ଭଦ୍ରକ ଅଫିସ,୩ା୧୧: ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ ନଟବର ମୁଣ୍ଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ଭଦ୍ରକ ଜିଲାର ବାଗୁରାଇରେ ବୋଲି ଜଣାପଡ଼ିଛି। ନଟବରଙ୍କୁ ଧାମନଗରର ୧୩୯ ନମ୍ବର ବୁଥ୍ରେ ପୋଲିଂ କର୍ମଚାରୀ ଭାବେ ନିୟୋଜିତ କରାଯାଇଥିଲା।...
ଚାନ୍ଦବାଲି,୩।୧୧(ଡି.ଏନ୍.ଏ.): ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତା ଚନ୍ଦନପୁର ଛକ ନିକଟରେ ଏକ ସଡକ ଦୁର୍ଘଟଣା ଘଟିଛି l ଏହି ଦୁର୍ଘଟଣାରେ ବାଇକ ଆରୋହୀଜଣଙ୍କ ଗୁରୁତର ହୋଇଥିବା ଜଣାପଡିଛି। ସେ ହେଲେ ବିଶ୍ରାମପୁର ଗ୍ରାମର ବିକାଶ ପରିଡ଼ା। ଚାନ୍ଦବାଲିରୁ ମତୋ ଅଭିମୁଖେ ଯାଉଥିବା...
ଭଦ୍ରକ ଅଫିସ/ଧାମନଗର,୨।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ମତଦାତାମାନେ ଧାଡ଼ିରେ ଆସି ପରିଚୟପତ୍ର...
Archives
Model This Week
ପିଲାଙ୍କ ଧରିତ୍ରୀ