୍କ ମୁଖ ମଣ୍ଡଳ କଳା ବର୍ଣ୍ଣ ଓ ଶଙ୍ଖ ଚକ୍ର ଧାରଣ କରିଥିଲେ। ଏହି ବେଶରେ ଦର୍ଶନ କଲେ ପାପ ମୋକ୍ଷ ହେବା…

ଭଦ୍ରକ କାଳୀପୂଜା: ଆରମ୍ଭରୁ ଜମିଲାଣି

ଭଦ୍ରକ, ୧୪।୧୧(ସନାତନ ରାଉତ): ପ୍ରସିଦ୍ଧ କାଳୀପୂଜା ପାଇଁ ଭଦ୍ରକର ପରିଚୟ ନିଆରା। ଚରମ୍ପାଠାରେ ଜଣେ ଦକ୍ଷିଣ ଭାରତୀୟ ରେଳ କର୍ମଚାରୀଙ୍କ ଘରୋଇ ପୂଜା ଏବେ ଗଣପର୍ବର ରୂପ ନେଇଛି। ଚରମ୍ପାର ପିଡବ୍ଲୁଆଇ କମିଟି ସମେତ ମୁଖ୍ୟ ପୂଜା କମିଟିଗୁଡ଼ିକ ପକ୍ଷରୁ ଏଥର…

ବାଣ ଫୁଟାଇ ପାପୁଲି ହରାଇଲେ ୨: ୯ ଆହତ

ଭଦ୍ରକ/ତିହିଡ଼ି,୧୩ା୧୧(ସନାତନ ରାଉତ/ସଞ୍ଜିତ ବଳ)-ଦୀପାବଳିରେ ବାଣ ଫୁଟାଇବା ବେଳେ ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରେ ବିସ୍ଫୋରଣରେ ୨ଜଣ ପାପୁଲି ହରାଇଥିବା ବେଳେ ୯ଜଣ ଆହତ ହୋଇଛନ୍ତି। ସେହିପରି ପୁରୁଣାବଜାର ଥାନା ଅଧୀନ ଶଙ୍କରପୁର ସାହିରେ ଘର ଉପରେ ରକେଟ୍‌ ବାଣ ପଡ଼ି ଗୁଲାମ…

କାଳୀପୂଜା ପାଇଁ ଭଦ୍ରକ ଚଳଚଞ୍ଚଳ: ସାତ ଦିନ ଧରି ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ ଭଦ୍ରକାଳୀ

ଭଦ୍ରକ,୧୨।୧୧(ସନାତନ ରାଉତ ): ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ଭଦ୍ରକ ସହର ଚଳଚଞ୍ଚଳ ହୋଇ ଉଠିଛି। ସହରର ୯ଟି ମଣ୍ଡପରେ ମା’ ଙ୍କୁ ଆରାଧନା କରାଯାଉ ଥିବାବେଳେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ପୂଜା ଓ ବିଶ୍ୱଶାନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri